ଜାତୀୟ

କେଜରିଓ୍ବାଲଙ୍କ ମାଷ୍ଟର ଷ୍ଟ୍ରୋକ୍‌: ଏଥର ମାଗଣାରେ ଯାତ୍ରା କରିବେ ମହିଳା

ନୂଆଦିଲ୍ଲୀ,୧।୬: ବିଜୁଳି ଅଧା ଦାମ୍‌ରେ ଓ ପାଣି ମାଗଣାରେ ଉପଲବ୍ଧ କରିବାକୁ ଘୋଷଣା କରିଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏଥିରେ ସଫଳ ହେବା ପରେ ଏବେ ଆଉ ଏକ ନୂଆ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଏହି ଯୋଜନା ଲାଗୁ…

ନକଲି ଆଇପିଏସ୍‌ ଅଫିସର ହୋଇ ଲୋକଙ୍କୁ ଲୁଟୁଥିବା ଦ୍ୱାଦଶ ଫେଲ୍‌ ଯୁବକ ଗିରଫ

ଜୟପୁର,୧।୬: ଜଣେ ନକଲି ଆଇପିଏସ୍‌ ଅଫିସରଙ୍କୁ ଏସଓଜି ଗିରଫ କରିଛି। ନକଲି ଆଇପିଏସ୍‌ ହୋଇ ଲୋକଙ୍କ ଲୁଟୁଥିବା ଅଭୟ ମୀଣା ଦ୍ୱାଦଶ ଫେଲ ହୋଇଥିଲେ ମଧ୍ୟ ଦିଲ୍ଲୀ ଆଇଆଇଟିରୁ ବିଟେକ୍‌ ପାଶ୍‌ କରିଥିବା ଦର୍ଶାଇଥିଲେ। ସବାଇମାଧୋପୁରର ପିଲୋନ୍ଦା ଗାଁରେ ବାସ କରୁଥିବା…

ମୁଖ୍ୟମନ୍ତ୍ରୀ ଆସନ ଛାଡିବାର ୮ ବର୍ଷ ପରେ ମୋଦି ସରକାରରେ ମିଳିଲା ମନ୍ତ୍ରୀପଦ

ନୂଆଦିଲ୍ଲୀ,୧।୬: ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ହରିଦ୍ୱାରଲୋକ ସଭା ଆସନର ଏମ୍‌ପି ଡା. ରମେଶ ପୋଖରିୟାଲ ନିଶଙ୍କ ଶେଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ବର୍ତ୍ତମାନର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ବିଶ୍ୱାସ ଭାଜନ ହୋଇପାରିଛନ୍ତି। କାରଣ…

ରାଜନାଥ-ଶାହ ନେଲେ ଦାୟିତ୍ୱ

ନୂଆଦିଲ୍ଲୀ,୧।୬: ପ୍ରତିରକ୍ଷା ମନ୍ତ୍ରୀ ଭାବେ ରାଜନାଥ ସିଂ ଶନିବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ତାଙ୍କୁ କାର୍ଯ୍ୟାଳୟରେ ବରିଷ୍ଠ ଅଧିକାରୀମାନେ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଛନ୍ତି। ସେହିପରି ଅମିତ ଶାହ ସ୍ବରାଷ୍ଟ୍ର ମନ୍ତ୍ରୀ ଭାବେ ପୂର୍ବାହ୍ନରେ କାର୍ଯ୍ୟାଳୟରେ ପହଞ୍ଚି ଭାର ଗ୍ରହଣ କରିଛନ୍ତି।…

୯୦ ବର୍ଷରେ ଡେକାନ୍‌ କୁଇନ୍‌

ପୁଣେ,୧।୬: ମହାରାଷ୍ଟ୍ରର ପୁଣେଠାରୁ ମୁମ୍ବାଇ ଯାଉଥିବା ଡେକାନ୍‌ କୁଇନ୍‌ ରେଳଗାଡ଼ିକୁ ଶନିବାର ୯୦ ବର୍ଷ ରେ ପାଦଦେଇଛି। ୧୯୩୦ ଜୁନ୍‌ ୧ରେ ଏହା ଯାତ୍ରା ଆରମ୍ଭ କରିଥିଲା। ୮୯ ବର୍ଷର ଐତିହାସକ ଯାତ୍ରା ସମ୍ପନ୍ନ କରି ଏବେ ଏହା ୯୦ ବର୍ଷ…

ୟେଦୁରପ୍ପାଙ୍କୁ ମୋଦି-ଶାହଙ୍କ ନିର୍ଦ୍ଦେଶ: ରାଜ୍ୟ ସରକାରରେ ଅସ୍ଥିରତା ସୃଷ୍ଟି ନ କରନ୍ତୁ

ବେଙ୍ଗାଲୁର,୧।୬: ମଳିନ ପଡିଯାଇଛି କର୍ନାଟକ ଭାଜପା ଅଧ୍ୟକ୍ଷ ବିଏସ୍‌ ୟେଦୁରପ୍ପାଙ୍କ ଆଶା। ତାଙ୍କୁ ଲାଗିଛି ଏକ ଶକ୍ତ ଧକ୍କା। କାରଣ ଶୁକ୍ରବାର ମୋଦିଙ୍କ ମନ୍ତ୍ରିମଣ୍ଡଳର ଭାଗ ବଣ୍ଟାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ୟେଦୁରପ୍ପାଙ୍କୁ କହିଛନ୍ତି ରାଜ୍ୟରେ…

ଟ୍ରେନରେ ନେତାଙ୍କ ମିମିକ୍ରି କରି ଗିରଫ ହେଲେ ଯୁବକ

ସୁରଟ,୧।୬: ଗୁଜରାଟର ସୁରଟରୁ ଅବିନାଶ ଦୁବେ ନାମକ ଜଣେ ଯୁବକଙ୍କୁ ରେଲଓ୍ବେ ପୋଲିସ ଗିରଫ କରିଛି। ଅବିନାଶ ଉପରେ ଟ୍ରେନରେ ଅବୈଧ ଢ଼ଙ୍ଗରେ ପଶିବା, ଜୋରରେ ଶବ୍ଦ କରିବା ଓ ଅଭଦ୍ର ଭାଷାର ପ୍ରୟୋଗ କରିବା ସହ ଅନ୍ୟାନ୍ୟ ମାମଲାରେ ଆରପିଏଫ୍‌…

ପ୍ରତିଯୋଗିତାରେ ପାରା ଜିତିନେଲେ କାର୍‌ ଓ ବାଇକ୍‌

ଲକ୍ଷ୍ନୌ,୧।୬: ଖେଳ ପ୍ରତିଯୋଗିତାରେ ବିଜେତାଙ୍କୁ ବିଭିନ୍ନ ପୁରସ୍କାର ପ୍ରଦାନ କରାଯାଇଥାଏ। ତେବେ ପାରା ଏଭଳି ପ୍ରତିଯାଗିତାରେ ଅଂଶଗ୍ରହଣ କରି କାର ଓ ବାଇକ୍‌ ଜିଣିବା ଶୁଣିଲେ ଯେ କେହି ଚକିତ ହେବା ନିଶ୍ଚିତ। ଉତ୍ତରପ୍ରଦେଶ ମୁଜାଫରନଗର ଜିଲାରେ ଘଟିଛି ଏଭଳି ଏକ…

୩୦୩ ସମ୍ମୁଖରେ ୫୨ ରହିବ ଅଧିକ ଓଜନଦାର୍‌: ରାହୁଲ

ନୂଆଦିଲ୍ଲୀ, ୧।୬: ସଂସଦରେ ଭାଜପାର ୩୦୩ ସଦସ୍ୟ ରହିଛନ୍ତି। ଅପରପକ୍ଷରେ କଂଗ୍ରେସ ସଦସ୍ୟ ସଂଖ୍ୟା ୫୨ ରହିଛି। ୩୦୩ ସମ୍ମୁଖରେ ୫୨ ଅଧିକ ଓଜନଦାର୍‌ ରହିବ ବୋଲି କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ପ୍ରକାଶ କରିଛନ୍ତି। ସଂସଦର କେନ୍ଦ୍ରୀୟ…

ସ୍ମୃତି ଇରାନୀଙ୍କ ମୁଖ୍ୟ ସହଯୋଗୀଙ୍କ ହତ୍ୟାକାରୀ ଗିରଫ

ଆମେଥି,୧।୬: ଉତ୍ତର ପ୍ରଦେଶ ଆମେଥି ଲୋକ ସଭା ଆସନର ଭାଜପା ନେତ୍ରୀ ସ୍ମୃତି ଇରାନିଙ୍କ ମୁଖ୍ୟ ସହଯୋଗୀ ସୁରେନ୍ଦ୍ର ସିଂଙ୍କୁ ହତ୍ୟା କରିଥିବା ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଏକ ଏନ୍‌କାଉଣ୍ଟ ମାଧ୍ୟମରେ ଅଭିଯୁକ୍ତଙ୍କୁ ପୋଲିସ ଧରିଥିବା ସୂଚନା ମିଳିଛି।…

ଆବଶ୍ୟକ ସଦସ୍ୟ ନ ଥାଇ ବି ସରକାରଙ୍କୁ ଜଗିବେ ସୋନିଆ: ସଂସଦୀୟ ଦଳ ନେତ୍ରୀ ନିର୍ବାଚିତ

ନୂଆଦିଲ୍ଲୀ,୧।୬: କଂଗ୍ରେସର ସଂସଦୀୟ ଦଳ ନେତ୍ରୀ ଭାବେ ପୁଣି ଥରେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ନିର୍ବାଚିତ ହୋଇଛନ୍ତି। ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍‌ରେ ଶନିବାର ପୂର୍ବାହ୍ନରେ ବସିଥିବା ବୈଠକରେ କଂଗ୍ରେସ ସଦସ୍ୟ ଯୋଗଦେଇ ସୋନିଆଙ୍କ ହାତରେ ପୁଣିଥରେ ସରକାରଙ୍କୁ ଜଗିବା ଦାୟିତ୍ୱ…

ପ୍ରତିରକ୍ଷା ବିଭାଗ ସମ୍ଭାଳିବା ପୂର୍ବରୁ ଓ୍ବାର ମେମୋରିୟାଲ ପହଞ୍ଚିଲେ ରାଜନାଥ

ନୂଆଦିଲ୍ଲୀ,୧।୬: ମୋଦି ସରକାରରେ ପ୍ରତିରକ୍ଷା ବିଭାଗ ମିଳିଛି ବରିଷ୍ଠ ନେତା ରାଜନାଥ ସିଂଙ୍କୁ। ଶୁକ୍ରବାର ତାଙ୍କୁ ଏହି ଦାୟିତ୍ୱ ମିଳିଛି। ଶନିବାର ଦାୟିତ୍ୱ ଗ୍ରହଣ ପୂର୍ବରୁ ରାଜନାଥ ପ୍ରଥମେ ନ୍ୟାଶନାଲ ଓ୍ବାର ମେମୋରିଆଲ୍‌ ପହଞ୍ଚିଥିଲେ। ସେଠାରେ ସେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?