ଜାତୀୟ

କେନ୍ଦ୍ର କ୍ୟାବିନେଟ: ମୋଦି, ଶାହଙ୍କ ମନ୍ତ୍ରଣା

ନୂଆଦିଲ୍ଲୀ,୩୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଦ୍ୱିତୀୟ ଥର ଲାଗି ସରକାର ଗଢ଼ିବାକୁ ଯାଉଥିଲାବେଳେ କେଉଁମାନେ ତାଙ୍କ କ୍ୟାବିନେଟରେ ସ୍ଥାନ ପାଇବେ ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ବିଶେଷ କରି ୪ ପ୍ରମୁଖ ବିଭାଗ ପ୍ରତିରକ୍ଷା, ଅର୍ଥ, ସ୍ବରାଷ୍ଟ୍ର ଏବଂ…

ଅରୁଣାଚଳରେ ପୁଣି ଖଣ୍ଡୁ ସରକାର

ଇଟାନଗର, ୩୦ା୫(ପି.ଟି.): ଅରୁଣାଚଳ ପ୍ରଦେଶର ଦଶମ ମୁଖ୍ୟମନ୍ତ୍ରୀ ଭାବେ ବରିଷ୍ଠ ଭାଜପା ନେତା ପେମା ଖଣ୍ଡୁ ବୁଧବାର ଶପଥ ଗ୍ରହଣ କରିଛନ୍ତି। ଦୋର୍ଜି ଖଣ୍ଡୁ କନ୍‌ଭେନଶନ ସେଣ୍ଟରରେ ଅନୁଷ୍ଠିତ ଉତ୍ସବରେ ରାଜ୍ୟପାଳ ବ୍ରିଗେଡିୟର (ଅବସରପ୍ରାପ୍ତ) ବି.ଡି. ମିଶ୍ର ତାଙ୍କୁ ପଦ ଓ…

ନଡ୍ଡା ହେବେ ଭାଜପା ଅଧ୍ୟକ୍ଷ

ନୂଆଦିଲ୍ଲୀ,୩୦ା୫(ଆଇଏଏନ୍‌ଏସ୍‌): ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ମୋଦିଙ୍କ କ୍ୟାବିନେଟ୍‌ରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ ଗ୍ରହଣ କରିବାକୁ ଯାଉଥିବାବେଳେ ଦଳର ସାଙ୍ଗଠନିକ ଦାୟିତ୍ୱ ବରିଷ୍ଠ ଭାଜପା ନେତା ଜେ. ପି. ନଡ୍ଡାଙ୍କ ଉପରେ ନ୍ୟସ୍ତ କରାଯିବ ବୋଲି ଜଣାପଡ଼ିଛି। ୫୫ ବର୍ଷୀୟ ନଡ୍ଡା…

ଶୁଭିବନି ଏମାନଙ୍କ ସ୍ବର

ନୂଆଦିଲ୍ଲୀ,୩୦ା୫(ଆଇଏଏନ୍‌ଏସ୍‌): ଭାରତର ନିର୍ବାଚନୀ ଇତିହାସରେ ବିଗତ ୩ ଦଶନ୍ଧି ଧରି ସେମାନେ ନିଜ ନିଜ ଦଳର ଦୃଢ଼ ସ୍ବର ପାଲଟିଥିଲେ। ନିଜ ନିର୍ବାଚନମଣ୍ଡଳୀ ତଥା ରାଜ୍ୟର ସ୍ବାର୍ଥ ପାଇଁ ସ୍ବର ଉଠାଉଥିଲେ। କିନ୍ତୁ ନରେନ୍ଦ୍ର ମୋଦି ସରକାରଙ୍କୁ ଏକ ନିର୍ଣ୍ଣାୟକ ଜନାଦେଶ…

ମୋଦି ଅତିଥିଙ୍କ ପାଇଁ ‘ଶାହୀ ଦାଓ୍ବତ’

ନୂଆଦିଲ୍ଲୀ,୨୯।୫: ନରେନ୍ଦ୍ର ମୋଦି ଔପଚାରିକତା ଭାବେ ଦ୍ୱିତୀୟ ଥର ପାଇଁ ଗୁରୁବାର ପ୍ରଧାନମନ୍ତ୍ରୀ ରୂପେ ଶପଥ ଗ୍ରହଣ କରିବେ। ମୋଦିଙ୍କ ଶପଥ ଗ୍ରହଣ ସମାରୋହ ଲାଗି ନୂଆଦିଲ୍ଲୀର ରାଇସିନା ହିଲ ସ୍ଥିତ ରାଷ୍ଟ୍ରପତି ଭବନ ପରିସରରେ ବ୍ୟାପକ ଆୟୋଜନ ଓ ପ୍ରସ୍ତୁତି…

ପୁଣି ଟିଏମସିକୁ ଲାଗିଲା ଝଟକା: ଜଣେ ବିଧାୟକ ସମେତ ବହୁ ନେତା ଭାଜପାରେ ସାମିଲ

ନୂଆଦିଲ୍ଲୀ,୨୯।୫: ପଶ୍ଚିମବଙ୍ଗର କ୍ଷମତାଧାରୀ ଦଳ ତୃଣମୂଳ କଂଗ୍ରେସକୁ ୨୪ ଘଣ୍ଟା ଭିତରେ ଦ୍ୱିତୀୟ ଝଟକା ଲାଗିଛି। ବୁଧବାର ଦିଲ୍ଲୀରେ ଟିଏମସିର ବିଧାୟକ ମୁନିରୁଲ ଇସଲାମ ଭାଜପାରେ ସାମିଲ ହୋଇଛନ୍ତି। ତାଙ୍କ ସହିତ ଟିଏମସିର ବରିଷ୍ଠ ନେତା ଗଦାଧର ହାଜରା, ମହମ୍ମଦ ଆସିଫ…

କାର୍ତ୍ତିଙ୍କୁ ଝଟକା : ସୁପ୍ରିମକୋର୍ଟ କହିଲେ ନିଜ ନିର୍ବାଚନମଣ୍ଡଳୀ ଉପରେ ଧ୍ୟାନ ଦିଅ

ନୂଆଦିଲ୍ଲୀ, ୨୯।୫: ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି ଚିଦାମ୍ବରମଙ୍କ ପୁଅ କାର୍ତ୍ତିଙ୍କୁ ପୁଣି ଥରେ ଝଟକା ଦେଇଛନ୍ତି ସୁପ୍ରିମକୋର୍ଟ। ବିଦେଶ ଗସ୍ତ ପାଇଁ କୋର୍ଟରେ ଡିପୋଜିଟ କରିଥିବା ୧୦ କୋଟି ଟଙ୍କା ଫେରାଇବାକୁ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ଯାହାକୁ ଅଗ୍ରାହ୍ୟ କରିଛନ୍ତି କୋର୍ଟ।…

ରବର୍ଟ ଭଦ୍ରାଙ୍କୁ ଟ୍ୟୁମର : ବିଦେଶ ଯିବା ପାଇଁ କୋର୍ଟଙ୍କୁ ମାଗିଲେ ଅନୁମତି

ନୂଆଦିଲ୍ଲୀ,୨୯ା୫: ସୋନିଆ ଗାନ୍ଧୀଙ୍କ ଜ୍ୱାଇଁ ତଥା ପ୍ରିୟଙ୍କାଙ୍କ ସ୍ବାମୀ ରବର୍ଟ ଭଦ୍ରା ଦିଲୀର ରାଉଜ୍‌ ଏଭେନ୍ୟୁ ଅଦାଲତରେ ଏକ ମେଡିକାଲ ସାର୍ଟିଫିକେଟ ଜମା କରିଛନ୍ତି। ତାଙ୍କ ପେଟରେ ଟ୍ୟୁମର ହୋଇଥିବାରୁ ଚିକିତ୍ସା ପାଇଁ ଲଣ୍ଡନ ଯିବାକୁ ବୁଧବାର ଅଦାଲତରେ ଅନୁମତି ମାଗିଛନ୍ତି।…

ନାଥୁରାମ ଗଡସେ ଥିଲେ ଜଣେ ରାଷ୍ଟ୍ରବାଦୀ: ଭାଜପା ବିଧାୟକ

ଇନ୍ଦୋର, ୨୯।୫: ଭାଜପା ସାଂସଦ ସ୍ବାଧୀ ପ୍ରଜ୍ଞା ଠାକୁରଙ୍କ ପରେ ଆଉ ଜଣେ ଭାଜପା ବିଧାୟକ ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ରାଷ୍ଟ୍ରବାଦୀ କହି ଚର୍ଚ୍ଚାର ପରିସରକୁ ଆସିଛନ୍ତି। ଇନ୍ଦୋର ବିଧାୟିକା ଉଷା ଠାକୁର କହିଛନ୍ତି, ନାଥୁରାମ ଗଡସେ ଜଣେ…

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବକୁ ଯିବେ ନାହିଁ ମମତା

କୋଲକତା, ୨୯।୫: ନରେନ୍ଦ୍ର ମୋଦି ଗୁରୁବାର ପୁଣି ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ମୋଦିଙ୍କ ଶପଥଗ୍ରହଣ ସମାରୋହରେ ଦେଶ ବିଦେଶର ଅନେକ ନେତା, ଶିଳ୍ପପତି ଏବଂ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। କିନ୍ତୁ ଏହି ଉତ୍ସବରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

ଦୋମୁହାଁ ସାପର ଦାମ୍‌ ଅମୂଲ ମୂଲ

ମୁମ୍ବାଇ,୨୯।୫: ମହାରାଷ୍ଟ୍ରର ଠାଣେ ଜିଲ୍ଲାରୁ ଚୋରା ଚାଲାଣ କରାଯାଉଥିବା ୨ଟି ଦୋମୁହାଁ ସାପକୁ ଜବତ କରାଯାଇଛି। ଏଥିସହ ଏହି ମାମଲାରେ ୨ଜଣଙ୍କୁ ଗିରଫ କରିଛି ନବଘର ପୋଲିସ। ସୂଚନାଯୋଗ୍ୟ, ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ପୋଲିସ ଭାୟନ୍ଦର ଗଁ।ର ଏକ ସ୍ଥାନରେ…

‘ପିଡି’ ସହ ଏବେ ସମୟ ବିତାଉଛନ୍ତି ରାହୁଲ

ନୂଆଦିଲ୍ଲୀ, ୨୯।୫: ସାଧାରଣ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଏବେ ଗଣମାଧ୍ୟମ ଏବଂ ସୋସିଆଲ ମିଡିଆଠାରୁ ନିଜକୁ ଯଥେଷ୍ଟ ଦୂରେଇ ରଖୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ପରାଜୟ ଗ୍ଲାନିକୁ ଭୁଲିବା ପାଇଁ ନିଜ ପୋଷା କୁକୁର ‘ପିଡି’ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?