ଜାତୀୟ

ପୋଲିସର ଗୁଣ୍ଡାରାଜ: ମହିଳାଙ୍କୁ ବେଲ୍‌ଟରେ ନିସ୍ତୁକ ପିଟିଲେ

ଫରିଦାବାଦ,୨୮।୫: ହରିୟାଣା ଫରିଦାବାଦରୁ ଅମାନବିକତା ଓ ନିଷ୍ଠୁରତା ଶେଷ ସୀମାର ଏକ ଚିତ୍ର ସାମ୍‌ନାକୁ ଆସିଛି। ଜଣେ ପୋଲିସ କନେଷ୍ଟବଳ ମହିଳାଙ୍କୁ ବେଲ୍‌ଟରେ ମାଡ଼ମାରୁଥିବା ଦେଖିବାକୁ ମିଳିଛି। ଏହି ଘଟଣା ଦେଖିବାକୁ ମିଳିଛି ବଲମଗଢ଼ ଆଦର୍ଶ ନଗର ଥାନାରେ। ଥାନାର ପରିସରରେ…

ବିବାହ ଭୋଜିରେ କନ୍ୟାବରଙ୍କୁ ଲୋକେ ଉପହାର ଦେଲେ ପାଣିଭର୍ତ୍ତି ମାଠିଆ

ଭୋପାଳ,୨୮।୫: ମଧ୍ୟପ୍ରଦେଶରେ ପିଇବା ପାଣି ସମସ୍ୟା ଉତ୍କଟ ହେବାରେ ଲାଗିଛି। ସମ୍ପ୍ରତି ଏଠାରେ ଏକ ବିବାହ ଭୋଜିରେ ଯୋଗଦେଇଥିବା ଲୋକେ କନ୍ୟାବରଙ୍କୁ ପାଣିଭର୍ତ୍ତି ମାଠିଆ ଉପହାର ଭାବେ ପ୍ରଦାନ କରିଛନ୍ତି। ସ୍ଥାନୀୟ ଖରଗୋନ୍‌ ଜିଲାର ରାୟଟେମରୀରେ ଏଭଳି ଘଟଣା ଘଟିଛି। ଏହି…

ଅର୍ଥାଭାବ ଯୋଗୁ ଲିଭ୍‌ଇନ୍‌ରେ ୫୦ ବର୍ଷ ରହିବା ପରେ ବିବାହ କଲେ ବୃଦ୍ଧାବୃଦ୍ଧ

ଉଦୟପୁର, ୨୮।୫: ଅର୍ଥାଭାବ ଯୋଗୁ ଦୀର୍ଘ ୫୦ ବର୍ଷ ଲିଭ୍‌ଇନ୍‌ରେ ରହିବା ପରେ ବୃଦ୍ଧାବୃଦ୍ଧ ବୋହୂପୁଅ ଏବଂ ନାତୁଣୀନାତିଙ୍କ ଉପସ୍ଥିିତିରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଗୁଜରାଟର ଲାମ୍ବାଡିଆସ୍ଥିତ ମାଲବାସରେ ସମ୍ପନ୍ନ ହୋଇଛି। ୭୫ ବର୍ଷ ବୟସ୍କ ବୃଦ୍ଧ ଗମନା ସୋଲାଙ୍କି…

୨୦୨୦ ନଭେମ୍ବରରେ ରାଜ୍ୟ ସଭାରେ ଏନଡିଏ ସଂଖ୍ୟା ଗରିଷ୍ଠତା ହାସଲ କରିବା ସମ୍ଭାବନା

ନୂଆଦିଲ୍ଲୀ,୨୮।୫: ଦେଶର ୧୭ତମ ଲୋକ ସଭାରେ ଭାଜପା ନେତୃତ୍ୱାଧୀନ ଏନଡିଏ ସଂଖ୍ୟା ଗରିଷ୍ଠତା ହାସଲ କରିଛି। ତେବେ ରାଜ୍ୟ ସଭାରେ ଏବେ ଏନ୍‌ଡିଏର ୧୦୨ ସଦସ୍ୟ ଅଛନ୍ତି। ସେହିପି ୟୁପିଏର ୬୫ ସଦସ୍ୟ ଅଛନ୍ତି। ରାଜ୍ୟସଭାରେ ସଂଖ୍ୟା ଗରିଷ୍ଠତା ହାସଲ ପାଇଁ…

ମା’ଙ୍କୁ ବଞ୍ଚାଇବା ପାଇଁ ୬ ବର୍ଷ ବୟସ୍କା ଭାଗ୍ୟଶ୍ରୀ କରୁଛନ୍ତି ଭିକ୍ଷାବୃତ୍ତି

କୋପ୍ପାଲ,୨୮।୫: କର୍ନାଟକ କୋପ୍ପାଲରେ ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ନିଜ ମା’ଙ୍କୁ ବଞ୍ଚାଇବା ପାଇଁ ଜଣେ ୬ ବର୍ଷ ବୟସ୍କା ନାବାଳିକା ଭିକ୍ଷାବୃତ୍ତି କରୁଛନ୍ତି। ସେ ହେଉଛନ୍ତି ଭାଗ୍ୟଶ୍ରୀ। ତାଙ୍କ ମା’ ଦୁର୍ଗାମ୍ମା ଦୀର୍ଘଦିନ ଧରି ମଦ ପିଇବା ଯୋଗୁ ଅସୁସ୍ଥ…

ଭାଜପାରେ ଯୋଗ ଦେବାର ଯୋଜନା ନାହିଁ: ଅଳ୍ପେଶ ଠାକୁର

ଅହମ୍ମଦାବାଦ,୨୮।୫: ଗୁଜରାଟ ବିଧାୟକ ତଥା ଓବିସି ନେତା ଅଳ୍ପେଶ ଠାକୁର କଂଗ୍ରେସରୁ ଇସ୍ତଫା ଦେବା ପରେ ଭାଜପାରେ ଯୋଗ ଦେବେ ବୋଲି ଆଲୋଚନା ହେଉଥିଲା। ହେଲେ ସେ ଏବେ ଭାଜପାରେ ଯୋଗ ଦେବାର କୌଣସି ଯୋଜନା ନ ଥିବା ପ୍ରକାଶ କରିଛନ୍ତି।…

ବିଷାକ୍ତ ମଦ ନେଲା ୧୨ ଜୀବନ

ଲକ୍ଷ୍ନୌ, ୨୮।୫: ଉତ୍ତର ପ୍ରଦେଶ ପୁଣି ବିଷାକ୍ତ ମଦ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ବାରବାଙ୍ଗୀରେ ବିଷାକ୍ତ ମଦ ପିଇ ୧୨ ଜଣଙ୍କ ମୃତ୍ୟୁ ହୋଇଛି। ଅନେକ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଗୋଟିଏ ପରିବାରର ୪ଜଣଙ୍କ…

ରୋଗ ନିରୁପଣ ପାଇଁ ବ୍ୟବହାର କରାଯାଉଛି ଜ୍ୟୋତିଷଶାସ୍ତ୍ର

ଜୟପୁର,୨୮।୫: ରାଜସ୍ଥାନ ଜୟପୁରରେ ଥିବା ‘ୟୁନିକ ସଙ୍ଗିତା ମେମୋରିଆଲ୍‌ ହସ୍ପିଟାଲ’ରେ ଏବେ ରୋଗର ନିରୁପଣ ପାଇଁ ଚିକିତ୍ସା ବିଜ୍ଞାନ ଓ ଜ୍ୟୋତିଷଶାସ୍ତ୍ରର ସାହାଯ୍ୟ ନିଆଯାଉଥିବା ଜଣାପଡିଛି। ପଣ୍ଡିତ ଏ. ଶର୍ମା କୁହନ୍ତି ସେ ଉକ୍ତ ହସ୍ପିଟାଲରେ ଦିନକୁ ୨୫-୩୦ଟି କୁଣ୍ଡଳୀ ଦେଖୁଛନ୍ତି।…

ରାହୁଲ କରୁଛନ୍ତି ଇସ୍ତଫା ଡ୍ରାମା: ସିପିଆଇ ରାଷ୍ଟ୍ରୀୟ ସଚିବ

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ଦଳର ବିଫଳତା ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଇସ୍ତଫା ଡ୍ରାମା ଜାରି ରଖିଥିବା କହିଛନ୍ତି ସିପିଆଇ ରାଷ୍ଟ୍ରୀୟ ସଚିବ ଅତୁଲ ଅନଜାନ୍‌। ରାହୁଲ କଂଗ୍ରେସକୁ ଠିକ୍‌ ମାର୍ଗରେ ପରିଚାଳିତ କରିପାରି ନାହାଁନ୍ତି। ତେଣୁ…

ମାଓବାଦୀଙ୍କ ଟାର୍ଗେଟ୍‌ରେ ସୁରକ୍ଷାକର୍ମୀ: ଆଇଇଡି ବିସ୍ପୋରଣରେ ୧୫ କୋବ୍ରା ଯବାନ ଆହତ

ରାଞ୍ଚି, ୨୮।୫: ଝାଡ଼ଖଣ୍ଡରେ ମାଓବାଦୀ କୋବ୍ରା ବାଟାଲିୟନ ଏବଂ ପୋଲିସ କର୍ମଚାରୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ମଙ୍ଗଳବାର ସ୍ଥାନୀୟ ସରାୟକେଲାର କୁଚାଇ ଅଞ୍ଚଳରେ ୨୦୯ କୋବ୍ରା ବାଟାଲିୟନ ଏବଂ ପୋଲିସ କର୍ମଚାରୀଙ୍କ ଏକ ଦଳ ଉପରେ ମାଓବାଦୀ ଆଇଇଡି ବିସ୍ଫୋରଣ କରିଛନ୍ତି। ସ୍ପେଶାଲ…

ଅଧ୍ୟକ୍ଷ ପଦ ଛାଡ଼ିବେ ରାହୁଲ

ନୂଆଦିଲ୍ଲୀ,୨୮ା୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ଦଳର ଶୋଚନୀୟ ପରାଜୟ ପରେ ଅଧ୍ୟକ୍ଷ ପଦରେ ରହିବାକୁ ଚାହୁଁନାହାନ୍ତି ରାହୁଲ ଗାନ୍ଧୀ। ସେ ଇସ୍ତଫା ଦେବା ଲାଗି କଂଗ୍ରେସ କାର୍ଯ୍ୟକାରୀ କମିଟି ବୈଠକରେ ପ୍ରସ୍ତାବ ଦେଇଥିଲେ ହେଁ ଏହାକୁ ଦଳର ବରିଷ୍ଠ ନେତାମାନେ…

ସିକିମ୍‌ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଗୋଲେ

ଗାଙ୍ଗଟକ୍‌,୨୮ା୫(ପି.ଟି.): ସିକିମ୍‌ ମୁଖ୍ୟମନ୍ତ୍ରୀ ଭାବେ ଏସ୍‌କେଏମ୍‌ (ସିକିମ୍‌ କ୍ରାନ୍ତିକାରୀ ମୋର୍ଚ୍ଚା) ଅଧ୍ୟକ୍ଷ ପ୍ରେମ୍‌ ସିଂ ତମାଙ୍ଗ ଓରଫ ପି.ଏସ୍‌. ଗୋଲେ ସୋମବାର ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହିତ ୧୧ ଏସ୍‌କେଏମ୍‌ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ପାଲଜୋର ଷ୍ଟାଡିୟମ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?