ଜାତୀୟ

ଆଜି ଇସ୍ତଫା ଦେଇପାରନ୍ତି ଚନ୍ଦ୍ରାବାବୁ

ହାଇଦ୍ରାବାଦ,୨୩।୫: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରାବାବୁ ନାଇଡୁ ଗୁରୁବାର ସୁଦ୍ଧା ନିଜ ପଦରୁ ଇସ୍ତଫା ଦେଇ ପାରନ୍ତି ବୋଲି ଅନୁମାନ କରାଯାଉଛି। କାରଣ ବିଧାନସଭା ଆସନ ପାଇଁ ଚାଲିଥିବା ଭୋଟ ଗଣତି ପ୍ରକ୍ରିୟାରେ ଏବେ ସୁଦ୍ଧା ଓ୍ବାଇଏସ୍‌ଆର୍‌ କଂଗ୍ରେସ ଦଳ…

ପଶ୍ଚିମବଙ୍ଗରେ ଦିଦିଙ୍କୁ ଝଟକା

କୋଲକାତା,୨୩।୫: ପଶ୍ଚିମ ବଙ୍ଗରେ ଭାଜପା ପାଖାପାଖି ୧୭ ଆସନରେ ଆଗୁଆ ଥିବା ବେଳେ ତ୍ରୁଣମୂଳ କଂଗ୍ରେସକୁ ଲାଗିଛି ଝଟ୍‌କା। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ ସେଠାରେ ହିଂସା ପରିସ୍ଥିତି ସୃଷ୍ଟିକରି ଭୋଟ ହାତେଇବା ଲକ୍ଷ୍ୟରେ ଥିବା ଭାଜପା ଅଭିଯୋଗ ଆଣିଥିଲା। ଏବେ…

ମଧ୍ୟ ପ୍ରଦେଶର ୨୮ ଆସନରେ ଭାଜପା ଆଗରେ ୨୮ହଜାରରେ ସିନ୍ଧିଆ ପଛରେ

ଭୋପାଳ,୨୩।୫: ମଧ୍ୟପ୍ରଦେଶର ପ୍ରାୟ ୨୮ ଆସନରେ ଭାଜପା ଆଗରେ ଥିବା ବେଳେ ଏଠାକାର କଂଗ୍ରେସର ହେଭିଓ୍ବେଟ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ୨୮ ହଜାର ଭୋଟରେ ପଛରେ ଥିବା ଜଣାପଡିଛି। ଜ୍ୟୋତିରାଦିତ୍ୟ ଗୁନା ଆସନରୁ ନିର୍ବାଚନ ଲଢୁଥିଲେ।

ଆଗେଇଛନ୍ତି ଥରୁର

ଥିରୁଭାନନ୍ତପୁରମ,୨୩।୫: ବରିଷ୍ଠ କଂଗ୍ରେସ ନେତା ଶଶି ଥରୁର କେରଳର ଥିରୁଭାନନ୍ତପୁରମ ଆସନରୁ ପାଖାପାଖି ୧୩ ହଜାର ଭୋଟରେ ଆଗୁଆ ଥିବା ଜଣାପଡିଛି। ସାରା ଦେଶରେ ଦେଖିବାକୁ ଗଲେ ଭାଜପା ଆଗରେ ଚାଲିଥିବା ବେଳେ କଂଗ୍ରେସ ୫୦ରୁ ଊର୍ଦ୍ଧ୍ୱ ଆସନରେ ଆଗରେ ଅଛନ୍ତି।

ମୋଦି ସୁନାମୀରେ ଭାସିଗଲା ବିପକ୍ଷ ଦୁର୍ଗ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ରେକର୍ଡ ସଂଖ୍ୟକ ଆସନରେ ବିଜୟ ଲାଭ କରିବାର ସମ୍ଭାବନା ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ରେକର୍ଡ ସଂଖ୍ୟକ ଆସନରେ ବିଜୟ ହେବା ସୁନାମୀରେ ବିପକ୍ଷଙ୍କ ଦୁର୍ଗ ଭାସି ଯାଇଥିବା କୁହାଯାଉଛି। ଭାଜପା ୩ଶହ ଆସନରେ…

ଗଣ ମାଧ୍ୟମକୁ ଶୁଭେଚ୍ଛା ଜଣାଇଲେ ହିରାବେନ୍‌ ମୋଦି

ଗାନ୍ଧିନଗର,୨୩।୫: ଗୋଟିଏ ପଟେ ଭାଜପା ପ୍ରାୟ ୨୯୫ ଆସନରେ ଆଗୁଆ ଥିବା ବେଳେ ବିଭିନ୍ନ ସ୍ଥାନରେ ଭାଜପା ପକ୍ଷରୁ ଉତ୍ସବ ପାଳନ ଆରମ୍ଭ ହୋଇଯାଇଛି। ଏତିକି ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ ମା’ ହିରାବେନ୍‌ ମୋଦି ଗୁଜରାଟର ଗାନ୍ଧିନଗରରେ ଥିବା ବାସଗୃହ…

ମୋଦିଙ୍କ ହାତରେ ପୁଣି ଶାସନ ଡୋର: ସେନସେକ୍ସ୍‌ ଛୁଇଁଲା ୪୦ ହଜାର ଅଙ୍କ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଶାସନ ଡୋର ଧରିବା ନିଶ୍ଚିତ ଥିବା ଭୋଟଗଣତିରୁ ଆକଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ସେନସେକ୍ସ୍‌ ୪୦ ହଜାର ଅଙ୍କ ଛୁଇଁଛି। ଏହା ୩୯,୯୦୧.୫୯ ଅଙ୍କରେ ପହଞ୍ଚିଛି। ଦେଶରେ…

ଭାଜପା କାର୍ଯ୍ୟାଳୟ ସମ୍ମୁଖରେ କଡା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ,୨୩।୫: ଗୋଟିଏ ପଟେ ଲୋକ ସଭା ନିର୍ବାଚନକୁ ନେଇ ବିଭିନ୍ନ ଦଳ ଆଶା ଆଶଙ୍କାରେ ରହିଥିବା ବେଳେ ଅନ୍ୟପଟେ ଦିଲ୍ଲୀର ଭାଜପା କାର୍ଯ୍ୟାଳୟରେ କଡା ସୁରକ୍ଷା ବ୍ୟବସ୍ଥା ଦେଖିବାକୁ ମିଳିଛି। ଏପର୍ଯ୍ୟନ୍ତ ସାରା ଦେଶରେ ଭାଜପା ପାଖାପାଖି ୨୯୫ ଆସନରେ ଆଗୁଆ…

ଭାଜପା ଭାଙ୍ଗିଲା ନିଜ ୨୦୧୪ ରେକର୍ଡ: ଦ୍ୱିତୀୟ ଇନିଂସ୍‌ ପାଇଁ ମୋଦି ସଜବାଜ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ଭୋଟ ଗଣତିରେ ଭାଜପା ୩ ଶହରୁ ଅଧିକ ଆସନରେ ଆଗୁଆ ରହିଛି। ଏହା ଦ୍ୱାରା ଭାଜପା ନିଜର ୨୦୧୪ ଲୋକ ସଭା ନିର୍ବାଚନ ରେକର୍ଡକୁ ଭାଙ୍ଗିଛି। ଫଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ଇନିଂସ୍‌ ପାଇଁ…

ସେଲିବ୍ରେଶନ୍‌ ମୁଡରେ ଭାଜପା

ବେଙ୍ଗାଲୁର,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ସାରା ଦେଶରେ ପାଖାପାଖି ୨୨୯ ଆସନରେ ଆଗୁଆ ଥିବା ବେଳେ କଂଗ୍ରେସ ୫୧ ଆସନରେ ଆଗରେ ରହିଛି। ଏପର୍ଯ୍ୟନ୍ତ କେହି ବିଜୟୀ ଘୋଷିତ ହୋଇ ନାହାଁନ୍ତି ସତ। ହେଲେ କର୍ନାଟକର ବେଙ୍ଗାଲୁରରେ ଥିବା ଭାଜପା…

ଟିଏମ୍‌ସି ହିଂସା ପରିସ୍ଥିତି ସୃଷ୍ଟି ନ କରିଥିଲେ ଭାଜପା ୩୦ରୁ ଊର୍ଦ୍ଧ୍ୱ ଆସନରେ ଜିତିଥାଆନ୍ତା: ରୂପା ଗାଙ୍ଗୁଲି

କୋଲକାତା,୨୩।୫: ପଶ୍ଚିମବଙ୍ଗେରେ ତ୍ରୁଣମୂଳ କଂଗ୍ରେସ ଯଦି ସପ୍ତମ ପର୍ଯ୍ୟାୟ ନିର୍ବାଚନରେ ହିଂସା ପରିସ୍ଥିତି ସୃଷ୍ଟି କରି ନ ଥାଆନ୍ତା ତେବେ ଭାଜପା ୩୦ରୁ ଊର୍ଦ୍ଧ୍ୱ ଆସନରେ ବିଜୟ ଲାଭ କରିଥାଆନ୍ତା ବୋଲି ଭାଜପା ନେତ୍ରୀ ରୂପା ଗାଙ୍ଗୁଲି କହିଛନ୍ତି। ମୁଖ୍ୟମନ୍ତ୍ରୀ ମମତା…

କିଙ୍ଗ୍‌ମେକରଙ୍କ ଗୁରୁତ୍ୱ କମିଲା: ଅନ୍ୟ ଦଳ ୯୮ରେ ଆଗୁଆ

ନୂଆଦିଲ୍ଲୀ,୨୩।୫: ଚଳିତ ଲୋକ ସଭା ନିର୍ବାଚନରେ କିଙ୍ଗ୍‌ମେକର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ପୂର୍ବରୁ ଆକଳନ କରାଯାଇଥିଲା। ତେବେ ଭୋଟ ଗଣତିରେ ଭାଜପା ୩ଶହ ୪୦ରେ ଆଗୁଆ ଥିବା ବେଳେ କଂଗ୍ରେସ ଶହେ ୪ଟି ଲୋକ ସଭା ଆସନରେ ଆଗୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?