ଜାତୀୟ

ଗୋଟିଏ ମଣ୍ଡପରେ ସ୍ତ୍ରୀ ଓ ଗର୍ଲଫ୍ରେଣ୍ଡକୁ ବିବାହ କଲେ ଯବାନ

ଜୈସପୁର,୨୧।୫: ଛତିଶଗଡ଼ର ଜୈସପୁର ଜିଲାର ବ।ଘଡୋଲରେ ଏକ ନିଆରା ବିବାହ ଦେଖିବାକୁ ମିଳିଛି। ଉକ୍ତ ଗାଁର ଜଣେ ସିଆରପିଏଫ୍‌ ଯବାନ ୨ଜଣ ମହିଳାଙ୍କ ସହ ଏକା ସାଙ୍ଗରେ ବିବାହ କରିଥିବା ଜଣାପଡ଼ିଛି। ଏକା ସାଙ୍ଗରେ ବିବାହ ମଣ୍ଡପରେ ଜଣେ ତାଙ୍କର ଗର୍ଲଫ୍ରେଣ୍ଡ…

କଂଗ୍ରେସକୁ ଝଟ୍‌କା: ଶରଦ ପାଓ୍ବାରଙ୍କ ଫୋନ୍‌ ଉଠାଇଲେ ନାହିଁ ଜଗନ ମୋହନ

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନ ଫଳାଫଳ ପରେ ରାଜନୀତିକ ସମିକରଣକୁ ନେଇ ଓ୍ବାଇଏସ୍‌ଆର୍‌ କଂଗ୍ରେସର ମୁଖ୍ୟ ଓ୍ବାଇ.ଏସ୍‌. ଜଗନ ମୋହନ ରେଡ୍ଡି ସବୁ ବିକଳ୍ପ ଖୋଲା ରଖିଛନ୍ତି। ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ମଙ୍ଗଳବାର ୟୁପିଏ ତରଫରୁ ଜଗନ ମୋହନଙ୍କ ସହ…

ଭାରତର ସବୁଠୁ ଭରସାଯୋଗ୍ୟ ସେଲିବ୍ରିଟିଙ୍କ ତାଲିକା ପ୍ରକାଶ

ନୂଆଦିଲ୍ଲୀ, ୨୧।୫: ଟିଆରଏ ରିସର୍ଚ୍ଚ ପକ୍ଷରୁ ଭାରତର ସବୁଠାରୁ ଭରସାଯୋଗ୍ୟ ସେଲିବ୍ରିଟିଙ୍କ ତାଲିକା ପ୍ରକାଶ ପାଇଛି। ଖେଳ, ସିନେମା ଏବଂ ବିଜନେସ୍‌ର ୩୯ଜଣ ସେଲିବ୍ରିଟି ଏହି ତାଲିକାରେ ସ୍ଥାନ ପାଇଛନ୍ତି। ସିନେମାରେ ଭାରତର ସବୁଠୁ ଭରସାଯୋଗ୍ୟ ସେଲିବ୍ରିଟି ତାଲିକାର ସର୍ବାଗ୍ରେ ଅଛନ୍ତି…

୧୦୬ ଭାଷାରେ ପଢି ଲେଖି ପାରୁଛନ୍ତି ୮ ବର୍ଷର ବାଳକ

ଚେନ୍ନାଇ,୨୧।୫: ଚେନ୍ନାଇର ୮ ବର୍ଷର ବାଳକ ନିଆଲ ଥୋଗୁଲୁଭା ପ୍ରାୟ ୧୦୬ଟି ଭାଷାରେ ପଢି ଲେଖି ପାରନ୍ତି। ଏହାସହ ୧୦ଟି ଭାଷାରେ କଥା ହୋଇପାରନ୍ତି। ନିଆଲଙ୍କ ଏହି ଗୁଣ ଏବେ ଅନେକଙ୍କ ଦୃଷ୍ଟି ଆକର୍ଷଣ କରୁଛି। ଇଣ୍ଟରନେଟ୍‌ ଓ ୟୁଟ୍ୟୁବ ସହାୟତାରେ…

ଏକ୍‌ଜିଟ୍‌ ପୋଲ୍‌ ପରେ ଆକ୍ସନ ମୁଡ୍‌ରେ ମାୟାବତୀ

ଲକ୍ଷ୍ନୌ,୨୧।୫: ଏକ୍‌ଜିଟ୍‌ ପୋଲ ଆସିବା ପରେ ବହୁଜନ ସମାଜ ପାର୍ଟି(ବିଏସ୍‌ପି)ର ମୁଖ୍ୟ ମାୟାବତୀ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଦଳର ପୁରୁଣା ସଦସ୍ୟ ରାମବୀର ଉପାଧ୍ୟୟଙ୍କୁ ନିଲମ୍ବିତ କରାଯାଇଥିବା ଜଣାପଡ଼ିଛି। ଏଥିସହ ଦଳର ମୁଖ୍ୟ ସଚେତକ ପଦରୁ ମଧ୍ୟ ତାଙ୍କୁ ବହିଷ୍କାର…

ବିବାହରେ କେତେ ଅତିଥି ଯୋଗ ଦେବେ ତାହା ସ୍ଥିର କରିବେ ସରକାର

ନୂଆଦିଲ୍ଲୀ,୨୧।୫: ରାଜଧାନୀ ଦିଲ୍ଲୀରେ ହୋଟେଲ, ମୋଟେଲ ଓ ବଡ ବଡ ଫାର୍ମ ହାଉସରେ ହେଉଥିବା ବିବାହରେ ଖାଦ୍ୟ ନଷ୍ଟ ହେବ ନାହିଁ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଦିଲ୍ଲୀ ସରକାର ଏନେଇ କଡା ନିୟମ ପ୍ରଣୟନ କରିବାକୁ ଚିନ୍ତା କରୁଛନ୍ତି। ଏହି ନିୟମ…

ଥରିଲା ଆଣ୍ଡାମାନ-ନିକୋବର

ପୋର୍ଟ ବ୍ଲେୟାର,୨୧।୫: ରିକ୍ଟର ସ୍କେଲରେ ୪.୫ ତୀବ୍ରତାର ଏକ ଭୂକମ୍ପ ମଙ୍ଗଳବାର ସକାଳେ ନିକୋବର ଦ୍ୱୀପରେ ଅନୁଭୂତ ହୋଇଥିବା ସୂଚନା ଦେଇଛି ଇଣ୍ଡିଆନ୍‌ ମେଟୋରୋଲୋଜିକାଲ ଡିପାର୍ଟମେଣ୍ଟ ବା ଆଇଏମ୍‌ଡି। ଏଥିରେ କ୍ଷୟକ୍ଷତି ବା ମୃତାହତର କୌଣସି ସୂଚନା ନ ଥିବା ବେଳେ…

ବିବାଦୀୟ ଟୁଇଟ୍‌ ଡିଲିଟ୍‌ କଲେ ବିବେକ

ମୁମ୍ବାଇ,୨୧।୫: ବିଲିଉଡ୍‌ ଅଭିନେତା ବିବେକ ଓବରଏ ଟୁଇଟର୍‌ରେ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ଏକ ବିବାଦୀୟ ଫଟୋ ପୋଷ୍ଟ କରି ଆସିଥିଲେ ବିବାଦକୁ। ହେଲେ ମଙ୍ଗଳବାର ସେ ଏହି ଟୁଇଟ୍‌କୁ ଡିଲିଟ୍‌ କରିବା ସହ କ୍ଷମା ମାଗିଛନ୍ତି। ସୂଚନାଯୋଗ୍ୟ, ସେମାବାର ବିବେକ…

ଆଇଇଡି ବିସ୍ଫୋରଣ: ୨ ଯବାନ ଆହତ

ସୁକମା,୨୧।୫: ଛତିଶଗଡ଼ର ସୁକମା ଜିଲାରେ ମଙ୍ଗଳବାର ହୋଇଥିବା ଏକ ଇମ୍ପ୍ରୋଭାଇଜ୍ଡ ଏକ୍ସପ୍ଲୋସିଭ୍‌ ଡିଭାଇସ୍‌(ଆଇଇଡି) ବିସ୍ଫୋରଣ ହେବା ଫଳରେ ୨ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ତେବେ ସେଠାରେ ଆଇଇଡି ବିସ୍ଫୋରଣ କିଏ ଓ କାହିଁକି କରିଛି ତା’ର କୌଣସି ସ୍ପଷ୍ଟ…

ରାଜୀବଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୨୧।୫: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଅବସରରେ ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ, କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ, କଂଗ୍ରେସ ମହାସଚିବ ପ୍ରିୟଙ୍କ ଗାନ୍ଧୀ ବୀର ଭୂମି ଯାଇ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ଏହାସହ…

‘ଇଭିଏମ୍‌ ସଂଖ୍ୟାରେ ଅମେଳ ହେଲେ ସବୁ ଭିଭିପିଏଟି ସ୍ଲିପ୍‌ ଗଣାଯାଉ’

ନୂଆଦିଲ୍ଲୀ,୨୧।୫(ପି.ଟି.): ଇଭିଏମ୍‌ ବିଶ୍ୱସନୀୟତାର ପ୍ରମାଣ ଲାଗି ପ୍ରତି ବିଧାନସଭା ନିର୍ବାଚନ ମଣ୍ଡଳୀର ୫ଟି ବୁଥ୍‌ର ଇଭିଏମ୍‌ ସଂଖ୍ୟା ସହ ଭିଭିପିଏଟି ସ୍ଲିପ୍‌ ଗଣନା କରିବା ଲାଗି ବ୍ୟବସ୍ଥା ହୋଇଛି। ଯଦି ଉଭୟ ସଂଖ୍ୟା ମେଳ ନ ଖାଏ, ତେବେ ଭିଭିପିଏଟି ସଂଖ୍ୟାକୁ…

୨୦୧୬ ସେପ୍ଟେମ୍ବରରେ ହୋଇଥିଲା ପ୍ରଥମ ସର୍ଜିକାଲ ଷ୍ଟ୍ରାଇକ୍‌

ନୂଆଦିଲ୍ଲୀ,୨୧।୫: ସେନା ପକ୍ଷରୁ ପ୍ରଥମ ସର୍ଜିକାଲ୍‌ ଷ୍ଟ୍ରାଇକ୍‌ ୨୦୧୬ ସେପ୍ଟେମ୍ବର ମାସରେ କରାଯାଇଥିଲା। ଉରି ଗ୍ୟାରିଶନ୍‌ ଆକ୍ରମଣର ପ୍ରତିଶୋଧ ନେବା ଲାଗି ସେନା ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିଲା ବୋଲି ଜେନେରାଲ୍‌ ଅଫିସର କମାଣ୍ଡିଂ ଇନ୍‌ ଚିଫ୍‌, ନର୍ଦନ କମାଣ୍ଡ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?