‘ସବୁ ଏକ୍ଜିଟ୍ ପୋଲ୍ ମିଛ ନୁହେଁ’
ଶ୍ରୀନଗର,୨୦।୫: ଏକ୍ଜିଟ୍ ପୋଲ୍ ରିପୋର୍ଟକୁ ଜାମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ସମର୍ଥନ କରିଛନ୍ତି। ସେ କହିଛନ୍ତି ଯେ, ସବୁ ଏକ୍ଜିଟ୍ ପୋଲ୍ ରିପୋର୍ଟ କେବେହେଲେ ମିଛ ହୋଇପାରିବ ନାହିଁ। ୨୩ ତାରିଖରେ କ’ଣ ଫଳାଫଳ ଆସୁଛି ତାକୁ ସମସ୍ତେ ଅପେକ୍ଷା…
ଇଭିଏମ୍ରେ ଜନାଦେଶ, ୨୩କୁ ଅପେକ୍ଷା
ନୂଆଦିଲ୍ଲୀ,୨୦।୫(ପି.ଟି.): ପଶ୍ଚିମବଙ୍ଗ ଏବଂ ପଞ୍ଜାବର କେତେକ ସ୍ଥାନରେ ହିଂସାକାଣ୍ଡକୁ ବାଦ୍ ଦେଲେ ରବିବାର ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିସହିତ ସପ୍ତଦଶ ଲୋକ ସଭା ନିମନ୍ତେ ମୋଟ ୫୪୨ ଆସନରେ ନିର୍ବାଚନ ସରିଛି। ବିପୁଳ…
ମହାକାଶରେ ରୋବୋ ପରୀକ୍ଷଣ : ସ୍ପେସ୍ ଷ୍ଟେଶନ୍ ପାଇଁ ରିସର୍ଚ୍ଚ ପ୍ଲାଟଫର୍ମ ଭାବେ କାର୍ଯ୍ୟ କରିବ
ଓ୍ବାଶିଂଟନ୍,୨୦।୫(ଆଇଏଏନ୍ଏସ୍): ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଦ୍ୱାରା ମହାକାଶରେ ରୋବୋର ହାର୍ଡଓ୍ବେର ଟେଷ୍ଟ ସମ୍ପୂର୍ଣ୍ଣ ହୋଇଛି। ଏହାଦ୍ୱାରା ନିକଟ ଭବିଷ୍ୟତରେ ଇଣ୍ଟରନ୍ୟାଶ୍ନାଲ ସ୍ପେସ୍ ଷ୍ଟେଶନ୍ (ଆଇଏସ୍ଏସ୍)ର ସୁରକ୍ଷା କରାଯାଇପାରିବ। ବମ୍ବଲ ନାମକ ଏହି ରୋବୋ ୩ଟି ଆଷ୍ଟ୍ରୋବି ରୋବୋ ମଧ୍ୟରୁ…
ଫେସ୍ବୁକ୍, ଗୁଗଲରେ ବିଜ୍ଞାପନ;ରାଜନୈତିକ ଦଳ ଖର୍ଚ୍ଚ କରିଛନ୍ତି ୫୩ କୋଟି
ନୂଆଦିଲ୍ଲୀ,୨୦-୫: ଦେଶର ରାଜନୈତିକ ଦଳଗୁଡ଼ିକ ଚଳିତ ବର୍ଷ ଫେବୃୟାରୀରୁ ଅଦ୍ୟାବଧି ଫେସ୍ବୁକ୍ ଓ ଗୁଗଲ ଆଦି ସୋସିଆଲ ମିଡିଆରେ ନିଜର ପ୍ରଚାର ପାଇଁ ୫୩ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି। ଏମାନଙ୍କ ମଧ୍ୟରେ ଶାସକ ଦଳ ଭାଜପା ସର୍ବାଗ୍ରେ ରହିଛି।…
ସାଧାରଣ ନିର୍ବାଚନ ୨୦୧୯ ବୁଥ ବାହୁଡା ମତ: କେନ୍ଦ୍ରରେ ପୁଣି ଫୁଟିପାରେ ପଦ୍ମ
ନୂଆଦିଲ୍ଲୀ, ୧୯।୫: ସରିଛି ୭ମ ତଥା ଅନ୍ତିମ ପର୍ଯ୍ୟାୟ ନିିର୍ବାଚନ। ସବୁଥର ପରି ଏଥର ମଧ୍ୟ ବିଭିନ୍ନ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ଏକଜିଟ୍ ପୋଲ କରାଯାଇଛି। ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ସର୍ଭେରେ ଭାଜପା ପୁଣି ଥରେ ସରକାର ଗଢିପାରେ ବୋଲି…
ସରିଲା ନିର୍ବାଚନ: ଏବେ ମେ ୨୩କୁ ସମସ୍ତଙ୍କ ଅପେକ୍ଷା
ନୂଆଦିଲ୍ଲୀ, ୧୯।୫: ଶେଷ ହୋଇଛି ୨୦୧୯ ସାଧାରଣ ନିର୍ବାଚନ। ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଲୋକସଭା ର୍ନିବାଚନ ପାଇଁ ରବିବାର ମତଦାନ ଶେଷ ହୋଇଛି। ତେବେ ଅପରାହ୍ନ ୫ଟା ସୁଦ୍ଧା ୫୨.୯୮ ପ୍ରତିଶତ ମତଦାନ ହୋଇଥିବା ଜଣାପଡିଛି। ଏବେ ମେ ୨୩…
କ୍ୱିକ୍ ହିଲର ପରବର୍ତ୍ତୀ ପିଢି ସିକ୍ୟୁରିଟି ସଲ୍ୟୁଶନ
ପୁଣେ,୧୯-୫: କ୍ୱିକ୍ ହିଲ ଟେକ୍ନୋଲୋଜି ଲିମିଟେଡ ପକ୍ଷରୁ ପରବର୍ତ୍ତିି ପିଢିର ସାଇବର ସିକ୍ୟୁରିଟି ସଲ୍ୟୁଶନ ଲାଇଟର ସ୍ମାର୍ଟର ଫାଷ୍ଟର ସମ୍ପର୍କରେ ଘୋଷଣା କରାଯାଇଛି। ଏଗୁଡିକ ଲାପଟପ ଏବଂ ଡେକ୍ସଟପ ପାଇଁ ସହାୟକ ହୋଇ ପାରିବ। ଭବିଷ୍ୟତକୁ ସୁହାଇଲା ଭଳି ସିକ୍ୟୁରିଟି ସମାଧାନ…
ମୋଦିଙ୍କ କେଦାରନାଥ ଗସ୍ତକୁ ନେଇ ଆପତ୍ତି: ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହେଲା ଟିଏମ୍ସି
କୋଲକାତା, ୧୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେଦାରନାଥ ଓ ବଦ୍ରିନାଥ ଗସ୍ତକୁ ନେଇ ଆପତ୍ତି ଉଠାଇ ନିର୍ବାଚନ କମଶନଙ୍କ ନିକଟରେ ଫେରାଦ ହୋଇ ତୃଣମୂଳ କଂଗ୍ରେସ। ଏହା ନିର୍ବାଚନ ଆଚରଣ ବିଧିର ଉଲ୍ଲଂଘନ କରୁଛି ଟିଏମସି ଅଭିଯୋଗ କରିଛି। ସପ୍ତମ ପର୍ଯ୍ୟାୟ…
ଭିନ୍ନକ୍ଷମ ଭୋଟରଙ୍କ ପାଇଁ ପାଲିଙ୍କିର ବ୍ୟବସ୍ଥା କଲେ ନିର୍ବାଚନ କମିଶନ
ନାହାନ,୧୯।୫: ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ରବିବାର ଚାଲିଥିବା ବେଳେ ଏଥିରେ ଭିନ୍ନକ୍ଷମମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନେ କିପରି ସୁରୁଖୁରୁରେ ଆସି ମତଦାନ କରିବେ ସେଥିପ୍ରତି ବିଶେଷ ଦୃଷ୍ଟି ଦିଆଯାଇଛି। ତେବେ ହିମାଚଳ ପ୍ରଦେଶର ନାହାନରେ…
ନରସଂହାର ଆଶଙ୍କା କରି ୨୩ ତାରିଖ ପର୍ଯ୍ୟନ୍ତ ସୁରକ୍ଷାକର୍ମୀଙ୍କୁ ନିୟୋଜିତ ରହିବାକୁ ଚାହୁଁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ
ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟ ମତଦାନ ରବିବାର ହୋଇଥିବା ବେଳେ ଆରମ୍ଭରୁ ପଶ୍ଚିମବଙ୍ଗରେ ହିଂସା ଲାଗି ରହିଛି। ଏହାକୁ ଦୃଷ୍ଟିରେ ରଖି ପ୍ରତିରକ୍ଷାମନ୍ତ୍ରୀ ନିର୍ମଳା ସିଥାରମଣ ଆଶଙ୍କା କରିଛନ୍ତି କି ସୋମବାରଠାରୁ ଏଠାରେ ନରସଂହାର ବଢିଯାଇପାରେ। ତେଣୁ ଆସନ୍ତା…
ହୃଦଘାତରେ ଚାଲିଗଲା ୪ ପୋଲିଂ କର୍ମଚାରୀ ଜୀବନ
ଲକ୍ଷ୍ନୌ/ଭୋପାଳ, ୧୯।୫: ଶେଷ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ଚାଲିଛି ଭୋଟଗ୍ରହଣ ପ୍ରକ୍ରିୟା। ଭୋଟ ଚାଲିଥିବାବେଳେ ଉତ୍ତର ପ୍ରଦେଶରେ ଦୁଇ ଏବଂ ମଧ୍ୟ ପ୍ରଦେଶରେ ୪ଜଣ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଗୋରଖପୁର ଜିଲାର ମାଧୋପୁର ପ୍ରାଥମିକ…
ସିଦ୍ଧୁ ମୋତେ ହଟାଇ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଛନ୍ତି: ଅମରିନ୍ଦର
ଜଳନ୍ଧର, ୧୯।୫: ଭାଜପା ଛାଡି କଂଗ୍ରେସ ଯୋଗଦେବା ପରେ ବି ନବଜୋତ ସିଂହ ସିଦ୍ଧୁଙ୍କ ପିଛା ଛାଡୁନି ବିବାଦ। ପଞ୍ଜାବ ସରକାରରେ ମନ୍ତ୍ରୀ ଥିବା ନବଜୋତ କୁଆଡେ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂହଙ୍କୁ ହଟାଇ ସେହି ଆସନରେ ବସିବାକୁ ଚାହୁଁଛନ୍ତି। ଏଭଳି ଅଭିଯୋଗ…

