ଜାତୀୟ

ଗଡସେଙ୍କୁ ଆତଙ୍କବାଦୀ କହି କିଛି ଭୁଲ କରିନି, ଗିରଫକୁ ଭୟ ନାହିଁ: କମଲ ହାସନ

ଚେନ୍ନାଇ, ୧୭।୫: ରାଷ୍ଟ୍ର ପିତା ମହାତ୍ମା ଗାନ୍ଧୀଙ୍କ ହତ୍ୟାକରୀଙ୍କୁ ଆତଙ୍କବାଦୀ କହି ବିବାଦ ଘେରକୁ ଆସିଥିବା ଅଭିନେତା କମଲ ହାସନ ଏନେଇ ସଫେଇ ଦେଇଛନ୍ତି। ସେ କହିଛନ୍ତି ମୁଁ ଗଡସେଙ୍କୁ ଆତଙ୍କବାଦୀ କହି କିଛି ଭୁଲ କରିନି। ଏନେଇ ଯଦି ମୋତେ…

ଶେଷ ପର୍ଯ୍ୟାୟ ମତଦାନ ଲାଗି ଆଜି ସରିବ ପ୍ରଚାର

ନୂଆଦିଲ୍ଲୀ,୧୭।୫: ସାଧାରଣ ନିର୍ବାଚନର ଶେଷ ପର୍ଯ୍ୟାୟ ମତଦାନ ଲାଗି ଶୁକ୍ରବାର ପ୍ରଚାର ଶେଷ ହେବ। ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ମାରାଥନ ରାଲି ଓ ରୋଡ ଶୋ’ କରି ଭୋଟରଙ୍କୁ ହାତେଇବା ପାଇଁ କସରତ ଜାରି ରହିଛି। ପଶ୍ଚମବଙ୍ଗରେ ଭାଜପା…

ଲୋକପାଳ ଓ୍ବେବ୍‌ସାଇଟ ଲଞ୍ଚ୍‌

ନୂଆଦିଲ୍ଲୀ,୧୭।୫: ଲୋକପାଳ ଓ୍ବେବ୍‌ସାଇଟ ଗୁରୁବାର ଲଞ୍ଚ୍‌ ହୋଇଛି। www.lokpal.gov.in ନାମରେ ଏହି ଓ୍ବେବ୍‌ସାଇଟକୁ ନୂଆଦିଲ୍ଲୀରେ ଲୋକପାଳ ଅଧ୍ୟକ୍ଷ ପିନାକୀ ଚନ୍ଦ୍ର ଘୋଷ ଅନ୍ୟ ସଦସ୍ୟମାନଙ୍କ ଉପସ୍ଥିତିରେ ଉଦ୍‌ଘାଟନ କରିଛନ୍ତି। ଏହା ଦୁର୍ନୀତି ନିରୋଧୀ ଅମ୍ବୁଡ୍‌ସମ୍ୟାନଙ୍କ କାର୍ଯ୍ୟ ସମ୍ପର୍କିତ ମୌଳିକ ସୂଚନା ପ୍ରଦାନ…

ଜଷ୍ଟିସ ଲୋକୁର ଫିଜି ସୁପ୍ରିମକୋର୍ଟ ବିଚାରପତି

ନୂଆଦିଲ୍ଲୀ,୧୭।୫(ପି.ଟି.):ଅବସରପ୍ରାପ୍ତ ବିଚାରପତି ମଦନ ବି. ଲୋକୁର ଫିଜି ସୁପ୍ରିମକୋର୍ଟର ଅଣଆବାସିକ ପ୍ୟାନେଲ୍‌ରେ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି। ସେ ୨୦୧୮ ଡିସେମ୍ବର ୩୧ରେ ସୁପ୍ରିମକୋର୍ଟରୁ ଅବସର ଗ୍ରହଣ କରିଥିଲେ। ତାଙ୍କୁ ତିନିବର୍ଷ ପାଇଁ ନୂଆ ନିଯୁକ୍ତି ଦିଆଯାଇଛି। ସେ ଅଗଷ୍ଟ ୧୫ରେ…

ରାଜୀବ କୁମାରଙ୍କ ସୁରକ୍ଷା ପ୍ରତ୍ୟାହାର ଆବେଦନ : ସୁପ୍ରିମକୋର୍ଟ ରାୟ ଆଜି

ନୂଆଦିଲ୍ଲୀ,୧୭।୫(ପି.ଟି.):କୋଲକାତାର ପୂର୍ବତନ ପୋଲିସ କମିଶନର ରାଜୀବ କୁମାରଙ୍କ ଗିରଫଦାରି ଉପରେ ଲାଗିଥିବା ଅନ୍ତରୀଣ ସୁରକ୍ଷା ପ୍ରତ୍ୟାହାର ଲାଗି ସିବିଆଇ କରିଥିବା ଆବେଦନ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ରାୟ ଶୁଣାଇବେ। ପୂର୍ବରୁ ସାରଦା ଚିଟ୍‌ଫଣ୍ଡ ଦୁର୍ନୀତିର ତଦନ୍ତ କରୁଥିବା ପଶ୍ଚିମବଙ୍ଗ ପୋଲିସ ଏସ୍‌ଆଇଟିର…

୩ ଜୈଶ୍‌ ଆତଙ୍କବାଦୀ ନିପାତ

ଶ୍ରୀନଗର,୧୭।୫(ପି.ଟି.):ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଗୁରୁବାର ସୁରକ୍ଷା ବଳର ଏନ୍‌କାଉଣ୍ଟରରେ ଜୈଶ୍‌-ଇ-ମହମ୍ମଦ(ଜେଇଏମ୍‌)ର ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ଗୁଳି ବିନିମୟ ବେଳେ ଜଣେ ଯବାନ ଶହୀଦ ହୋଇଥିବାବେଳେ ଜଣେ ସାଧାରଣ ନାଗରିକ ଟଳିପଡ଼ିଛନ୍ତି। ପୁଲଓ୍ବାମାର ଦେଲିପୋରା ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତି ନେଇ ସୁରକ୍ଷା…

ପଶ୍ଚିମବଙ୍ଗରେ ପ୍ରଚାର ଶେଷ:ବଳ କଷିଲେ ମୋଦି, ଦିଦି

କୋଲ୍‌କାତା/ମଉ,୧୭।୫:ପଶ୍ଚିମବଙ୍ଗରେ ୭ଟି ଯାକ ପର୍ଯ୍ୟାୟରେ ଲୋକ ସଭା ନିର୍ବାଚନ ହେଉଛି। ରାଜ୍ୟର ୪୨ ଆସନ ମଧ୍ୟରୁ ୩୩ଟିରେ ମତଦାନ ଶେଷ ହୋଇଥିବାବେଳେ ରବିବାର ଶେଷ ପର୍ଯ୍ୟାୟରେ ଅବଶିଷ୍ଟ ୯ ଆସନ ଲାଗି ଭୋଟଗ୍ରହଣ କରାଯିବ। ଏଥିସକାଶେ ଗୁରୁବାର ରାତି ୧୦ଟାରେ ପ୍ରଚାର…

ଲୋକ ସଭା ନିର୍ବାଚନ:ମଇଦାନରେ ୧୬୩ ନିରକ୍ଷର

ନୂଆଦିଲ୍ଲୀ,୧୭।୫(ଆଇଏଏନ୍‌ଏସ୍‌):୨୦୧୯ ସାଧାରଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମସ୍ତ ପ୍ରାର୍ଥୀଙ୍କ ମଧ୍ୟରୁ ମାତ୍ର ୪୮% ସ୍ନାତକ ହୋଇଥିବାବେଳେ ୧୬୩ ଜଣ ନିରକ୍ଷର। ନିର୍ବାଚନୀ ସଂସ୍କାର କ୍ଷେତ୍ରରେ କାର୍ଯ୍ୟରତ ନ୍ୟାଶନାଲ ଇଲେକ୍ସନ ଓ୍ବାଚ୍‌ ଏବଂ ଆସୋସିଏଶନ୍‌ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ୍‌ (ଏଡିଆର୍‌) ପକ୍ଷରୁ ପ୍ରାର୍ଥୀମାନଙ୍କ…

ସିଟିଇଟିରେ ଆର୍ଥିକ ଦୁର୍ବଳଙ୍କ ଲାଗି ୧୦% ସଂରକ୍ଷଣ ଆବେଦନ:କେନ୍ଦ୍ର, ସିବିଏସ୍‌ଇ, ଏନ୍‌ସିଟିଇକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭।୫(ପି.ଟି.):କେନ୍ଦ୍ରୀୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ସିଟିଇଟି), ୨୦୧୯ରେ ଆର୍ଥିକ ଦୁର୍ବଳ ଶ୍ରେଣୀ (ଇଡବ୍ଲ୍ୟୁଏସ୍‌)ଙ୍କ ନିମନ୍ତେ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣ ଲାଗି ହୋଇଥିବା ଆବେଦନ ଉପରେ ସୁପ୍ରିମକୋର୍ଟ ଗୁରୁବାର କେନ୍ଦ୍ର ସରକାର, ସିବିଏସ୍‌ଇ(କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ)କୁ ଜବାବ ମାଗିଛନ୍ତି। ଏହାବ୍ୟତୀତ…

ଆଜିକୁ ପୁରିଲା ମୋଦି ସରକାରଙ୍କ ୫ ବର୍ଷ: ବିଜୁଳି, ସ୍ବଚ୍ଛ ଭାରତ ଯୋଜନା ଆଣି ଦେଇଛି ସଫଳତା; କଳାଧନ, ବିମୁଦ୍ରିକରଣକୁ ନେଇ ବିରୋଧୀ ଉଠାଇଛନ୍ତି ପ୍ରଶ୍ନ

ନୂଆଦିଲ୍ଲୀ,୧୬।୫: ୨୦୧୪ ମସିହା ଆଜିର ଦିନରେ ପ୍ରକାଶ ପାଇଥିଲା ଲୋକ ସଭା ନିର୍ବାଚନର ଫଳାଫଳ। ଏଥିରେ ଭାଜପା ବହୁମତ ସାବ୍ୟସ୍ତ କରିବା ସହ କେନ୍ଦ୍ରରେ ସରକାର ଗଢ଼ିଥିଲା। ଗୁରୁବାର ଏହାକୁ ୫ ବର୍ଷ ପୂରିଛି। ଇତିମଧ୍ୟରେ କେନ୍ଦ୍ର ସରକାର ଅନେକ ଉପଲବ୍ଧି…

ଆଜିର ଦିନରେ ଦେଶରେ ଆରମ୍ଭ ହୋଇଥିଲା ମୋଦି ଲହର

ନୂଆଦିଲ୍ଲୀ, ୧୬।୫: ଆଜକୁ ପ୍ରାୟ ଠିକ୍‌ ପାଞ୍ଚ ବର୍ଷ ପୂର୍ବେ ଅର୍ଥାତ୍‌ ୨୦୧୪ ମେ ୧୬ ଦିନ ବିରୋଧୀଙ୍କୁ ଚିତ୍‌ କରି ଭାଜପା ଏକତରଫା ବିଜୟ ହାସଲ କରିଥିଲା। ଏହି ଦିନ କେନ୍ଦ୍ରରେ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ସରକାର ଗଠନ ହେବ…

ଆଧାର ଭଳି ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ମିଳିବ ବ୍ୟକ୍ତିଗତ ପରିଚୟ ନମ୍ବର: ସ୍ବାସ୍ଥ୍ୟ ମନ୍ତ୍ରଣାଳୟରେ ବ୍ଲୁପ୍ରିଣ୍ଟ୍‌ ଦାଖଲ

ନୂଆଦିଲ୍ଲୀ,୧୬।୫: ଦେଶର ଲୋକଙ୍କୁ ଉନ୍ନତ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଆଧାର ଭଳି ବ୍ୟକ୍ତିଗତ ପରିଚୟ ନମ୍ବର ପ୍ରଦାନ ପାଇଁ ସରକାର ଯୋଜନା କରିଛନ୍ତି। ଏ ସମ୍ପର୍କିତ ବ୍ଲୁପ୍ରିଣ୍ଟ୍‌ ସ୍ବାସ୍ଥ୍ୟ ମନ୍ତ୍ରଣାଳୟରେ ଦାଖଲ କରାଯାଇଛି। ଏହି ପର୍ସନାଲ ହେଲଥ୍‌ ଆଇଡେଣ୍ଟିଫାୟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?