କୁମାରୀତ୍ୱ ପରୀକ୍ଷା ବିରୋଧରେ ସ୍ବର ଉତ୍ତୋଳନ କରୁଥିବା ପରିବାରକୁ ବାସନ୍ଦ: ୪ ଗିରଫ
ମୁମ୍ବାଇ,୧୬।୫: ମହାରାଷ୍ଟ୍ର ଥାଣେ ଜିଲାରେ ବିବାହ ପୂର୍ବରୁ କନ୍ୟାଙ୍କ କୁମାରୀତ୍ୱ ପରୀକ୍ଷା ବିରୋଧରେ ସ୍ବର ଉତ୍ତୋଳନ କରିଥିବା ଏକ ପରିବାରକୁ ସାମାଜିକ ବାସନ୍ଦ କରାଯାଇଛି। ଏହି ମାମଲାରେ ଅଭିଯୋଗ ଆଧାରରେ ୪ ଜଣଙ୍କୁ ଗିରଫ କରାଯାଇଛି। ଏଠାରେ ବାସ କରୁଥିବା ବବେକ…
ଘୋଡ଼ା ଚଢ଼ି ବିବାହ ମଣ୍ଡପରେ ପହଞ୍ଚିଲେ କନିଆ
ଭୋପାଳ,୧୬।୫: ଦେଶରେ ନାରୀ ନିର୍ଯାତନା ବଢ଼ିବାରେ ଲାଗିଛି। ତେବେ ମହିଳାମାନଙ୍କୁ ସଶକ୍ତ ହେବାର ବାର୍ତ୍ତା ଦେଇଛନ୍ତି ଜଣେ କନିଆ। ସେ ଘୋଡ଼ା ଚଢ଼ି ବିବାହ ମଣ୍ଡପରେ ପହଞ୍ଚିଛନ୍ତି। ମଧ୍ୟପ୍ରଦେଶ ଭୋପାଳରେ ଘଟିଛି ଏପରି। ସ୍ଥାନୀୟ ବାପୁ କଲୋନୀ ଜାହାଙ୍ଗୀରବାଦ୍ରେ ବାସ କରୁଥିବା…
ନେହେରୁ ଏବଂ ଦେବଗୌଡ଼ା ପରି ମୋଦି ମଧ୍ୟ କରୁଛନ୍ତି ଶୀର୍ଷାସନ
ନୂଆଦିଲ୍ଲୀ,୧୬।୫: ଦେଶର ୩ ଜଣ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ କେତେକ ସମାନତା ରହିଛି। ବର୍ତ୍ତମାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବ ପ୍ରଧାନମନ୍ତ୍ରୀ ଜବାହରଲାଲ୍ ନେହେରୁ ଏବଂ ଏଚ.ଡି. ଦେବଗୌଡ଼ାଙ୍କ କେତେକ ବ୍ୟକ୍ତି ଗତ ଚଳଣିରେ ସାମ୍ୟତା ରହିଛି। ନେହେରୁ ଶୀର୍ଷାସନ କରିବାକୁ ଭଲ…
ମମତାଙ୍କୁ ମୋଦିଙ୍କ ଚ୍ୟାଲେଞ୍ଜ୍: ଆଜି ପଶ୍ଚିମବଙ୍ଗ ଯିବି, ଦେଖିବା କ’ଣ ହେଉଛି
ଲକ୍ଷ୍ନୌ, ୧୬।୫: ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ କୋଲକାତାରେ ସୃଷ୍ଟି ହୋଇଥିବା ବ୍ୟାପକ ହିଂସାକାଣ୍ଡକୁ ନେଇ ଏବେ ସମଗ୍ର ଦେଶରେ ଏକ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। କୋଲକାତାରେ ମଙ୍ଗଳବାର ଭାଜପା ଅଧ୍ୟକ୍ଷ ଅମିତ ଶାହଙ୍କ ରୋଡ ଶୋ’ ବେଳେ ସୃଷ୍ଟି…
ମେ ୨୩ ପୂର୍ବରୁ ଭାଙ୍ଗିବ ଏସପି-ବିଏସପି ମେଣ୍ଟ: ଯୋଗୀ
ଲକ୍ଷ୍ନୌ, ୧୬।୫: ସମାଜବାଦୀ ପାର୍ଟି ଏବଂ ବହୁଜନ ସମାଜବାଦୀ ମଧ୍ୟରେ ମେଣ୍ଟ ହେବା ପରେ ଉତ୍ତର ପ୍ରଦେଶରେ ରାଜନୈତିକ ସମୀକରଣ ବଦଳିବାର ଅନୁମାନ କରାଯାଉଛି। ଏନେଇ ଜବାବ ରଖିଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ସେ କହିଛନ୍ତି, ମେ ୨୩ରେ ନିର୍ବାଚନ ଫଳାଫଳ…
ଅଲଓ୍ବର ପୀଡ଼ିତାଙ୍କୁ ଭେଟିଲେ ରାହୁଲ :ଅଶୋକ ଗେହଲଟ୍ଙ୍କୁ ଦାବୀ ପୂରଣ ପାଇଁ ଦେଲେ ନିର୍ଦ୍ଦେଶ
ଜୟପୁର,୧୬।୫: ରାଜସ୍ଥାନ ଅଲଓ୍ବର ପୀଡ଼ିତାଙ୍କୁ ଗୁରୁବାର କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଭେଟିଛନ୍ତି। ପୀଡ଼ିତାଙ୍କ କଥା ଶୁଣିବା ସହିତ ତାଙ୍କ ଦାବୀ ପୂରଣ ଏବଂ ନିଯୁକ୍ତି ଦେବା ଲାଗି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପୀଡ଼ିତାଙ୍କୁ ନ୍ୟାୟ ମିଳିବା…
ମୋଦି-ଶାହଙ୍କ ସହିତ ମୁହାଁମୁହିଁ: ମମତା ସାଜିଲେ ନମ୍ବର ଓ୍ବାନ୍ ବିପକ୍ଷ ନେତା !
କୋଲକାତା,୧୬।୫: ପଶ୍ଚିମବଙ୍ଗରେ ନିର୍ବାଚନୀ ପ୍ରଚାର ନେଇ ଭାଜପା ଏବଂ ତୃଣମୂଳ କଂଗ୍ରେସ ମଧ୍ୟରେ ଜୋର୍ଦାର୍ ଲଢ଼େଇ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କୁ ଟକ୍କର ଦେଇ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ଅଧ୍ୟକ୍ଷା…
କ୍ଲାଉଡ୍ ସେଡିଂ ଦ୍ୱାରା କର୍ନାଟକରେ କରାଯିବ କୃତ୍ରିମ ବର୍ଷା: ଖର୍ଚ୍ଚ ହେବ ୮୮ କୋଟି
ବେଙ୍ଗାଲୁର୍,୧୬।୫: ଏବେ କର୍ନାଟକରେ ଚାଷୀଙ୍କ ଫସଲ ହାନୀର ଆଶଙ୍କା ରହିବ ନାହିଁ। ବର୍ଷାର ଅଭାବରେ ସରକାର ଏବେ କ୍ଲାଉଡ୍ ସେଡିଂ ଦ୍ୱାରା କୃତ୍ରିମ ବର୍ଷା କରିବା ଲାଗି ଯୋଜନା କରିଛନ୍ତି। ଏଠାକାର ୩୦ଟି ଜିଲାର ୧୫୬ ତାଲୁକକୁ ମରୁଡ଼ିଗ୍ରସ୍ତ ଘୋଷଣା କରାଯାଇଛି।…
ଏୟାର କମାଣ୍ଡର ଅଭିନନ୍ଦନଙ୍କ ସାହସିକତାକୁ ପାଠ ବହିରେ ପଢିବେ ଛାତ୍ରୀଛାତ୍ର
ଜୟପୁର, ୧୬।୫: ଭାରତୀୟ ବାୟୁସେନାର ଓିଙ୍ଗ କମାଣ୍ଡର ଅଭିନନ୍ଦନ ବଥର୍ର୍ମାନଙ୍କ ବାହାଦୂରୀକୁ ଏବେ ଛାତ୍ରୀଛାତ୍ର ପାଠ ବହିରେ ପଢିବେ ବୋଲି ରାଜସ୍ଥାନ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ବୁଧବାର ଶିକ୍ଷା ମନ୍ତ୍ରୀ ଗୋବିନ୍ଦ ସିଂହ ଡୋଟାସରଙ୍କ ପକ୍ଷରୁ ଏକ ପ୍ରସ୍ତାବ ଦିଆଯାଇଛି।…
ସ୍ବାମୀଙ୍କ ଭୟରେ ୫ ମହଲାରୁ ଡେଇଁଲେ ସ୍ତ୍ରୀ
ନୂଆଦିଲ୍ଲୀ, ୧୬।୫: ଦିଲ୍ଲୀରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମହିଳା ସ୍ବାମୀଙ୍କ ଭୟରେ ୫ମହଲା ଛାତରୁ ଡେଇଁ ପ୍ରାଣ ହରାଇଛନ୍ତି। ମୃତ ମହିଳା ଜଣଙ୍କ ସ୍ବାମୀଙ୍କ ଅନୁପସ୍ଥିତିରେ ଅନ୍ୟ ଜଣେ ପୁରୁଷଙ୍କ ସହ ଆପତ୍ତିଜନକ ଅବସ୍ଥାରେ ଧରାପଡିଯିବାରୁ ଭୟରେ…
ତ୍ରିରଙ୍ଗା ପତାକା ପ୍ରସ୍ତୁତ ପାଇଁ ଘର ବିକିଲେ ଏହି ବ୍ୟକ୍ତି
ହାଇଦ୍ରାବାଦ୍, ୧୬।୫: ଦେଶର ପତାକା ପ୍ରତି ସମସ୍ତ ନାମରିକଙ୍କ ସମ୍ମାନ ଭାବ ଥାଏ। ଏହାର ନିଚ୍ଛକ ଉଦାହରଣ ଦେଖିବାକୁ ମିଳିଛି ଆନ୍ଧ୍ର ପ୍ରଦେଶରେ। ଏଠାରେ ଜଣେ ବ୍ୟକ୍ତି ତ୍ରିରଙ୍ଗା ପାଇଁ ନିଜ ଘର ବିକ୍ରି କରିଦେଇଛନ୍ତି। ବ୍ୟକ୍ତିଙ୍କ ନାମ ଆର୍ ସତ୍ୟନାରାୟଣ।…
ବିବାଦୀୟ ମନ୍ତବ୍ୟ: କମଲ ହାସନଙ୍କ ଉପରକୁ ଚପଲ ଫିଙ୍ଗିଲେ ହନୁମାନ ସେନା
ଚେନ୍ନାଇ,୧୬।୫: କମଲ ହାସନଙ୍କ ବିବାଦୀୟ ମନ୍ତବ୍ୟ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା। ଏହି ମର୍ମରେ ହନୁମାନ ସେନା ପକ୍ଷରୁ କମଲଙ୍କ ଉପରକୁ ଚପଲ ଫିଙ୍ଗାଯାଇଛି। ସେ ତାମିଲନାଡୁର ମଦୁରାଈଠାରେ ଏକ ନିର୍ବାଚନ ପ୍ରଚାର ସମୟରେ ଏଭଳି ହୋଇଛି। କିଛି ଭାଜପା ସମର୍ଥକଙ୍କ…

