ଜାତୀୟ

ପୁଲଓ୍ବାମାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର, ୧୬।୫: ଦକ୍ଷିଣ କଶ୍ମୀରର ପୁଲଓ୍ବାମାରେ ଗୁରୁବାର ଭୋର୍‌ ସମୟରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିଗୋଳା ବିନିମୟ ଘଟିଛି। ଏଥିରେ ଜଣେ ଯବାନ ଶହୀଦ୍‌ ହୋଇଥିବାବେଳ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ଦାଲିପୋରା ଅଞ୍ଚଳରେ କିଛି…

ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସା : :ଗୁରୁବାର ରାତିରୁ ପ୍ରଚାର ବନ୍ଦ

ନୂଆଦିଲ୍ଲୀ,୧୬ା୫: ପଶ୍ଚିମବଙ୍ଗରେ ହିଂସାକାଣ୍ଡ ପରେ ନିର୍ବାଚନ କମିଶନ (ଇସି) ସେଠାରେ ପ୍ରଚାରକୁ ନିର୍ଦ୍ଧାରିତ ସମୟର ଗୋଟିଏ ଦିନ ପୂର୍ବରୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ୧୯ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଥିବା ସପ୍ତମ ତଥା ଶେଷ ପର୍ଯ୍ୟାୟ ନିର୍ବାଚନରେ ପଶ୍ଚିମବଙ୍ଗର ୯…

ଜୁନ୍‌ ୬ରେ କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ, (ପି.ଟି.)/ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ପହଞ୍ଚତ୍ବାରେ ବିଳମ୍ବ ହେବ। ଏଭଳି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) । ମୌସୁମୀ ସାଧାରଣତଃ ଜୁନ୍‌ ୧ରେ କେରଳ ଛୁଇଁଥାଏ। କିନ୍ତୁ ଚଳିତ ବର୍ଷ ଏହା ୫ ଦିନ ବିଳମ୍ବରେ…

କଂଗ୍ରେସ ବିଧାୟକଙ୍କୁ ଆକ୍ରମଣ: ୟୁପି ସରକାରକୁ ଦୋଷଦେଲେ ପ୍ରିୟଙ୍କା

ରାଏ ବରେଲି,୧୬ା୫ : ୟୁପିର ରାଏବରେଲି ବିଧାୟକ ଅଦିତି ସିଂଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରାଜ୍ୟ ସରକାରଙ୍କ ଉପରେ ଦୋଷ ଲଦିଛନ୍ତି। ଏହା ଗଣତନ୍ତ୍ର ଉପରେ ଆକ୍ରମଣ ବୋଲି ସେ ପ୍ରକାଶ…

ଶେଷ ପର୍ଯ୍ୟାୟ ଭୋଟ ଲାଗି ପ୍ରଚାର ଜୋର୍‌ଦାର

ନୂଆଦିଲ୍ଲୀ,୧୬ା୫: ଲୋକ ସଭା ନିର୍ବାଚନର ଚୂଡାନ୍ତ ପର୍ଯ୍ୟାୟ ମତଦାନ ଆସନ୍ତା ରବିବାର ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପ୍ରଚାର ଜୋରଦାର ହୋଇଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପୂର୍ବରୁ ଭିନ୍ନ ଭିନ୍ନ ସ୍ଥାନରେ ଏକାଧିକ ସଭା ଅନୁଷ୍ଠିତ ହୋଇଥିଲା। ସପ୍ତମ ପର୍ଯ୍ୟାୟରେ…

ଇସିଙ୍କ ଦ୍ୱାରସ୍ଥ ହେଲା ଟିଏମ୍‌ସି

ନୂଆଦିଲ୍ଲୀ,୧୬ା୫(ପି.ଟି.): ଟିଏମ୍‌ସି ମଧ୍ୟ କୋଲକାତା ରୋଡ ଶୋ ହିଂସାକାଣ୍ଡ ଏବଂ ବିଦ୍ୟାସାଗରଙ୍କ ପ୍ରତିମୂର୍ତ୍ତି ଭଙ୍ଗା ଘଟଣା ପାଇଁ ଭାଜପାକୁ ଦାୟୀ କରିଛି। ଭାଜପା ଗୁଣ୍ଡାମାନେ ପ୍ରତିମୂର୍ତ୍ତି ଭାଙ୍ଗିଥିବାର ଭିଡିଓ ଟିଏମ୍‌ସି ପକ୍ଷରୁ ଜାରି କରାଯାଇଛି। ଦଳୀୟ ଏମ୍‌ପି ଡେରେକ୍‌ ଓବ୍ରାଏନ୍‌, ସୁଖେନ୍ଦୁ…

ଦିଲ୍ଲୀରେ ପହଞ୍ଚିଲା କୋଲକାତା ବିବାଦ

ନୂଆଦିଲ୍ଲୀ,୧୬ା୫(ପି.ଟି.): କୋଲକାତାରେ ସୃଷ୍ଟି ହୋଇଥିବା ବିବାଦ ଦିଲ୍ଲୀରେ ପହଞ୍ଚିଛି। ମଙ୍ଗଳବାର କୋଲକାତାରେ ଭାଜପା ଅଧ୍ୟକ୍ଷ ଅମିତ୍‌ ଶାହଙ୍କ ମେଗା ରୋଡ୍‌ ଶୋ’ ବେଳେ ହିଂସାକାଣ୍ଡ ସୃଷ୍ଟି ହୋଇଥିଲା। ଶାହଙ୍କ ଶୋଭାଯାତ୍ରା ଉପରକୁ ଢେଲାମାଡ଼ କରାଯିବାରୁ ଉତ୍ତେଜନା ଦେଖା ଦେଇଥିଲା। କୋଲକାତା ବିଶ୍ୱବିଦ୍ୟାଳୟ…

ସରକାରୀ ଡାକ୍ତରଖାନା ପ୍ରସବ କକ୍ଷରେ ବାଜିଲା ଗାୟତ୍ରୀ ମନ୍ତ୍ର: ହଙ୍ଗାମା କଲେ ମୁସଲିମ୍‌ କର୍ମଚାରୀ

ଜୟପୁର, ୧୫।୫: ରାଜସ୍ଥାନର ଏକ ସରକାରୀ ଡାକ୍ତରଖାନା ପ୍ରସବ କକ୍ଷରେ ଗାୟତ୍ରୀ ମନ୍ତ୍ର ବାଜିବାକୁ ନେଇ ହଙ୍ଗାମା ହୋଇଛି। ଡାକ୍ତରଖାନାରେ କାର୍ଯ୍ୟକରୁଥିବା ମୁସଲିମ୍‌ କର୍ମଚାରୀମାନେ ଏହାକୁ ବିରୋଧ କରିଛନ୍ତି। ମାଧୋପୁର ଡାକ୍ତରଖାନାରେ ଗର୍ଭବତୀଙ୍କ ପ୍ରସବ ପୀଡା କମ କରିବା ପାଇଁ ଗାୟତ୍ରୀ…

‘ମୋତେ ହରାଇବା ବ୍ୟକ୍ତି ଜନ୍ମ ହୋଇନାହାନ୍ତି, ଭଗବାନଙ୍କ ଲେଖାକୁ ବି ହଟେଇଦେବି’

ନୂଆଦିଲ୍ଲୀ, ୧୫।୫: ଭୋଜପୁରୀ ଅଭିନେତା ତଥା ଆଜମଗଡ ଲୋକ ସଭା ଆସନର ଭାଜପା ପ୍ରାର୍ଥୀ ଦିନେଶ ଲାଲ ଯାଦବ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି, ମୋତେ ନିର୍ବାଚନରେ ହରାଇବା ବ୍ୟକ୍ତି ଏଯାଏ ଜନ୍ମ ନେଇନାହାନ୍ତି।…

ମୋଦିଙ୍କ ରଥ ରୋକିବା ପାଇଁ ସୋନିଆଙ୍କ ପ୍ରସ୍ତୁତି: ବିରୋଧୀ ନେତାଙ୍କୁ କଲେ ଫୋନ୍‌ !

ନୂଆଦିଲ୍ଲୀ,୧୫।୫: ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟ ମତଦାନ ବାକି ରହିଛି। ଏହା ମେ ୧୯ରେ ହେବ। ପରେ ମେ ୨୩ରେ ଭୋଟ ଗଣତି କରାଯିବ। ଫଳାଫଳ ପୂର୍ବରୁ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

କଂଗ୍ରେସ ଉପରେ ବର୍ଷିଲେ ମୋଦି

ପାଟନା,୧୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିହାର ପାଲିଗଞ୍ଜଠାରେ ବୁଧବାର ଏକ ନିର୍ବାଚନୀ ସଭାରେ ଯୋଗଦେଇ କଂଗ୍ରେସ ଏବଂ ଅନ୍ୟ ବିରୋଧ ଦଳଙ୍କ ଉପରେ ବର୍ଷିଛନ୍ତି। ଦେଶରେ ଦୁର୍ନୀତି ଏଭଳି ଦଳ ସଦସ୍ୟଙ୍କ ପାଇଁ ବଢ଼ିଥିବା ମୋଦି ଅଭିଯୋଗ କରିଛନ୍ତି। ଏସବୁ ଦଳର…

ସଡ଼କ ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ଗାଡ଼ି ପୋଡ଼ିଲେ ମାଓବାଦୀ

ରାଞ୍ଚି,୧୫।୫: ଝାଡ଼ଖଣ୍ଡରେ ମାଓବାଦୀ ପୁଣି ସକ୍ରିୟ ହୋଇଛନ୍ତି। ସ୍ଥାନୀୟ ରାଜପୁର ଥାନା ଅନ୍ତର୍ଗତ ବେଙ୍ଗୋକୋଲା ପଞ୍ଚାୟତର ପଥେଲ ଗାଁର ବଘମରିଠାରେ ମାଓବାଦୀମାନେ ସଡ଼କ ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ୪ ଗାଡ଼ି ପୋଡ଼ିଦେଇଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ୨୦ରୁ ଅଧିକ ମାଓବାଦୀ ସଂଘବଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?