Odisha Elections 2024

ଜାତୀୟ

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ସାମିଲ ହେବେ ନାହିଁ ମୁଖ୍ୟମନ୍ତ୍ରୀ କେସିଆର, ମନ୍ତ୍ରୀ କରିବେ ସ୍ବାଗତ

ହାଇଦ୍ରାବାଦ,୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତେଲଙ୍ଗାନା ଗସ୍ତରେ ଯିବେ। ଏହି ସମୟ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ରାଜ୍ୟକୁ ଅନେକ ବିକାଶମୂଳକ ପ୍ରକଳ୍ପ ପ୍ରଦାନ କରିବେ। ତେବେ ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଯୋଗଦେବେ ନାହିଁ ବୋଲି...

କ୍ଷେତରେ ଜରୁରୀ ଅବତରଣ କଲା ସେନା ହେଲିକପ୍ଟର

ଭୋପାଳ,୧।୧୦: ମଧ୍ୟପ୍ରଦେଶର ଭୋପାଳରେ ଶନିବାର ବାୟୁସେନାର ଏୟାର ସୋ ସଫଳ ହୋଇଥିଲା। ରବିବାର ବେରାସିଆର ଡୁଙ୍ଗରିଆ ଗାଁର ଡେମ ନିକଟ ଏକ କ୍ଷେତରେ ଏକ ସେନା ହେଲିକପ୍ଟରକୁ ଜରୁରୀକାଳୀନ ପରିସ୍ଥିତିରେ ଅବତରଣ କରିବାକୁ ପଡିଥିଲା। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏହା...

ଭାଜପା କରୁଛି ଧ୍ୟାନ ହଟାଇବାର ରାଜନୀତି:ଷ୍ଟାଲିନ…

ଚେନ୍ନାଇ,୧।୧୦ : ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ଭାଜପାକୁ କଡା ସମାଲୋଚନା କରିଛନ୍ତି। ସନାତନ ଧର୍ମ ସମ୍ବନ୍ଧରେ ତାଙ୍କ ପୁଅ ଉଦୟାନିଧି ଷ୍ଟାଲିନ ଦେଇଥିବା ବିବାଦୀୟ ବିବୃତ୍ତି ପରେ ରାଜ୍ୟରେ ସାମ୍ନାକୁ ଆସିଥିବା ସନାତନ ଏବଂ ହିନ୍ଦୁ ଧର୍ମ ବିଷୟରେ...

ବଢ଼ିଲା ଏଲପିଜି ସିଲିଣ୍ଡର ଦାମ: ୨୦୯ ହେଲା ମହଙ୍ଗା…

ନୂଆଦିଲ୍ଲୀ,୧।୧୦ : ରବିବାର ଦିନ ଏଲପିଜି ସିଲିଣ୍ଡର ମୂଲ୍ୟ ବୃଦ୍ଧି ପାଇଛି। ପାର୍ବଣ ଋତୁରେ ଏହି ବୃଦ୍ଧି ସମସ୍ତ ନାଗରିକଙ୍କୁ ପ୍ରଭାବିତ କରିବାକୁ ଯାଉଛି। ତେବେ ବାଣିଜି୍ୟକ ଗ୍ୟାସ ସିଲିଣ୍ଡର ମୂଲ୍ୟରେ ଏହି ବୃଦ୍ଧି ଘଟିଛି। ଯେଉଁଠାରେ ଘରୋଇ ଗ୍ୟାସ...

ଆଜି ପ୍ରଧାନମନ୍ତ୍ରୀଙ୍କ ତେଲଙ୍ଗାନା ଗସ୍ତ, ଜନତାକୁ ୧୩ ହଜାର ୫୦୦ କୋଟି ମୂଲ୍ୟ ପ୍ରକଳ୍ପର ଦେବେ ଉପହାର

ନୂଆଦିଲ୍ଲୀ,୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତେଲଙ୍ଗାନା ଗସ୍ତ କରିବେ। ଏଠାରେ ସେ ୧୩ ହଜାର ୫୦୦ କୋଟିରୁ ଅଧିକ ମୂଲ୍ୟର ଅନେକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିବେ। ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (ପିଏମଓ) ପକ୍ଷରୁ ଜାରି ଏକ ବିବୃତ୍ତିରେ...

୧୪ ଦିନିଆ ନ୍ୟାୟିକ ହେପାଜତରେ ସୁଖପାଲ ସିଂ

ଚଣ୍ଡିଗଡ,୧।୧୦: ପଞ୍ଜାବର ଫାଜିଲ୍କା ଜିଲାର ଏକ କୋର୍ଟ ଶନିବାର ୨୦୧୫ ଡ୍ରଗ ମାମଲାରେ ଗିରଫ ହୋଇଥିବା କଂଗ୍ରେସ ବିଧାୟକ ସୁଖପାଲ ସିଂ ଖେରାଙ୍କୁ ୧୪ ଦିନିଆ ନ୍ୟାୟିକ ହେପାଜତକୁ ପଠାଇଛନ୍ତି। ଅଧିକାରୀମାନେ କହିଛନ୍ତି, ଶନିବାର ଦୁଇ ଦିନର ପୋଲିସ ହେପାଜତ...

‘ଆମେ ଭାରତୀୟ ହୋଇଥିବାରୁ ଗର୍ବିତ’

ଇଟାନଗର,୧।୧୦: ଚାଇନା ସର୍ବଦା ଅରୁଣାଚଳ ପ୍ରଦେଶ ଉପରେ ଦାବି କରିଆସୁଛି। କିନ୍ତୁ ଭାରତ ତାଙ୍କୁ ଖୋଲାଖୋଲି ଭାବେ କହିଛି ଯେ, ଉତ୍ତର-ପୂର୍ବ ଏହି ରାଜ୍ୟ ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ ଏବଂ ତାଙ୍କର ଦାବିରୁ କିଛି ହେବ ନାହିଁ। ଅରୁଣାଚଳ...

ସ୍ବଚ୍ଛତା ଅଭିଯାନରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

ନୂଆଦିଲ୍ଲୀ,୧।୧୦: ସାରା ଦେଶରେ ଲୋକ ରବିବାର ପୂର୍ବାହ୍ନ ୧୦ଟାରୁ ସ୍ବଚ୍ଛତା ଅଭିଯାନରେ ଅଂଶଗ୍ରହଣ କରି ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ। ଏହି ଅଭିଯାନ ଗାନ୍ଧୀ ଜୟନ୍ତୀର ପୂର୍ବରୁ ସନ୍ଧ୍ୟାରୁ ଆରମ୍ଭ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ପୃଥିବୀଠାରୁ ୯.୨ ଲକ୍ଷ ଦୂରରେ ପହଞ୍ଚିଲା ଆଦିତ୍ୟ- ଏଲ୍‌୧

ନୂଆଦିଲ୍ଲୀ,୧।୧୦: ଇସ୍ରୋ ଶନିବାର ଭାରତର ସୂର୍ଯ୍ୟ ମିଶନ ବିଷୟରେ ବଡ ସୂଚନା ଦେଇଛି। ଇସ୍ରୋ ଟୁଇଟ କରି କହିଛି ଯେ, ଆଦିତ୍ୟ- ଏଲ୍‌୧ ମିଶନ ଅଧୀନରେ ପଠାଯାଇଥିବା ମହାକାଶଯାନ ପୃଥିବୀର ପ୍ରଭାବ କ୍ଷେତ୍ରରୁ ସଫଳତାର ସହ ବାହାରି ୯.୨ ଲକ୍ଷ...

୨ ଆତଙ୍କବାଦୀ ନିହତ

ଶ୍ରୀନଗର,୧ା୧୦(ପି.ଟି.): ଜମ୍ମୁ-କଶ୍ମୀରର କୁପଓ୍ବାଡ଼ା ଜିଲା ଅନ୍ତର୍ଗତ ନିୟନ୍ତ୍ରଣ ରେଖା ନିକଟରେ ଶନିବାର ଆତଙ୍କବାଦୀମାନଙ୍କ ଅନୁପ୍ରବେଶ ଉଦ୍ୟମକୁ ସୁରକ୍ଷା ବଳ ପଣ୍ଡ କରିଦେଇଛନ୍ତି। ଯବାନଙ୍କ ଗୁଳିରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ପୋଲିସ କହିଛି। ଜିଲାର ମଚିଲ ସେକ୍ଟର ଅନ୍ତର୍ଗତ...

ବାଇକ୍‌ ଆରୋହୀଙ୍କୁ ପିଟି ମାରିଦେଲେ

ଜୟପୁର,୧ା୧୦: ରାଜସ୍ଥାନର ଜୟପୁରରେ ଦୁଇଟି ମୋଟରସାଇକେଲ ମଧ୍ୟରେ ଧକ୍କାରୁ ସାମ୍ପ୍ରଦାୟିକ ଉତ୍ତେଜନା ସୃଷ୍ଟି ହୋଇଛି। ଦୁର୍ଘଟଣା ପରେ କେତେଜଣ ଲୋକ ଜଣେ ବାଇକ୍‌ ଆରୋହୀଙ୍କୁ ପିଟି ମାରିଦେଇଥିଲେ। ଏହାକୁ ନେଇ ଜୟପୁରର ରାମଗଞ୍ଜ ଓ ପାଖ ଅଞ୍ଚଳରେ ସାମ୍ପ୍ରଦାୟିକ ଉତ୍ତେଜନା...

ସିବିଡିଟି ଅଧ୍ୟକ୍ଷଙ୍କ କାର୍ଯ୍ୟକାଳ ବଢ଼ିଲା

ନୂଆଦିଲ୍ଲୀ,୧ା୧୦(ପି.ଟି.): କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ (ସିବିଡିଟି)ର ଅଧ୍ୟକ୍ଷ ନୀତିନ ଗୁପ୍ତାଙ୍କ କାର୍ଯ୍ୟକାଳକୁ କେନ୍ଦ୍ର ସରକାର ୯ ମାସ ବଢ଼ାଇଛନ୍ତି। ୧୯୮୬ ବ୍ୟାଚ୍‌ର ଏହି ଭାରତୀୟ ରାଜସ୍ବ ସେବା (ଆଇଆର୍‌ଏସ୍‌) ଅଧିକାରୀଙ୍କର ଶନିବାର ଅବସର ଗ୍ରହଣ କରିବାର ଥିଲା। ଆୟକର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri