ଜାତୀୟ

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ ଭାରତୀୟ ସେନାରୁ ଅବସର ନେଇଛନ୍ତି। ପ୍ରାୟ ୧୨ ବର୍ଷ ସେନାରେ ସେବା ଦେବା…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି। ଏହି ଅବସରରେ ତାଙ୍କର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ସାକ୍ଷାତ ହୋଇଛି।…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି ଭୋଟରଙ୍କ ମଧ୍ୟରୁ ୪୭ ଲକ୍ଷରୁ ଊର୍ଦ୍ଧ୍ୱ ବାଦ୍‌ ପଡ଼ିଛନ୍ତି। ପ୍ରତି ୩ ଜଣ…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌ ଏକ୍ସ-ମିଲ ମୂଲ୍ୟରେ ପ୍ରାୟ ୩୦ ପ୍ରତିଶତ ହ୍ରାସ ଦେଖିବାକୁ ମିଳିଛି। ଏହା ପରେ…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବିକାଶ ଉପରେ ଖୁସି ପ୍ରକାଶ କରିଛନ୍ତି। ଏହାକୁ ଏକ ପ୍ରମୁଖ ସଫଳତା ଭାବରେ…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା ଆକଳନ। ମାତ୍ର ଉତ୍ତର ପଶ୍ଚିମ, ଉତ୍ତରପୂର୍ବ, ପୂର୍ବ, ପୂର୍ବ କେନ୍ଦୀୟ ଅଞ୍ଚଳରେ ଅଧିକ…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ କବିତାକୁ ହିନ୍ଦୀ ଓ ଉଜବେକ୍ ଭାଷାରେ ପାଠ କରିବା ସହ ଗାନ କରିଥିଲେ।…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି ବୃଦ୍ଧି ପାଇଛି ଯେ ଉଭୟ ପରସ୍ପରର ଇସ୍ତଫା ଦାବି କରିଛନ୍ତି। ବିବାଦର ମୁଖ୍ୟ…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ କାହାଣୀକୁ ଏକ ଉଦାହରଣ ଭାବରେ ଉଲ୍ଲେଖ କରିଥିଲେ ଯେ, ସରକାରୀ ସହାୟତା କିପରି…

୫ ସେପ୍ଟେମ୍ବର CJP ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ବଢିଲା ସରକାରଙ୍କ ଚିନ୍ତା, ଖୁସିହେଲେ ଦୀପକେ

ନୂଆଦିଲ୍ଲୀ,୩୧।୮: କକରୋଚ ଜନତା ପାର୍ଟି (CJP) ପକ୍ଷରୁ ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ପୁଣି ଏକ ବିରୋଧ ମାର୍ଚ୍ଚ ଆୟୋଜନ କରାଯିବାକୁ ଘୋଷଣା ହୋଇଛି। ଏହି ପ୍ରସ୍ତାବିତ ମାର୍ଚ୍ଚକୁ ନେଇ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ତେବେ କୋର୍ଟ CJPର ମାର୍ଚ୍ଚ…

ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP ଅଭିବୃଦ୍ଧି ହାର ୭.୮%ରେ ପହଞ୍ଚିଛି। ଏହା ଗତ ବର୍ଷର ସମାନ ତ୍ରୈମାସିକରେ ୬.୯%…

ସରକାରଙ୍କ ବଡ଼ ନିଷ୍ପତ୍ତି: ଲିଟର ପିଛା ୩ ଟଙ୍କା ବଢ଼ିଲା କ୍ଷୀର ଦାମ୍‌

ନୂଆଦିଲ୍ଲୀ,୩୧।୮: ତାମିଲନାଡୁ ସରକାର ରାଜ୍ୟର ଦୁଗ୍ଧ ଚାଷୀଙ୍କୁ ଆଶ୍ୱସ୍ତି ଦେଇ ଆଭିନ ପାଇଁ କ୍ଷୀର କ୍ରୟ ମୂଲ୍ୟ ପୁଣିଥରେ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ କ୍ଷୀର କ୍ରୟ ମୂଲ୍ୟରେ ଲିଟର ପିଛା ୩ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?