କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…
ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ କରିବ ବୋଲି କଂଗ୍ରେସର ଜେନେରାଲ ସେକ୍ରେଟାରୀ କେ.ସି. ବେଣୁଗୋପାଳ ଘୋଷଣା କରିଛନ୍ତି। ଶନିବାର…
ପାଇଲଟ ସ୍ମିତ୍ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍ଆଇଏ
ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍ଆଇଏ) ଏକ ମାମଲା ରୁଜୁ କରିଛି। ୨୦୧୬ର ଆଣ୍ଟି-ହାଇଜାକିଂ ଆଇନ ଏବଂ…
ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍ ଅଟକ
ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍ଙ୍କୁ ପୋଲିସ ଅଟକ ରଖିଛି। ଇମ୍ରାନ କ୍ରାନ୍ତି ମୈଦାନ ଯିବା ବେଳେ ପୋଲିସ ତାଙ୍କୁ ଅଟକ ରଖିଥିଲା। ଅନ୍ୟପକ୍ଷେ…
CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…
ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ ପ୍ରମୁଖ ନେତାଙ୍କୁ ଅଟକ ରଖାଯାଇଥିଲା। ଦକ୍ଷିଣ ଆଭେନ୍ୟୁ (South Avenue) ଠାରେ ମମତା…
CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’
ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଥିଲେ। ସେ ୨୦୧୪ ମସିହା ପରଠାରୁ ହୋଇଥିବା ପରିବର୍ତ୍ତନ ସମ୍ପର୍କରେ…
‘ଅଙ୍ଗୁର ଖଟା’, CJP ବିରୋଧ ପ୍ରଦର୍ଶନ ମଧ୍ୟରେ କାହିଁକି ଏପରି କହିଲେ କଙ୍ଗନା ରାନାଓ୍ବତ? ବୟାନ ହେଲାଣି ଭାଇରାଲ
ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀର ଜନ୍ତର ମନ୍ତର ଠାରେ କଂଗ୍ରେସ ଦଳ ଦ୍ୱାରା ଆୟୋଜିତ ବିକ୍ଷୋଭ ଏବଂ ତା’ପରେ ରାଷ୍ଟ୍ରପତିଙ୍କ ସହ ରାହୁଲ ଗାନ୍ଧୀଙ୍କ ସାକ୍ଷାତକୁ ନେଇ ଭାଜପା ସାଂସଦ କଙ୍ଗନା ରାନାୱତ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସ ଦଳର…
ଏବେ କିଏ ନେବେ CJPର ନେତୃତ୍ୱ? ଏକ୍ସରେ ଅଭିଜିତ ଦୀପକେ କହିଲେ ‘ବର୍ତ୍ତମାନ…’
ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀ ପୋଲିସ ଦ୍ୱାରା ଦଳର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ଅଟକ ରଖାଯିବା ପରେ ‘କକରୋଚ ଜନତା ପାର୍ଟି’ (CJP) ନିଜର ବିକ୍ଷୋଭ ଜାରି ରଖିବ ବୋଲି ଘୋଷଣା କରିଛି। ଏକ ଭିଡିଓ ବାର୍ତ୍ତାରେ…
8th Pay Commissionକୁ ନେଇ କେନ୍ଦ୍ର ସରକାରୀ କମଚାରୀଙ୍କ ପାଇଁ ଆସିଲା ବଡ଼ ଅପଡେଟ,ଜାଣନ୍ତୁ କେବେ ମିଳିବ ବର୍ଦ୍ଧିତ ଦରମା
ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ଅଷ୍ଟମ ବେତନ ଆୟୋଗ (8th Pay Commission)କୁ ଅପେକ୍ଷା କରି ରହିଛନ୍ତି। ଏହା କାର୍ଯ୍ୟକାରୀ ହେଲେ କର୍ମଚାରୀଙ୍କ ମୂଳ ଦରମା, ଭତ୍ତା ଏବଂ ପେନସନରେ ପରିବର୍ତ୍ତନ ଆସିବ ବୋଲି ଆଶା କରାଯାଉଛି। ତେବେ…
ଅଭିଜିତ, ସୌରଭ, ଆଶୁତୋଷ ହେପାଜତରେ; ସେମାନଙ୍କୁ କେତେ ସମୟ ପର୍ଯ୍ୟନ୍ତ ଅଟକ ରଖାଯିବ? ଜାଣନ୍ତୁ ଅପଡେଟ
ନୂଆଦିଲ୍ଲୀ,୧୦।୧୦: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବା ଏବଂ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିବାକୁ ପହଞ୍ଚିଥିବା ‘କକରୋଚ ଜନତା ପାର୍ଟି’ର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ଦିଲ୍ଲୀ ପୋଲିସ ଅଟକ…
ମୁହଁ ଖୋଲିଲେ ଦୀପକେଙ୍କ ମାଆ, ସିଧା କହିଲେ ଦେଖିନେବି…
ନୂଆଦିଲ୍ଲୀ,୧୦।୧୦: କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖାଯିବା ଘଟଣାକୁ ନେଇ ତାଙ୍କ ପିତାମାତା ସରକାରଙ୍କ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି। ସେମାନେ କହିଛନ୍ତି ଯେ ବିମାନ ଭିତରେ ଏଭଳି ଗିରଫଦାରୀ ଅତ୍ୟନ୍ତ ଭୁଲ। ମୋ…
ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…
ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର ହୋଇଛି। ଶନିବାର ଓକିଲମାନେ ସୁପ୍ରିମକୋର୍ଟରୁ ଜନ୍ତର ମନ୍ତରର ଅଭିମୁଖେ ରାଲି ବାହାରଛନ୍ତି। ହେଲେ…
ଦିଲ୍ଲୀ ଆନ୍ଦୋଳନ ସମୟରେ ଅଭିଜିତ ଦୀପ୍କେଙ୍କ ଘରୁ ଆସିଲା ଏହି ଦୁଃଖଦ ଖବର, ଭାଙ୍ଗିପଡ଼ିଛନ୍ତି ପୂରା ପରିବାର
ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀର ଜନ୍ତରମନ୍ତରଠାରେ କକ୍ରୋଚ୍ ଜନତା ପାର୍ଟି (ସିଜେପି ) ପକ୍ଷରୁ ଚାଲିଥିବା ଆନ୍ଦୋଳନ ଏବଂ ଗିରଫଦାରୀ ମଧ୍ୟରେ ସିଜେପି ପ୍ରତିଷ୍ଠାତା ଅଭିଜିତ ଦୀପ୍କେଙ୍କ ପରିବାରରୁ ଏକ ଦୁଃଖଦ ଖବର ଆସିଛି। ଆନ୍ଦୋଳନର ନେତୃତ୍ୱ ନେଉଥିବା ବେଳେ ଅଭିଜିତଙ୍କ ଜେଜେମା’ ସାବିତ୍ରୀବାଇ…

