ଜାତୀୟ

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ ଦେଇଥିଲା। ଦାବି କରାଯାଉଥିଲା ଯେ କିଛି ଅବସରପ୍ରାପ୍ତ କେନ୍ଦ୍ରୀୟ କର୍ମଚାରୀଙ୍କ ପେନ୍ସନ ବନ୍ଦ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର ରସୁୱା (Rasuwa) ଜିଲ୍ଲାକୁ ସମ୍ପୂର୍ଣ୍ଣ ବର୍ୱାଦ କରିଦେଇଛି। ନେପାଳରେ ୨୬ ଅଗଷ୍ଟ ସକାଳେ…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ ଛାତ୍ରୀଛାତ୍ରମାନେ ସରକାରଙ୍କୁ ଡରିବା ଛାଡ଼ି ଦେଇଛନ୍ତି। ଯେତେବେଳେ ସାଧାରଣ ଛାତ୍ର ସରକାରକୁ ଡରିବା…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ ବୁଝନ୍ତି ନାହିଁ ବୋଲି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ ଫେରିବା ଆରମ୍ଭ କରିଛନ୍ତି। ଗିରୋଙ୍ଗ-ନେପାଳ ସୀମାନ୍ତ ପୋଷ୍ଟ ହେଉଛି ତିବ୍ବତରୁ ନେପାଳ ମଧ୍ୟରେ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ସେ ଉଜ୍‌ବେକିସ୍ତାନ ରାଷ୍ଟ୍ରପତି ଶାଭକାତ ମିର୍ଜିୟୋୟେଭଙ୍କ ସହ ଏକ…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ ମୃତଦେହ ମିଳିଥିବା ବେଳେ ସେମାନଙ୍କ ପରିଚୟ ଓ ପରିବାର ସମ୍ପର୍କରେ କୌଣସି ସୂଚନା…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ ଅଧିକାରୀମାନଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ସମସ୍ତ ଅଧିକାରୀଙ୍କୁ କ୍ଷେତ୍ରକୁ ଯାଇ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା ୬୨୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨,୪୦୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି।…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା କମ୍ପାନୀ ‘ଏଭରେଷ୍ଟ ଫୁଡ୍ ପ୍ରଡକ୍ଟସ’ ଏବଂ ‘ଲାଲଜୀ ଗୋଧୁ’ ଦ୍ୱାରା ପ୍ରସ୍ତୁତ କମ୍ପାଉଣ୍ଡେଡ୍…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା ନିଜର ସହଯୋଗୀ ଏବଂ ହିନ୍ଦୁସ୍ତାନ ଆୱାମୀ ମୋର୍ଚ୍ଚା (HAM) ର ଅଧ୍ୟକ୍ଷ ଜୀତନରାମ…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ ଲକ୍ଷ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରନ୍ତି। ଏପରି ପରିସ୍ଥିତିରେ ପ୍ରଶ୍ନ ଉଠୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?