ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…
ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ ଲକ୍ଷ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରନ୍ତି। ଏପରି ପରିସ୍ଥିତିରେ ପ୍ରଶ୍ନ ଉଠୁଛି…
୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…
ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି (PNG) ଗ୍ୟାସ ସିଲିଣ୍ଡର ସହ ଜଡ଼ିତ କେତେକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି।…
୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ
ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର ୧ ତାରିଖରୁ ଇ-କମର୍ସ କମ୍ପାନୀଗୁଡ଼ିକରୁ ସାମଗ୍ରୀ ମଗାଇବା ଟିକିଏ ମହଙ୍ଗା ହୋଇପାରେ। ଦେଶର…
ସରକାରଙ୍କ ଚେଷ୍ଟା ଫେଲ୍! ପିଆଜ ଦର ୮୦ ଟଙ୍କା ପାର୍, ଜାଣନ୍ତୁ ନୂଆ ରେଟ୍ ଲିଷ୍ଟ
ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି ବଜାରରେ ପିଆଜର ଖୁଚୁରା ଦର କିଲୋପ୍ରତି ୮୦ ଟଙ୍କା ପର୍ଯ୍ୟନ୍ତ ପହଞ୍ଚିଥିବା ଖବର…
ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…
ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା ଯୋଗୁ ଗାଡ଼ିରେ ତ୍ରୁଟି ଦେଖାଦେଉଥିବା ନେଇ ଅଭିଯୋଗ ମିଳୁଥିଲା। ଏହାପରେ ସରକାର ପ୍ରାଥମିକ…
ପୁସ୍ତକ ପ୍ରତ୍ୟାହାର ଅଭିଯୋଗକୁ ଫେଙ୍ଗୁଇନ୍ ଇଣ୍ଡିଆର ଖଣ୍ଡନ
ନୂଆଦିଲ୍ଲୀ, ୨୯।୮: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବହୁଚର୍ଚ୍ଚିତ ଜୀବନୀ ‘ବିଲଙ୍ଗିଙ୍ଗ୍:ଏ ଜର୍ଣ୍ଣି ଅଫ୍ ଲଭ୍’ ପ୍ରକାଶନକୁ ନେଇ ଆସିଥିବା ସମସ୍ତ ଗଣମାଧ୍ୟମ ରିପୋର୍ଟକୁ ପେଙ୍ଗୁଇନ ରାଣ୍ଡମ ହାଉସ୍ ଇଣ୍ଡିଆ ସ୍ପଷ୍ଟ ଭାବେ ଖଣ୍ଡନ କରିଛି। ସମ୍ପାଦକୀୟ ପରିବର୍ତ୍ତନକୁ ଲେଖିକା ଗ୍ରହଣ…
ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼: ଆଜି ପୁଣି ବଢ଼ିଲା CNG ଦାମ୍, ଜାଣନ୍ତୁ କେତେ…
ନୂଆଦିଲ୍ଲୀ,୨୯।୮: ଇରାନ ଓ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ଏବେ ସାଧାରଣ ଲୋକଙ୍କ ଉପରେ ପଡ଼ୁଛି। ଦେଶରେ ଲଗାତାର ବଢ଼ୁଥିବା ଦର ମଧ୍ୟରେ IGL ପୁଣିଥରେ CNG ଦର ବଢ଼ାଇଛି। ଦିଲ୍ଲୀରେ CNG ଦର ପ୍ରତି କିଲୋଗ୍ରାମରେ ୩ ଟଙ୍କା…
ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୫୭୯, ଏବେବି ୩୨୦ ଭାରତୀୟ ନିଖୋଜ
କାଠମାଣ୍ଡୁ,୨୯ା୮: କେନ୍ଦ୍ରୀୟ ନେପାଳରେ ବୁଧବାର ଗ୍ଲେସିୟର ଧସି ହଠାତ୍ ଭୀଷଣ ବନ୍ୟା ମାଡ଼ିଆସିବାରୁ ରାସୁଓ୍ବା ଓ ଅନ୍ୟ ଅଞ୍ଚଳଗୁଡ଼ିକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ୫୭୯ ଜଣଙ୍କ ମୃତଦେହ ମିଳିଥିବାବେଳେ ଆହୁରି ଅନେକ ହଜାର ଲୋକ ନିଖୋଜ ଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା…
ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!
ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି । ଫାଇନାନ୍ସିଆଲ୍ ଟାଇମ୍ସର ଏକ ରିପୋର୍ଟ ଅନୁସାରେ, ହିମାଳୟରେ ଥିବା ଗ୍ଲେସିୟରଗୁଡ଼ିକ ତରଳିବା…
ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ
ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଏବଂ ଗୁଜରାଟ…
୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?
ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା ଭେଙ୍ଗାଙ୍କ ନାମ। ସୋସିଆଲ ମିଡିଆ ଓ ବିଭିନ୍ନ ମିଡିଆ ରିପୋର୍ଟରେ ଦାବି କରାଯାଉଛି…
କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା
ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ ସେ ଅଭିନେତ୍ରୀ ତଥା ସାଂସଦ କଙ୍ଗନା ରଣାୱତଙ୍କୁ ନିଜ ‘ଭଉଣୀ’ ବୋଲି ସମ୍ବୋଧନ…

