ଜାତୀୟ

CEC ରାଜୀବ କୁମାରଙ୍କ ପରେ କିଏ ହେବେ ନିର୍ବାଚନ କମିଶନ? ଏବେଠୁ ଆରମ୍ଭ ହେଲାଣି ଖୋଜା

ନୂଆଦିଲ୍ଲୀ,୨୮।୧: କେନ୍ଦ୍ର ସରକାର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର (CEC)ଙ୍କ ନିଯୁକ୍ତି ପାଇଁ ନାମ ତାଲିକା ପ୍ରସ୍ତୁତ କରିବା ପାଇଁ କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲଙ୍କ ଅଧ୍ୟକ୍ଷତାରେ ଏକ ସର୍ଚ୍ଚ କମିଟି ଗଠନ କରିଛନ୍ତି। ଏକ ନିର୍ଦ୍ଦେଶକୁ ଉଦ୍ଧୃତ…

ରାମ ରହିମଙ୍କୁ ପୁଣି ମିଳିଲା ପାରୋଲ

ରୋହତକ,୨୮।୧: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମୀତ ରାମ ରହିମଙ୍କୁ ଦ୍ୱାଦଶ ଥର ପାଇଁ ପାରୋଲ ମିଳିଛି। ୩୦ ଦିନର ପାରୋଲ ପାଇବା ପରେ, ଗୁରମିତ ରାମ ରହିମଙ୍କୁ ମଙ୍ଗଳବାର (୨୮ ଜାନୁଆରୀ) ସକାଳ ୫ଟା୨୬ ରେ ଗୁପ୍ତ ଭାବରେ ଜେଲରୁ…

ଅରବିନ୍ଦ କେଜରିଓ୍ବାଲଙ୍କ ଉପରେ ମାନହାନି ମାମଲା କରିବେ ହରିୟାଣା ସରକାର

ଚଣ୍ଡିଗଡ଼,୨୮।୧: ହରିୟାଣା ମୁଖ୍ୟମନ୍ତ୍ରୀ ନାଇବ ସିଂହ ସାଇନି କହିଛନ୍ତି ଯେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ଶସ୍ତା ଏବଂ ମିଥ୍ୟା ରାଜନୀତି କରିବାରେ ତାଙ୍କର କୌଣସି ସମକକ୍ଷ ନାହିଁ। ହରିୟାଣା ବିରୁଦ୍ଧରେ ସେ…

ଖୁବ ଶୀଘ୍ର ଆମେରିକା ଗସ୍ତ କରିବେ ମୋଦି

ନୂଆଦିଲ୍ଲୀ,୨୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନରେ କଥା ହୋଇଛନ୍ତି। ଉଭୟ ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପର୍କକୁ ଆହୁରି ଉନ୍ନତ କରିବା ଉପରେ ଆଲୋଚନା କରିଥିଲେ। ଟ୍ରମ୍ପ ନିଜେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ…

ବିଶ୍ୱର କେଉଁ ଦେଶରେ ପ୍ରଥମେ ଆରମ୍ଭ ହୋଇଥିଲା ବଜେଟ୍‌?ଆଉ ଭାରତରେ…

ନୂଆଦିଲ୍ଲୀ,୨୮।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧, ୨୦୨୫ରେ ଦେଶର କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିବେ। ତାଙ୍କର ବଜେଟ ଭାଷଣ ଲୋକ ସଭାରେ ସକାଳ ୧୧ଟାରେ ଆରମ୍ଭ ହେବ। ଅର୍ଥମନ୍ତ୍ରୀ ଭାବରେ ଏହା ସୀତାରମଣଙ୍କ ଅଷ୍ଟମ ବଜେଟ ଭାଷଣ ହେବ। ଏଥିପାଇଁ…

ଦେଶରେ ଲାଗୁ ହେବ ଭାରତୀୟ ମାନକ ସମୟ : ଆସିଲା ଚିଠା ନିୟମାବଳୀ

ନୂଆଦିଲ୍ଲୀ,୨୮ା୧: ସାରା ଦେଶରେ ଗୋଟିଏ ଟିକସ ବ୍ୟବସ୍ଥା ପାଇଁ ଜିଏସ୍‌ଟି ଲାଗୁ କରାଯିବା ସହ ଏକସଙ୍ଗେ ଲୋକ ସଭା ଏବଂ ରାଜ୍ୟ ବିଧାନସଭାଗୁଡ଼ିକର ନିର୍ବାଚନ କରାଇବା ପାଇଁ ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନ ଲାଗି କେନ୍ଦ୍ର ସରକାର ଉଦ୍ୟମ ଚଳାଇଛନ୍ତି। ଖୁବ୍‌ଶୀଘ୍ର…

ସ୍ବାଧୀନତାର ୭୮ ବର୍ଷ ପରେ ଗାଁରେ ପହଞ୍ଚିଲା ବିଜୁଳି

ରାୟପୁର, ୨୮ା୧: ଦେଶ ସ୍ବାଧୀନ ହେବାର ୭୮ ବର୍ଷ ପରେ ଛତିଶଗଡ଼ର ବିଜାପୁର ଜିଲା ଚିକାପଲ୍ଲି ଗ୍ରାମରେ ପ୍ରଥମଥର ପାଇଁ ବିଜୁଳି ପହଞ୍ଚିଛି। ବିଜାପୁର ଜିଲା ମୁଖ୍ୟାଳୟଠାରୁ ୫୦ କି.ମି. ଦୂରରେ ଅବସ୍ଥିତ ଚିକାପଲ୍ଲିରେ ଲୋକମାନେ ବର୍ତ୍ତମାନ ସୁଦ୍ଧା ବିନା ବିଜୁଳିରେ ରହିଆସୁଥିଲେ।…

ଚେନ୍ନାଇ ଉପକୂଳରେ ହଜାରେରୁ ଅଧିକ ଅଲିଭ୍‌ ରିଡ୍‌ଲେ ମୃତ

ଚେନ୍ନାଇ, ୨୮ା୧: ତାମିଲନାଡ଼ୁର ଚେନ୍ନାଇ ଉପକୂଳରେ ଗତ ମାସେ ମଧ୍ୟରେ ୧ ହଜାରରୁ ଅଧିକ ଅଲିଭ୍‌ ରିଡ୍‌ଲେ ପ୍ରଜାତିର କଇଁଛଙ୍କର ମୃତଦେହ ମିଳିଛି, ଯାହାକୁ ନେଇ କଇଁଛ ସରକ୍ଷଣ କର୍ମୀ ଓ ପ୍ରାଣୀ ଅଧିକାର କର୍ମୀଙ୍କ ମଧ୍ୟରେ ବ୍ୟାପକ ଚିନ୍ତା ପ୍ରକାଶ ପାଇଛି।…

ସୈଫ୍‌ଙ୍କୁ ଆକ୍ରମଣ ଘଟଣା: ପଶ୍ଚିମବଙ୍ଗରୁ ମହିଳା ଗିରଫ

ଚେନ୍ନାଇ, ୨୮ା୧ (ପି.ଟି.): ଅଭିନେତା ସୈଫ୍‌ ଅଲୀ ଖାନ୍‌ଙ୍କୁ ହୋଇଥିବା ଆକ୍ରମଣ ଘଟଣାର ତଦନ୍ତ ଜାରି ରହିଛି। ପୂର୍ବରୁ ପୋଲିସ ଏହି ମାମଲାରେ ବାଂଲାଦେଶୀ ନାଗରିକ ଶରିଫୁଲ ଇସଲାମ ଶେହଜାଦଙ୍କୁ ଗିରଫ କରିଥିଲା। ସୋମବାର ମୁମ୍ବାଇ ପୋଲିସ ଶରିଫୁଲଙ୍କ ସହ ସମ୍ବନ୍ଧିତ ଥିବା…

ଓ୍ବକ୍‌ଫ ବିଲ୍‌ରେ ୧୪ ସଂଶୋଧନକୁ ଜେପିସିର ମଞ୍ଜୁରୀ

ନୂଆଦିଲ୍ଲୀ,୨୮।୧(ପି.ଟି.): ପ୍ରସ୍ତାବିତ ଓ୍ବକ୍‌ଫ ସଂଶୋଧନ ବିଲ୍‌ର ସଂଶୋଧନକୁ ଯୁଗ୍ମ ସଂସଦୀୟ କମିଟି (ଜେପିସି) ସୋମବାର ମଞ୍ଜୁରୀ ପ୍ରଦାନ କରିଛି। ଗତବର୍ଷ ଅଗଷ୍ଟରେ ଏହି ବିଲ୍‌ ପାର୍ଲାଣ୍ଟେରେ ଆଗତ ହୋଇଥିଲା। କମିଟି ଦ୍ୱାରା ପ୍ରସ୍ତାବିତ ଅନ୍ୟତମ ଉଲ୍ଲେଖନୀୟ ସଂଶୋଧନ ହେଲା ଯଦି ସମ୍ପତ୍ତି ଧର୍ମୀୟ…

ଭାରତ ଚାଇନା ସମ୍ପର୍କରେ ପୁଣି ବଢୁଛି ଗଭୀରତା, ଏଣିକି କୈଳାଶ ସରୋବରକୁ ଡାଇରେକ୍ଟ ଫ୍ଲାଇଟ୍

ନୂଆଦିଲ୍ଲୀ,୨୭ା୧: ଚାଇନା ଭାରତ ସହିତ ଏହାର ସମ୍ପର୍କ ସୁଧାରିବାକୁ ଏବଂ ଶାନ୍ତି ପ୍ରତିଷ୍ଠା କରିବାକୁ ଆଉ ଗୋଟିଏ ପାଦ ବଢେଇଛି। ଭାରତର ବୈଦେଶିକ ମନ୍ତ୍ରଣାଳୟ ଅନୁଯାୟୀ କୈଳାଶ ମାନସରୋବର ଯାତ୍ରା ପୁନର୍ବାର ଆରମ୍ଭ ହେବ। ଦୁଇ ଦେଶ ମଧ୍ୟରେ ସିଧାସଳଖ ବିମାନ…

ଭାରତ ପାଇଁ ଖୁସି ଖବର: ବଡ଼ ଉପହାର ଦେଲା ଚାଇନା

ନୂଆଦିଲ୍ଲୀ,୨୭।୧: ଭାରତ ଏବଂ ଚାଇନା କୈଳାସ ମାନସରୋବର ଯାତ୍ରା ପୁନଃ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାର ବୈଦେଶିକ ମନ୍ତ୍ରଣାଳୟ ଏହି ସୂଚନା ଦେଇଛି। ବିଦେଶ ମନ୍ତ୍ରଣାଳୟ କହିଛି , ବୈଦେଶିକ ସଚିବ ବିକ୍ରମ ମିଶ୍ରୀ ୨୭ ଜାନୁଆରୀରେ ଭାରତ ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri