କୋଲକାତା ଆର୍.ଜି କର ହସ୍ପିଟାଲ ଘଟଣା: ୧୬୧ ଦିନ ପରେ ମିଳିଲା ନ୍ୟାୟ, ସଞ୍ଜୟ ରୟଙ୍କୁ ଦୋଷୀ ସାବ୍ୟସ୍ତ କଲେ କୋର୍ଟ
କୋଲକାତା,୧୮।୧: କୋଲକାତାର ଆର୍.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଡ୍ୟୁଟିରେ ନିୟୋଜିତ ଜଣେ ମହିଳା ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ମାମଲାରେ ସିଆଲଦହ କୋର୍ଟ ସଞ୍ଜୟ ରୟଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ୯ ଅଗଷ୍ଟ ୨୦୨୪ ସକାଳେ ଉତ୍ତର କୋଲକାତାର…
ଭଡ଼ାଟିଆଙ୍କୁ ମିଳିବ ମାଗଣା ବିଜୁଳି: କେଜ୍ରିଓ୍ବାଲ୍ଙ୍କ ବଡ଼ ଘୋଷଣା
ନୂଆଦିଲ୍ଲୀ,୧୮।୧: ଆମ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଶନିବାର ଆଉ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଆମେ ଦିଲ୍ଲୀରେ ବିଦ୍ୟୁତ ଏବଂ ପାଣି ମାଗଣା କରିଛୁ। ଦୁଃଖର ବିଷୟ, ଭଡାଟିଆମାନେ ଏହାର…
ଚାକିରି ଜୀବନ ମଝିରେ ଏତେ ବର୍ଷ ରହିଛନ୍ତି ବେରୋଜଗାର? କେମିତି ମିଳିବ ପେନଶନ, ଜାଣନ୍ତୁ…
ନୂଆଦିଲ୍ଲୀ,୧୮।୧: ଯଦି ଆପଣ ଜଣେ ବେତନଭୋଗୀ ବ୍ୟକ୍ତି ଏବଂ EPFO ରେ ଅବଦାନ ଦେଉଛନ୍ତି, ତେବେ ଏହା ଆପଣଙ୍କର ଅବସର ପରବର୍ତ୍ତୀ ସୁରକ୍ଷା ସୁନିଶ୍ଚିତ କରେ। EPFO ନିୟମ ଅନୁଯାୟୀ, ଯଦି ଆପଣ ୧୦ବର୍ଷ ପାଇଁ ଅବଦାନ ଦିଅନ୍ତି, ତେବେ ଆପଣ…
ବିରାଟ କୋହଲିଙ୍କୁ ଚେତାବନୀ ଦେଲା ବିସିସିଆଇ
ନୂଆଦିଲ୍ଲୀ,୧୮।୧: ଭାରତୀୟ ଦଳକୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜରେ ୩-୦ରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏହିପରି ଭାରତୀୟ ଦଳ ପ୍ରାୟ ୧୨ ବର୍ଷ ପରେ ନିଜ ଘରୋଇ ମାଟିରେ ଟେଷ୍ଟ ସିରିଜ ହାରିଛି। ସେହି ସମୟରେ ପ୍ରାୟ ୧୦…
ମହାକୁମ୍ଭରେ ରୁଷିଆର ‘ମସ୍କୁଲାର ବାବା’
ପ୍ରୟାଗରାଜ,୧୮।୧: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆୟୋଜିତ ମହାକୁମ୍ଭରେ ସାରା ବିଶ୍ୱରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି। ଗଙ୍ଗା, ଯମୁନା ଏବଂ ପୁରାଣବର୍ଣ୍ଣିତ ସରସ୍ବତୀ ନଦୀର ମିଳନ ସ୍ଥଳ ତ୍ରିବେଣୀ ସଙ୍ଗମରେ ଅନୁଷ୍ଠିତ ଏହି ମେଳାକୁ ବିଶ୍ୱର ସବୁଠୁ ବଡ଼ ଧର୍ମୀୟ ସମାବେଶ…
କୋଟାରେ ଓଡ଼ିଆ ଏନ୍ଇଇଟି ଆଶାୟୀଙ୍କ ଆତ୍ମହତ୍ୟା
କୋଟା,୧୮ା୧: ରାଜସ୍ଥାନର କୋଟାରେ ନ୍ୟାଶନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍ଇଇଟି) ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଓଡ଼ିଆ ଛାତ୍ର ଆମତ୍ହତ୍ୟା କରିଛନ୍ତି। ମୟୂରଭଞ୍ଜ ଜିଲାର ୧୮ ବର୍ଷୀୟ ଛାତ୍ର ଅଭିଜିତ୍ ଗିରି ଗୁରୁବାର ରାତିରେ ନିଜ ହଷ୍ଟେଲ ରୁମ୍ ପଙ୍ଖାରେ…
ପଞ୍ଜାବରେ କଙ୍ଗନାଙ୍କ ‘ଏମର୍ଜେନ୍ସି’ ବନ୍ଦ
ଚଣ୍ଡିଗଡ଼,୧୮।୧: ଶିରୋମଣି ଗୁରୁଦ୍ୱାରା ପ୍ରବନ୍ଧକ କମିଟି (ଏସ୍ଜିପିସି) ଏବଂ ଅନ୍ୟ ଶିଖ୍ ସଂଗଠନଗୁଡ଼ିକ ରାଜ୍ୟବ୍ୟାପୀ ବିକ୍ଷୋଭ କରିବାରୁ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାଓ୍ବତ୍ଙ୍କ ‘ଏମର୍ଜେନ୍ସି’ ଫିଲ୍ମ ଶୁକ୍ରବାର ପଞ୍ଜାବର ସିନେମାହଲ୍ଗୁଡ଼ିକରେ ପ୍ରଦର୍ଶିତ ହୋଇନାହିଁ। ଉକ୍ତ ଚଳଚ୍ଚିତ୍ରକୁ ବେଆଇନ ଘୋଷଣା କରିବା ପାଇଁ…
ରୁଷିଆ ସେନାରେ ୧୨ ଭାରତୀୟଙ୍କ ମୃତ୍ୟୁ, ୧୬ ନିଖୋଜ
ନୂଆଦିଲ୍ଲୀ,୧୮।୧: ରୁଷିଆ ସେନାରେ ନିୟୋଜିତ ଥାଇ ୟୁକ୍ରେନ୍ ବିରୋଧରେ ଯୁଦ୍ଧ ଲଢ଼ୁଥିବାବେଳେ ୧୨ ଜଣ ଭାରତୀୟଙ୍କ ମୃତ୍ୟୁ ଘଟିଲାଣି। ଅନ୍ୟ ୧୬ ଭାରତୀୟ ନିଖୋଜ ଥିବା ଶୁକ୍ରବାର ବହିର୍ବ୍ୟାପାର ମନ୍ତ୍ରଣାଳୟ କହିଛି। ରୁଷିଆ ସେନାରେ ଭାରତୀୟମାନଙ୍କ ନିଯୁକ୍ତିକୁ ନେଇ ରହିଥିବା ୧୨୬ଟି…
ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ
ନୂଆଦିଲ୍ଲୀ,୧୮।୧: ପାର୍ଲାମେଣ୍ଟ ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୧୩ ପର୍ଯ୍ୟନ୍ତ ଚାଲିପାରେ। ଜାନୁଆରୀ ୩୧ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକ ସଭା ଓ ରାଜ୍ୟ ସଭାର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ। ଏହାପରେ ଅର୍ଥନୈତିକ…
ସୈଫ୍ ଆକ୍ରମଣ: ଭୁଲ୍ ବ୍ୟକ୍ତିଙ୍କୁ ଧରିଲା ମୁମ୍ବାଇ ପୋଲିସ
ମୁମ୍ବାଇ,୧୮ା୧: ବଲିଉଡ୍ ଅଭିନେତା ସୈଫ୍ ଅଲୀ ଖାନ୍ଙ୍କ ଘରକୁ ବୁଧବାର ରାତିରେ ଅନୁପ୍ରବେଶ କରି ତାଙ୍କୁ ୬ ଥର ଛୁରାମାଡ଼ କରିଥିବା ଅଭିଯୁକ୍ତଙ୍କୁ ମୁମ୍ବାଇ ପୋଲିସର ୨୦ ଟିମ୍ ଏଯାଏ ଧରିପାରି ନାହାନ୍ତି। ଏହା ପରିବର୍ତ୍ତେ ସେମାନେ ଏହି ଆକ୍ରମଣ ସହ…
ଏତେ କୋଟି ଟଙ୍କା କରଜ କରିଛନ୍ତି ଏଏପିର ବଡ଼ ବଡ଼ ନେତା, ଜାଣନ୍ତୁ କେଜରିଓ୍ବାଲଙ୍କ କେତେ?
ନୂଆଦିଲ୍ଲୀ,୧୭।୧: ଦିଲ୍ଲୀର ନିର୍ବାଚନ ଲଢ଼େଇରେ ଆମ ଆଦମୀ ପାର୍ଟିର ସମସ୍ତ ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ଦାଖଲ କରିଛନ୍ତି। ନିର୍ବାଚନୀ ସତ୍ୟପାଠ ଅନୁଯାୟୀ ବଡ଼ ତଥ୍ୟର ଖୁଲାସା ହୋଇଛି। ଦିଲ୍ଲୀର ୧୦ଜଣ ଏଏପିର ବଡ଼ ନେତାଙ୍କ ମଧ୍ୟରୁ ୭ ଜଣ କରଜରେ ବୁଡି…
ସୁନ୍ଦରୀ ହର୍ଷାଙ୍କ ପ୍ରେମରେ IIT ବାବା! ଇନଷ୍ଟାରେ ବଡ଼ ଖୁଲାସା
ନୂଆଦିଲ୍ଲୀ,୧୭।୧: ମହାକୁମ୍ଭକୁ ନେଇ ଖବର ଏବେ ହେଡଲାଇନରେ ରହିଛି। ବିଶ୍ୱର କୋଣ ଅନୁକୋଣରୁ ଆସୁଥିବା ସାଧୁସନ୍ଥ ଏବଂ ସାଧ୍ୱୀଙ୍କ ଖବର ମଧ୍ୟ ବେଶ ଚର୍ଚ୍ଚାରେ ରହିଛି। ତେବେ ଏହି ଭିତରେ ସବୁଠାରୁ ବେଶୀ ଚର୍ଚ୍ଚାରେ ଅଛନ୍ତି ଦୁଇ ବାବା ଓ ମାତା।…
Archives


