ନେପାଳ ବନ୍ୟା; ମୃତ୍ୟୁସଂଖ୍ୟା ୩୯୨କୁ ବୃଦ୍ଧି, ୨୯୦ ଭାରତୀୟ ନିଖୋଜ
ନୂଆଦିଲ୍ଲୀ/କାଠମାଣ୍ଡୁ,୨୮।୮(ପି.ଟି.): ନେପାଳ-ତିବ୍ବତ ସୀମାନ୍ତରେ ସୃଷ୍ଟ ଆକସ୍ମିକ ବନ୍ୟାରେ ସ୍ଥିତି ଅତ୍ୟନ୍ତ ସଙ୍କଟଜନକ ହୋଇପଡ଼ିଛି। ନୂତନ ତଥ୍ୟ ଅନୁଯାୟୀ ମୋଟ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୩୯୨ରେ ପହଞ୍ଚିଛି, ଯେଉଁଥିରୁ ନେପାଳରେ ୩୮୯ ଜଣ ଏବଂ ତିବ୍ବତରେ ୩ ଜଣଙ୍କର ମୃତ୍ୟୁ ଘଟିଛି। କେବଳ…
ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା
ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍ପୋକ୍ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ନିଖୋଜ ଥିବ ଜଣାପଡିଛି। ମାକୁଇ ଅଶାଙ୍ଗ ଏବଂ ଥାନାମ୍ବା ନାଗା ଗ୍ରାମରେ ଏହି…
ମଡେଲଙ୍କୁ ଛୁରିଭୁସି ହତ୍ୟା
ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ ଉକ୍ତ ଯୁବତୀ ଘରେ ଏକୁଟିଆ ଥିବାବେଳେ ଅଭିଯୁକ୍ତ ପ୍ରବେଶ କରି ଏକାଧିକ ଥର…
ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…
ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ ଶିକ୍ଷକ ନିଯୁକ୍ତି ଅର୍ଥାତ BPSC TRE-4 ପରୀକ୍ଷାର ପାଟର୍ନକୁ ନେଇ ଏକ ବଡ଼…
CJP ନିର୍ବାଚନ ଲଢିଲେ ଭୋଟ୍ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!
ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର ୫ ତାରିଖରେ ଦିଲ୍ଲୀରେ ଶାନ୍ତିପୂର୍ଣ୍ଣ ବିରୋଧ ମାର୍ଚ୍ଚର ଆହୱାନ କରାଯାଇଛି। ଏହି ସମୟରେ…
PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ
ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି ଚଳାଇଛନ୍ତି। ବର୍ତ୍ତମାନ ଫୋକସ କେବଳ ଘରର ଛାତରେ ସୋଲାର ପ୍ୟାନେଲ ଲଗାଇବା…
ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା
ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା। ଏହାପରେ ରାଗରେ ବାପା ନିଜ ୩୦ ବର୍ଷୀୟ ପୁଅଙ୍କୁ ନିର୍ମମ ଭାବେ ପିଟିଥିଲେ।…
‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ
ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି ମହିଳା ନିଜ ସ୍ୱାମୀଙ୍କୁ ମାତା-ପିତାଙ୍କ ସେବା କରିବା ପାଇଁ ବାଧ୍ୟ କରିପାରିବେ ନାହିଁ।…
ନେପାଳରେ ବନ୍ୟା ତାଣ୍ଡବ: ୨୮୮ ଭାରତୀୟଙ୍କ ମିଳୁନି ପତ୍ତା,୨୧ ଉଦ୍ଧାର
ନୂଆଦିଲ୍ଲୀ,୨୭।୮: ନେପାଳରେ ବନ୍ୟା ପରେ ୨୮୮ ଜଣ ଭାରତୀୟ ନିଖୋଜ ଥିବା ରିପୋର୍ଟ ହୋଇଛି। ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୈଦେଶିକ ମନ୍ତ୍ରଣାଳୟର ଏପର୍ଯ୍ୟନ୍ତ ୨୧ ଜଣ ଭାରତୀୟଙ୍କୁ ଉଦ୍ଧାର କରାଯାଇଛି ବୋଲି ମୁଖପାତ୍ର ରଣଧୀର ଜୟସ୍ବାଲ…
Appleର ବଡ଼ ଘୋଷଣା! ଏହି ତାରିଖରେ ଲଞ୍ଚ ହେବ iPhone 18 Pro, ଏତିକି ରହିବ ଦାମ୍
ନୂଆଦିଲ୍ଲୀ,୨୭।୮: Apple ଶେଷରେ ନିଜର ବଡ଼ ଲଞ୍ଚ ଇଭେଣ୍ଟର ତାରିଖ ଘୋଷଣା କରିଛି । କମ୍ପାନୀ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ Apple Event ଆୟୋଜନ କରିବ । ଗତ କିଛି ସପ୍ତାହ ଧରି ଇଭେଣ୍ଟର ତାରିଖ ଏବଂ ଏଥିରେ ଲଞ୍ଚ…
ପୁଣି କ୍ରାଶ୍ ହେଲା ବିମାନ: ସବୁକିଛି ଚୁର୍ମାର୍, ବିମାନରେ ଥିଲେ…
ଲକ୍ଷ୍ନୌ,୨୭।୮: ଉତ୍ତର ପ୍ରଦେଶର କାନପୁରରେ ଏକ ବଡ଼ଧରଣର ବିମାନ ଦୁର୍ଘଟଣା ଘଟିଛି। ଗଙ୍ଗା ବ୍ୟାରେଜ ନିକଟରେ ଏକ ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଉଭୟ ପାଇଲଟଙ୍କ ମୃତ୍ୟୁ ଘଟିଛି। ରିପୋର୍ଟ ଅନୁଯାୟୀ, ଗଙ୍ଗା ବ୍ୟାରେଜ ନିକଟସ୍ଥ ନଥପୁରୱା ଗାଁରେ ଏହି…
ଏତେ ଅଧିକ ବଢିଯିବ ଅଣ୍ଡା ଦାମ୍, ଜାଣିଲେ ଉଡିଜିବ ହୋସ୍
ନୂଆଦିଲ୍ଲୀ, ୨୭।୮: ପିଆଜ, ଚିନି ଓ ଡାଲିର ବଢ଼ୁଥିବା ଦର ମଧ୍ୟରେ ଏବେ ଅଣ୍ଡାର ଦାମ ମଧ୍ୟ ବହୁତ ବଢ଼ିବାର ଆଶଙ୍କା ରହିଛି। ଗତ ଏକ ବର୍ଷ ମଧ୍ୟରେ ଦେଶରେ ଅଣ୍ଡାର ଦାମ ପ୍ରାୟ ୩୫-୪୦% ବଢ଼ିସାରିଛି। ଆସନ୍ତା କିଛି ମାସରେ…

