ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଓଲଟି ପଡିଲା ଯାତ୍ରୀବାହୀ ବସ୍, ୪ ମୃତ
ଆନ୍ଧ୍ରପ୍ରଦେଶ,୧୭।୧: ତ୍ରିଚିରୁ ତିରୁପତି ଯାଉଥିବା ଏକ ଘରୋଇ ଟ୍ରାଭେଲ୍ସ ବସ୍ ଚିତୋର ଜିଲାର ଗଙ୍ଗାସାଗରମ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଚାରି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ ଜଣ ଆହତ ହୋଇଛନ୍ତି। ତୀର୍ଥଯାତ୍ରୀମାନେ ମନ୍ଦିରରେ ପୂଜା କରି ତିରୁପତିରୁ ଫେରୁଥିଲେ।…
ନିର୍ବାଚନ ପ୍ରଚାରରେ ରାଜନୈତିକ ଦଳଗୁଡ଼ିକୁ ସତର୍କ ରୁହନ୍ତୁ: ଇସି
ନୂଆଦିଲ୍ଲୀ,୧୬।୧: ନିର୍ବାଚନ ପ୍ରଚାରରେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ)ର ଉପଯୋଗ ବଢ଼ୁଥିବା ଏବଂ ଏହା ଭୋଟରଙ୍କ ମତାମତକୁ ପ୍ରଭାବିତ କରିବା ସମ୍ଭାବନା ଥିବାରୁ ନିର୍ବାଚନ କମିଶନ (ଇସି) ଗୁରୁବାର ରାଜନୈତିକ ଦଳଗୁଡ଼ିକ ପାଇଁ ଆଡଭାଇଜରି ଜାରି କରିଛନ୍ତି। ଏଆଇ ସୃଷ୍ଟି କଣ୍ଟେଣ୍ଟର ବ୍ୟବହାରରେ ସ୍ବଚ୍ଛତା…
କେନ୍ଦ୍ର କ୍ୟାବିନେଟ୍ରରେ ବଡ଼ ନିଷ୍ପତ୍ତି: ଶ୍ରୀହରିକୋଟାରେ ନିର୍ମାଣ ହେବ ତୃତୀୟ ଲଞ୍ଚ୍ପ୍ୟାଡ୍
ନୂଆଦିଲ୍ଲୀ,୧୬।୧: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)ର ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ୍ ମହାକାଶ କେନ୍ଦ୍ରରେ ତୃତୀୟ ଲଞ୍ଚ୍ପ୍ୟାଡ୍ (ଟିଏଲ୍ପି) ନିର୍ମାଣ ହେବାକୁ ଯାଉଛି। ଉକ୍ତ ଲଞ୍ଚ୍ପ୍ୟାଡ୍ ସମେତ ଆନୁଷଙ୍ଗିକ ସୁବିଧା ପାଇଁ ୩,୯୮୫ କୋଟି ଟଙ୍କା ନିବେଶ ହେବ। ପ୍ରଧାନମନ୍ତ୍ରୀ…
ସୈଫଙ୍କଠାରୁ ଏତିକି ଟଙ୍କା ଦାବି କରିଥିଲେ ଆକ୍ରମଣକାରୀ, ସାମ୍ନାକୁ ଆସିଲା ବଡ଼ ତଥ୍ୟ
ମୁମ୍ବାଇ,୧୬।୧: ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ଉପରେ ଆକ୍ରମଣ ମାମଲାରେ ମୁମ୍ବାଇ ପୋଲିସ ଏକ ଏଫ୍ଆଇଆର ରୁଜୁ କରିଛି। ଏବେ ଏହି ଦୁଇ ପୃଷ୍ଠାର ଏଫଆଇଆରର କପି ସାମ୍ନାକୁ ଆସିଛି। ସୂଚନା ଅନୁସାରେ, ଆକ୍ରମଣ ସମୟରେ ଅଭିଯୁକ୍ତ ୧ କୋଟି ଟଙ୍କା…
ଖାତା କଲମରେ ହେବ ନିଟ୍ ୟୁଜି ୨୦୨୫ ପରୀକ୍ଷା
ନୂଆଦିଲ୍ଲୀ,୧୬।୧: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଘୋଷଣା କରିଛି ଯେ ନ୍ୟାସନାଲ ଏଲିଜିବିଲିଟି-କମ୍-ଏଣ୍ଟ୍ରାନ୍ସ ଟେଷ୍ଟ ବା NEET (UG)-୨୦୨୫ ପେନ୍ ଆଣ୍ଡ୍ ପେପର୍ ମୋଡ୍ (OMR-ଆଧାରିତ) ରେ ଗୋଟିଏ ଦିନ ଏବଂ ଗୋଟିଏ ସିଫ୍ଟରେ କରାଯିବ। ଏହି ନିଷ୍ପତ୍ତି ନ୍ୟାସନାଲ ମେଡିକାଲ୍…
ସ୍ମୃତି-ନୁପୁରଙ୍କୁ ମିଳିଲା ନାହିଁ ଟିକେଟ ସମସ୍ତ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା
ନୂଆଦିଲ୍ଲୀ,୧୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ୬୮ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦଳ ଜେଡିୟୁ ଏବଂ ଏଲଜେପିକୁ ଦୁଇଟି ଆସନ ଦେଇଛି। ଏହିପରି, ଦିଲ୍ଲୀର ସମସ୍ତ ୭୦ଟି ଆସନରେ ଆମ ଆଦମୀ ପାର୍ଟି,…
କିଏ କରିଥିଲା ସୈଫ ଅଲ୍ଲୀ ଖାନଙ୍କ ଉପରେ ଆକ୍ରମଣ, ଆସିଲା ସିସିଟିଭି ଫୁଟେଜ
ମୁମ୍ବାଇ,୧୬।୧: ବୁଧବାର ବିଳମ୍ବିତ ରାତିରେ ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ଏହି ଆକ୍ରମଣ କିଏ ଆଉ କାହିଁକି କରିଛି ଚର୍ଚ୍ଚା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ଫଟୋ ସାମ୍ନାକୁ ଆସିଛି। ଗୁରୁବାର ମୁମ୍ବାଇ ପୋଲିସ କହିଛି…
୮ମ ବେତନକୁ ମଞ୍ଜୁରୀ: ସରକାରୀ କର୍ମଚାରୀଙ୍କ ବଲ୍ଲେ ବଲ୍ଲେ, କେତେ ବଢିଯିବ ଦରମା, ପେନଶନ, ଜାଣନ୍ତୁ…
ନୂଆଦିଲ୍ଲୀ,୧୬।୧: କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ଲକ୍ଷ ଲକ୍ଷ କର୍ମଚାରୀଙ୍କ ଅପେକ୍ଷାର ଅନ୍ତ ଘଟିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ରୀୟ କ୍ୟାବିନେଟ ସମସ୍ତ କଳ୍ପନାଜଳ୍ପନାକୁ ଅନ୍ତ ଘଟାଇ ଅଷ୍ଟମ ବେତନ କମିଶନକୁ ମଞ୍ଜୁରୀ ଦେଇଛନ୍ତି। ଏହା ଦ୍ୱାରା ସରକାରୀ କର୍ମଚାରୀଙ୍କ…
ସରକାରୀ କର୍ମଚାରୀଙ୍କୁ ବଡ଼ ଉପହାର ଦେଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ,୧୬।୧: ସରକାରୀ କର୍ମଚାରୀଙ୍କୁ ମିଳିଲା ବଡ଼ ଉପହାର। ୮ମ ବେତନ କମିଶନକୁ କ୍ୟାବିନେଟ ମଞ୍ଜୁରୀ ଦେଇଛି । କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନଶନଭୋଗୀମାନେ ଅଷ୍ଟମ ବେତନ କମିଶନ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଥିଲେ ଏବଂ ସରକାର ସେମାନଙ୍କୁ ଏହି…
ଅପରେଶନ ପରେ ବିପଦମୁକ୍ତ ସୈଫ
ମୁମ୍ବାଇ,୧୬।୧: ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ଉପରେ ତାଙ୍କ ନିଜ ଘରେ ଛୁରୀରେ ଆକ୍ରମଣ ହୋଇଛି। ଏହା ପରେ ତାଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ଅବସ୍ଥା ବିପଦମୁକ୍ତ ବୋଲି କୁହାଯାଉଛି। ମିଳିଥିବା ରିପୋର୍ଟ ଅନୁଯାୟୀ, ତାଙ୍କର…
ସୈଫଙ୍କୁ ଛୁରାମାଡ଼ କରିଥିବା ଅଭିଯୁକ୍ତଙ୍କୁ ଚିହ୍ନଟ କଲା ପୋଲିସ, ଏହି କାରଣ ପାଇଁ ହୋଇଛି…
ମୁମ୍ବାଇ,୧୬ା୧: ବଲିଉଡ୍ ଅଭିନେତା ସୈଫ୍ ଅଲ୍ଲୀ ଖାନ୍ଙ୍କୁ ଛୁରାମାଡ଼ ହୋଇଛି। ଇତିମଧ୍ୟରେ ସୈଫ୍ଙ୍କୁ ଛୁରାମାଡ଼ କରିଥିବା ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି ପୋଲିସ। ଚୋରି କରିବାକୁ ଆସିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ସୂଚନା ଦେଇଥିବାବେଳେ ଅଭିଯୁକ୍ତ ଚିହ୍ନଟ ହୋଇଥିବା ପୋଲିସ ସୂଚନା ଦେଇଛି।…
ଆକାଶଛୁଆଁ ହେଲା ଆଦାନୀ ଗ୍ରୁପର ଶେୟାର, ୧୫୦ ବିଲିଅନ କ୍ଷତି କରିଥିବା ହିଣ୍ଡେନବର୍ଗରେ ପଡିଲା ତାଲା
ନୂଆଦିଲ୍ଲୀ,୧୬।୧:ଆଦାନୀ ଗ୍ରୁପର ୧୫୦ ବିଲିଅନର ପର୍ଦ୍ଦାଫାଶ କରି କମ୍ପାନୀକୁ ଦୋହଲାଇ ଦେଇଥିବା ହିଣ୍ଡେନଗ୍ରୁପରେ ତାଲା ପଡିଛି। ହିଣ୍ଡେନବର୍ଗର ପ୍ରତିଷ୍ଠାତା ଆଣ୍ଡରସନ, ଫାର୍ମକୁ ବନ୍ଦ କରିବା ନେଇ ବଡ଼ ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତିକୁ ନେଇ ସେ କହିଛନ୍ତି ଯେ, ଏହା ଏକ…
Archives


