ଭାରତରେ କେତେକ ଫିଚର୍ସ ପ୍ରତ୍ୟାହାର କରିପାରେ ମେଟା
ନୂଆଦିଲ୍ଲୀ,୧୬ା୧: ଆମେରିକୀୟ ସୋସିଆଲ ମିଡିଆ ଜାଏଣ୍ଟ ମେଟାକୁ ଭାରତରେ ଏହାର କେତେକ ଫିଚର୍ସ ପ୍ରତ୍ୟାହାର କରିବାକୁ ପଡ଼ିପାରେ। ଭାରତ ସରକାରଙ୍କ ଏକ ଆଣ୍ଟିଟ୍ରଷ୍ଟ୍ ଡିରେକ୍ଟିଭ୍ ଅନୁଯାୟୀ ହ୍ବାଟ୍ସଆପ୍ ମେସେଜିଂ ସର୍ଭିସ୍କୁ ପ୍ୟାରେଣ୍ଟ କମ୍ପାନୀ ମେଟା ସହ ବିଜ୍ଞାପନ ଉଦ୍ଦେଶ୍ୟରେ ୟୁଜରଙ୍କ ଡେଟା…
ହତ୍ୟାରେ ଶେଷ ହେଲା ପ୍ରେମ କାହାଣୀ, ଝିଅକୁ ପୋଲିସ, ପଞ୍ଚାୟତ ଆଗରେ ଗୁଳିକଲେ ବାପା
ଗ୍ବାଲିଅର,୧୫।୧: ମଧ୍ୟପ୍ରଦେଶର ଗ୍ବାଲିଅରରୁ ବୁଧବାର ଏକ ଚାଞ୍ଚଲ୍ୟକର ଅନର କିଲିଂ ମାମଲା ସାମନାକୁ ଆସିଛି। ବିବାହର ୩ ଦିନ ପୂର୍ବରୁ ଜଣେ ବାପା ତାଙ୍କ ଝିଅଙ୍କୁ ପୋଲିସ ସମ୍ମୁଖରେ ଗୁଳିକରି ହତ୍ୟା କରିଛନ୍ତି। ୨୦ ବର୍ଷୀୟା ତନୁ ନାମ୍ନୀ ଜଣେ ଯୁବତୀଙ୍କ…
ନିର୍ବାଚନ ପୂର୍ବରୁ ଜୀବନରୁ ମାରିଦେବାକୁ ଯୋଜନା, କେଜ୍ରିଓ୍ବାଲ କହିଲେ- ‘ଯେଉଁ ଦିନ ଲାଇଫଲାଇନ୍ ସରିଯିବ ସେଦିନ…’
ନୂଆଦିଲ୍ଲୀ,୧୫।୧: ଆମ ଆଦ୍ମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଆକ୍ରମଣ କରିବାକୁ ଏକ ଖଲିସ୍ତାନୀ ସମର୍ଥକଙ୍କ ଗୋଷ୍ଠୀ ଯୋଜନା କରୁଥିବା ନେଇ ଗୁଇନ୍ଦା ରିପୋର୍ଟ ହସ୍ତଗତ ହୋଇଛି। ଏହାକୁ ନେଇ କେଜ୍ରିଓ୍ବାଲ ବୁଧବାର ପ୍ରତିକ୍ରିୟା ଦେଇ ଭଗବାନ ତାଙ୍କୁ ବଞ୍ଚାଇବେ ବୋଲି…
କଂଗ୍ରେସର ନୂଆ ଠିକଣା- ‘ଇନ୍ଦିରା ଭବନ’
ନୂଆଦିଲ୍ଲୀ,୧୫।୧: କଂଗ୍ରେସ ଦଳର ନୂଆ ଠିକଣା ’ଇନ୍ଦିରା ଭବନ’। ବୁଧବାର ଦଳର ନୂତନ ମୁଖ୍ୟାଳୟ ଉଦ୍ଘାଟିତ ହୋଇଛି। କଂଗ୍ରେସ ସଂସଦୀୟ ଦଳ ନେତା ସୋନିଆ ଗାନ୍ଧୀ ଫିତା କାଟି ନୂତନ ମୁଖ୍ୟାଳୟର ଉଦଘାଟନ କରିଛନ୍ତି। ସେହିଭଳି ଦଳର ମୁଖ୍ୟ ମଲ୍ଲିକାର୍ଜୁନ ଖାର୍ଗେ…
ନଇଁଲା ମେଟା: ଜୁକରବର୍ଗଙ୍କ ବୟାନକୁ କହିଲା ‘ଅନିଚ୍ଛାକୃତ ତ୍ରୁଟି’
ନୂଆଦିଲ୍ଲୀ,୧୫।୧: ଶେଷରେ କ୍ଷମା ମାଗିଲା ମେଟା ଇଣ୍ଡିଆ। ସିଇଓ ମାର୍କ ଜୁକରବର୍ଗ ଭାରତର ନିର୍ବାଚନକୁ ନେଇ ଦେଇଥିବା ବିବାଦୀୟ ବୟାନକୁ କମ୍ପାନୀ ପକ୍ଷରୁ ‘ଅନିଚ୍ଛାକୃତ ତ୍ରୁଟି’ ବୋଲି ବୁଧବାର କୁହାଯାଇଛି। ମେଟା ଇଣ୍ଡିଆର ଉପାଧ୍ୟକ୍ଷ ଶିବନାଥ ଠୁକରାଲ, କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ…
ସାଧ୍ୱୀ ହର୍ଷାଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, କହିଲେ ଏତେ ସୁନ୍ଦରୀ ହେବାର…
ନୂଆଦିଲ୍ଲୀ,୧୫।୧: ପ୍ରୟାଗରାଜର ମହାକୁମ୍ଭରେ ଚର୍ଚ୍ଚାର ବିଷୟ ପାଲଟିଥିବା ମଡେଲ ଏବଂ ଆଙ୍କର ହର୍ଷା ରିଚାରିଆଙ୍କୁ ନେଇ ଏବେ ଏକ ନୂତନ ବିବାଦ ମୁଣ୍ଡ ଟେକିଛି। ମହାକୁମ୍ଭ ପୂର୍ବରୁ ହର୍ଷାଙ୍କୁ ଅମୃତ ସ୍ନାନରେ ସାମିଲ କରିବା ଏବଂ ତାଙ୍କୁ ମହାମଣ୍ଡଳେଶ୍ୱରଙ୍କ ରାଜକୀୟ ରଥରେ…
ପ୍ୟାରିସ ଅଲମ୍ପିକ୍ସରେ ଜିତିଥିବା ଦୁଇଟି ଯାକ ମେଡାଲ ଫେରାଇବେ ମନୁ ଭାକର, ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୧୫।୧: ପ୍ୟାରିସ ୨୦୨୪ରେ ଦୁଇଟି ମେଡାଲ ବିଜେତା ମନୁ ଭାକର ନିଜ ପଦକ ଫେରାଇବାକୁ ଯାଉଛନ୍ତି। ମନୁ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟ ଓ ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଟିମ ଇଭେଣ୍ଟରେ ଦୁଇଟି ବ୍ରୋଞ୍ଜ ପଦକ ଜିତିଥିଲେ।…
ପରାଜୟ ପରେ ସ୍ମୃତି ଇରାନୀଙ୍କ କମ୍ବ୍ୟାକ୍, ମୋଦିଙ୍କ ଟିମ୍ରେ ପୁଣି ହେଲେ ସାମିଲ୍
ନୂଆଦିଲ୍ଲୀ,୧୫।୧: ୨୦୨୪ ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ଛଅ ମାସରୁ ଅଧିକ ସମୟ ଧରି ଲୋକଲୋଚନରୁ ଦୂରେଇ ରହିଥିଲେ ସ୍ମୃତି ଇରାନୀ। ମଝିରେ ତାଙ୍କୁ କେବଳ ଏକ ସାକ୍ଷାତକାରରେ ଦେଖିବାକୁ ମିଳିଥିଲା। ବର୍ତ୍ତମାନ ପୁଣି ଥରେ ପ୍ରଧାନମନ୍ତ୍ରୀ ସେ…
ସାମ୍ନାକୁ ଆସିଲା ସୁନ୍ଦରୀ ସ୍ବାଧୀ ହର୍ଷାଙ୍କ ସତ! ଏହି କାମ କରି ରୋଜଗାର କରୁଛନ୍ତି କୋଟି କୋଟି ଟଙ୍କା
ନୂଆଦିଲ୍ଲୀ,୧୫।୧: ମହାକୁମ୍ଭ ୨୦୨୫ରେ କୋଟି କୋଟି ଭକ୍ତଙ୍କ ଭିଡ଼ରେ, ବାବା ଓ ନାଗାସାଧୁଙ୍କ ମଧ୍ୟରେ ଯିଏ ଅଧିକ ଭାଇରାଲ ହେଛନ୍ତି ସେ ହେଲେ ସ୍ବାଧୀ ହର୍ଷାରିଚାରିଆ। ମହାକୁମ୍ଭରେ ପହଞ୍ଚିବା ପରେ ସୁନ୍ଦରୀ ହର୍ଷାଙ୍କ ଲୁକ ବହୁତ ପସନ୍ଦ କରାଯାଉଛି, ଏହି କାରଣରୁ…
ମେଟା: ଚିନ୍ତାରେ କେନ୍ଦ୍ର
ନୂଆଦିଲ୍ଲୀ,୧୫।୧: ଆମେରିକୀୟ ସୋସିଆଲ ମିଡିଆ ଜାଏଣ୍ଟ ମେଟା ସିଇଓ ମାର୍କ ଜୁକରବର୍ଗ ଜାନୁଆରୀ ୧୦ରେ ପୋଡ୍କାଷ୍ଟର ଜୋ ରୋଗାନ୍ଙ୍କୁ ସାକ୍ଷାତକାର ଦେଇ କହିଥିଲେ, ୨୦୨୪ ଅଧିକାଂଶ ଦେଶରେ ନିର୍ବାଚନର ବର୍ଷ ଥିଲା। ସରକାରଙ୍କ କୋଭିଡ୍ ପରିଚାଳନା ଓ ତତ୍ ପରବର୍ତ୍ତୀ ମୁଦ୍ରାସ୍ଫୀତି…
ଯୁଦ୍ଧରେ କେରଳ ଯୁବକଙ୍କ ମୃତ୍ୟୁ ପରେ ଆକ୍ସନକୁ ଆସିଲା ନୂଆଦିଲ୍ଲୀ
ନୂଆଦିଲ୍ଲୀ,୧୫।୧: ୟୁକ୍ରେନ୍ ଯୁଦ୍ଧରେ ରୁଷିଆ ପାଇଁ ଲଢୁଥିବା ଜଣେ କେରଳୀ ଯୁବକଙ୍କ ମୃତ୍ୟୁ ଓ ଅନ୍ୟ ଜଣେ ଆହତ ହେବା ଘଟଣାକୁ ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ମସ୍କୋ ନିକଟରେ ଉଠାଇଛି। ସେନାରେ ସାମିଲ ହୋଇଥିବା ସମସ୍ତ ଭାରତୀୟଙ୍କୁ ତୁରନ୍ତ ଫେରାଇଦେବା ପାଇଁ…
video: ପ୍ରେମିକାଙ୍କୁ ବଶୀଭୂତ କରିବାର ଉପାୟ! ମହାକୁମ୍ଭର ସୁନ୍ଦରୀ ସ୍ବାଧୀ ହର୍ଷା ଦେଲେ ମନ୍ତ୍ର, ୧୧ଦିନ ଭିତରେ କାମ ନ ଦେଲେ…
ନୂଆଦିଲ୍ଲୀ,୧୫।୧:ପ୍ରୟାଗରାଜରେ ଅନୁଷ୍ଠିତ ମହାକୁମ୍ଭରେ ଦେଶ ଏବଂ ବିଶ୍ୱର ବିଭିନ୍ନ ସ୍ଥାନରୁ ସନ୍ଥ ଏବଂ ମୁନିମାନଙ୍କ ସହିତ କୋଟି କୋଟି ଭକ୍ତଙ୍କ ସମାଗମ ହୋଇଛି। ବିଶ୍ୱାସର ଏହି ମହାନ କୁମ୍ଭରେ, ଅନେକ ସନ୍ଥ ଏବଂ ମୁନିମାନଙ୍କ ସହିତ, ଜଣେ ସାଧ୍ୱୀ ଏବେ ଚର୍ଚ୍ଚାରେ…
Archives


