ଜାତୀୟ

ବିହାରରେ ପହଞ୍ଚିଲା ନେପାଳର ବନ୍ୟା ଜଳ…ଏକ ବଡ଼ ବିପଦ ଟଳି ଯାଇଛି କି? ଜାଣନ୍ତୁ ବର୍ତ୍ତମାନର ସ୍ଥିତି

ପାଟନା/କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବର୍ଷାର ପ୍ରଭାବ ଏବେ ବିହାରର ସୀମାବର୍ତ୍ତୀ ଅଞ୍ଚଳରେ ଦୃଶ୍ୟମାନ ହେଉଛି। ବୁଧବାର ରାତିରେ, ନେପାଳରୁ ପ୍ରବାହିତ ହେଉଥିବା ଜଳର ପ୍ରବଳ ଲହରୀ ଯୋଗୁ ବାଲ୍ମିକୀନଗରର ଗଣ୍ଡକ ବ୍ୟାରେଜର ଜଳସ୍ତର ହଠାତ ବୃଦ୍ଧି ପାଇଥିଲା। ମଧ୍ୟରାତ୍ରିରେ, ବ୍ୟାରେଜରେ 1.5…

ମେଟାର ବଡ଼ ନିଷ୍ପତ୍ତି : ରାତି ୧୨ଟାରୁ ସକାଳ ୬ଟା ଯାଏ ଆଉ ଚାଲିବନି ଇନଷ୍ଟା-ଫେସବୁକ୍‌

ନୂଆଦିଲ୍ଲୀ,୨୭।୮: ଶିଶୁ ଓ କିଶୋରମାନଙ୍କୁ ସୋସିଆଲ ମିଡିଆ ନିଶାରେ ପକାଉଥିବା ଅଭିଯୋଗରେ ଛନ୍ଦି ହୋଇଥିବା ଫେସବୁକ-ଇନଷ୍ଟାଗ୍ରାମର ମାଲିକାନା ସଂସ୍ଥା ‘Meta’ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଆମେରିକାରେ ଚାଲିଥିବା ଏକ ବଡ଼ ଆଇନଗତ ମାମଲାକୁ ଶେଷ କରିବା ପାଇଁ କମ୍ପାନୀ ପ୍ରାୟ…

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ ଦିଆଯାଉଛି। ମନ୍ତ୍ରିମଣ୍ଡଳକୁ ଅଧିକ ଯୁବ କରିବା ପାଇଁ ବୟସ୍କ ମନ୍ତ୍ରୀଙ୍କ ସଂଖ୍ୟା କମାଯିବା…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ ୧୬୦ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ପ୍ରାୟ ୫୦୦ ଜଣ ନିଖୋଜ ଅଛନ୍ତି,…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ ସ୍ବାସ୍ଥ୍ୟ ସମସ୍ୟା କାରଣରୁ ଛାତ୍ରୀଜଣଙ୍କ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ମୃତ…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ ଚେନ୍ନାଇ, ମାଦୁରାଇ, ଏର୍ଣ୍ଣାକୁଲମ ଏବଂ ଗୁଆହାଟୀକୁ ମଧ୍ୟ ପିଆଜ ଯୋଗାଣ ପଠାଯାଉଛି। କେନ୍ଦ୍ର…

ରକ୍ଷାବନ୍ଧନ ପୂର୍ବରୁ ପେଟ୍ରୋଲ-ଡିଜେଲ ଦରରେ ବଡ଼ ହଲଚଲ: ବଢିଲା କି କମିଲା କରନ୍ତୁ ଚେକ୍‌

ନୂଆଦିଲ୍ଲୀ,୨୭।୮: ଇରାନ ଉପରେ ଆମେରିକାର ନୂଆ କଠୋର ପ୍ରତିବନ୍ଧକ ଲାଗୁ ହେବା ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ମୂଲ୍ୟରେ ବଡ଼ ହ୍ରାସ ଦେଖାଯାଉଛି। IOCL, BPCL ଏବଂ HPCL ଭଳି ସରକାରୀ ତୈଳ ବିପଣନ କମ୍ପାନୀ (OMCs)…

ୟୁଜିସି-ଏନ୍‌ଇଟି: ଚଳିତ ସପ୍ତାହରେ ପ୍ରକାଶ ପାଇବ ୮୪ ବିଷୟର ପରୀକ୍ଷାଫଳ

ନୂଆଦିଲ୍ଲୀ, ୨୭ା୮ : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ର ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି)ର ୮୪ଟି ବିଷୟର ଫଳାଫଳ ଚଳିତ ସପ୍ତାହରେ ପ୍ରକାଶ ପାଇବ। ବୁଧବାର ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ‘X’ ଜରିଆରେ ଏହି…

ବଢ଼ୁଛି ଜେନ୍‌ ଆଲ୍‌ଫାଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ, ୨୭ା୮ : ରାଜସ୍ଥାନର ଜୟପୁରସ୍ଥିତ ରାମପୁରା କନୱରପୁରା ଗ୍ରାମର ପ୍ରାଥମିକ ସ୍କୁଲ ଘରର ଭଙ୍ଗାଦଦରା ଅବସ୍ଥା ଯୋଗୁ ପିଲାମାନଙ୍କୁ ଏକ ଗୁହାଳରେ ପାଠ ପଢ଼ାଯାଉଥିଲା। ନିକଟରେ ସିଜେପି କର୍ମୀମାନେ ‘ସ୍କୁଲ ଠିକ୍‌ କରୋ’ ଅଭିଯାନରେ ଆସି ସେଠାରେ ପହଞ୍ଚତ୍ ସ୍ଥିତି…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର ଦିନ ଭଡ଼ା ବୃଦ୍ଧି ନେଇ ଆଦେଶ ଜାରି କରିଛନ୍ତି। ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ କନେକ୍ସନ, ରେଳବାଇ ଏବଂ ଗାଡ଼ିର ଦାମ ଉପରେ ଏହାର ପ୍ରଭାବ ଦେଖିବାକୁ ମିଳିବ।…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ ପେଟ୍ରୋଲିୟମ ମନ୍ତ୍ରାଳୟ ପକ୍ଷରୁ LPG ଉପଭୋକ୍ତାମାନଙ୍କ ପାଇଁ e-KYC କରିବାର ଶେଷ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?