ଜାତୀୟ

କୌଣସି ଜାତିକୁ ଓବିସି ଲିଷ୍ଟରେ କେମିତି ଯୋଡାଯାଏ? ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୧୦।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଏବେ ମାତ୍ର ୨୬ ଦିନ ବାକି ଅଛି। କିନ୍ତୁ ଏହା ପୂର୍ବରୁ ରାଜଧାନୀ ଦିଲ୍ଲୀରେ ରାଜନୈତିକ ଅସ୍ଥିରତା ଦେଖାଦେଇଛି। କହିରଖୁଛୁ ଯେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ…

ଇତିହାସ ହୋଇପାରେ ‘ଇଣ୍ଡିଆ’

୨୦୨୪ ଲୋକ ସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ(ଏନ୍‌ଡିଏ)କୁ କେନ୍ଦ୍ରରେ କ୍ଷମତାଚ୍ୟୁତ କରିବା ପାଇଁ ଏହାର ପ୍ରାୟ ୧୦ ମାସ ପୂର୍ବରୁ ବିରୋଧୀ ଦଳଗୁଡ଼ିକ ମେଳି ବାନ୍ଧି ଏକ ମେଣ୍ଟ ଗଠନ କରିଥିଲେ, ଯାହାର ନାମ ରଖାଯାଇଥିଲା ଇଣ୍ଡିଆନ୍‌…

ଝିଅଙ୍କୁ ପଢ଼ାଖର୍ଚ୍ଚ ଦେବାକୁ ମା’ବାପା ଅନୁସାରେ ବାଧ୍ୟ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୦।୧: ମାଆବାପାଙ୍କଠାରୁ ପାଠପଢ଼ା ଖର୍ଚ୍ଚ ପାଇବା ଝିଅଙ୍କର ଅପରିହାର୍ଯ୍ୟ ଏବଂ ବୈଧ ଅଧିକାର। ମା’ବାପା ଏଥିପାଇଁ ସେମାନଙ୍କ ଆର୍ଥିକ ସମ୍ବଳ ସୀମା ମଧ୍ୟରୁ ଜରୁରୀ ପାଣ୍ଠି ଯୋଗାଇଦେବାକୁ ବାଧ୍ୟ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏକ ବୈବାହିକ ବିବାଦ ମାମଲାରେ ଅଲଗା ରହୁଥିବା…

ମହାରାଷ୍ଟ୍ର, ମଧ୍ୟପ୍ରଦେଶ ପରେ ଦିଲ୍ଲୀରେ ଏହି ସ୍କିମ୍‌ ଆଣିପାରେ ଭାଜପା: ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଭୋଟରମାନଙ୍କୁ ପ୍ରଲୋଭିତ କରିବା ପାଇଁ ଶାସକ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ଏବଂ ବିରୋଧୀ ଭାଜପା ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ଜୋର୍‌ଦାର ହୋଇଛି। ଆପ୍‌ର ନିର୍ବାଚନୀ ପ୍ରତିଶ୍ରୁତିକୁ ଟକ୍କର ଦେବା ଲାଗି ଭାଜପା ୩୦୦ ୟୁନିଟ୍‌ ପର୍ଯ୍ୟନ୍ତ…

ଶମ୍ଭୁ ସୀମାରେ ଚାଷୀଙ୍କ ଆତ୍ମହତ୍ୟା

ପଟିଆଲା,୯।୧:ପଞ୍ଜାବ-ହରିୟାଣାର ଶମ୍ଭୁ ସୀମାରେ ଆନ୍ଦୋଳନରତ ଜଣେ ମଧ୍ୟବୟସ୍କ ଚାଷୀ ଗୁରୁବାର ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ପଟିଆଲ ହସ୍ପିଟାଲ ନିଆଯାଇଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେହିପରି ଖନୌରି ବିକ୍ଷୋଭ ସ୍ଥଳରେ ଓ୍ବାଟର ହିଟର ହଠାତ୍‌…

ଗୋଦାମରେ ସଢ଼ୁଛି ୯ ଲକ୍ଷ କୁଇଣ୍ଟାଲ ଖାଦ୍ୟଶସ୍ୟ

ଭୋପାଳ, ୯ା୧: ସରକାରୀ ବ୍ୟବସ୍ଥାରେ ଅବହେଳା ଯୋଗୁ ମଧ୍ୟପ୍ରଦେଶର ଡିଣ୍ଡୋରି ସହରରେ ଥିବା ସରକାରୀ ଗୋଦାମଗୁଡ଼ିକରେ ୯ ଲକ୍ଷ କୁଇଣ୍ଟାଲର ଖାଦ୍ୟଶସ୍ୟ ସଢ଼ି ନଷ୍ଟ ହୋଇଛି। ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟରୁ ଏହି ତଥ୍ୟ ସାମ୍‌ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ନଷ୍ଟ…

କେନ୍ଦ୍ର ମନ୍ତ୍ରୀ ଗଡ଼କରୀଙ୍କ ବଡ଼ ଘୋଷଣା: ଦୁର୍ଘଟଣାରେ ଆହତଙ୍କର ହେବ କ୍ୟାସଲେସ୍‌ ଚିକିତ୍ସା, ଜାଣନ୍ତୁ ଯୋଜନା ନେଇ ସବୁକିଛି…

ନୂଆଦିଲ୍ଲୀ,୯।୧: ମୋଦି ସରକାର ସଡକ ଦୁର୍ଘଟଣାରେ ପୀଡ଼ିତଙ୍କୁ ଆଶ୍ୱସ୍ତି ଦେବାର ଯୋଜନା କରୁଛନ୍ତି। ଏନେଇ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ବଡ଼ ଘୋଷଣା କରିଛନ୍ତି। ସରକାର ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ଲାଗି କ୍ୟାଶଲେସ୍‌ ଯୋଜନା ଆଣିବାକୁ ଯାଉଛନ୍ତି। ଏହି ଯୋଜନା ଅଧିନରେ…

ସମଲିଙ୍ଗୀ ବିବାହ ଆବେଦନ ଖାରଜ, ସୁପ୍ରିମକୋର୍ଟ କହିଲେ…

ନୂଆଦିଲ୍ଲୀ,୯।୧: ସୁପ୍ରିମକୋର୍ଟ ସମଲିଙ୍ଗୀ ବିବାହ ମାମଲାରେ ଦେଇଥିବା ରାୟର ପୁନର୍ବିଚାର କରିବାକୁ ମନା କରିଦେଇଛନ୍ତି। ଏହାସହିତ କୋର୍ଟ ପୁନର୍ବିଚାର ଆବେଦନକୁ ଖାରଜ କରିଛନ୍ତି। ସୁପ୍ରିମକୋର୍ଟ କହିଥିଲେ ପୂର୍ବ ରାୟରେ କୌଣସି ତ୍ରୁଟି ନାହିଁ ଏବଂ ନିଷ୍ପତ୍ତିରେ କରାଯାଇଥିବା ବିଚାର ଆଇନ ଅନୁସାରେ…

ମାସକ ମଧ୍ୟରେ ହିଟ୍‌ ହେଲା ‘ବୀମା ସଖି ଯୋଜନା’; ୫୦୦୦୦ ଛୁଇଁଲା ରେଜିଷ୍ଟ୍ରେଶନ ସଂଖ୍ୟା, ଏଭଳି କରନ୍ତୁ ଆବେଦନ… 

ନୂଆଦିଲ୍ଲୀ,୯।୧: ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି) ଦ୍ୱାରା ଆରମ୍ଭ କରାଯାଇଛି ବୀମା ସଖି ଯୋଜନା। ଏହା ଆରମ୍ଭ ହେବାର ଏକ ମାସ ମଧ୍ୟରେ ୫୦ ହଜାରରୁ ଅଧିକ ରେଜିଷ୍ଟ୍ରେଶନ ହୋଇଥିବା ଏଲ୍‌ଆଇସି ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ତେବେ ଏହି ଯୋଜନା…

‘ଇଣ୍ଡିଆ ଗଠବନ୍ଧନ ଶେଷ ହୋଇଗଲା’, କଂଗ୍ରେସ ନେତା ପଓ୍ବନ ଖେରାଙ୍କ ବଡ଼ ବୟାନ, କହିଦେଲେ ଭିତିରିକଥା..

ନୂଆଦିଲ୍ଲୀ,୯।୧: ୨୦୨୪ ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଭାଜପା ସରକାରଙ୍କୁ କ୍ଷମତାରୁ ହଟାଇବା ଉଦ୍ଦେଶ୍ୟରେ ଗଠିତ ଅଖିଳ ଭାରତୀୟ ମେଣ୍ଟ କ’ଣ ଶେଷ ହୋଇଗଲା? ଏହି ପ୍ରଶ୍ନ ବର୍ତ୍ତମାନ ଲୋକଙ୍କ ମନରେ ଉଙ୍କି ମାରୁଛି। କାରଣ ଆରଜେଡି…

ଛତିଶଗଡ଼ ପ୍ଲାଣ୍ଟରେ ଚିମିନି ଖସି ବଡ଼ ଦୁର୍ଘଟଣା, ଫସିଛନ୍ତି ୨୫ ରୁ ଅଧିକ ଶ୍ରମିକ

ନୂଆଦିଲ୍ଲୀ,୯।୧: ଛତିଶଗଡ଼ର ମୁଙ୍ଗେଲିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଭୁଶୁଡ଼ି ପଡ଼ିଥିବା ଏକ ପ୍ଲାଣ୍ଟର ଚିମିନି ତଳେ ଦୁଇ ଡଜନରୁ ଅଧିକ ଶ୍ରମିକ ପୋତି ହୋଇରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। କୁହାଯାଉଛି ଯେ ଫସି…

୩୦୦ ୟୁନିଟ ବିଜୁଳି, ଲାଡଲୀ ବେହେନ ଯୋଜନା, ବିଶୁଦ୍ଧ ପାଣି…ଦିଲ୍ଲୀରେ ଭାଜପା ଦେଇପାରେ ଏହି ସବୁ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୯।୧: ଦିଲ୍ଲୀରେ ଆସନ୍ତା ମାସରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ଜିତିବାକୁ ଭାରତୀୟ ଜନତା ପାର୍ଟି ଏଥର ଅଣ୍ଟା ଭିଡିଛି। ଖବର ମୁତାବକ ଦିଲ୍ଲୀବାସୀଙ୍କୁ ମାଗଣା ବିଜୁଳି ଘୋଷଣା କରିପାରେ ଭାଜପା। ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ ଭାଜପା ଦିଲ୍ଲୀରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri