ଇଣ୍ଡିଆ ମେଣ୍ଟ ଭାଙ୍ଗିବାକୁ ପାଟନାରେ ଲେଖାଯାଇଥିଲା ସ୍କ୍ରିପ୍ଟ! ଲାଲୁ ଥିଲେ ମୁଖ୍ୟ ଖଳନାୟକ!
ପାଟନା,୯।୧: ଭାଜପା ବିରୋଧରେ ଗଠିତ ଇଣ୍ଡିଆ କିମ୍ବା ଇଣ୍ଡି ମେଣ୍ଟ ଏବେ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି ବୋଲି କହିବାରେ କୌଣସି ଦ୍ୱିଧା ନାହିଁ। ତେଜସ୍ବୀ ଯାଦବ ନିଜେ ନିଶ୍ଚିତ କରିଛନ୍ତି ଯେ ସମ୍ପୂର୍ଣ୍ଣ ମେଣ୍ଟ କେବଳ ଲୋକ ସଭା ନିର୍ବାଚନ ପାଇଁ…
ଦିଲ୍ଲୀ ନିର୍ବାଚନ ପୂର୍ବରୁ ଭାଙ୍ଗିଲା ଇଣ୍ଡିଆ ମେଣ୍ଟ! ଓମାର ଅବଦୁଲ୍ଲା କହିଲେ ଶେଷ କରିଦିଅ
ଶ୍ରୀନଗର,୯।୧: ରାଜଧାନୀ ଦିଲ୍ଲୀର ୭୦ଟି ବିଧାନସଭା ଆସନ ପାଇଁ ନିର୍ବାଚନ କମିଶନ ତାରିଖ ଘୋଷଣା କରି ସାରିଛନ୍ତି। ଦିଲ୍ଲୀରେ ଫେବୃଆରୀ ୫ରେ ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ହେବ ଏବଂ ଫେବୃଆରୀ ୮ରେ ଫଳାଫଳ ଘୋଷଣା କରାଯିବ। ଦିଲ୍ଲୀ ବିଧାନସଭା ନିର୍ବାଚନରେ କଂଗ୍ରେସ…
ଫଡ଼ନାଭିସଙ୍କୁ ପୁଣି ଭେଟିଲେ ଆଦିତ୍ୟ ଠାକରେ, ୩୫ ଦିନରେ ୩ ଥର
ମୁମ୍ବାଇ,୯।୧: ଗତ ବର୍ଷ ଡିସେମ୍ବରରେ ଦେବେନ୍ଦ୍ର ଫଡନାଭିସଙ୍କ ନେତୃତ୍ୱରେ ମହାୟୁତି ସରକାର ଗଠନ ହୋଇଥିଲେ ମଧ୍ୟ, ମହାରାଷ୍ଟ୍ର ରାଜନୀତିରେ ପରିସ୍ଥିତି ଶାନ୍ତ ହୋଇନାହିଁ। ମହାୟୁତି ସରକାରରେ, ଦେବେନ୍ଦ୍ର ଫଡନାଭିସ ତାଙ୍କର ଉଭୟ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଏବଂ ଏକନାଥ ଶିନ୍ଦେଙ୍କ ସହିତ…
ଯେତେବେଳେ ସାରା ବିଶ୍ୱ ଦେଖାଇଥିଲା ଖଣ୍ଡାର ଶକ୍ତି, ସମ୍ରାଟ ଅଶୋକ ବାଛିଥିଲେ ଶାନ୍ତି, ଜାଣନ୍ତୁ କାହାକୁ ଟାର୍ଗେଟ କଲେ ମୋଦି
ଭୁବନେଶ୍ୱର/ନୂଆଦିଲ୍ଲୀ,୯।୧: ଯେତେବେଳେ ଖଣ୍ଡା ବଳରେ ସାରା ବିଶ୍ୱରେ ସାମ୍ରାଜ୍ୟ ବିସ୍ତାର କରାଯାଉଥିଲା, ସେତେବେଳେ ସମ୍ରାଟ ଅଶୋକ ଶାନ୍ତିର ପଥ ବାଛିଥିଲେ… ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ। ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱର ଗସ୍ତରେ ଅଛନ୍ତି। ଗୁରୁବାର ଭୁବନେଶ୍ୱରରେ ସେ ୧୮ତମ ପ୍ରବାସୀ…
ଫେରିବ ଶୀଲା ଦିକ୍ଷିତଙ୍କ ‘ସ୍ବର୍ଣ୍ଣିମ ଯୁଗ’, ବିଧାନସଭା ନିର୍ବାଚନକୁ ନେଇ ବଡ଼ ଭବିଷ୍ୟବାଣୀ କଲେ କଂଗ୍ରେସ ନେତା
ନୂଆଦିଲ୍ଲୀ,୯।୧: ରାଜ୍ୟ ସଭାର ଉପନେତା ଏବଂ ବରିଷ୍ଠ କଂଗ୍ରେସ ନେତା ପ୍ରମୋଦ ତିୱାରୀ ଦିଲ୍ଲୀ ବିଧାନସଭା ନିର୍ବାଚନ ପରିପ୍ରେକ୍ଷୀରେ ଏକ ବଡ଼ ବୟାନ ଦେଇଛନ୍ତି। ଭାଜପା ଏବଂ ଆମ ଆଦମୀ ପାର୍ଟି (ଏଏପି) ଉଭୟକୁ କଂଗ୍ରେସର ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ବୋଲି ବର୍ଣ୍ଣନା…
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ କେଜ୍ରିଓ୍ବାଲ୍, କହିଲେ ତୁମେ ବିଶ୍ୱାସଘାତକତା କରିଛ, ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୯ା୧: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦ୍ମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍ରିଓ୍ବାଲ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। ସେ କେନ୍ଦ୍ରର ଓବିସି ତାଲିକାରେ ଦିଲ୍ଲୀର ଜାଟ୍ ସମ୍ପ୍ରଦାୟକୁ ସାମିଲ କରିବା ସମ୍ପର୍କରେ ଏହି ଚିଠି ଲେଖିଛନ୍ତି।…
୧,୦୦୦ କିଲୋମିଟର ଦୌଡ଼ିବା ପରେ ଅଯୋଧ୍ୟା ପହଞ୍ଚିଲେ ୬ ବର୍ଷର ବାଳକ
ପଞ୍ଜାବ,୯।୧: ରାମ ଲଲାଙ୍କ ‘ପ୍ରାଣ ପ୍ରତିଷ୍ଠା’ ସମାରୋହର ପ୍ରଥମ ବାର୍ଷିକୀ ପୂର୍ବରୁ, ଅଯୋଧ୍ୟାରେ କେତେଜଣ ଅସାଧାରାଣ ଆଗନ୍ତୁକ ପହଞ୍ଚିଛନ୍ତିି, ଯେଉଁଥିରେ ଜଣେ ଛଅ ବର୍ଷର ବାଳକ ଏବଂ ଜଣେ ଦେଶୀ ‘ଟାର୍ଜନ’ ମଧ୍ୟ ସାମିଲ ଅଛନ୍ତି। ଏହି ଆଗନ୍ତୁକମାନଙ୍କ ଗସ୍ତ ଅଯୋଧ୍ୟାରେ…
‘ଆପଣମାନଙ୍କ ପାଇଁ ମୁଁ ବିଦେଶରେ ଗର୍ବ ଅନୁଭବ କରେ’
ଭୁବନେଶ୍ୱର,୯ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନଠାରେ ଆୟୋଜିତ ହୋଇଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦ୍ଘାଟନ କରିଛନ୍ତି। ପ୍ରବାସୀମାନଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଆପଣମାନଙ୍କ ପାଇଁ ମୁଁ ଆଜି ବିଦେଶରେ ଗର୍ବିତ। ଭାରତୀୟମାନେ ଯେଉଁଠିକି ଯାଆନ୍ତି ସେଠିକାର…
HMPV କୁ ନେଇ ଆସିଲା ଚମକାଇଲା ଭଳି ତଥ୍ୟ, WHO ଦେଲା ବଡ଼ ବୟାନ!
ନୂଆଦିଲ୍ଲୀ,୯।୧: ସମ୍ପ୍ରତି ହ୍ୟୁମାନ ମେଟାପ୍ନ୍ୟୁମୋଭାଇରସ (HMPV) ସଂକ୍ରମଣର ମାମଲା ସାରା ଦେଶରେ ଆତଙ୍କ ସୃଷ୍ଟି କରିଛି। ଏହି ଭାଇରସକୁ ଭୟ କରିବାର କୌଣସି ଆବଶ୍ୟକତା ଅଛି କି? ଆଗାମୀ ଦିନରେ ଭାଇରସ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇବ କି? ଏନେଇ…
ପ୍ରକାଶ ପାଇଲା ବିଶ୍ୱର ସବୁଠାରୁ ଶକ୍ତିଶାଳୀ ପାସପୋର୍ଟ ରାଙ୍କିଂ: ଭାରତକୁ ଝଟ୍କା
ନୂଆଦିଲ୍ଲୀ,୯।୧: ୨୦୨୫ ବର୍ଷର ପ୍ରଥମ ଛଅ ମାସ ପାଇଁ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ପାସପୋର୍ଟର ରାଙ୍କିଂ ପ୍ରକାଶ ପାଇଛି। ଏହି ରାଙ୍କିଂ ପ୍ରତିଷ୍ଠିତ ସଂଗଠନ ହେନଲି ଆଣ୍ଡ ପାର୍ଟନର୍ସ ଦ୍ୱାରା ପ୍ରକାଶିତ ହୋଇଛି। ଏହି ସୂଚକାଙ୍କ ପାସପୋର୍ଟର ରାଙ୍କିଂ ଏହି ଆଧାରରେ…
ପ୍ରବାସୀ ଭାରତୀୟ ଦିବସ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର,୯ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ଉଦ୍ଘାଟନ କରିଛନ୍ତି। ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ମୋଦି ଏହି ଦିବସର ଶୁଭାରମ୍ଭ କରିଛନ୍ତି। ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟପାଳ ହରିବାବୁ କମ୍ଭମ୍ପତି…
ଟେନଶନରେ ବାଂଲାଦେଶ, ମୋଦି-ମୋଇଜୁ ନେଲେ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୯।୧: ମାଳଦ୍ୱୀପରେ ମହମ୍ମଦ ମୋଇଜୁଙ୍କ ସରକାର କ୍ଷମତାକୁ ଆସିବା ପରଠାରୁ, ଭାରତ ସହିତ ଏହାର ସମ୍ପର୍କ ଖରାପ ହୋଇଯାଇଥିଲା। ସମ୍ପ୍ରତି ୟୁନୁସଙ୍କ ସରକାର ଆସିବା ପରେ ବାଂଲାଦେଶ ସହିତ ଭାରତର ସମ୍ପର୍କ ମଧ୍ୟ ଖରାପ ହୋଇଥିଲା। ଏଥିରେ କୌଣସି ସ୍ଥାନରେ ଚାଇନା…
Archives


