ଏବେ ଏହି ରାଜ୍ୟରେ ମିଳିବନି କିଙ୍ଗଫିସର ବିୟର, କମ୍ପାନୀ ନେଲା ବଡ଼ ପଦକ୍ଷେପ
ନୂଆଦିଲ୍ଲୀ,୮ା୧: କିଙ୍ଗଫିସର ବିୟର ଉତ୍ପାଦନକାରୀ କମ୍ପାନୀ ୟୁନାଇଟେଡ୍ ବ୍ରୁରିଜ୍ ଲିମିଟେଡ୍ (ୟୁବିଏଲ୍) ବୁଧବାର ଏକ ବଡ ଘୋଷଣା କରିଛି। ଏହା ଅଧୀନରେ ତୁରନ୍ତ ପ୍ରଭାବ ସହିତ ତେଲେଙ୍ଗାନା ବେଭରେଜ୍ କର୍ପୋରେସନ୍ ଲିମିଟେଡ୍ (TGBCL) କୁ ବିୟର ଯୋଗାଣ ବନ୍ଦ କରିବାକୁ ଘୋଷଣା…
Video: ତିରୁପତି ମନ୍ଦିରରେ ଦଳାଚକଟା: ୬ ମୃତ, ଅନେକ ଆହତ
ନୂଆଦିଲ୍ଲୀ,୮ା୧: ବୁଧବାର ଆନ୍ଧ୍ରପ୍ରଦେଶର ପ୍ରସିଦ୍ଧ ତିରୁପତି ମନ୍ଦିରର ବୈକୁଣ୍ଠ ଦ୍ୱାର ଦର୍ଶନ ଟିକେଟ୍ କେନ୍ଦ୍ର ନିକଟରେ ଦଳାଚକଟା ଘଟି ୬ ଜଣ ମୃତ୍ୟୁ ବରଣ କରିଛନ୍ତି। ଖବର ଅନୁସାରେ ସକାଳ ସମୟରେ ହଜାର ହଜାର ଭକ୍ତ ତିରୁପତିଙ୍କ ବିଭିନ୍ନ ଟିକେଟ୍ କେନ୍ଦ୍ରରେ…
ଭୁବନେଶ୍ୱରରେ ପହଞ୍ଚିଲେ ମୋଦି, ଆସନ୍ତାକାଲି ପ୍ରବାସୀ ଭାରତୀୟ ସମ୍ମିଳନୀ କରିବେ ଉଦ୍ଘାଟନ
ଭୁବନେଶ୍ୱର,୮ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଶାଖାପାଟଣାରେ ଏନ୍ଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ସେଠାରୁ ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ଆଜି ପ୍ରଧାନମନ୍ତ୍ରୀ ରାଜଭବନରେ ରାତ୍ରିଯାପନ…
ଷଷ୍ଠ ପିଢ଼ିର ଲଢୁଆ ଜାହାଜ ପରୀକ୍ଷା କଲା ଚାଇନା, ଦୁଃଖ ପ୍ରକଶ କଲେ ଭାରତୀୟ ବାୟୁସେନା ମୁଖ୍ୟ
ନୂଆଦିଲ୍ଲୀ,୮ା୧: ତେଜସ ଲଢୁଆ ବିମାନ ମିଳିବାରେ ଅହେତୁକ ବିଳମ୍ବକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ଭାରତୀୟ ବାୟୁସେନାର ମୁଖ୍ୟ ମାର୍ଶାଲ ଏପି ସିଂହ। ମଙ୍ଗଳବାର ଏକ ସେମିନାରରେ ଯୋଗ ଦେଇ ସେ ଭାରତୀୟ ବାୟୁସେନାକୁ ଆବଶ୍ୟକୀୟ ଲଢୁଆ ବିମାନ ମିଳିବାରେ ହେଉଥିବା…
ପିଲା ପାଇଁ କ୍ଷୀର ନେବାକୁ ଓହ୍ଲାଇଥିବା ବେଳେ ଛାଡ଼ିଦେଲା ଟ୍ରେନ୍, ପଛରେ ଦୌଡ଼ିବାକୁ ଲାଗିଲେ ମା’…ଭାବବିହ୍ବଳ କରୁଛି Video
କଥାରେ ଅଛି ଭଗବାନ ସବୁ ସ୍ଥାନରେ ଉପସ୍ଥିତ ରହିପାରିବେ ନାହିଁ, ଏଣୁ ସେ ମା’ର ସୃଷ୍ଟି କରିଛନ୍ତି। ମା’ ଥିଲେ ପିଲା ଉପରେ କୌଣସି ବିପଦ ଆସି ନ ଥାଏ। ସେ ପିଲାର ସବୁ ଆବଶ୍ୟକତାକୁ ବୁଝିଥାଏ ଏବଂ ପୂରଣ କରିଥାଏ।…
ଗଜରାଜର ତାଣ୍ଡବ, ଶୁଣ୍ଢରେ ଉଠାଇ ୧୦ ଫୁଟ୍ ଦୂରକୁ ଫିଙ୍ଗିଲା…
ମାଲାପୁରାମ,୮।୧: କେରଳର ମାଲାପୁରାମ ଜିଲାର ତିରୁର୍ ପୁଥିଆଙ୍ଗଡ଼ି ମହୋତ୍ସବରେ ଏକ ହାତୀର ଉନ୍ମତ୍ତ କାଣ୍ଡ ଦେଖିବାକୁ ମିଳିଛି। ମହୋତ୍ସବରେ ସାମିଲ ହୋଇଥିବା ୫ ହାତୀ ମଧ୍ୟରୁ ପାକ୍କାଟୁ ଶ୍ରୀକୁଟନ୍ ନାମକ ହାତୀ ଆକ୍ରାମକ ହୋଇଯାଇଥିଲା। ସେ ସେଠାରେ ଉପସ୍ଥିତ ଥିବା ଜଣେ…
ଗୋଟିଏ ସପ୍ତାହରେ ହୋଇଗଲେ ଚନ୍ଦା: ଆତଙ୍କରେ ତିନି ଗାଁର ଲୋକେ
ନୂଆଦିଲ୍ଲୀ,୮ା୧: ମହାରାଷ୍ଟ୍ରର ବୁଲଢନା ଜିଲାର ତିନୋଟି ଗାଁର ଅନେକ ବାସିନ୍ଦା ଗତ କିଛି ଦିନ ମଧ୍ୟରେ କେଶ ଝଡ଼ିବା ପରେ ଏକ ସପ୍ତାହ ମଧ୍ୟରେ ଚନ୍ଦା ହୋଇଯାଇଛନ୍ତି। ସ୍ୱାସ୍ଥ୍ୟ ଅଧିକାରୀମାନେ ସନ୍ଦେହ କରୁଛନ୍ତି ଯେ ସାର ଔଷଧ ଯୋଗୁଁ ଜଳ ପ୍ରଦୂଷଣ…
୨୬ତମ ବିବାହ ବାର୍ଷିକୀ ଦିନ ଦମ୍ପତିଙ୍କ ଆତ୍ମହତ୍ୟା: ବିବାହ ପୋଷାକ ପିନ୍ଧି ଦେଇଥିଲେ ଏଭଳି ଷ୍ଟାଟସ୍, କହିଥିଲେ ଶେଷଇଚ୍ଛା
ନାଗପୁର,୮।୧: ପରସ୍ପରକୁ ବହୁତ ଭଲପାଉଥିଲେ। ସୁଖଦୁଃଖ ମଧ୍ୟରେ ବିତିଚାଲିଥିଲା ବିବାହ। ହେଲେ ୨୬ତମ ବିବାହ ବାର୍ଷିକୀରେ ବାଛି ନେଲେ ଆତ୍ମହତ୍ୟାର ବାଟ। ସେ ପୁଣି ଗୋଟିଏ ସର୍ତ୍ତରେ। ଗୋଟିଏ କବରରେ ହାତରେ ହାତ ରଖି ଆମକୁ ବିଦାୟ ଦେବ। ଏଭଳି ଏକ…
ଦିଲ୍ଲୀ କାହାର ହେବ: ରାହୁଲଙ୍କୁ କଟାକ୍ଷ କଲେ ଅଖିଳେଶ, କହିଲେ ତୁମର ଦମ୍ ନାହିଁ…
ନୂଆଦିଲ୍ଲୀ,୮।୧: ଦିଲ୍ଲୀରେ ବାଜି ସାରିଛି ନିର୍ବାଚନୀ ବିଗୁଲ। ବିଗୁଲ ବାଜିବାର କିଛିକ୍ଷଣ ମଧ୍ୟରେ ଦିଲ୍ଲୀର ସବୁଦଳ ଅଣ୍ଟା କଷି ସାରିଛନ୍ତି। ତେବେ କଂଗ୍ରେସ ସମେତ ଏଏପି ଓ ଭାଜପା ମଇଦାନକୁ ଓହ୍ଲାଇଛନ୍ତି। ହେଲେ ଏହାରି ଭିତରେ ଦିଲ୍ଲୀ ରାଜନୀତିକୁ ରୋଚକ କରାଉଛି…
ISROର ନୂଆ ଅଧ୍ୟକ୍ଷ ଭି ନାରାୟଣନ୍ କିଏ? ଜାନୁଆରୀ ୧୪ରେ ନେବେ ଏସ୍ ସୋମନାଥଙ୍କ ସ୍ଥାନ
ନୂଆଦିଲ୍ଲୀ,୮।୧: ଇସ୍ରୋର ନୂତନ ମୁଖ୍ୟ ହେବେ ବୈଜ୍ଞାନିକ ଭି ନାରାୟଣନ୍। ସେ ଅଧ୍ୟକ୍ଷ ଭାବେ ଏସ୍. ସୋମନାଥଙ୍କ ସ୍ଥାନ ନେବେ। ଏହାଛଡ଼ା ସେ ମହାକାଶ ବିଭାଗର ସଚିବ ଭାବେ ମଧ୍ୟ ଦାୟିତ୍ୱ ତୁଲାଇବେ। କ୍ୟାବିନେଟ୍ର ନିଯୁକ୍ତି କମିଟିର ନିର୍ଦ୍ଦେଶ ଅନୁଯାୟୀ ଭି…
ଚାଇନାକୁ ଚାଲାଣ ହେଉଛି ଭାରତୀୟଙ୍କ କେଶ, DRI ର ବଡ଼ ଖୁଲାସା
ନୂଆଦିଲ୍ଲୀ,୮।୧: ଚାଇନାକୁ ଚୋରା ଚାଲାଣ ହେଉଛି ଭାରତୀୟଙ୍କ କେଶ। ଏନେଇ ଖୁଲାସା କରିଛି ଭାରତ ସରକାରଙ୍କ ଡାଇରକ୍ଟେ ରେଭେନ୍ୟୁ ଇଣ୍ଟେଲିଜେନ୍ସ (DRI)। ତିରୁପତି ବାଲାଜୀ ସମେତ ଦକ୍ଷିଣ ଭାରତର ଅନେକ ମନ୍ଦିରରୁ ମାନବ କେଶ ଚୋରି ହୋଇ ବିହାର ଦେଇ ନେପାଳକୁ…
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମକର ସଂକ୍ରାନ୍ତି ପାଇଁ ସ୍କୁଲ-କଲେଜ ଛୁଟି
ହାଇଦ୍ରାବାଦ,୮।୧: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ମକର ସଂକ୍ରାନ୍ତି ପାଇଁ ସ୍କୁଲ କଲେଜ ଛୁଟି। କଲେଜ ଓ ସ୍କୁଲ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ଛୁଟି ଘୋଷଣା କରିଛନ୍ତି। ଏହି ନିର୍ଦ୍ଦେଶ ଅନୁଯାୟୀ, ଜାନୁୟାରୀ ୧୧ ରୁ ୧୬ ପର୍ଯ୍ୟନ୍ତ କଲେଜଗୁଡ଼ିକରେ…
Archives


