ଜାତୀୟ

ଖବରଦାତାଙ୍କ ଲିଭର୍‌ ୪ ଫାଳ କରି ମାରିଥିଲେ: ବାନ୍ଧିଲା ପୋଲିସ

ହାଇଦ୍ରାବାଦ/ରାୟପୁର, ୭।୧:ଛତିଶଗଡ଼ର ବିଜାପୁରରେ ଖବରଦାତା ମୁକେଶ ଚନ୍ଦ୍ରାକରଙ୍କ ହତ୍ୟା ମାମଲାରେ ପୋଲିସକୁ ବଡ଼ ସଫଳତା ମିଳିଛି। ମୁଖ୍ୟ ଅଭିଯୁକ୍ତ ସୁରେଶ ଚନ୍ଦ୍ରାକରଙ୍କୁ ସୋମବାର ବିଜାପୁର ସାଇବର ପୋଲିସ ଓ ସ୍ବତନ୍ତ୍ର ତଦନ୍ତକାରୀ ଦଳ(ଏସ୍‌ଆଇଟି) ଟିମ୍‌ ହାଇଦ୍ରାବାଦରୁ ଗିରଫ କରିଛି। ଏନେଇ ବସ୍ତର…

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ହେବ ତାରିଖ ଘୋଷଣା

ନୂଆଦିଲ୍ଲୀ,୭।୧: ଆଜି (ଜାନୁଆରୀ ୭) ମଙ୍ଗଳବାର ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ ଘୋଷଣା କରାଯିବ। ସୂଚନାନୁସାରେ, ଗୋଟିଏ ପର୍ଯ୍ୟାୟରେ ଦିଲ୍ଲୀରେ ନିର୍ବାଚନ ହେବାର ସମ୍ଭାବନା ରହିଛି। ନିର୍ବାଚନ ଆୟୋଗର ଯୋଜନା ଅନୁଯାୟୀ ଫେବୃଆରୀ ଦ୍ୱିତୀୟ ସପ୍ତାହରେ ଭୋଟ ଗ୍ରହଣ କରାଯାଇପାରେ ଏବଂ…

ମିଜୋରାମରେ ଜନ୍ମହେଲା ଭାରତର ପ୍ରଥମ ‘ଜେନେରେଶନ ବେଟା’ ଶିଶୁ: ଜାଣନ୍ତୁ ଏହା କ’ଣ

ଆଇଜୋଲ, ୬।୧:ଗତ ୧ ତାରିଖ ମଧ୍ୟରାତ୍ର ୧୨.୦୩ ସମୟରେ ଭାରତର ପ୍ରଥମ ‘ଜେନେରେଶନ ବେଟା’ ଶିଶୁ ଜନ୍ମ ହୋଇଛି। ମିଜୋରାମର ରାଜଧାନୀ ଆଇଜୋଲର ଡର୍ଟଲାଙ୍ଗସ୍ଥିତ ସିନୋଡ ହସ୍ପିଟାଲରେ ଜନ୍ମ ହୋଇଥିବା ଏହି ଶିଶୁର ନାମ ଫ୍ରେକି ରଖାଯାଇଛି। ଜନ୍ମ ହେବା ସମୟରେ…

ଯବାନଙ୍କ ବଳିଦାନ ବ୍ୟର୍ଥ ଯିବନାହିଁ: ଶାହା

ନୂଆଦିଲ୍ଲୀ,୭।୧: ଛତିଶଗଡ଼ର ବିଜାପୁର ଜିଲାରେ ସୋମବାର ଯବାନମାନଙ୍କୁ ନେଇ ଯାଉଥିବା ଏକ ଗାଡ଼ିକୁ ମାଓବାଦୀମାନେ ଶକ୍ତିଶାଳୀ ବିସ୍ଫୋରକ ଉପକରଣ (ଆଇଇଡି) ବିସ୍ଫୋରଣରେ ଉଡ଼ାଇ ଦେଇଛନ୍ତି। ବିସ୍ଫୋରଣରେ ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ (ଡିଆର୍‌ଜି)ର ୮ ଯବାନ ଏବଂ ଗାଡ଼ି ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି।…

ସକାଳୁ ସକାଳୁ ବଡ଼ ଧରଣର ଭୂମିକମ୍ପ: ୟୁପି, ବିହାରରୁ ଦିଲ୍ଲୀ ପର୍ଯ୍ୟନ୍ତ ଲୋକେ ଭୟଭୀତ

ନୂଆଦିଲ୍ଲୀ,୭।୧୨: ମଙ୍ଗଳବାର ସକାଳୁ ଦେଶର ଅନେକ ରାଜ୍ୟରେ ଭୂକମ୍ପ ଅନୁଭୂତ ହୋଇଛି। ୟୁପି, ବିହାରରୁ ଦିଲ୍ଲୀ ପର୍ଯ୍ୟନ୍ତ ଏହି ଭୂକମ୍ପରେ ଲୋକମାନେ କମ୍ପନ ଅନୁଭବ କରିଥିଲେ। ଏହାର କେନ୍ଦ୍ର ନେପାଳ ସୀମା ନିକଟରେ ତିବ୍ଦତ ବୋଲି କୁହାଯାଉଛି। ରିକ୍ଟର ସ୍କେଲରେ ଏହାର…

ଭାରତକୁ ପୂର୍ଣ୍ଣ ବେସାମରିକ ଆଣବିକ ସହଯୋଗ ଦେବ ଆମେରିକା

ନୂଆଦିଲ୍ଲୀ,୭।୧: ଭାରତକୁ ଆମେରିକା ବେସାମରିକ ଆଣବିକ କ୍ଷେତ୍ରରେ ପୂର୍ଣ୍ଣ ସହଯୋଗ ଯୋଗାଇଦେବ। ୨ ଦିନିଆ ଭାରତ ଗସ୍ତରେ ଆସିଥିବା ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଜେକ୍‌ ସୁଲିଭାନ୍‌ ସୋମବାର ଏହା କହିଛନ୍ତି। ଆଇଆଇଟି ଦିଲ୍ଲୀରେ ଉଦ୍‌ବୋଧନ ଦେଇ ସୁଲିଭାନ୍‌ କହିଛନ୍ତି, ଦିବଙ୍ଗତ…

ଡରେଇଲାଣି ଏଚ୍‌ଏମ୍‌ପିଭି : ୪ ରାଜ୍ୟରେ ୬ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୭।୧: କୋଭିଡ ମହାମାରୀର ପ୍ରାୟ ୫ ବର୍ଷ ପରେ ଚାଇନାରୁ ଆଉ ଏକ ସଂକ୍ରାମକ ଭୂତାଣୁ ହ୍ୟୁମାନ୍‌ ମେଟାନ୍ୟୁମୋଭାଇରସ୍‌ (ଏଚ୍‌ଏମ୍‌ପିଭି) ଏବେ ଭାରତରେ ପହଞ୍ଚତ୍ଛି। ଦେଶରେ ୬ ଏଚ୍‌ଏମ୍‌ପିଭି ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କର୍ନାଟକରେ ୨ ଶିଶୁଙ୍କଠାରେ ଏଭଳି ଭୂତାଣୁ ଚିହ୍ନଟ…

ଭାରତକୁ ପୂର୍ଣ୍ଣ ବେସାମରିକ ଆଣବିକ ସହଯୋଗ ଦେବ ଆମେରିକା

ନୂଆଦିଲ୍ଲୀ,୬।୧ : ଭାରତକୁ ଆମେରିକା ବେସାମରିକ ଆଣବିକ କ୍ଷେତ୍ରରେ ପୂର୍ଣ୍ଣ ସହଯୋଗ ଯୋଗାଇଦେବ। ୨ ଦିନିଆ ଭାରତ ଗସ୍ତରେ ଆସିଥିବା ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଜେକ୍‌ ସୁଲିଭାନ୍‌ ସୋମବାର ଏହା କହିଛନ୍ତି। ଆଇଆଇଟି ଦିଲ୍ଲୀରେ ଉଦ୍‌ବୋଧନ ଦେଇ ସୁଲିଭାନ୍‌…

ଭାରତ ବିରୋଧରେ ଅଭିଯୋଗ ହେଲା କାଳ, ବିଦାୟ ବାଟରେ ଜଷ୍ଟିନ ଟ୍ରୁଡୋ

ନୂଆଦିଲ୍ଲୀ,୬।୧: କାନାଡ଼ା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଏକଦା ଲିବେରଲା ପାର୍ଟିର ଭବିଷ୍ୟତ ଉଜ୍ଜଳ କରିବେ ବୋଲି ଆଶା କରାଯାଉଥିଲା ବେଳେ ନିଜ ଦଳ ମଧ୍ୟରେ ବିବାଦୀୟ ହୋଇପଡିଛନ୍ତି। ରିପୋର୍ଟ ଅନୁଯାୟୀ ଟ୍ରୁଡୋ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି, କିନ୍ତୁ ଏନେଇ କୌଣସି…

କୋଲକାତାରେ ୬ ମାସର ଶିଶୁ HMPV ଆକ୍ରାନ୍ତ

ନୂଆଦିଲ୍ଲୀ,୬।୧: ଚିନ୍ତା ବଢାଇଲାଣି HMPV ମାମଲା। କର୍ନାଟକରୁ ୨ ଏବଂ ଅହମ୍ମଦାବାଦରୁ ଗୋଟିଏ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏବେ ଆଉ ଗୋଟେ ମାମଲା ସାମ୍ନାକୁ ଆସିଛି। କୋଲକାତାରେ ୬ ମାସର ଶିଶୁ ଶରୀରରେ HMPV ଚିହ୍ନଟ ହୋଇଛି। ଗତ ନଭେମ୍ବରରେ…

ଜେଲ୍‌ରେ ଥାଇ ଅନଶନ କରିବେ ପ୍ରଶାନ୍ତ କିଶୋର: ଜାମିନ ନେବାକୁ କଲେ ମନା

ପାଟନା,୬।୧: ଜନ ସୁରଜ ପାର୍ଟିର ମୁଖ୍ୟ ତଥା ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ବିପିଏସ୍‌ପି ପରୀକ୍ଷା ବାତିଲ କରିବା ଦାବିରେ ଜାନୁଆରୀ ୨ରୁ ଅନଶନରେ ବସିଥିବାବେଳେ ଆଜି ଭୋର୍‌ ୪ଟାରୁ ପୋଲିସ ତାଙ୍କୁ ଉଠାଇନେଇଥିଲା। ପରେ ସକାଳେ ଗିରଫ କରିଥିଲା। ମଧ୍ୟାହ୍ନରେ…

ଭାରତରେ HMPV ମାମଲା ଚିହ୍ନଟ: ମାସ୍କ ପିନ୍ଧିବାକୁ ପରାମର୍ଶ ଦେଲେ ସରକାର

ନୂଆଦିଲ୍ଲୀ,୬।୧: ଚାଇନାରେ HMPV ମାମଲା ଭାରତରେ ୩ ଜଣଙ୍କ ଦେହରେ ଚିହ୍ନଟ ହୋଇଛି। HMPV ଭୂତାଣୁ କର୍ନାଟକରୁ ୨ ଏବଂ ଅହମ୍ମଦାବାଦରୁ ଗୋଟିଏ ମାମଲା ସାମ୍ନାକୁ ଆସିଛି। ସଂକ୍ରମିତ ହୋଇଥିବା ସମସ୍ତେ ଶିଶୁ । ଆଇସିଏମଆର ନିୟମିତ ତଦାରଖ ମାଧ୍ୟମରେ କର୍ନାଟକରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri