ଗିରଫ ହେଲେ ପ୍ରଶାନ୍ତ କିଶୋର
ପାଟନା,୬।୧: ଜନ ସୁରଜ ପାର୍ଟିର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କୁ ପୋଲିସ ଗିରଫ କରିଛି। ପାଟନା ଜିଲା ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତାଙ୍କୁ ଗିରଫ କରିବା ପୂର୍ବରୁ ପୋଲିସ ତାଙ୍କୁ ଅଟକ ରଖିଥିଲା।ଗିରଫ କରିବା ପୂର୍ବରୁ ପୋଲିସ ତାଙ୍କୁ ଅଟକ…
ଜଙ୍ଗଲରେ ସିଂହ ସହ ୫ ଦିନ ବିତାଇଲେ ୭ ବର୍ଷୀୟ ବାଳକ
ହରାରେ, ୬।୧: ଉତ୍ତର ଜିମ୍ବାଓ୍ବେର ମେଶୋନାଲେଣ୍ଡ ପଶ୍ଚିମ ପ୍ରଦେଶର ‘କରିବା ଗ୍ରାମୀଣ’ ଜିଲାଲ ୭ ବର୍ଷୀୟ ବାଳକ ଟିନୋଟେଡା ପୁଡୁଙ୍କ କାହାଣୀ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ସେ ୫ ଦିନ ସିଂହ ଅଭୟାରଣ୍ୟ ମଧ୍ୟରେ ଭୟଙ୍କର ବନ୍ୟଜନ୍ତୁଙ୍କ ସହ…
କୃଷ୍ଣସାର ମୃଗକୁ ମାରିଲା କଲରାପତରିଆ
ଗାନ୍ଧୀନଗର,୬।୧: ଗୁଜରାଟର ଷ୍ଟାଚ୍ୟୁ ଅଫ୍ ୟୁନିଟି ନିକଟରେ ଥିବା ଜଙ୍ଗଲ ସଫାରିରେ ଏକ କଲରାପତରିଆ ବାଘ ପ୍ରବେଶ କରି ଗୋଟିଏ କୃଷ୍ଣସାର ମୃଗକୁ ମାରିବା ପରେ ଭୟରେ ଆଉ ୭ଟି ମୃଗଙ୍କ ମୃତ୍ୟୁ ଘଟିଛି। ଜାନୁଆରୀ ୧ ତାରିଖ ଭୋର ସମୟରେ ଏହି…
ମହାକୁମ୍ଭରେ ଗଣଧର୍ମାନ୍ତରୀକରଣ ଆଶଙ୍କା
ଲକ୍ଷ୍ନୌ,୫।୧: ଆସନ୍ତା ୧୩ରୁ ଆରମ୍ଭ ହେବାକୁ ଯାଉଥିବା ମହାକୁମ୍ଭରେ ବହୁସଂଖ୍ୟାରେ ମୁସଲମାନ ଗଣ ଧର୍ମାନ୍ତରୀକରଣର ଶିକାର ହୋଇପାରନ୍ତି ବୋଲି ଆଶଙ୍କା କରି ଜଣେ ବରିଷ୍ଠ ଧର୍ମୀୟ ନେତା ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପତ୍ର ଲେଖିଛନ୍ତି। ଏହି ମେଗା ସମାବେଶରୁ ମୁସଲମାନମାନଙ୍କୁ…
ଭାଜପା କ୍ଷମତାକୁ ଆସିଲେ ଦିଲ୍ଲୀରେ ଜନକଲ୍ୟାଣ ଯୋଜନା ବନ୍ଦ ହେବ ନାହିଁ: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୫।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିଲ୍ଲୀରେ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଆମ୍ ଆଦ୍ମୀ ପାର୍ଟି (ଆପ୍) ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଏହି ସରକାର କେନ୍ଦ୍ର ସହ ଲଢ଼େଇ କରି…
ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ମାତାପିତାଙ୍କ ସେବା ନ କଲେ ମିଳିବ ନାହିଁ ସମ୍ପତ୍ତି
ନୂଆଦିଲ୍ଲୀ,୫।୧: ମାତାପିତାଙ୍କଠାରୁ ତାଙ୍କ ସମ୍ପତ୍ତି ଉପହାର ସ୍ବରୂପ ପାଇବା ପରେ ସେମାନଙ୍କ ଦେଖାରାଖା ନ କରୁଥିବା ପିଲାମାନଙ୍କଠାରୁ ସେହି ସମ୍ପତ୍ତି ଫେରାଇ ନେଇ ହେବ। ବୟସ୍କଙ୍କ ସ୍ବାର୍ଥ ରକ୍ଷା ପାଇଁ ୨୦୦୭ରେ କରାଯାଇଥିବା ଆଇନର ବ୍ୟାଖ୍ୟା କରୁଥିବାବେଳେ ସୁପ୍ରିମକୋର୍ଟ ଏହି ନିଷ୍ପତ୍ତି…
‘ମୁଁ ନିର୍ବାଚନରେ ଜିତିଲେ ରାସ୍ତାଗୁଡ଼ିକୁ ପ୍ରିୟଙ୍କା ଗାନ୍ଧୀଙ୍କ ଗାଲ ଭଳି କରିଦେବି’
ନୂଆଦିଲ୍ଲୀ,୫।୧: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଆପ୍-କଂଗ୍ରେସ ପରେ ଭାଜପା ମଧ୍ୟ ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଏହାକୁ ନେଇ ପ୍ରତ୍ୟେହ ରାଜନୈତିକ ବୟାନବାଜି ଦେଖିବାକୁ ମିଳୁଛି। ଭାଜପା ନେତା ତଥା କାଲକାଜୀ ବିଧାନସଭା ଆସନରୁ…
ଲାଲୁଙ୍କ ଅଫରକୁ ନେଇ କ୍ଲିୟର କଲେ ନୀତୀଶ
ମୁଜାଫରପୁର,୫।୧: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରବିବାର ଗତି ଯାତ୍ରା ସମୟରେ ମୁଜାଫରପୁରରେ ପହଞ୍ଚିଥିଲେ। ଏହି ସମୟରେ ସେ ଇଣ୍ଡିଆ ଆଲାଇନ୍ସରେ ଯୋଗଦେବା ପ୍ରସ୍ତାବକୁ ନେଇ ଜବାବ ଦେଇଥିଲେ। ସାମ୍ବାଦିକମାନଙ୍କ ସହ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ଯେ ସେ ଅନ୍ୟ…
OYOରେ ଆଉ ରୁମ୍ ବୁକ୍ କରିପାରିବେ ନାହିଁ ଅବିବାହିତ ଯୋଡ଼ି, ଜାଣନ୍ତୁ କେଉଁଠି ଲାଗୁ ହେଲା…
ନୂଆଦିଲ୍ଲୀ,୫।୧: OYOର ବଡ଼ ଘୋଷଣା। କମ୍ପାନୀ ଏହାର ଚେକ୍ ଇନ୍ ନିୟମରେ ପରିବର୍ତ୍ତନ କରିଛି। ଏଥିସହ ଜଡ଼ିତ ହୋଟେଲରେ ଏହାକୁ କାର୍ଯ୍ୟକାରୀ କରିବାକୁ କୁହାଯାଇଛି। ଓୟୋର ନୂତନ ନିୟମ ଅନୁଯାୟୀ ଅବିବାହିତ ଯୋଡିମାନେ ଆଉ ରୁମ୍ ବୁକ୍ କରିପାରିବେ ନାହିଁ। ଏହା…
କୋଷ୍ଟଗାର୍ଡ ହେଲିକପ୍ଟର କ୍ରାସ, ୩ ମୃତ
ପୋର୍ଟବ୍ଲେୟାର,୫।୧: ଗୁଜୁରାଟର ପୋରବନ୍ଦର ବିମାନବନ୍ଦରରେ କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ପୋରବନ୍ଦର ଡିଏମ ଏସଡି ଧାନାନି କହିଛନ୍ତି ଯେ ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି। ସେ କହିଛନ୍ତି ଯେ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି। ଦୁର୍ଘଟଣା ପରେ…
QR Code ସ୍କାନ କରି ନମୋ ଭାରତ ଟ୍ରେନର ଟିକେଟ ନେଲେ ମୋଦି
ନୂଆଦିଲ୍ଲୀ,୫।୧: କମ ସମୟ ମଧ୍ୟରେ ଯାତ୍ରା କରିବାକୁ ଦିଲ୍ଲୀରୁ ମେରୁଟ ଯାଉଥିବା ଯାତ୍ରୀଙ୍କ ସ୍ବପ୍ନକୁ ପୂରଣ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଏହାକୁ ଆରମ୍ଭ କରିଛନ୍ତି। ମୋଦି ସାଧାରଣ ଯାତ୍ରୀଙ୍କ ପରି ସାହିବାବାଦ ଆରଆରଟିଏସ ଷ୍ଟେଶନରେ ପହଞ୍ଚି ଟିକେଟ…
ପ୍ରତି ରବିବାର ପୋଲିସ ଷ୍ଟେଶନରେ ହାଜର ହେବେ ପୁଷ୍ପା! ଅଲ୍ଲୁ ଅର୍ଜୁନଙ୍କୁ କୋର୍ଟ ଦେଇଛନ୍ତି ନିର୍ଦ୍ଦେଶ
ଚେନ୍ନାଇ,୫।୧: ଅଭିନେତା ଅଲୁ ଅର୍ଜୁନ ହାଇଦ୍ରାବାଦର ଚିକ୍କଡପାଲି ପୋଲିସ ଷ୍ଟେଶନରୁ ବାହାରିଥିଲେ। ଜାମିନ ସର୍ତ୍ତ ଅନୁଯାୟୀ ଅଭିନେତା ଅଲୁ ଅର୍ଜୁନଙ୍କୁ ଚିକ୍କଡପାଲି ପୋଲିସ ଷ୍ଟେଶନରେ ହାଜର ହେବାକୁ କୁହାଯାଇଥିଲା। ଜାମିନ ପ୍ରଦାନ କରୁଥିବାବେଳେ ଚାର୍ଜସିଟ ଦାଖଲ ନହେବା ପର୍ଯ୍ୟନ୍ତ କୋର୍ଟ ତାଙ୍କୁ…
Archives


