ଜାତୀୟ

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ ପରିବର୍ତ୍ତନ ଆଣିଛନ୍ତି। ଯେଉଁ ଚାକିରି ପଛରେ ଦିନେ ସମସ୍ତେ ଗୋଡ଼ାଉଥିଲେ, ଆଜି ସେହି ଚାକିରିଗୁଡ଼ିକ…

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ। ସେ କହିଛନ୍ତି, ସୁରକ୍ଷାରେ ଭାରତ କେବେ ସାଲିସ କରିନାହିଁ। ଅପରେଶନ ସିନ୍ଦୂର ମାଧ୍ୟମରେ ଭାରତ…

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର ବନ୍ଦରଗାହରୁ ଆରମ୍ଭ ହେବ। ରାଷ୍ଟ୍ରପତି ଭବନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ…

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ ବର୍ଣ୍ଣନା କରିଥିଲେ। ଭିଡିଓରେ, ସେ ବୁଝାଇଥିଲେ ଯେ ସେ ୧୫ ଘଣ୍ଟା କାମ କରିଥିଲେ,…

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର ଦଳାଚକଟା ମାମଲାରେ ଶହେ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଛି ହାଇଦ୍ରବାଦ ପୋଲିସ। ୧୧ ନମ୍ବର…

୨୦୨୬ରେ ବନ୍ଦ ହୋଇଯିବ ଏସବୁ ସରକାରୀ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୭।୧୨: କେନ୍ଦ୍ର ସରକାର ଏବେ ସାର୍ୱଜନୀନ କ୍ଷେତ୍ର ବ୍ୟାଙ୍କ (PSU ବ୍ୟାଙ୍କ)ର ପ୍ରତିଛବି ଏବଂ ଭାଗ୍ୟ ଉଭୟକୁ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ରିପୋର୍ଟ ଅନୁଯାୟୀ, ସରକାର, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସହିତ ମିଶି ଏକ ବ୍ଲୁପ୍ରିଣ୍ଟ ବିକଶିତ କରୁଛନ୍ତି…

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ତଥା ଏମପି ରାହୁଲ…

ନୂଆବର୍ଷରୁ ଏମାନଙ୍କୁ ମିଳିବନି ରାସନ! ଡିସେମ୍ୱର ୩୧ ସୁଦ୍ଧା କରି ନିଅନ୍ତୁ ଏହି କାମ

ନୂଆଦିଲ୍ଲୀ,୨୭।୧୨: ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଏହା ଗୁରୁତ୍ୱପୂର୍ଣ୍ଣ ସୂଚନା। ସମସ୍ତ ରାସନ କାର୍ଡ ହିତାଧିକାରୀଙ୍କୁ ଡିସେମ୍ୱର 31 ପୂର୍ୱରୁ ଏହି ଜରୁରୀ କାର୍ଯ୍ୟ ସମାପ୍ତ କରିବାକୁ ପଡିବ। ଯଦି ଏହି କାର୍ଯ୍ୟ ସମୟ ମଧ୍ୟରେ ଶେଷ ନ ହୁଏ, ତେବେ…

ଭାଜପାକୁ ବଡ଼ ଝଟକା, ମମତାଙ୍କୁ ନେଇ ଟଲିଉଡ ଅଭିନେତ୍ରୀ କହିଲେ…

କୋଲକାତା,୨୭।୧୨: ପଶ୍ଚିମବଙ୍ଗରେ ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟକା ଲାଗିଛି। ଲୋକପ୍ରିୟ ବଙ୍ଗଳା ଚଳଚ୍ଚିତ୍ର ଅଭିନେତ୍ରୀ ଏବଂ ପୂର୍ବତନ ଭାଜପା ନେତ୍ରୀ ପର୍ଣ୍ଣୋ ମିତ୍ର ଶୁକ୍ରବାର (ଡିସେମ୍ବର ୨୬, ୨୦୨୫) ତୃଣମୂଳ କଂଗ୍ରେସ (ଟିଏମସି)ରେ ଯୋଗ ଦେଇଛନ୍ତି। ସେ…

‘ଆସାମରେ ୪୦ ପ୍ରତିଶତ ବାଂଲାଦେଶ ମୁସଲିମ’, ଆଶ୍ଚର୍ଯ୍ୟଜନକ ଦାବି କଲେ ମୁଖ୍ୟମନ୍ତ୍ରୀ

ଗୁଆହାଟୀ,୨୭।୧୨: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଏକ କାର୍ଯ୍ୟକ୍ରମରେ ଦାବି କରିଥିଲେ ଯେ ରାଜ୍ୟର ମୋଟ ଜନସଂଖ୍ୟାର ୪୦ ପ୍ରତିଶତ ବାଂଲାଦେଶୀ ମୁସଲମାନ। ସେ କହିଛନ୍ତି ଯେ ୨୦୨୭ ଜନଗଣନା ଏହା ସ୍ପଷ୍ଟ କରିବ। ଗୁଆହାଟୀରେ ଏକ କାର୍ଯ୍ୟକ୍ରମରେ ଉଦବୋଧନ…

ଓଡ଼ିଶା ଆସି ଓଡ଼ିଆରେ କହିଲେ ନିର୍ବାଚନ କମିଶନର, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି…

ପୁରୀ,୨୭ା୧୨: ଓଡ଼ିଶାରେ ଆସି ପହଞ୍ଚିଛନ୍ତି ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ସପରିବାର ଆସିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ ଓଡ଼ିଆଙ୍କୁ ଓଡ଼ିଆରେ ଶୁଭେଚ୍ଛା ଜଣାଇଛନ୍ତି। ସେ ପ୍ରଥମେ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ…

କୋଭିଡ୍‌ ପରେ ପ୍ରଦୂଷଣ ସବୁଠୁ ବିପଦ: ସତର୍କ କରାଇଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୭ା୧୨(ପି.ଟି.):ଭାରତରେ କୋଭିଡ୍‌-୧୯ ମହାମାରୀ ବୃହତ୍‌ ସ୍ବାସ୍ଥ୍ୟ ସଙ୍କଟ ସୃଷ୍ଟି କରିଥିଲା। ଏହା ପରେ ବର୍ତ୍ତମାନ ବାୟୁ ପ୍ରଦୂଷଣ ଜନସ୍ବାସ୍ଥ୍ୟ ପାଇଁ ସବୁଠୁ ବଡ଼ ବିପଦ ରୂପେ ଉଭା ହୋଇଛି। ଜରୁରୀ ପଦକ୍ଷେପ ନିଆ ନ ଗଲେ ଏହା ପ୍ରତିବର୍ଷ ଆହୁରି ଖରାପ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri