QR Code ସ୍କାନ କରି ନମୋ ଭାରତ ଟ୍ରେନର ଟିକେଟ ନେଲେ ମୋଦି
ନୂଆଦିଲ୍ଲୀ,୫।୧: କମ ସମୟ ମଧ୍ୟରେ ଯାତ୍ରା କରିବାକୁ ଦିଲ୍ଲୀରୁ ମେରୁଟ ଯାଉଥିବା ଯାତ୍ରୀଙ୍କ ସ୍ବପ୍ନକୁ ପୂରଣ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଏହାକୁ ଆରମ୍ଭ କରିଛନ୍ତି। ମୋଦି ସାଧାରଣ ଯାତ୍ରୀଙ୍କ ପରି ସାହିବାବାଦ ଆରଆରଟିଏସ ଷ୍ଟେଶନରେ ପହଞ୍ଚି ଟିକେଟ…
ପ୍ରତି ରବିବାର ପୋଲିସ ଷ୍ଟେଶନରେ ହାଜର ହେବେ ପୁଷ୍ପା! ଅଲ୍ଲୁ ଅର୍ଜୁନଙ୍କୁ କୋର୍ଟ ଦେଇଛନ୍ତି ନିର୍ଦ୍ଦେଶ
ଚେନ୍ନାଇ,୫।୧: ଅଭିନେତା ଅଲୁ ଅର୍ଜୁନ ହାଇଦ୍ରାବାଦର ଚିକ୍କଡପାଲି ପୋଲିସ ଷ୍ଟେଶନରୁ ବାହାରିଥିଲେ। ଜାମିନ ସର୍ତ୍ତ ଅନୁଯାୟୀ ଅଭିନେତା ଅଲୁ ଅର୍ଜୁନଙ୍କୁ ଚିକ୍କଡପାଲି ପୋଲିସ ଷ୍ଟେଶନରେ ହାଜର ହେବାକୁ କୁହାଯାଇଥିଲା। ଜାମିନ ପ୍ରଦାନ କରୁଥିବାବେଳେ ଚାର୍ଜସିଟ ଦାଖଲ ନହେବା ପର୍ଯ୍ୟନ୍ତ କୋର୍ଟ ତାଙ୍କୁ…
ଭାରତର ଦାରିଦ୍ର୍ୟ ହାରରେ ଉଲ୍ଲେଖନୀୟ ହ୍ରାସ
ନୂଆଦିଲ୍ଲୀ,୫।୧: ଚଳିତ ଆର୍ଥିକ ବର୍ଷରେ ଗ୍ରାମୀଣ ଦାରିଦ୍ର୍ୟ ହାର ଉଲ୍ଲେଖନୀୟ ଭାବେ ହ୍ରାସ ପାଇ ୪.୮୬% ରେ ପହଞ୍ଚିଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସବିଆଇ) ର ସଦ୍ୟତମ ଗବେଷଣା ରିପୋର୍ଟରେ ବିସ୍ତୃତ ଉଲ୍ଲେଖ କରାଯାଇଛି। ଏପରିକି ଏହି ହାର ଗତ ଆର୍ଥିକ…
ଦୁର୍ନୀତି ପଦାରେ ପକାଇବାରୁ ମାରିଦେଲେ : ସନ୍ଦେହରେ ଖବରଦାତାଙ୍କ ସମ୍ପର୍କୀୟ ଭାଇ
ନୂଆଦିଲ୍ଲୀ,୫।୧: ଛତିଶଗଡ଼ର ୨୮ ବର୍ଷୀୟ ଖବରଦାତା ମୁକେଶ ଚନ୍ଦ୍ରାକରଙ୍କ ମୃତଦେହ ଏକ ପାଇଖାନା ଟାଙ୍କିରୁ ମିଳିବା ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଛି। ହତ୍ୟା ମାମଲାରେ ଗିରଫ ହୋଇଥିବା ୩ ଅଭିଯୁକ୍ତଙ୍କ ମଧ୍ୟରୁ ମୁଖ୍ୟ ଅଭିଯୁକ୍ତ ମୁକେଶଙ୍କ ସମ୍ପର୍କୀୟ ଭାଇ…
ମହାକାଶରେ ଝୁଡ଼ଙ୍ଗ ଗଜାହେଲା
ନୂଆଦିଲ୍ଲୀ,୫।୧: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ମହାକାଶର ମାଇକ୍ରୋଗ୍ରାଭିଟି ସ୍ଥିତିରେ ମାତ୍ର ୪ ଦିନ ମଧ୍ୟରେ ଝୁଡ଼ଙ୍ଗ ମଞ୍ଜିକୁ ଗଜା କରିବାରେ ସଫଳ ହୋଇଛି। ଇସ୍ରୋର ପିଏସ୍ଏଲ୍ଭି-ସି୬୦ ପିଓଇଏମ୍-୪ ମିଶନ ବେଳେ ଏହି ଉଲ୍ଲେଖନୀୟ ସଫଳତା ମିଳିଛି। ଏଥିପାଇଁ କମ୍ପାକ୍ଟ…
୨୦୫୦ ସୁଦ୍ଧା ଖାଉଟି ସାମଗ୍ରୀ ଦର ୩ ଗୁଣା ବଢ଼ିବ
ନୂଆଦିଲ୍ଲୀ,୫।୧(ପି.ଟି.): ଜଳବାୟୁ ପରିବର୍ତ୍ତନର ବହୁଳ ପ୍ରଭାବ ଖାଉଟି ବଜାର ଉପରେ ପଡ଼ିବାକୁ ଯାଉଛି। ମହତ୍ତ୍ୱାକାଂକ୍ଷୀ ଜଳବାୟୁ ନୀତି ସତ୍ତ୍ୱେ ନିମ୍ନ ଆୟକାରୀ ଦେଶଗୁଡ଼ିକରେ ୨୦୫୦ ସୁଦ୍ଧା ଖାଉଟି ଖାଦ୍ୟସାମଗ୍ରୀ ମୂଲ୍ୟ ୨.୪୫ ଗୁଣ ବଢ଼ିବାକୁ ଥିବାବେଳେ ଉତ୍ପାଦନ ଖର୍ଚ୍ଚ ୩.୩ ଗୁଣା…
ଡେଟିଂ ଆପ୍ରେ ୭୦୦ ମହିଳାଙ୍କୁ ଠକେଇ
ନୂଆଦିଲ୍ଲୀ, ୫।୧: ଜାତୀୟ ରାଜଧାନୀ ଦିଲ୍ଲୀର ଶାକାରପୁର ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଠକେଇ ଘଟଣା ସାମ୍ନାକୁ ଆସିଛି। ନଏଡ଼ାର ଏକ ଘରୋଇ କମ୍ପାନୀରେ ଆଶାୟୀମାନଙ୍କୁ ନିଯୁକ୍ତି ଦେଉଥିବା ତୁଷାର ସିଂ ବିଷ୍ଟ ବିଭିନ୍ନ ଡେଟିଂ ଏବଂ ମେସେଜିଂ ଆପ୍ ମାଧ୍ୟମରେ ୭୦୦ରୁ…
ରାଜଗୋପାଳ ଚିଦାମ୍ବରମ୍ଙ୍କ ପରଲୋକ
ମୁମ୍ବାଇ,୫।୧(ପି.ଟି.): ୧୯୭୪ ଏବଂ ୧୯୯୮ରେ ଭାରତର ଆଣବିକ ପରୀକ୍ଷାରେ ପ୍ରମୁଖ ଭୂମିକା ନେଇଥିବା ଖ୍ୟାତନାମା ପଦାର୍ଥ ବିଜ୍ଞାନୀ ରାଜଗୋପାଳ ଚିଦାମ୍ବରମ୍ଙ୍କ ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୮୮ ବର୍ଷ ହୋଇଥିଲା। ଅଣୁଅସ୍ତ୍ର କାର୍ଯ୍ୟକ୍ରମରେ ସମ୍ପୃକ୍ତ ଥିବା ଚିଦାମ୍ବରମ୍ ମୁମ୍ବାଇର ଯଶଲୋକ ହସ୍ପିଟାଲରେ…
ଚାଇନାରେ ବଢୁଛି hMPV ଭୂତାଣୁର ପ୍ରଭାବ! ଭାରତ ରଖିଛି କଡା ନଜର, ଜାରି ହେଲା ଗାଇଡଲାଇନ
ନୂଆଦିଲ୍ଲୀ,୪।୧: ଚାଇନାରେ ହ୍ୟୁମାନ ମେଟାନିମୋଭାଇରସ (hMPV) ର ଦ୍ରୁତ ବିସ୍ତାର ଭୟକୁ ଆହୁରି ବଢାଇ ଦେଇଛି ଯେ ଏହା କରୋନା ଜୀବାଣୁ ପରି ମହାମାରୀ ରୂପ ନେଇପାରେ। ଭାରତରେ ମଧ୍ୟ ଏହା ଉପରେ କଡା ନଜର ରଖାଯାଉଛି। ଅତ୍ୟାଧୁନିକ ବିକାଶରେ ତେଲଙ୍ଗାନା…
ଅଭିଯୋଗ କରିବାକୁ ଆସିଥିବା ମହିଳାଙ୍କୁ ବଳାତ୍କାର କଲେ ପୋଲିସ ଅଧିକାରୀ!
ବେଙ୍ଗାଲୁରୁ,୪।୧: କର୍ନାଟକର ତୁମକୁରୁ ଜିଲାର ମଧୁଗୁରି ସବ ଡିଭିଜନର ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ବି ରାମଚନ୍ଦ୍ରପ୍ପା ଜଣେ ମହିଳାଙ୍କ ସହ ଆପତ୍ତିଜନକ ବ୍ୟବହାର କରିଥିବାରୁ ତାଙ୍କୁ ନିଲମ୍ବିତ କରାଯାଇଛି। ଏକ ଭିଡିଓ ଭାଇରାଲ ହେବା ପରେ ଶୁକ୍ରବାର (ଜାନୁଆରୀ ୩, ୨୦୨୫)ରେ ତାଙ୍କ…
ନୀତୀଶଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ସଞ୍ଜୟ
ନୂଆଦିଲ୍ଲୀ,୪।୧: ଶିବସେନା (ଉଦ୍ଧବ ବାଲାସାହେବ ଠାକରେ) ନେତା ତଥା ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ଭାଜପାକୁ ଟାର୍ଗେଟ କରିଛନ୍ତି। ଏକ ସାମ୍ବାଦିକ ସମ୍ମିଳନୀରେ ସେ ଭାଜପା ଉପରେ କଡ଼ା ଆକ୍ରମଣ କରିଥିଲେ। ସେହି ସମୟରେ ସେ କଶ୍ମୀର, ମଣିପୁର, ଲଦ୍ଦାଖ…
ଅତୁଲ ସୁଭାଷ ସୁଇସାଇଡ ମାମଲା: ପତ୍ନୀ ନିକିତାଙ୍କ ସମେତ ସମସ୍ତ ୪ ଅଭିଯୁକ୍ତଙ୍କୁ ମିଳିଲା ବେଲ୍
ବେଙ୍ଗାଲୁରୁ,୪।୧: ଅତୁଲ ସୁଭାଷ ଆତ୍ମହତ୍ୟା ମାମଲାରେ ବେଙ୍ଗାଲୁରୁର ସିଟି ସିଭିଲ କୋର୍ଟ ଶନିବାର (ଜାନୁୟାରୀ ୪, ୨୦୨୫)ରେ ତାଙ୍କ ପତ୍ନୀ ନିକିତା ସିଙ୍ଗାଣିଆ, ତାଙ୍କ ମାତା ନିଶା ସିଙ୍ଗାଣିଆ ଏବଂ ଭାଇ ଅନୁରାଗ ସିଙ୍ଗାଣିଆଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ…
Archives


