ହିମାଚଳରେ ପ୍ରବଳ ତୁଷାରପାତ
ଶିମ୍ଲା,୨୯।୧୨: ହିମାଚଳପ୍ରଦେଶର କୁଲ୍ଲୁ ଜିଲା ଅନ୍ତର୍ଗତ ସୋଲାଙ୍ଗ ନାଲାରେ ପ୍ରବଳ ତୁଷାରପାତ ଯୋଗୁ ମନାଲି-ଲେହ ରାଜପଥରେ ୮,୦୦୦ ପର୍ଯ୍ୟଟକ ଏବଂ ୧,୫୦୦ ଗାଡ଼ି ଫସିରହିଥିଲେ। ହିମାଚଳ ପୋଲିସ ସେମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି। ପ୍ରବଳ ତୁଷାରପାତ ଯୋଗୁ ଲାହୌଲ୍ ଉପତ୍ୟକା…
୨ ଶ୍ରମିକଙ୍କ ଉପରେ ମାଡ଼ିଗଲା ଅଭିନେତ୍ରୀଙ୍କ କାର
ମୁମ୍ବାଇ, ୨୯।୧୨: ମୁମ୍ବାଇର କାନ୍ଦିଓ୍ବଲିରେ ଲୋକପ୍ରିୟ ମରାଠୀ ଅଭିନେତ୍ରୀ ଊର୍ମିଳା କୋଠାରେଙ୍କ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଶୁକ୍ରବାର ବିଳମ୍ବିତ ରାତିରେ ଊର୍ମିଳାଙ୍କ ଡ୍ରାଇଭର ଦ୍ରୁତ ଗତିରେ କାର୍ ଚଳାଉଥିଲା। ପୋଇସର ମେଟ୍ରୋ ଷ୍ଟେଶନ ନିକଟରେ ଊର୍ମିଳାଙ୍କ କାର୍ ୨ ଜଣ ମେଟ୍ରୋ…
୩୧ ସୁଦ୍ଧା ଡାଲଓ୍ବୋଲଙ୍କୁ ହସ୍ପିଟାଲ ନିଅ
ନୂଆଦିଲ୍ଲୀ,୨୯।୧୨(ପି.ଟି.): ଚାଷୀମାନଙ୍କ ବିଭିନ୍ନ ଦାବି ନେଇ ମାସେ ହେଲା ଆମରଣ ଅନଶନରେ ବସିଥିବା କୃଷକ ନେତା ଜଗଜିତ ସିଂ ଡାଲଓ୍ବୋଲଙ୍କ ଜୀବନ ଓ ସ୍ବାସ୍ଥ୍ୟାବସ୍ଥାକୁ ନେଇ ସୁପ୍ରିମକୋର୍ଟ ଉଦ୍ବେଗ ପ୍ରକାଶ କରିବା ସହ ଡିସେମ୍ବର ୩୧ ସୁଦ୍ଧା ତାଙ୍କୁ ଅନଶନ ସ୍ଥଳରୁ…
କଶ୍ମୀରରେ ତୁଷାରପାତ: ବିମାନ, ଟ୍ରେନ୍ ପରିବହନ ବାଧାପ୍ରାପ୍ତ
ନୂଆଦିଲ୍ଲୀ,୨୮ା୧୨: ଜମ୍ମୁ-କଶ୍ମୀରରେ ଚଳିତ ଋତୁର ସର୍ବାଧିକ ତୁଷାରପାତ ଯୋଗୁ ଦୈନନ୍ଦିନ ଜୀବନଯାତ୍ରା ପ୍ରଭାବିତ ହୋଇଛି। ଶନିବାର ବିମାନ, ଟ୍ରେନ୍ ସମେତ ସଡ଼କ ପରିବହନ ବାଧାପ୍ରାପ୍ତ ହେବା ସହ ବିଦ୍ୟୁତ ଓ ଜଳଯୋଗାଣରେ ମଧ୍ୟ ସମସ୍ୟା ସୃଷ୍ଟି ହୋଇଛି। ଉତ୍ତର ଭାରତରେ ପ୍ରବଳ…
ମନମୋହନ ସିଂଙ୍କ ୩ ଝିଅ କ’ଣ କରନ୍ତି? ରାଜନୀତିଠାରୁ ଯିଏ ନିଜକୁ ଦୂରେଇ ରଖି…
ନୂଆଦିଲ୍ଲୀ,୨୮।୧୨: ପଞ୍ଚଭୂତରେ ବିଲୀନ ହୋଇଛନ୍ତି ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ। ୧୯୫୮ରେ ସେ ଗୁରଶରଣ କୌରଙ୍କୁ ବିବାହ କରିଥିଲେ। ତାଙ୍କର ୩ ଝିଅ ଅଛନ୍ତି। ସେମାନେ ହେଲେ ଉପିନ୍ଦର ସିଂ, ଦମନ ସିଂ, ଅମୃତ ସିଂ। ସମସ୍ତେ ରାଜନୀତି କ୍ଷେତ୍ରରୁ…
‘ଗାନ୍ଧିଜୀ ଯେଉଁଠି ଅଛନ୍ତି, ସେଇଠି ପହଞ୍ଚିଯିବ,’ଭୋଜପୁରୀ ଗାୟିକାଙ୍କୁ କାହିଁକି ମିଳୁଛି ଧମକ
ପାଟନା/ମୁମ୍ବାଇ,୨୮।୧୨: ବିହାରର ରାଜଧାନୀ ପାଟନାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ବାର୍ଷିକୀ ଅବସରରେ ବାପୁ ଅଡିଟୋରିୟମରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ପ୍ରସିଦ୍ଧ ଭୋଜପୁରୀ ଲୋକ ଗାୟିକା ଦେବୀଙ୍କୁ ମଧ୍ୟ ସେଠାକୁ ନିମନ୍ତ୍ରଣ କରାଯାଇଥିଲା। ଦେବୀ ଭଜନ ‘ରଘୁପତି…
ମନମୋହନଙ୍କୁ ଭାଜପା ନୁହେଁ ବରଂ କଂଗ୍ରେସ ହିଁ ଅଧିକ ଅପମାନିତ କରିଛି: ସମ୍ବିତ ପାତ୍ର
ଭୁବନେଶ୍ୱର,୨୮।୧୨: ସ୍ବର୍ଗତ ପ୍ରଧାନମନ୍ତ୍ରୀ ଡା.ମନମୋହନ ସିଂଙ୍କ ନାଁରେ ସ୍ମାରକୀ ଦାବି ପ୍ରସଙ୍ଗରେ କଂଗ୍ରେସକୁ ସମାଲୋଚନା କରିଛନ୍ତି ଭାଜପା ମୁଖପାତ୍ର ସମ୍ବିତ ପାତ୍ର। ସ୍ମାରକୀ ପ୍ରତିଷ୍ଠା ଲାଗି ଗୋଟିଏ ପ୍ରୋସିଜିୟର ଅଛି। ଏଥିଲାଗି ଶେଷକୃତ୍ୟକୁ ବିଳମ୍ବ କରାଯାଇପାରି ନ ଥାନ୍ତା। ଶୋକାକୂଳ ପରିବେଶରେ…
ମନମୋହନ ସିଂଙ୍କ ଅନ୍ତିମ ଯାତ୍ରାରେ ଏମିତି କ’ଣ କଲେ ରାହୁଲ, ଯାହା ଏବେ ହେଉଛି ଭାଇରାଲ?
ନୂଆଦିଲ୍ଲୀ,୨୮।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କ ଶେଷ ବିଦାୟ ଶନିବାର (ଡିସେମ୍ବର ୨୮, ୨୦୨୪) କରାଯାଇଥିଲା। ଶେଷ ବିଦାୟ ସମୟରେ ରାହୁଲ ଗାନ୍ଧୀଙ୍କ ଅନେକ ଚକିତ କରିବା ଭଳି ଭିଡିଓ ସାମ୍ନାକୁ ଆସିଛି, ଯାହା ସୋସିଆଲ ମିଡିଆରେ ଭାଇରାଲ ହେଉଛି।…
ଚାଇନାକୁ ଦମ ଦେଖାଇଲା ଭାରତ! ୧୪୦୦୦ଫୁଟ ଉପରେ ଲଗାଇଲା ଶିବାଜୀଙ୍କ ବିଶାଳ ପ୍ରତିମା
ନୂଆଦିଲ୍ଲୀ,୨୮।୧୨: ଭାରତ ପୁଣି ଥରେ ଚାଇନାକୁ ନିଜର ଶକ୍ତି ଦେଖାଇଛି। ଭାରତୀୟ ସେନା ଲଦାଖରେ ଛତ୍ରପତି ଶିବାଜୀ ମହାରାଜଙ୍କ ଏକ ବିରାଟ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିଛି। ଛତ୍ରପତି ଶିବାଜୀଙ୍କ ଏହି ମହାନ ପ୍ରତିମୂର୍ତ୍ତି ୧୪୩୦୦ ଫୁଟ ଉଚ୍ଚରେ ଅବସ୍ଥିତ ପାଙ୍ଗୋଙ୍ଗ ସୋ…
ବରଫ ଭିତରେ ଦ୍ରୁତଗତିରେ ଟ୍ରାକ୍ରେ ଗଡୁଛି ଟ୍ରେନ୍, ଫଟୋ ଶେୟାର କରି ରେଳମନ୍ତ୍ରୀ କହିଲେ…
ନୂଆଦିଲ୍ଲୀ,୨୮ା୧୨: ଜମ୍ମୁ -କଶ୍ମୀରର ବଣିହାଲ-ବାରମୂଳା ଟ୍ରାକ୍ରେ ଟ୍ରେନ୍ ପ୍ରବଳ ବରଫ ଭିତରେ କ୍ଷୀପ୍ର ବେଗରେ ଗତି କରୁଛି। ଏହାର ଏକ ଫଟୋ ଶେୟାର କରିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଅନ୍ୟପକ୍ଷରେ ରେଳ କର୍ତ୍ତୃପକ୍ଷଙ୍କ ଅନୁଯାୟୀ, କ୍ରମାଗତ ତୁଷାରପାତ ଏବଂ ଟ୍ରାକ୍ରେ…
‘ମୋଦି ସରକାର କରିଛନ୍ତି ଅପମାନ’, ମନମୋହନ ସିଂଙ୍କ ଅନ୍ତିମ ସଂସ୍କାରକୁ ନେଇ ରାଗିଲେ ରାହୁଲ
ନୂଆଦିଲ୍ଲୀ,୨୮।୧୨: ଅର୍ଥନୈତିକ ସଂସ୍କାରର ଜନକ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ଶନିବାର (୨୮ ଡିସେମ୍ବର ୨୦୨୪)ରେ ନିଗମ ବୋଧ ଘାଟରେ ରାଷ୍ଟ୍ରୀୟ ସମ୍ମାନରେ ଶେଷ ବିଦାୟ ଦିଆଯାଇଛି। ତାଙ୍କ ଶବଦାହ ସ୍ଥାନ ଏବଂ ସ୍ମୃତି ସ୍ଥାନକୁ ନେଇ ରାଜନୀତି ଏବେ…
କଂଗ୍ରେସର ଦାବି ମାନିନେଲେ ମୋଦି ସରକାର
ନୂଆଦିଲ୍ଲୀ,୨୮।୧୨: କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଶୁକ୍ରବାର (ଡିସେମ୍ବର ୨୫) ରାତିରେ ଘୋଷଣା କରିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କ ସ୍ମୃତି ଉଦ୍ଦେଶ୍ୟରେ ସରକାର ସ୍ଥାନ ବଣ୍ଟନ କରିବେ। ମନ୍ତ୍ରଣାଳୟ କହିଛି ଯେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ…
Archives


