ପାକିସ୍ତାନର ସ୍ବପ୍ନ ଚୂରମାର କରିଦେଲା ଭାରତ
ନୂଆଦିଲ୍ଲୀ,୨୪।୧୨: ବ୍ରିକ୍ସରେ ସଦସ୍ୟତା ପାଇବାକୁ ଆଶା ରଖିଥିବା ପାକିସ୍ତାନକୁ ଏକ ବଡ଼ ଝଟ୍କା ଲାଗିଛି। ଭାରତର ଦୃଢ ବିରୋଧ ଯୋଗୁ ପାକିସ୍ତାନ କେବଳ ବ୍ରିକ୍ସର ସଦସ୍ୟତାରୁ ବଞ୍ଚିତ ହୋଇ ନାହିଁ, ସହଭାଗୀ ଦେଶ ତାଲିକାରେ ମଧ୍ୟ ସ୍ଥାନ ପାଇପାରି ନାହିଁ। ଏହି…
ସମନ ପରେ ଥାନାରେ ପହଞ୍ଚିଲେ ଅଲ୍ଲୁ ଅର୍ଜୁନ
ହାଇଦ୍ରାବାଦ,୨୪।୧୨: ଥିଏଟରରେ ଦଳାଚକଟା ମାମଲାରେ ସୋମବାର ହାଇଦ୍ରାବାଦ ପୋଲିସ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ଏକ ନୂଆ ସମନ ପଠାଇଛି। ଯେଉଁଥିରେ ତାଙ୍କୁ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଚିକଡପଲ୍ଲୀ ଥାନାରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ସମନ ପରେ ଅଲ୍ଲୁ ମଙ୍ଗଳବାର…
୨୫ ବର୍ଷ ତଳୁ ସରିଥିଲା ଅନ୍ତିମ ସଂସ୍କାର: ଘରକୁ ଫେରିଲେ ମହିଳା, ଆଉ ତା’ପରେ ଘଟିଲା…
ବେଙ୍ଗାଲୁରୁ,୨୪/୧୨: ୨୫ ବର୍ଷ ତଳେ କର୍ଣ୍ଣାଟକରୁ ନିଖୋଜ ହୋଇଥିବା ଜଣେ ମହିଳାଙ୍କୁ ହିମାଚଳରୁ ଉଦ୍ଧାର କରାଯାଇଛି। ପ୍ରାୟ ଦୁଇ ଦଶନ୍ଧି ତଳେ ସେ ତାଙ୍କ ପରିବାରଠାରୁ ଅଲଗା ହୋଇଯାଇଥିଲେ ଏବଂ ପରିବାର ଲୋକ ତାଙ୍କୁ ମୃତ ଭାବି ଅନ୍ତିମ ସଂସ୍କାର କରିଥିଲେ।…
ଫଡନଭିସ ସରକାରରେ ନୂଆ ବିବାଦ: ଶିବସେନା ମନ୍ତ୍ରୀମାନେ କ୍ଷୁବ୍ଧ
ପୁନେ,୨୪/୧୨:ମହାରାଷ୍ଟ୍ରରେ ଦେବେନ୍ଦ୍ର ଫଡନଭିସ ସରକାରଙ୍କ ନୂଆ ମନ୍ତ୍ରୀଙ୍କୁ ସରକାରୀ ଘର ଆବଣ୍ଟନ କରାଯାଇଛି । ସେପଟେ ମନ୍ତ୍ରୀମାନଙ୍କୁ ଦିଆଯାଇଥିବା ସରକାରୀ ଗୃହକୁ ନେଇ ଆରମ୍ଭ ହୋଇଛି ବିବାଦ । ମିଳିଥିବା ସୂଚନା ଅନୁଯାୟୀ, ଶିବସେନାର କିଛି ମନ୍ତ୍ରୀଙ୍କୁ ସରକାରୀ ବଙ୍ଗଳା ପରିବର୍ତ୍ତେ…
ଦାଉଦ ଇବ୍ରାହିମଙ୍କ ଭାଇଙ୍କ ଫ୍ଲାଟକୁ କବ୍ଜା କଲା ଇଡି
ଥାନେ,୨୪/୧୨:ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗ୍ୟାଙ୍ଗଷ୍ଟର ଦାଉଦ ଇବ୍ରାହିମଙ୍କ ଭାଇ ଇକବାଲ କାସ୍କର ଏବଂ ତାଙ୍କ ସହଯୋଗୀଙ୍କ ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଥାନେରେ ଥିବା ଏକ ଫ୍ଲାଟକୁ ଜବତ କରିଛି। କାଭେସରର ନିଓପଲିସ ଟାୱାରରେ ଥିବା ଏହି ଫ୍ଲାଟ ୨୦୨୨…
ଜଷ୍ଟିସ୍ ଭି. ରାମସୁବ୍ରମଣ୍ୟନ୍ ଏନ୍ଏଚ୍ଆର୍ସି ଅଧ୍ୟକ୍ଷ ନିଯୁକ୍ତ
ନୂଆଦିଲ୍ଲୀ,୨୪ା୧୨: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ଭି. ରାମସୁବ୍ରମଣ୍ୟନ୍ଙ୍କୁ ଭାରତର ଜାତୀୟ ମାନବାଧିକାର ଆୟୋଗ (ଏନ୍ଏଚ୍ଆର୍ସି)ର ୯ମ ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ପୂର୍ବରୁ ଏନ୍ଏଚ୍ଆର୍ସି ଅଧ୍ୟକ୍ଷ ଥିବା ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଗତ ଜୁନ୍ ୧ରେ…
ଏକାଧିକ ବିବାହ କରି ୧.୨୫ କୋଟି ଠକେଇ
ଜୟପୁର, ୨୪।୧୨: ରାଜସ୍ଥାନର ଜୟପୁର ପୋଲିସ ସୀମା ଅଗ୍ରୱାଲ ଓରଫ ନିକ୍କି ନାମ୍ନୀ ଜଣେ ଯୁବତୀଙ୍କୁ ରବିବାର ଉତ୍ତରାଖଣ୍ଡର ଡେରାଡୁନ୍ରୁ ଗିରଫ କରିଛି। ଲୁଟେରା କନ୍ୟା ଭାବେ ପରିଚିତ ସୀମାଙ୍କୁ ବହୁ ସହରର ପୋଲିସ ଦୀର୍ଘ ବର୍ଷ ଧରି ଖୋଜି ଆସୁଥିଲେ।…
ଭଏସ୍ କଲ୍, ମେସେଜ ପାଇଁ ସ୍ବତନ୍ତ୍ର ପ୍ଲାନ ଆଣିବାକୁ ସରକାରଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୩ା୧୨: ଟେଲିକମ୍ ରେଗୁଲେଟର ଟେଲିକମ୍ ରେଗୁଲେଟୋରୀ ଅଥରିଟି ଅଫ୍ ଇଣ୍ଡିଆ (ଟ୍ରାଇ) ସୋମବାର ଶୁଳ୍କ ନିୟମରେ ସଂଶୋଧନ କରିଛି। ଏହା ଅଧୀନରେ ମୋବାଇଲ୍ ସେବା ପ୍ରଦାନକାରୀ କମ୍ପାନୀଗୁଡିକ କେବଳ ଭଏସ୍ କଲ୍ ଏବଂ ଡାଟା ବ୍ୟବହାର କରୁନଥିବା ଗ୍ରାହକଙ୍କୁ SMS ପାଇଁ…
ବଢ଼ିଲା ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଅଡୁଆ, ପୁଣି ପୋଲିସ ନିକଟରେ ହାଜର ହେବାକୁ ନୋଟିସ
ହାଇଦ୍ରାବାଦ,୨୩ା୧୨: ହାଇଦ୍ରାବାଦ ପୋଲିସ ସନ୍ଧ୍ୟା ଥିଏଟର ଦଳାଚକଟା ଘଟଣାରେ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ନୂଆ ସମନ ଜାରି କରିଛି ହାଇଦ୍ରାବାଦ ଚିକ୍କଡପଲ୍ଲୀ ପୋଲିସ। ଘଟଣା ସମ୍ପର୍କରେ ପୋଲିସ ମଙ୍ଗଳବାର ପୂର୍ବାହ୍ନ ୧୧ ଟା ସୁଦ୍ଧା ହାଜର ହେବାକୁ କୁହାଯାଇଛି। ଡିସେମ୍ବର ୪…
କୋର୍ଟରେ ବିଚାରପତିଙ୍କୁ ଚପଲ ଫିଙ୍ଗିଲେ ହତ୍ୟା ଅଭିଯୁକ୍ତ
ଠାଣେ,୨୩ା୧୨: ମହାରାଷ୍ଟ୍ର ଠାଣେ ଜିଲାର ଏକ ସେସନ୍ସ କୋର୍ଟରେ ଶନିବାର ଅପରାହ୍ନରେ ଶୁଣାଣି ବେଳେ ଜଣେ ୨୨ ବର୍ଷୀୟ ହତ୍ୟା ଅଭିଯୁକ୍ତ ବିଚାରପତିଙ୍କ ଉପରକୁ ଚପଲ ଫିଙ୍ଗିଥିଲେ। ଚପଲ ବିଚାରପତିଙ୍କ ଦେହରେ ନ ବାଜି ଝରକାରେ ମାଡ଼ ହେବା ପରେ କ୍ଲର୍କ…
କଟକଣା ହଟାଇଲେ କେନ୍ଦ୍ର ସରକାର: ଫେଲ୍ ହେଲେ ପରବର୍ତ୍ତୀ ଶ୍ରେଶୀକୁ ଯାଇ ପାରିବେ ନାହିଁ
ନୂଆଦିଲ୍ଲୀ,୨୩।୧୨: ଶିକ୍ଷାର ମାନ ବୃଦ୍ଧି ପାଇଁ କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ ନେଉଥିଲା ବେଳେ ସୋମବାର ଆଉ ଏକ ନିୟମକୁ କଡ଼ାକଡ଼ି କରିଛନ୍ତି। ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ଫେଲ୍ ହେଲେ ସେମାନଙ୍କୁ ଆଉ ବର୍ଷେ ସମାନ ଶ୍ରେଣୀରେ ପଢିବାକୁ…
ଭତ୍ତା ପାଉଛନ୍ତି ଅଭିନେତ୍ରୀ ସନ୍ନି ଲିଓନି! ପୂରା ଖବର ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୨୩।୧୨: ଭତ୍ତା ପାଉଛନ୍ତି ଅଭିନେତ୍ରୀ ସନ୍ନି ଲିଓନି । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । ଛତିଶଗଡ଼ରୁ ଆସିଛି ଏଭଳି ଏକ ସଂଗୀନ ଅଭିଯୋଗ । ସନ୍ନି ଲିଓନିଙ୍କ ନାଁରେ ସରକାରୀ ଯୋଜନାରେ ହେରାଫେରି କରାଯାଇଛି । ଛତିଶଗଡ ମହତାରି…
Archives


