ଭାଜପାରେ ସାମିଲ ହେବେ ଛଗନ ଭୁଜବଳ? ଫଡନାଭିସଙ୍କୁ ଭେଟିବା ପଛରେ କ’ଣ ରହିଛି ରହସ୍ୟ ଜାଣନ୍ତୁ
ମୁମ୍ବାଇ,୨୩।୧୨: ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ବିଭାଜନ ପରେ ମଧ୍ୟ ରାଜନନୈତିକ ଅସ୍ଥିରତା ଚରମ ସୀମାରେ ରହିଛି। କୌଣସି ବିଭାଗ ନ ପାଇ କ୍ରୋଧିତ ଏନସିପି ନେତା ଛଗନ ଭୁଜବଲ ସୋମବାର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ ଭେଟିଛନ୍ତି। ବୈଠକ ପରେ ତାଙ୍କର ପରବର୍ତ୍ତୀ ପଦକ୍ଷେପ…
ସଂସଦରେ ଠେଲାପେଲା ଘଟଣା: ଭାଜପାର ଦୁଇ ଏମ୍ପିଙ୍କୁ ହସ୍ପିଟାଲରୁ ମିଳିଲା ଛୁଟି
ନୂଆଦିଲ୍ଲୀ,୨୩।୧୨: ସଂସଦ କମ୍ପ୍ଲେକ୍ସରେ ବିରୋଧୀ ଓ ଏନଡିଏ ସଦସ୍ୟଙ୍କ ମଧ୍ୟରେ ନିକଟରେ ଝଗଡା ହୋଇଥିଲା। ଏହି ସମୟରେ ଦୁଇ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ ମୁକେଶ ରାଜପୁତ ଆହତ ହୋଇଥିଲେ। ଡିସେମ୍ବର ୧୯ରେ ମୁଣ୍ଡରେ ଆଘାତ ଲାଗିଥିବାରୁ ଉଭୟଙ୍କୁ ସଂସଦରୁ…
ଆରଏସ୍ଏସ୍ ଆମର ଶାସକ ନୁହେଁ, ସଂଘ ମୁଖ୍ୟଙ୍କୁ ରାମଭଦ୍ରାଚାର୍ଯ୍ୟଙ୍କ ବାର୍ତ୍ତା
ନୂଆଦିଲ୍ଲୀ, ୨୩।୧୨: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ନିକଟରେ କହିଥିଲେ ଯେ କେତେକ ଲୋକ ଅନୁଭବ କରୁଛନ୍ତି ଯେ ସେମାନେ ଏଭଳି ପ୍ରସଙ୍ଗ ଉଠାଇ ହିନ୍ଦୁମାନଙ୍କର ନେତା ହୋଇପାରିବେ। ବର୍ତ୍ତମାନ ଜଗତ ଗୁରୁ ସ୍ବାମୀ ରାମଭଦ୍ରାଚାର୍ଯ୍ୟ…
ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ
ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର ଭୂମିକା ଉପରେ ସନ୍ଦେହ ପ୍ରକଟ କରିଛନ୍ତି। ଏହି କମିଶନ ବାଂଲାଦେଶର ମହମ୍ମଦ ୟୁନୁସଙ୍କ ମଧ୍ୟବର୍ତ୍ତୀକାଳୀନ…
ସାଧାରଣତନ୍ତ୍ର ଦିବସ ପରେଡ୍ରୁ ଦିଲ୍ଲୀ ପ୍ରଜ୍ଞାପନ ମେଢ଼ ବାଦ୍: କେନ୍ଦ୍ରକୁ କଡ଼ା ସମାଲୋଚନା କଲେ କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୨୩ା୧୨: ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍ରୁ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ବାଦ୍ ଦେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାରୁ ଆମ୍ ଆଦ୍ମୀ ପାର୍ଟି (ଆପ୍)ର ରାଷ୍ଟ୍ରୀୟ ଆବାହକ ଅରବିନ୍ଦ କେଜ୍ରିଓ୍ବାଲ ସମାଲୋଚନା କରିଛନ୍ତି। ରାଜ୍ୟ ପ୍ରଜ୍ଞାପନ ମେଢ଼କୁ ନେଇ ଭାଜପା…
୭୧,୦୦୦ ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି
ନୂଆଦିଲ୍ଲୀ,୨୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦିନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୧ହଜାରରୁ ଅଧିକ ଯୁବକଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ଏଥିପାଇଁ ଦେଶର ୪୫ ଟି ସ୍ଥାନରେ ନିଯୁକ୍ତି ମେଳା ଆୟୋଜନ କରାଯାଇଥିଲା। ଏହି ନୂତନ…
ସମ୍ଭଲରୁ ମିଳିଲା ୧୫୦ ବର୍ଷର ପୁରୁଣା କୂଅ, ସୁଡ଼ଙ୍ଗ
ସମ୍ଭଲ, ୨୩।୧୨: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଚନ୍ଦୌସିଠାରେ ରବିବାର ଏକ ଜମିକୁ ଖନନ କରାଯାଉଥିବାବେଳେ ୧୫୦ ବର୍ଷର ପୁରୁଣା ଏକ ବିଶାଳକାୟ ପାହାଚ ବିଶିଷ୍ଟ କୂଅ ମିଳିଛି। ସେହିପରି ଜେସିବି ମେଶିନ ଦ୍ୱାରା ଉକ୍ତ କୂଅକୁ ଖନନ କରିବା ପରେ ସେଠାରୁ ପ୍ରାଚୀନ ଏବଂ…
କୁଏଟ୍ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୩ା୧୨: କୁଏଟ୍ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ ଏହି ଓଡ଼ିଆ ଶ୍ରମିକଙ୍କୁ ପ୍ରଧାନମନ୍ତ୍ରୀ ‘ଜୟ ଜଗନ୍ନାଥ’ କହି ଅଭିନନ୍ଦନ ଜଣାଇଥିଲେ। ତାଙ୍କ ସହ…
କୁଏତ ଗସ୍ତ ସାରି ଫେରିଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୨।୧୨: ଦୁଇ ଦିନିଆ କୁଏତ ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାତିରେ ଦିଲ୍ଲୀରେ ପହଞ୍ଚିଛନ୍ତି। କୁଏତରେ ପ୍ରଧାନମନ୍ତ୍ରୀ ଦିନ ତମାମ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । କୁଏତ ଗସ୍ତର ଶେଷ ଦିନରେ କୁଏତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଶର…
ଇଚ୍ଛାମୃତ୍ୟୁ ଦାବି କରିଥିବା କୃଷକଙ୍କୁ ୯.୯୧ ଲକ୍ଷ ଟଙ୍କା ଜରିମାନା:ଜାଣନ୍ତୁ କାହିଁକି
ଝୁନ୍ଝୁନୁ,୨୨ା୧୨:ଇଚ୍ଛାମୃତ୍ୟୁ ଦାବି କରୁଥିବା ରାଜସ୍ଥାନ ଝୁନ୍ଝୁନୁ ଜିଲାର ଜଣେ କୃଷକ ଓ ତାଙ୍କ ପରିବାର ଆତ୍ମଦାହ ଉଦ୍ୟମ କରୁଥିବାବେଳେ ପୋଲିସ ପହଞ୍ଚତ୍ ସେମାନଙ୍କୁ ଅଟକାଇଥିଲା। ଶ୍ରୀ ସିମେଣ୍ଟ କମ୍ପାନୀ ମାଲିକାନାରେ ଥିବା ସେମାନଙ୍କ ଜମି ନିମନ୍ତେ କ୍ଷତିପୂରଣ ଦାବିକରି କୃଷକ ବିଦ୍ୟାଧର…
ବଢିଲା ରାହୁଲ ଗାନ୍ଧୀଙ୍କ ଅଡ଼ୁଆ: ସମନ ପଠାଇଲେ କୋର୍ଟ
ବରେଲି,୨୨ା୧୨:ଲୋକ ସଭା ନିର୍ବାଚନ ସମୟରେ ଅର୍ଥନୈତିକ ସର୍ଭେକୁ ନେଇ କଂଗ୍ରେସ ଏମ୍ପି ତଥା ଲେକା ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟ ପାଇଁ ବରେଲିର ଏକ ଅଦାଲତ ଶନିବାର ତାଙ୍କୁ ସମନ ଜାରି କରିଛନ୍ତି। ଜାନୁଆରୀ ୭ରେ…
ଅଲ୍ଲୁ ଅର୍ଜୁନଙ୍କ ଘର ଉପରକୁ ପଥର ମାଡ଼
ହାଇଦ୍ରାବାଦ,୨୨ା୧୨:ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଡିସେମ୍ବର ୪ରେ ‘ପୁଷ୍ପା-୨: ଦି ରୁଲ୍’ ଚଳଚ୍ଚିତ୍ରର ପ୍ରିମିୟର ଚାଲିଥିବାବେଳେ ଅଭିନେତା ଅଲ୍ଲୁ ଅର୍ଜୁନ ହଠାତ୍ ସେଠାରେ ପହଞ୍ଚତ୍ୟିବାରୁ ଦଳାଚକଟା ଘଟି ଜଣେ ମହିଳାଙ୍କ ମୃତ୍ୟୁ ହେବା ସହ ତାଙ୍କ ୮ ବର୍ଷର ପୁଅ ଗୁରୁତର ହୋଇଥିଲେ।…
Archives


