ବାଜି ମାରିନେଲା ଭାଜପା: ଫଡ୍ନବିସ୍ ରଖିଲେ ବଡ ବିଭାଗ, ଅଜିତଙ୍କୁ ଅର୍ଥ, ଶିନ୍ଦେଙ୍କୁ ସହରାଞ୍ଚଳ ବିକାଶ
ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍ନବିସ୍ ଶନିବାର ତାଙ୍କ ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ନିଜ ପାଖରେ ଗୃହ ବିଭାଗ ସହ ଆଇନ ଓ ନ୍ୟାୟ ବିଭାଗ ରଖିଥିବାବେଳେ ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ସହରାଞ୍ଚଳ ବିକାଶ, ଗୃହ ନିର୍ମାଣ…
ଅତୁଲ ସୁଭାଷଙ୍କର ଥିଲେ ୩ ଗର୍ଲଫ୍ରେଣ୍ଡ? ସ୍ତ୍ରୀଙ୍କ ଅଭିଯୋଗକୁ ନେଇ ଭାଇ କହିଲେ…
ବେଙ୍ଗାଲୁରୁ,୨୧।୧୨: ଅତୁଲ ସୁଭାଷଙ୍କ ମୃତ୍ୟୁ ମାମଲା ନୂଆ ନୂଆ ରୂପ ନେଉଛି। ପୋଲିସ ପଚରାଉଚରା ବେଳେ ମୃତ ଅତୁଲଙ୍କ ଚରିତ୍ର ବିରୋଧରେ ଅତୁଲ ସୁଭାଷଙ୍କ ଅଭିଯୁକ୍ତ ସ୍ତ୍ରୀ ନିକିତା ସିଙ୍ଗାଣିଆ ଗୁରୁତର ଅଭିଯୋଗ ଆଣିଥିବା ବେଳେ ଅତୁଲ ସୁଭାଷଙ୍କ ଭାଇ ନିକିତାଙ୍କ…
‘ନୂଆ କୁଏତ୍’ ନିର୍ମାଣ ପାଇଁ ଭାରତ ପାଖରେ ଦକ୍ଷତା ଓ ପ୍ରଯୁକ୍ତି ରହିଛି: ପ୍ରଧାନମନ୍ତ୍ରୀ ମୋଦି
କୁଏତ୍ ସିଟି,୨୧ା୧୨: ଦୁଇଦିନିଆ କୁଏତ୍ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସେଠାରେ ଅନୁଷ୍ଠିତ ‘ହାଲା ମୋଦି’ ଡାଏସ୍ପୋରା କାର୍ଯ୍ୟକ୍ରମରେ ପ୍ରବାସୀ ଭାରତୀୟଙ୍କୁ ଭେଟି ଆଲୋଚନା କରିଛନ୍ତି। ‘ନୂଆ କୁଏତ୍’ ନିର୍ମାଣ ପାଇଁ ଭାରତ ପାଖରେ ଆବଶ୍ୟକ ମାନବ ସମ୍ବଳ,…
ମୋ ନାଁରେ ମିଛ ପ୍ରଚାର ହେଉଛି ଅଲ୍ଲୁ ଅର୍ଜୁନ
ହାଇଦ୍ରାବାଦ,୨୧।୧୨: ତେଲୁଗୁ ସୁପରଷ୍ଟାର ଅଲୁ ଅର୍ଜୁନ ଶନିବାର ସାରେ ଜୁବୁଲି ପାହାଡରେ ଥିବା ତାଙ୍କ ବାସଭବନରେ ଗଣମାଧ୍ୟମକୁ ଏକ ବଡ଼ ବୟାନ ଦେଇଛନ୍ତି। ପୁଷ୍ପା-୨ ଦଳାଚକଟା ବିବାଦକୁ ନେଇ ଅଲ୍ଲୁ ଅର୍ଜୁନ ପ୍ରତିକ୍ରିୟା ରଖିଛନ୍ତି। ଅଲ୍ଲୁ ଅର୍ଜୁନ ପ୍ରତିକ୍ରିୟାରେ କହିଛନ୍ତି, ମୋ…
ଭୁଶୁଡ଼ିଲା ୬ ମହଲା କୋଠା: ଚାପି ହୋଇଗଲେ ୪, ଅନେକ ଆହତ
ଚଣ୍ଡିଗଡ଼,୨୧ା୧୨: ପଞ୍ଜାବର ମୋହାଲିରେ ଏକ ୬ ମହଲା କୋଠା ଭୁଶୁଡି ପଡିଛି। ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଏହା ତଳେ ଚାପ ହୋଇ ରହିଥିବା ଆଶଙ୍କା କରାଯାଉଛି। କୋଠାର ତଳ ମହଲାରେ ଏକ ଜିମ୍ ସେଣ୍ଟର ଥିଲା। ଏହାତଳୁ…
ଅତୁଲ ସୁଭାଷ ସୁଇସାଇଡ ମାମଲାରେ ନୂଆ ମୋଡ, ସ୍ତ୍ରୀ କହିଲେ ମୁଁ ମୋ ବିବାହରେ ଖୁସି ଥିଲି, ମା’ଙ୍କ ପାଇଁ…
ନୂଆଦିଲ୍ଲୀ,୨୧।୧୨: ବେଙ୍ଗାଲୁରୁରେ ଏଆଇ ଇଞ୍ଜିନିୟର ଅତୁଲ ସୁଭାଷଙ୍କ ଆତ୍ମହତ୍ୟା ମାମଲାରେ ଅନେକ ଆଶ୍ଚର୍ଯ୍ୟଜନକ ତଥ୍ୟ ପ୍ରକାଶ ପାଇଛି। ଅତୁଲଙ୍କ ସ୍ତ୍ରୀ ନିକିତା ସିଙ୍ଗାଣିଆ ଉତ୍ତରପ୍ରଦେଶର ଜୈନପୁର ଫ୍ୟାମିଲି କୋର୍ଟରେ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛନ୍ତି। ସେ କହିଥିଲେ ଯେ ମୁଁ ମୋର…
ବିଧାନସଭା ନିର୍ବାଚନ ପୂର୍ବରୁ ଏଏପିକୁ ବଡ଼ ଝଟ୍କା
ନୂଆଦିଲ୍ଲୀ,୨୧।୧୨: ୨୦୨୫ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରସ୍ତୁତି ଚରମ ସୀମାରେ ରହିଛି। ଏହି ସମୟ ମଧ୍ୟରେ, ଆଗାମୀ ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟି (ଏଏପି) ଅଡିଆରେ ପଡିଛି। ଦୀର୍ଘ ଦିନ ଧରି ଗୁରୁଦ୍ୱାର ଶିଖ ପରିଚାଳନା…
ଭାରତକୁ ମିଳିବ ଏମିତି ‘ବ୍ରହ୍ମାସ୍ତ୍ର’, ଯାହା ଶତ୍ରୁଙ୍କୁ ପଠାଇଦେବ ପାତାଳଲୋକ!
ନୂଆଦିଲ୍ଲୀ,୨୧।୧୨: ଦେଶର ଉଚ୍ଚାଭିଳାଷୀ ପ୍ରୋଜେକ୍ଟ 75I କ୍ରମାଗତ ଭାବରେ ବିଳମ୍ବ ହେଉଛି। ଏହି ପ୍ରକଳ୍ପର ଉଦ୍ଦେଶ୍ୟ ହେଉଛି ଏହାର ବୁଡ଼ାଜାହାଜକୁ ବୃଦ୍ଧି କରିବା, ଯାହାର ସବୁଠାରୁ ବଡ ସମସ୍ୟା ହେଉଛି ସଠିକଏୟାର ଇଣ୍ଡିପେଣ୍ଡେନ୍ସ ପ୍ରୋପଲ୍ଶନ (ଏଆଇପି) ସିଷ୍ଟମ ଚୟନ। ଭାରତୀୟ ନୌସେନାକୁ…
ବଡ଼ ଧରଣର ଭୂସ୍ଖଳନ, ରାଜପଥରେ ଅଟକି ରହିଛି ଶହ ଶହ ଯାନ, ଦେଖନ୍ତୁ ଭିଡିଓ
ଡେରାଡୁନ,୨୧।୧୨: ଉତ୍ତରାଖଣ୍ଡର ପିଥୋରାଗଡ଼ରେ ଏକ ଭୟଙ୍କର ଭୂସ୍ଖଳନ ଘଟିଛି। ଧାରଚୁଲା-ତାୱାଗାଟ ଏନଏଚ୍ରେ ଏହି ଭୂସ୍ଖଳନ ଘଟିଛି। ଫଳରେ ଅନେକ ଯାନ ଏଠାରେ ଅଟକି ରହିଛି । ଭୂସ୍ଖଳନ ଏତେ ଭୟଙ୍କର ଥିଲା ଯେ ଚାରିଆଡେ ଧୂଳିର ମେଘ ବ୍ୟାପିଯାଇଥିଲା। ଜୀବନ ବଞ୍ଚାଇବା…
କେଜରିଓ୍ବାଲଙ୍କ ବଡ଼ ଉପହାର
ନୂଆଦିଲ୍ଲୀ,୨୧।୧୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟି (ଏଏପି) ଲୋକଙ୍କ ପାଇଁ ପେଡି ଖୋଲିଛି। ପ୍ରଥମେ ମହିଳାଙ୍କ ପାଇଁ, ପରେ ବୃଦ୍ଧମାନଙ୍କ ପାଇଁ ଏବଂ ବର୍ତ୍ତମାନ ପିଲାମାନଙ୍କ ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏଏପିମୁଖ୍ୟ ଅରବିନ୍ଦ କେଜରିୱାଲ ଏକ…
ଏମଭିଏରେ ଫାଟ! ସଞ୍ଜୟ ଦେଲେ ବଡ଼ ସଙ୍କେତ ଦଳ ଏକେଲା ଲଢିବ…
ମୁମ୍ବାଇ,୨୧।୧୨: ମହାରାଷ୍ଟ୍ରର ରାଜନୈତିକ ସର୍କଲରେ ଲଗାତାର ଉତ୍ତେଜନା ଦେଖାଦେଇଛି । ଏହି ସମୟରେ, ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ଶିବସେନା ନେତା ସଞ୍ଜୟ ରାଉତ ସୂଚାଇ ଦେଇଛନ୍ତି ଯେ ତାଙ୍କ ଦଳ ମୁମ୍ବାଇ ମ୍ୟୁନିସିପାଲିଟି କର୍ପୋରେସନ (ବିଏମସି) ନିର୍ବାଚନରେ ଏକୁଟିଆ ଲଢିପାରେ, ଯଦିଓ…
୪୩ ବର୍ଷ ପରେ କୁଏତ ଗସ୍ତ କରିଛନ୍ତି ମୋଦି, ଏସବୁ ଗୁରୁତ୍ୱପୂର୍ଣ୍ଣ ବିଷୟରେ କରିବେ ଆଲୋଚନା
କୁଏତ୍,୨୧ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦୁଇ ଦିନିଆ ଗସ୍ତରେ ଯାଇ କୁଏତରେ ପହଞ୍ଚିଛନ୍ତି। ଯେଉଁଠାରେ ସେ କୁଏତ ନେତୃତ୍ୱଙ୍କ ସହ ଆଲୋଚନା କରିବେ। କୁଏତର ଆମିର ଶେଖ୍ ମେଶଲ ଅଲ-ଅହମ୍ମଦ ଅଲ-ଜାବର ଅଲ-ସବାଙ୍କ ନିମନ୍ତ୍ରଣ ନେଇ ପ୍ରଧାନମନ୍ତ୍ରୀ ମୋଦି କୁଏତ…
Archives


