ଜାତୀୟ

ରାହୁଲଙ୍କୁ ନୀଳ ଟି-ଶର୍ଟରେ ଦେଖି ରାଗିଗଲେ ମାୟାବତୀ, ଦେଲେ ଏହି ପରାମର୍ଶ

ଲକ୍ଷ୍ନୌ,୨୦ା୧୨: ବହୁଜନ ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ କଂଗ୍ରେସ ତଥା ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ନୀଳ ଟି-ଶର୍ଟ ଉପରେ ମନ୍ତବ୍ୟ ଦେଇଛନ୍ତି। ମାୟାବତୀ  ରାହୁଲଙ୍କ ନୀଳ ଟି-ଶର୍ଟ ପିନ୍ଧାକୁ ଶସ୍ତା ରାଜନୀତି ବୋଲି…

ହୃଦୟବିଦାରକ ଘଟଣା: ମାଆଙ୍କୁ ଘରେ ପୋତିଦେଲେ ପୁଅ

କୋଚି,୨୦ା୧୨:କେରଳର କୋଚି ଅନ୍ତର୍ଗତ ବେନ୍ନାଲାରେ ଜଣେ ବ୍ୟକ୍ତି ତାଙ୍କ ସମ୍ପର୍କୀୟ ଏବଂ କର୍ତ୍ତୃପକ୍ଷଙ୍କୁ ନ ଜଣାଇ ମାଆଙ୍କୁ ନିଜ ଘର ଅଗଣାରେ ପୋତିଦେବା ଘଟଣାକୁ ନେଇ ପଡୋଶୀମାନେ ସନ୍ଦେହ ପ୍ରକାଶ କରିଥିଲେ। ପ୍ରଦୀପ ନିଶାଗ୍ରସ୍ତ ଏବଂ ମାନସିକ ଭାବେ ଅସ୍ଥିର ଥିଲେ।…

ଧନ୍‌କରଙ୍କ ବିରୋଧରେ ଅନାସ୍ଥା ନୋଟିସ ଖାରଜ

ନୂଆଦିଲ୍ଲୀ,୨୦ା୧୨(ପି.ଟି.):ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ୍‌ ଧନ୍‌କରଙ୍କୁ ବହିଷ୍କାର କରିବା ପାଇଁ ବିରୋଧୀ ଦଳଗୁଡ଼ିକ ଦେଇଥିବା ଅନାସ୍ଥା ନୋଟିସ୍‌କୁ ଗୁରୁବାର ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂ ଖାରଜ କରିଦେଇଛନ୍ତି। ଏହା ଗମ୍ଭୀର ତ୍ରୁଟିପୂର୍ଣ୍ଣ। ଦେଶର ସାମ୍ବିଧାନିକ ଅନୁଷ୍ଠାନ ଏବଂ ଧନ୍‌କରଙ୍କ ଖ୍ୟାତିକୁ ନଷ୍ଟ…

ବିଗିଡିଲା ନୀତୀଶ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା, ମୁଖ୍ୟମନ୍ତ୍ରୀଙ୍କ ସବୁ କାର୍ଯ୍ୟକ୍ରମ ରଦ୍ଦ

ନୂଆଦିଲ୍ଲୀ,୨୦।୧୨: ବିହାରର ରାଜଧାନୀ ପାଟନାଠାରୁ ବଡ ଖବର ଆସୁଛି। ବାସ୍ତବରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯାଇଛି। ସୂଚନାନୁସାରେ, ସିଏମ ନୀତୀଶ କୁମାରଙ୍କ ସ୍ବାସ୍ଥ୍ୟ ଅବସ୍ଥା ଅସୁସ୍ଥ ଥିବା ହେତୁ ଆଜି ତାଙ୍କର ସମସ୍ତ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି।…

ଜୟପୁରରେ ଭୟଙ୍କର ବିସ୍ଫୋରଣ: ୬ ଜୀବନ୍ତ ଦଗ୍ଧ, ଏବେ ବି ଫସିଛନ୍ତି ୪୬ ଲୋକ

ଜୟପୁର,୨୦।୧୨: ରାଜସ୍ଥାନର ଜୟପୁରରେ ଶୁକ୍ରବାର ସକାଳେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଜୟପୁରର ଆଜମେର ରୋଡ ନିକଟରେ ଏକ ସିଏନଜି ଟ୍ରକ ଅନ୍ୟ ଏକ ଟ୍ରକ ସହିତ ମୁହାଁମୁହିଁ ଧକ୍କା ହେବା ପରେ ବିସ୍ଫୋରଣ ଘଟି ଚାରିଆଡେ ନିଆଁ ଲାଗିଯାଇଥିଲା। ଏହି…

ଭାରତ ସହ ଶତ୍ରୁତା, ପାକିସ୍ତାନକୁ କୋଳଗ୍ରତ କରୁଛି ବାଂଲାଦେଶ

ଢାକା,୨୦।୧୨: ଗୋଟିଏ ପଟେ ବାଂଲାଦେଶ ଭାରତ ବିରୋଧରେ ପ୍ରତ୍ୟେକ ପଦକ୍ଷେପ ନେଉଥିବା ବେଳେ ଅନ୍ୟ ପଟେ ପଡୋଶୀ ଦେଶ ପାକିସ୍ତାନ ସହ ସମ୍ପର୍କ ସୁଦୃଢ କରୁଛି। ଏହାର ମୁଖ୍ୟ କାରଣ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କ ‘ମୌଳିକବାଦୀ’…

ସଂସଦରେ ଠେଲାପେଲା ଘଟଣା: ଚର୍ଚ୍ଚାରେ ୩ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୨୦ା୧୨:ରାଜ୍ୟ ସଭାରେ ମଙ୍ଗଳବାର ସମ୍ବିଧାନ ସମ୍ପର୍କିତ ବିତର୍କ ବେଳେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ବିରୋଧୀଙ୍କୁ ଟାର୍ଗେଟ କରି କହିଥିଲେ, ଏବେ ଏକ ଫ୍ୟାଶନ୍‌ ହୋଇଯାଇଛି, ‘ଆମ୍ବେଡକର, ଆମ୍ବେଡକର, ଆମ୍ବେଡକର, ଆମ୍ବେଡକର, ଆମ୍ବେଡକର, ଆମ୍ବେଡକର। କଂଗ୍ରେସ ନେତାମାନେ ଯେତିକି ଥର ‘ଆମ୍ବେଡକର…

ଏହି ବ୍ୟକ୍ତିଙ୍କ ଭୁଲ୍ ପାଇଁ ଚାଲିଯାଇଥିଲା ସିଡିଏସ ବିପିନ ରାୱତଙ୍କ ଜୀବନ: ରିପୋର୍ଟ

ନୂଆଦିଲ୍ଲୀ,୧୯।୧୨: ହେଲିକପ୍ଟର ଦୁର୍ଘଟଣାରେ ଚିଫ ଅଫ ଡିଫେନ୍ସ ଷ୍ଟାଫ୍ ଜେନେରାଲ ବିପିନ ରାୱତଙ୍କ ମୃତ୍ୟୁର ତିନିବର୍ଷ ପରେ ଆସିଛି ତାଙ୍କ ମୃତ୍ୟୁ ପଛର କାରଣ। ଏହି ଦୁର୍ଘଟଣାରେ ଜେନେରାଲ ରବତଙ୍କ ସ୍ତ୍ରୀ ମଧୁଲିକା ରାୱତ ସମେତ 13 ଜଣଙ୍କର ମୃତ୍ୟୁ ଘଟିଥିଲା।…

YouTube ରେ ଭ୍ରମାତ୍ମକ ଥମ୍ବନେଲ୍, ଟାଇଟଲ ଦେଲେ ହେବ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୯।୧୨: ଲୋକପ୍ରିୟ ଭିଡିଓ ଷ୍ଟ୍ରିମିଂ ପ୍ଲାଟଫର୍ମ ୟୁଟ୍ୟୁବ୍ ବିଭ୍ରାନ୍ତିକର ଥମ୍ବନେଲ୍ କିମ୍ବା ଟାଇଟଲ୍ ଥିବା ଭିଡିଓ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସ୍ଥିର କରିଛି। ଏହା ଭାରତରୁ ଆରମ୍ଭ ହେବ। ଏଥିପାଇଁ, ବ୍ରେକିଂ ନ୍ୟୁଜ୍ କିମ୍ବା ସାମ୍ପ୍ରତିକ ଘଟଣା ପରି ବିଷୟ…

ଆତଙ୍କବାଦୀ ସଂଗଠନର ୮ ସଦସ୍ୟ ଗିରଫ

ଗୁଆହାଟୀ,୧୯ା୧୨: ବାଂଲାଦେଶୀ ଆତଙ୍କବାଦୀ ସଂଗଠନ ଅନସରୁଲ୍ଲା ବାଂଲା ଟିମ୍‌ (ଏବିଟି)ର ୮ ଜଣ ଅପରେଟିଭ୍‌ଙ୍କୁ ଆସାମ ପୋଲିସର ସ୍ବତନ୍ତ୍ର ଟାସ୍କଫୋର୍ସ (ଏସ୍‌ଟିଏଫ୍‌) ଗିରଫ କରିଛି। ୧୭ ତାରିଖ ରାତିରେ ଏସ୍‌ଟିଏଫ୍‌ କେରଳ, ପଶ୍ଚିମବଙ୍ଗ ଏବଂ ଆସାମରେ ଏକସଙ୍ଗେ ଚଢ଼ାଉ କରାଯାଇଥିଲା। ସାରା…

ବାଂଲାଦେଶ ବିରୋଧରେ କଟକଣା ଲଗାଇବାକୁ ଆମେରିକା ଆଇନ ପ୍ରଣେତାଙ୍କ ଦାବି

ଓ୍ବାଶିଂଟନ,୧୯ା୧୨: ବାଂଲାଦେଶରେ ମାନବାଧିକାର ଉଲ୍ଲଂଘନ ସଙ୍କଟ ବଢ଼ୁଥିବାରୁ ଏହି ଦେଶ ବିରୋଧରେ ନିର୍ଦ୍ଦିଷ୍ଟ କଟକଣା ଲଗାଇବାକୁ ଆମେରିକା ଆଇନ ପ୍ରଣେତା ସଦସ୍ୟମାନେ ଦାବି କରିଛନ୍ତି। ଏହି ଦକ୍ଷିଣ ଏସୀୟ ରାଷ୍ଟ୍ରରେ ଯେଉଁମାନେ ସଂଖ୍ୟାଲଘୁଙ୍କ ବିରୋଧରେ କୁତ୍ସିତ କାର୍ଯ୍ୟରେ ସମ୍ପୃକ୍ତ, ସେମାନଙ୍କ ବିରୋଧରେ…

ଆଖି ବୁଜିଲେ କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ୍‌ ବିବେକ ପାଙ୍ଗେନି; ଶୁଖୁନି ପତ୍ନୀ ଶ୍ରୀଜାନାଙ୍କ ଆଖିର ଲୁହ

ନୂଆଦିଲ୍ଲୀ: ନିଷ୍ଠୁର ହୋଇଗଲେ ଭଗବାନ। ଦୀର୍ଘଦିନ ଧରି କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ ବିବେକ ପାଙ୍ଗେନି ଶେଷରେ ନିରବି ଗଲେ। ଦୁଇ ବର୍ଷ ଧରି ଚାଲିଥିବା ଲଢ଼େଇରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ଏକାକି ରହିଗଲେ ପତ୍ନୀ ଶ୍ରୀଜାନା ସୁବେଦୀ। ଶତଚେଷ୍ଟା ସତ୍ତ୍ୱେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri