ଜାତୀୟ

ବାଂଲାଦେଶ ବିରୋଧରେ କଟକଣା ଲଗାଇବାକୁ ଆମେରିକା ଆଇନ ପ୍ରଣେତାଙ୍କ ଦାବି

ଓ୍ବାଶିଂଟନ,୧୯ା୧୨: ବାଂଲାଦେଶରେ ମାନବାଧିକାର ଉଲ୍ଲଂଘନ ସଙ୍କଟ ବଢ଼ୁଥିବାରୁ ଏହି ଦେଶ ବିରୋଧରେ ନିର୍ଦ୍ଦିଷ୍ଟ କଟକଣା ଲଗାଇବାକୁ ଆମେରିକା ଆଇନ ପ୍ରଣେତା ସଦସ୍ୟମାନେ ଦାବି କରିଛନ୍ତି। ଏହି ଦକ୍ଷିଣ ଏସୀୟ ରାଷ୍ଟ୍ରରେ ଯେଉଁମାନେ ସଂଖ୍ୟାଲଘୁଙ୍କ ବିରୋଧରେ କୁତ୍ସିତ କାର୍ଯ୍ୟରେ ସମ୍ପୃକ୍ତ, ସେମାନଙ୍କ ବିରୋଧରେ…

ଆଖି ବୁଜିଲେ କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ୍‌ ବିବେକ ପାଙ୍ଗେନି; ଶୁଖୁନି ପତ୍ନୀ ଶ୍ରୀଜାନାଙ୍କ ଆଖିର ଲୁହ

ନୂଆଦିଲ୍ଲୀ: ନିଷ୍ଠୁର ହୋଇଗଲେ ଭଗବାନ। ଦୀର୍ଘଦିନ ଧରି କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ ବିବେକ ପାଙ୍ଗେନି ଶେଷରେ ନିରବି ଗଲେ। ଦୁଇ ବର୍ଷ ଧରି ଚାଲିଥିବା ଲଢ଼େଇରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ଏକାକି ରହିଗଲେ ପତ୍ନୀ ଶ୍ରୀଜାନା ସୁବେଦୀ। ଶତଚେଷ୍ଟା ସତ୍ତ୍ୱେ…

ବଢିଲା ରାହୁଲଙ୍କ ଅଡୁଆ, ଭାଜପାର ଅଭିଯୋଗ ପରେ ମାମଲା ରୁଜୁ କଲା ପୋଲିସ

ନୂଆଦିଲ୍ଲୀ,୧୯।୧୨: ଲୋକ ସଭାର ବିରୋଧୀଦଳ ନେତା ରାହୁଲ ଗାନ୍ଧୀଙ୍କ ଅଡୁଆ ବଢିଲା। ଭାଜପାର ଅଭିଯୋଗ ଉପରେ ଦିଲ୍ଲୀ ପୋଲିସ ରାହୁଲଙ୍କ ବିରୋଧରେ ମାମଲା ରୁଜୁ କରିଛି। ସୂଚନାନୁସାରେ, ବିଏନଏସ ୧୧୭,୧୨୫, ୧୩୧,୩(୫) ଅଧୀନରେ କଂଗ୍ରେସ ନେତାଙ୍କ ବିରୋଧରେ ଏକ ମାମଲା ରୁଜୁ…

ବିବାହର ପ୍ରଥମ ରାତିରେ ନବବଧୂ ସ୍ବାମୀଙ୍କୁ ମାଗିଲେ ବିୟର, ଗଞ୍ଜେଇ, ଆଉ ତା’ପରେ…

ସାହାରନପୁର,୧୯।୧୨: ଉତ୍ତରପ୍ରଦେଶ ସାହାରନପୁରର ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍‌ନାକୁ ଆସିଛି। ବିବାହର ପ୍ରଥମ ରାତିରେ ନବବଧୂ ସ୍ବାମୀଙ୍କୁ ବିୟର, ଗଞ୍ଜେଇ ସହ ଖାସି ମାଂସ ଖାଇବାକୁ ମାଗିବା ଘଟଣା ପରିବାର ଲୋକଙ୍କୁ ଚକିତ କରିବା ସହ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ପାର୍ଲାମେଣ୍ଟ ଷ୍ଟ୍ରିଟ୍‌ ଥାନାରେ ପହଞ୍ଚିଲା ଠେଲାପେଲା କାଣ୍ଡ, ଜାଣନ୍ତୁ କେଉଁ କେଉଁ ଧାରାରେ ପଞ୍ଜିକୃତ ହେଲା ଅଭିଯୋଗ…

ନୂଆଦିଲ୍ଲୀ,୧୯।୧୨: ସଂସଦରେ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଗୁରୁବାର ହୋଇଥିବା ମୁହାଁମୁହିଁ ସ୍ଥିତିକୁ ନେଇ ରାଜନୀତି ସରଗରମ ରହିଛି। ଘଟଣାକୁ ନେଇ ଉଭୟ ଦଳର ପ୍ରତିନିଧି ପାର୍ଲାମେଣ୍ଟ ଷ୍ଟ୍ରିଟ୍‌ ଥାନାରେ ପହଞ୍ଚିଛନ୍ତି। ପ୍ରଥମେ ଭାଜପା ଏମ୍‌ପି ଅନୁରାଗ ଠାକୁର, ବନସୁରୀ ସ୍ବରାଜ…

ଅମିତ ଶାହାଙ୍କୁ ବଞ୍ଚାଇବା ଲାଗି ଷଡଯନ୍ତ୍ର ରଚିଛି ଭାଜପା; ଠେଲାପେଲାକୁ ନେଇ ପ୍ରିୟଙ୍କାଙ୍କ ବଡ଼ ଅଭିଯୋଗ…

ନୂଆଦିଲ୍ଲୀ,୧୯।୧୨: କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଭାଜପା ପକ୍ଷରୁ ରାହୁଲ ଗାନ୍ଧୀଙ୍କ ଉପରେ ଲଗାଯାଉଥିବା ଠେଲାପେଲା ଅଭିଯୋଗକୁ ଖଣ୍ଡନ କରିଛନ୍ତି। ଏସବୁ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ରକ୍ଷା କରିବା ଲାଗି ଷଡଯନ୍ତ୍ର ବୋଲି ସେ କହିଛନ୍ତି। ଏପରିକି ଭାଜପା…

‘ରାହୁଲ ମୋ ପାଖକୁ ଆସିଲେ, ଆଉ…’ କଂଗ୍ରେସ ଏମ୍‌ପିଙ୍କ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୧୯।୧୨: ବିରୋଧୀ ତଥା ଶାସକ ଦଳର ଏମ୍‌ପିମାନେ ଗୁରୁବାର ବାବାସାହେବ ଆମ୍ବେଦକରଙ୍କ ପ୍ରସଙ୍ଗରେ ସଂସଦ ପରିସରରେ ପ୍ରଦର୍ଶନ କରିଛନ୍ତି। ଏହି ସମୟରେ ଠେଲାପେଲାରେ ଭାଜପା ଏମ୍‌ପି ପ୍ରତାପ ସଡ଼ଙ୍ଗୀ ଏବଂ ମୁକେଶ ରାଜପୁତ ଆହତ ହୋଇଛନ୍ତି। ଉଭୟଙ୍କୁ ରାମ ମନୋହର ଲୋହିଆ…

ପ୍ରତାପ ଷଡ଼ଙ୍ଗୀଙ୍କୁ ଠେଲିଦେବା ପରେ ଦେଖିବାକୁ ଗଲେ ରାହୁଲ, ଆଉ ତା’ ପରେ…

ନୂଆଦିଲ୍ଲୀ,୧୯ା୧୨: ସଂସଦ ଭବନ ପରିସରରେ ହୋଇଥିବା ଉତ୍ତେଜନାକୁ ନେଇ ଦେଶରେ ରାଜନୀତି ତୀବ୍ର ହୋଇଛି। ଭାରତୀୟ ଜନତା ପାର୍ଟି ଅଭିଯୋଗ କରିଛି ଯେ, ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ତାଙ୍କର ଦୁଇ ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ଏବଂ ମୁକେଶ ରାଜପୁତଙ୍କୁ…

ପ୍ରତାପ ଷଡଙ୍ଗୀଙ୍କୁ ଧକ୍କା ଦେବା ଘଟଣା! ରାହୁଲଙ୍କୁ ହେବ କି ଜେଲ୍‌…

ନୂଆଦିଲ୍ଲୀ,୧୯।୧୨: ସଂସଦ ପରିସରରେ ଖଣ୍ଡଯୁଦ୍ଧକୁ ନେଇ ରାଜନୀତି ଉଠୁଛି ପଡୁଛି। ଏବେ ଭାଜପା ଲୋକ ସଭା ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ଏଫଆଇଆର ରୁଜୁ କରିଛି। ଦଳର ଏମପି ପ୍ରତାପ ଚନ୍ଦ୍ର ଷଡଙ୍ଗୀଙ୍କୁ ଠେଲି ଦେଇଥିବା ଅଭିଯୋଗ ଆଣି…

ରାହୁଲଙ୍କ ଉପରେ ବର୍ଷିଲେ ମନମୋହନ, କହିଲେ ଗୁଣ୍ଡା…

ନୂଆଦିଲ୍ଲୀ,୧୯।୧୨: ସମ୍ବିଧାନର ସୃଷ୍ଟିକର୍ତ୍ତା ଡ. ଆମ୍ବେଦକରଙ୍କ ଉପରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ବିବୃତ୍ତି ପରେ ରାଜନୀତି ଉଠୁଛି ପଡୁଛି। ଏହାକୁ ନେଇ ଆଜି ସଂସଦ ପରିସରରେ ଖଣ୍ଡଯୁଦ୍ଧ ଦେଖାଦେଇଛି। ଗୁରୁବାର ସଂସଦ ପ୍ରକ୍ରିୟା ଆରମ୍ଭ ହେବା ପୂର୍ବରୁ ସଂସଦ ପରିସରରେ ଭାଜପା…

ସଂସଦରେ ଖଣ୍ଡଯୁଦ୍ଧ: ଡାକ୍ତର କହିଲେ ନନାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ନୂଆଦିଲ୍ଲୀ,୧୯।୧୨: ସମ୍ବିଧାନର ସୃଷ୍ଟିକର୍ତ୍ତା ଡ. ଆମ୍ବେଦକରଙ୍କ ଉପରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ବିବୃତ୍ତି ପରେ ରାଜନୀତି ଉଠୁଛି ପଡୁଛି। ଏହାକୁ ନେଇ ଆଜି ସଂସଦ ପରିସରରେ ଖଣ୍ଡଯୁଦ୍ଧ ଦେଖାଦେଇଛି। ଗୁରୁବାର ସଂସଦ ପ୍ରକ୍ରିୟା ଆରମ୍ଭ ହେବା ପୂର୍ବରୁ ସଂସଦ ପରିସରରେ ଭାଜପା…

ଅଭିଯୋଗର ଜବାବ ରଖିଲେ ରାହୁଲ, କହିଲେ ଭାଜପା ନେତା ଆମକୁ ଅଟକାଇଥିଲେ…

ନୂଆଦିଲ୍ଲୀ,୧୯।୧୨: ପାର୍ଲାମେଣ୍ଟ ହାଉସ କମ୍ପ୍ଲେକ୍ସରେ ଭାଜପା ଏମପିଙ୍କ ସହ ଝଗଡ଼ା ହେବାର ଅଭିଯୋଗକୁ ନେଇ କଂଗ୍ରେସ ପୁଣି ଥରେ ପ୍ରତିକ୍ରିୟା ଦେଇଛି। କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏବଂ ଦଳର ମୁଖ୍ୟ ତଥା ବିରୋଧୀ ଦଳର ନେତା ମଲ୍ଲିକାର୍ଜୁନ ଖାର୍ଗେଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri