ସଂସଦରେ ପହଞ୍ଚିବା ପରେ ପ୍ରିୟଙ୍କାଙ୍କ ବ୍ୟାଗ୍କୁ ନେଇ ହଙ୍ଗାମା, ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୧୭।୧୨: କଂଗ୍ରେସ ଏମ୍ପି ପ୍ରିୟଙ୍କା ଗାନ୍ଧୀଙ୍କ ବ୍ୟାଗ୍କୁ ନେଇ ହଙ୍ଗାମା। ସୋମବାର ସେ ପାଲେଷ୍ଟାଇନ ଲେଖାଥିବା ବ୍ୟାଗ୍ ନେଇ ସଂସଦରେ ପହଞ୍ଚିବା ପରେ ଉତ୍ତେଜନା ଦେଖାଦେଇଥିଲା। ଉକ୍ତ ବ୍ୟାଗ୍ରେ ପାଲେଷ୍ଟାଇନ୍ ମୁକ୍ତ ହେବ ବୋଲି ଲେଖାଯାଇଥିଲା। ସୋସିଆଲ ମିଡିଆରେ ଏହାର ଫଟୋ…
ଏକ ଦେଶ-ଏକ ନିର୍ବାଚନ: ଭୋଟିଂରେ ଯୋଗ ଦେଲେନି ୨୦ରୁ ଅଧିକ ଭାଜପା ଏମପି, ଦଳକୁ ବଡ଼ ଝଟ୍କା
ନୂଆଦିଲ୍ଲୀ,୧୭।୧୨: ସଂସଦରେ ଆଜି ଏକ ଦେଶ-ଏକ ନିର୍ବାଚନ ବିଲ ଆଗତ କରାଯାଇଛି। ଏଥିପାଇଁ କେନ୍ଦ୍ରରେ କ୍ଷମତାସୀନ ଦଳ ଭାଜପା ନିଜ ଏମପିମାନଙ୍କୁ ଏକ ହ୍ବିପ ଜାରି କରିଥିଲା। ଏହା ସତ୍ତ୍ୱେ ୨୦ରୁ ଅଧିକ ଭାଜପା ଏମପି ସଂସଦରେ ଅନୁପସ୍ଥିତ ରହିଥିଲେ। ହ୍ବିପ…
ରାଜନୀତିରେ ଭାଜପା ବିରୋଧୀ, ଏହା ସତ୍ତ୍ୱେ ‘ଓ୍ବାନ ନେଶନ-ଓ୍ବାନ ଇଲେକ୍ସନ’କୁ କାହିଁକି ସମର୍ଥନ କରୁଛନ୍ତି ଏହି ୪ ଦଳ?
ନୂଆଦିଲ୍ଲୀ,୧୭।୧୨: ବହୁ ଚର୍ଚ୍ଚିତ ‘ଓ୍ବାନ୍ ନେଶନ୍-ଓ୍ବାନ୍ ଇଲେକ୍ସନ୍’ ବିଲ୍ ଲୋକ ସଭାରେ ଉପସ୍ଥାପିତ ହୋଇଛି। କ୍ଷମତାରେ ଥିବା ଦଳମାନେ ଏହି ବିଲ୍କୁ ସମର୍ଥନ କରୁଥିବା ବେଳେ ଇଣ୍ଡିଆ ମେଣ୍ଟରେ ସାମିଲ ବିରୋଧୀ ଦଳ ଏହାକୁ ବିରୋଧ କରୁଛନ୍ତି। ଏସବୁ ମଧ୍ୟରେ ସମର୍ଥନ…
ବହୁମତ ଥାଇ ମଧ୍ୟ ହାରିଗଲେ ମୋଦି ସରକାର: ଲୋକସଭାରେ କଂଗ୍ରେସ ଦେଲା ଚକମା
ନୂଆଦିଲ୍ଲୀ,୧୭।୧୨: ମଙ୍ଗଳବାର ଲୋକସଭାରେ ବହୁମତ ସହିତ ପାରିତ ହୋଇଛି ”ଏକ ଦେଶ ଏକ ନିର୍ବାଚନ” ବିଲ୍। କେନ୍ଦ୍ରରେ ଭାଜପା ସରକାର ସମ୍ବିଧାନରେ ସଂଶୋଧନ ତଥା ଏକକାଳୀନ କେନ୍ଦ୍ର ଏବଂ ରାଜ୍ୟ ନିର୍ବାଚନକୁ କରିବା ପାଇଁ ଦୁଇଟି ବିଲ୍ ଆଗତ କରିଥିଲେ। ସମ୍ବିଧାନର…
ଏକ ଦେଶ-ଏକ ନିର୍ବାଚନ: ସରିଲା ଖେଳ ସବୁ ବଦଳିଯିବ!
ନୂଆଦିଲ୍ଲୀ,୧୭।୧୨: କେନ୍ଦ୍ର ସରକାର ‘ଏକ ଦେଶ-ଏକ ର୍ନିବାଚନ’ ବିଲ୍କୁ ଆଜି ଲୋକ ସଭାରେ ଉପସ୍ଥାପିତ କରିଛନ୍ତି। ଏହାପୂର୍ବରୁ ଡିସେମ୍ବର ୧୨ରେ କେନ୍ଦ୍ର କ୍ୟାବିନେଟ ଏହି ବିଲକୁ ଅନୁମୋଦନ କରି ସାରିଛନ୍ତି। ଯାହା ପରେ ଆଜି ଏହି ବିଲ ସଂସଦରେ ଉପସ୍ଥାପିତ ହୋଇଛି।…
ଲୋକ ସଭାରେ ଆଗତ ହେଲା ‘ଏକ ଦେଶ, ଏକ ନିର୍ବାଚନ’ ବିଲ୍, ବିରୋଧୀଙ୍କ ଜୋରଦାର ବିରୋଧ
ନୂଆଦିଲ୍ଲୀ,୧୭।୧୨: କେନ୍ଦ୍ର ସରକାର ମଙ୍ଗଳବାର ଲୋକ ସଭାରେ ‘ଏକ ଦେଶ, ଏକ ନିର୍ବାଚନ’ ବିଲ୍ ଆଗତ କରିଛନ୍ତି। ଏହି ବିଲ୍କୁ କଂଗ୍ରେସ, ଟିଏମ୍ସି, ସମାଜବାଦୀ ପାର୍ଟି ବିରୋଧ କରିଛି। କଂଗ୍ରେସ ନେତା ଜୟରାମ ରମେଶ କହିଛନ୍ତି, ‘ଏକ ଦେଶ, ଏକ ନିର୍ବାଚନ’…
ଏହି ମାସରେ କୁଏତ ଗସ୍ତ କରିପାରନ୍ତି ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୧୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡିସେମ୍ବର ୨୧-୨୨ରେ କୁଏତ ଗସ୍ତ କରିପାରନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ କୁଏତ ଗସ୍ତକୁ ଅନେକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଛି। ନିକଟରେ କୁଏତର ବୈଦେଶିକ ମନ୍ତ୍ରୀ ଭାରତ ଆସି କୁଏତ ଗସ୍ତ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଥିଲେ।…
ରାଷ୍ଟ୍ରପତିଙ୍କୁ ବି ଛାଡିଲେନି
ନୂଆଦିଲ୍ଲୀ,୧୭।୧୨: ସୋସିଆଲ ମିଡିଆରେ ଯେକୌଣସି ବ୍ୟକ୍ତିଙ୍କ ନକଲି ପ୍ରୋଫାଇଲ ତିଆରି କରି ଲୋକଙ୍କଠାରୁ ଟଙ୍କା ଲୁଟିବା ମାମଲା ପ୍ରାୟତଃ ସାମ୍ନାକୁ ଆସିଥାଏ। ଅନେକ ଥର ଠକମାନେ ହାଇ ପ୍ରୋଫାଇଲ ଲୋକଙ୍କ ନାମରେ ଆକାଉଣ୍ଟ ସୃଷ୍ଟି କରନ୍ତି ଏବଂ ଠକାମି କରନ୍ତି, କିନ୍ତୁ…
ସବୁଠୁ ପ୍ରଦୂଷିତ ସହରର ତାଲିକା ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୭ା୧୨: ପ୍ରଦୂଷଣ ସାରା ଦେଶର ସମସ୍ୟା ବୋଲି ସୁପ୍ରିମକୋର୍ଟ ସୋମବାର କହିବା ସହ ଅତ୍ୟଧିକ ପ୍ରଦୂଷିତ ସହରଗୁଡ଼ିକର ତାଲିକା ଦାଖଲ ଲାଗି ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଦିଲ୍ଲୀ ଏବଂ ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍ସିଆର୍)ରେ ବାୟୁ ଗୁଣବତ୍ତା ଚିହ୍ନଟ ଏବଂ ସମସ୍ୟାର…
କେନ୍ଦ୍ର, ରାଜ୍ୟକୁ ଜବାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୭ା୧୨: ଭାରତରେ ମହିଳା, ଶିଶୁ ଓ ତୃତୀୟ ଲିଙ୍ଗୀଙ୍କ ପ୍ରତି ଅପରାଧ ବଢ଼ୁଥିବାରୁ ଏହାକୁ ରୋକିବା ଦିଗରେ କେତେକ କଠୋର ପଦକ୍ଷେପ ଗ୍ରହଣ କରାଯିବାକୁ ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍) ଦାଏର ହୋଇଥିଲା। ସୁପ୍ରିମକୋର୍ଟ ମହିଳା ଆଇନଜୀବୀ ସଂଘ ପକ୍ଷରୁ…
ନେହେରୁଙ୍କୁ ନେଇ ସୀତାରାମନ-ଖାର୍ଗେ ମୁହାଁମୁହିଁ
ନୂଆଦିଲ୍ଲୀ,୧୭ା୧୨: ୧୯୫୧ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଜବାହରଲାଲ୍ ନେହେରୁ ସମ୍ବିଧାନ ସଂଶୋଧନ କରି ବାକ୍ ସ୍ବାଧୀନତା ଉପରେ ଅଙ୍କୁଶ ଲଗାଇଥିଲେ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ସୋମବାର ରାଜ୍ୟ ସଭାରେ ସମ୍ବିଧାନ ଉପରେ ଆଲୋଚନାରେ ଭାଗ ନେଇ କହିଥିଲେ। ୧୯୪୯ରେ କବି ଏବଂ…
ଭାରତରେ ରହିଛି ୨୧ ନକଲି ବିଶ୍ୱବିଦ୍ୟାଳୟ
ନୂଆଦିଲ୍ଲୀ, ୧୬।୧୨: ଭାରତରେ ସମୁଦାୟ ୨୧ ନକଲି ବିଶ୍ୱବିଦ୍ୟାଳୟ ରହିଛି। ସୋମବାର ଲୋକ ସଭାର ପ୍ରଶ୍ନକାଳ ସମୟରେ ଏକ ପ୍ରଶ୍ନର ଉତ୍ତର ରଖି କେନ୍ଦ୍ର ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ସୁକାନ୍ତ ମଜୁମଦାର ଏହି ସୂଚନା ଦେଇଛନ୍ତି। ସୁକାନ୍ତ ୨୧ ନକଲି ବିଶ୍ୱ ବିଦ୍ୟାଳୟ…
Archives


