ଜାତୀୟ

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ ମଣ୍ଡି ସଚିବଙ୍କୁ ନିଯୁକ୍ତିପତ୍ର ବଣ୍ଟନ କାର୍ଯ୍ୟକ୍ରମରେ ଯୋଗ ଦେଇ ସିଏମ ଯୋଗୀ କହିଛନ୍ତି…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ ଆସିଛି। ସୋମବାର ଫେସବୁକ ଲାଇଭ ଜରିଆରେ ମମତା ସ୍ପଷ୍ଟ କରିଛନ୍ତି ଯେ ସେ…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ ବଜେଟ ଉପରେ ପ୍ରଭାବ ପଡ଼ିଛି। ଏହାକୁ ନେଇ କେନ୍ଦ୍ର କୃଷି ଏବଂ ଗ୍ରାମୀଣ…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ ଅଗଷ୍ଟ ୩୧ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ଦ୍ୱିତୀୟରେ, ରକ୍ଷାବନ୍ଧନ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡର…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର ଜୀବନ୍ତ କୋଷ ବା ‘ନ୍ୟୁରନ୍ସ’ ସାହାଯ୍ୟରେ କମ୍ପ୍ୟୁଟର ଚାଲିବ। ସିଙ୍ଗାପୁରର ନ୍ୟାଶନାଲ ୟୁନିଭର୍ସିଟି,…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ କରିଛନ୍ତି। ଏଥିପାଇଁ ସରକାର ସ୍ବତନ୍ତ୍ର ରେଳ ର଼୍ୟାକ ମାଧ୍ୟମରେ ଅଧିକ ଦର ଥିବା…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍ କୋଟା (TRQ) ଅଧୀନରେ ବିଦେଶରୁ ଆସୁଥିବା ଚିନିକୁ ଦେଶରେ ରିଫାଇନ୍ କରି ବଜାରରେ…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ ଅଧିକାରୀଙ୍କ କଥିତ ବୟାନକୁ ନେଇ ସେ ପ୍ରଶ୍ନ ଉଠାଇଛନ୍ତି। ମମତା ବାନାର୍ଜୀଙ୍କ ଦାବି…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ ନିଶାଦ୍ରବ୍ୟ ଭାବେ ବ୍ୟବହାର କରାଯିବା ସମ୍ଭାବନା ନେଇ ବିଶେଷଜ୍ଞ କମିଟି ଚିନ୍ତାବ୍ୟକ୍ତ କରିବା…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି ଅନେକ ଦାବିକୁ ନେଇ ଆସନ୍ତା ସେପ୍ଟେମ୍ବର ୧୧ରେ ଦେଶବ୍ୟାପୀ ଧର୍ମଘଟ କରିବାକୁ ୟୁନାଇଟେଡ୍‌…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ ବ୍ୟବସ୍ଥାରେ ପରିବର୍ତ୍ତନ ଦାବି କରୁଛନ୍ତି। ଏହି ସମୟରେ CJP ପ୍ରତିଷ୍ଠାତା ଅଭିଜୀତ ଦୀପକେ…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ ଜବାହରଲାଲ ନେହରୁଙ୍କ ନାମ ନେଇଥିଲେ। ତାଙ୍କ ଏହି ଉତ୍ତରକୁ ନେଇ CJPର ଆଶୁତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?