ଦିଲ୍ଲୀ ଦଙ୍ଗା ଅଭିଯୁକ୍ତଙ୍କୁ ମିଳିଲା ନିର୍ବାଚନ ଲଢିବାକୁ ଟିକେଟ, ଏହି ଆସନରୁ ଲଢିବେ
ନୂଆଦିଲ୍ଲୀ,୧୦।୧୨: ଆସନ୍ତା ବର୍ଷ ଫେବୃଆରୀରେ ଦିଲ୍ଲୀରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ରାଜନୈତିକ ଦଳମାନେ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିବା ଆରମ୍ଭ କରିଛନ୍ତି। ଏହି କ୍ରମରେ ଅସଦୁଦ୍ଦିନ ଓୱାଇସିଙ୍କ ପାର୍ଟି ଅଲ ଇଣ୍ଡିଆ ମଜଲିସ-ଇ-ଇଥାହାଦୁଲ ମୁସଲିମେନ (ଏଆଇଏମଆଇଏମ) ତାହିର ହୁସେନଙ୍କୁ…
ଧନଖଡ଼ଙ୍କ ବିରୋଧରେ ଆସିଲା ଅବିଶ୍ୱାସ ପ୍ରସ୍ତାବ, ବିରୋଧୀ ଦେଲେ ନୋଟିସ
ନୂଆଦିଲ୍ଲୀ,୧୦।୧୨: ସଂସଦର ଶୀତକାଳୀନ ଅଧିବେଶନ ଜାରି ରହିଛି। ମଙ୍ଗଳବାର ସଂସଦର ଉଭୟ ଗୃହ ବୁଧବାର ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ତେବେ ଏହାପୂର୍ବରୁ ବିରୋଧୀମାନେ ରାଜ୍ୟ ସଭାରେ ଅଧ୍ୟକ୍ଷ ଜଗଦୀପ ଧନଖଡ଼ଙ୍କ ବିରୋଧରେ ଏକ ଅବିଶ୍ୱାସ ପ୍ରସ୍ତାବ ଉପସ୍ଥାପନ କରିଥିଲେ। ସୂଚନାଯୋଗ୍ୟ, ରାଜ୍ୟ…
ଉପମୁଖ୍ୟମନ୍ତ୍ରୀ ପୱନ କଲ୍ୟାଣଙ୍କୁ ହତ୍ୟା ଧମକ: ରୁଜୁହେଲା ମାମଲା
ଅମରାବତୀ,୧୦।୧୨: ଆନ୍ଧ୍ରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ତଥା ଅଭିନେତା ପୱନ କଲ୍ୟାଣଙ୍କୁ ହତ୍ୟା ଧମକ ମିଳିଛି। ଏନେଇ ଜନସେନା ପାର୍ଟି ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଯୋଗ୍ୟ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଏକ ଅଜଣା ନମ୍ବରରେ ଧମକପୂର୍ଣ୍ଣ କଲ୍ ଆସିଥିଲା। ଅଜ୍ଞାତ ବ୍ୟକ୍ତି ଜଣକ ପୱନ…
କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସଏମ କ୍ରିଷ୍ଣଙ୍କ ପରଲୋକ
ବେଙ୍ଗାଲୁରୁ,୧୦।୧୨: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସଏମ କ୍ରିଷ୍ଣାଙ୍କ ଦେହାନ୍ତ ହୋଇଛି। ସେ ୯୨ବର୍ଷ ବୟସରେ, ଡିସେମ୍ବର ୧୦ ମଙ୍ଗଳବାର ବେଙ୍ଗାଲୁରୁର ସାଦାଶିଭନଗରରେ ଥିବା ତାଙ୍କ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ବୟସ ସମ୍ବନ୍ଧୀୟ…
୧୮ ବିଧାୟକଙ୍କ କଟିଲା ଟିକେଟ
ନୂଆଦିଲ୍ଲୀ, ୧୦।୧୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆମ୍ ଆଦ୍ମୀ ପାର୍ଟି(ଆପ୍) ଦ୍ୱିତୀୟ ପର୍ଯ୍ୟାୟରେ ସୋମବାର ୨୦ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏହି ପର୍ଯ୍ୟାୟରେ ଦଳ ୧୮ ଜଣ ବିଧାୟକଙ୍କ ଟିକେଟ କାଟିଥିବାବେଳେ ୨ ବିଧାୟକଙ୍କର ଆସନ ବଦଳାଇଛି।…
ଜର୍ମାନୀର ନାଗରିକ ଥାଇ ୪ ଥର ବିଧାୟକ
ହାଇଦ୍ରାବାଦ, ୧୦।୧୨: ତେଲଙ୍ଗାନାର ବରିଷ୍ଠ ଭାରତ ରାଷ୍ଟ୍ରୀୟ ସମିତି(ବିଆର୍ଏସ୍) ନେତା ଚେନ୍ନାମନେନୀ ରମେଶଙ୍କ ନାଗରିକତ୍ୱକୁ ଚ୍ୟାଲେଞ୍ଜ କରି କଂଗ୍ରେସ ନେତା ଆଦି ଶ୍ରୀନିବାସ୍ଙ୍କ ଦ୍ୱାରା ଦାଖଲ ହୋଇଥିବା ଆବେଦନ ଉପରେ ସୋମବାର ତେଲଙ୍ଗାନା ଉଚ୍ଚ ନ୍ୟାୟାଳୟରେ ଶୁଣାଣି ହୋଇଥିଲା। ମାମଲାର ଶୁଣାଣି…
ସିଭିଲ୍ ସର୍ଭିସ ମେନ୍ ପରୀକ୍ଷାରେ ୨,୮୪୫ ଜଣ କୃତକାର୍ଯ୍ୟ
ନୂଆଦିଲ୍ଲୀ,୧୦ା୧୨: ଆଇଏଏସ୍, ଆଇପିଏସ୍ ତଥା ଅନ୍ୟାନ୍ୟ କେନ୍ଦ୍ରୀୟ ସେବା ନିମନ୍ତେ ଚୟନ ପାଇଁ କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସ୍ସି) ସିଭିଲ୍ ସର୍ଭିସ୍ ମେନ୍ ପରୀକ୍ଷା ଫଳ ଘୋଷଣା କରିଛନ୍ତି। ସେପ୍ଟେମ୍ବର ୨୦ରୁ ୨୯ ମଧ୍ୟରେ ଅନୁଷ୍ଠିତ ମେନ୍ ପରୀକ୍ଷାରେ ୨,୮୪୫ ଜଣ…
ଧର୍ମ ଆଧାରରେ ସଂରକ୍ଷଣ ଦିଆଯାଇପାରିବ ନାହିଁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୯ା୧୨: ଧର୍ମ ଆଧାରରେ ସଂରକ୍ଷଣ ସୁବିଧା ଦିଆଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର ଟିପ୍ପଣୀ ଦେଇଛନ୍ତି। ପଶ୍ଚିମବଙ୍ଗରେ ବିଭିନ୍ନ ଜାତିଙ୍କୁ ୨୦୧୦ରୁ ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) ମାନ୍ୟତା ଦିଆଯାଇଥିବାବେଳେ କୋଲ୍କାତା ହାଇକୋର୍ଟ ଗତ ମେ’ ୨୨ରେ ଏହାକୁ ଖାରଜ କରିଦେଇଥିଲେ।…
ହିମାଚଳରେ ପ୍ରବଳ ତୁଷାରପାତ: ଫସିଥିବା ୮୦୦ ଲୋକ ଉଦ୍ଧାର
ଶିମଲା,୯ା୧୨: ହିମାଚଳପ୍ରଦେଶର ଲହାଉଲ୍-ସ୍ପିଟିରେ ରବିବାର ରାତିରେ ପ୍ରବଳ ତୁଷାରପାତ ହୋଇଛି। ଫଳରେ ୮୭ଟି ରାସ୍ତା ସମ୍ପୂର୍ଣ୍ଣ ଅବରୋଧ ହୋଇଯାଇଥିଲା। ଦୁଇ ଦଶନ୍ଧି ପରେ ପ୍ରଥମ ଥର ପାଇଁ ଶିମଲା ଓ ଏହାର ପାଖାପାଖି ପର୍ଯ୍ୟଟନ ସହର କୁଫ୍ରି ଏବଂ ଫଗୁରେ ଡିସେମ୍ବର…
ଭାରତକୁ ଏପରି ଯୁଦ୍ଧ ଜାହାଜ ଦେଲା ରୁଷିଆ: ଆଖି ପିଛୁଳାକେ ଧ୍ୱଂସ ହେବେ ଶତ୍ରୁ!
ଭାରତୀୟ ନୌସେନା ପାଇଁ ରୁଷିଆ ନିର୍ମିତ ଯୁଦ୍ଧ ଜାହାଜ ଆଇଏନ୍ଏସ୍ ତୁଶିଲ୍(INS Tushil) ସୋମବାର ରୁଷିଆର ଉପକୂଳବର୍ତ୍ତୀ ସହର କାଲିନଗ୍ରାଡରେ କାର୍ଯ୍ୟକ୍ଷମ ହୋଇଛି। ଏହି ଯୁଦ୍ଧ ଜାହାଜର କମିଶନ ସମାରୋହରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ନୌସେନା ମୁଖ୍ୟ ଆଡମିରାଲ ଦୀନେଶ…
୧୮ ବିଧାୟକଙ୍କ ଟିକେଟ କାଟିଲା ଆପ୍
ନୂଆଦିଲ୍ଲୀ, ୯।୧୨:ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆମ୍ ଆଦ୍ମୀ ପାର୍ଟି(ଆପ୍) ଦ୍ୱିତୀୟ ପର୍ଯ୍ୟାୟରେ ସୋମବାର ୨୦ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଦ୍ୱିତୀୟ ପର୍ଯ୍ୟାୟରେ ଦଳ ୧୮ ଜଣ ବିଧାୟକଙ୍କର ଟିକେଟ କାଟିଥିବାବେଳେ ୨ ଜଣ ବିଧାୟକଙ୍କର ଆସନ ବଦଳାଇଛି।…
କିଏ ସେହି ସଞ୍ଜୟ ମାଲହୋତ୍ରା, ଯିଏ ହେବେ ଭାରତୀୟ ରିଜର୍ଭ ବ୍ୟାଙ୍କର ଆଗାମୀ ଗଭର୍ନର
ନୂଆଦିଲ୍ଲୀ,୯ା୧୨:କେନ୍ଦ୍ର ସରକାର ରାଜସ୍ବ ସଚିବ ସଞ୍ଜୟ ମାଲହୋତ୍ରାଙ୍କୁ ସୋମବାର ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ)ର ୨୬ତମ ଗଭର୍ନର ନିଯୁକ୍ତ କରିଛନ୍ତି। ନିଯୁକ୍ତି ସମ୍ପର୍କିତ କ୍ୟାବିନେଟ କମିଟି ମାଲହୋତ୍ରାଙ୍କ ନିଯୁକ୍ତିକୁ ମଞ୍ଜୁରୀ ପ୍ରଦାନ କରିଛି। ସେ ବୁଧବାରଠାରୁ କାର୍ଯ୍ୟଭାର ଗ୍ରହଣ କରିବା ସହ…
Archives


