ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍ ଉପରେ ପଡିବ ବଡ଼ ପ୍ରଭାବ
ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା ସିଧାସଳଖ ସାଧାରଣ ଲୋକଙ୍କ ପକେଟ୍କୁ ପ୍ରଭାବିତ କରିବ। ବ୍ୟାଙ୍କିଂ ନିୟମ ଠାରୁ ଆରମ୍ଭ...
ପୁଅ IPLରେ ଚୟନ ହେବା ପରେ ଖୁସି ହେଲେ ପପୁ, ଦହି-ପୋଡି କରି ଗାଁ ଲୋକଙ୍କୁ…
ନୂଆଦିଲ୍ଲୀ,୨୨।୧୨: ପୂର୍ଣ୍ଣିଆର ସ୍ୱାଧୀନ ସାଂସଦ ପପ୍ପୁ ଯାଦବ ତାଙ୍କ ପୁଅ ସାର୍ଥକ ରଞ୍ଜନଙ୍କ IPL ଦଳରେ ଚୟନ ହେବା ପରେ ଖୁସି ହୋଇ ଭୋଜି ଦେଇଥିଲେ । ତାଙ୍କ ଗାଁରେ ଏକ ଭୋଜିର ଆୟୋଜନ କରିବା ସହିତ ଗରିବ ଲୋକଙ୍କୁ...
ଭାରତ-ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ FTA ଘୋଷଣା, ୨୦ ନିୟୁତ ଡଲାରର ନିବେଶ
ନୂଆଦିଲ୍ଲୀ,୨୨।୧୨: ବିଶ୍ୱ ବାଣିଜ୍ୟ କ୍ଷେତ୍ରରେ ଭାରତ ଆଉ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର ଲକ୍ସନଙ୍କ ମଧ୍ୟରେ ଏକ ଟେଲିଫୋନ ବାର୍ତ୍ତାଳାପ ସମୟରେ ଭାରତ-ନ୍ୟୁଜିଲାଣ୍ଡ ମୁକ୍ତ ବାଣିଜ୍ୟ ଚୁକ୍ତିନାମା...
ଭାରତରେ କାହା ପାଖରେ ଅଛି ପରମାଣୁ ବୋମାର ରିମୋଟ କଣ୍ଟ୍ରୋଲ, ଆକ୍ରମଣ ପାଇଁ କିଏ ନିର୍ଦ୍ଦେଶ ଦେଇପାରିବ ଜାଣନ୍ତୁ
ନୂଆଦିଲ୍ଲୀ,୨୨।୧୨: ସାଧାରଣ ଜନତା ପ୍ରାୟତଃ ପରମାଣୁ ଅସ୍ତ୍ର ବିଷୟରେ ଅନେକ ପ୍ରଶ୍ନ କରନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ହେଉଛି ଭାରତରେ ଏହି ଅସ୍ତ୍ରଗୁଡ଼ିକ ଉପରେ ପ୍ରକୃତ ନିୟନ୍ତ୍ରଣ କାହାର ଅଛି। ପ୍ରଧାନମନ୍ତ୍ରୀ କ’ଣ ଏକାକୀ ପରମାଣୁ ଆକ୍ରମଣର ନିର୍ଦ୍ଦେଶ ଦେଇପାରିବେ,...
ମଝି ଆକାଶରେ ଅଟକିଗଲା ଶହଶହ ଯାତ୍ରୀଙ୍କ ଜୀବନ, ଟେକ୍ ଅଫ୍ର କିଛି ମିନିଟ୍ ଘଟିଲା ଏମିତି…
ନୂଆଦିଲ୍ଲୀ,୨୨।୧୨: ସୋମବାର ଦିଲ୍ଲୀରୁ ମୁମ୍ବାଇ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ଆରମ୍ଭ କରିବାର କିଛି ସମୟ ପରେ ଦିଲ୍ଲୀ ଫେରିବାକୁ ବାଧ୍ୟ ହୋଇଥିଲା। ବିମାନର ଗୋଟିଏ ଇଞ୍ଜିନରେ ଯାନ୍ତ୍ରିକ ସମସ୍ୟା ଦେଖାଦେବା ପରେ ପାଇଲଟମାନେ ସୁରକ୍ଷାକୁ ପ୍ରାଥମିକତା...
ରୁଷିଆ ପୋଲିସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଭାରତୀୟ ଯୁବକ: ମୋଦିଙ୍କୁ କଲେ ଏମିତି ନିବେଦନ
ନୂଆଦିଲ୍ଲୀ,୨୨।୧୨: ରୁଷିଆ ଏବଂ ୟୁକ୍ରେନ ଦୀର୍ଘ ସମୟ ଧରି ଯୁଦ୍ଧ ଚାଲିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧବିରାମ ପାଇଁ ମଧ୍ୟସ୍ଥତା ପାଇଁ ପ୍ରୟାସ ଜାରି ରହିଛି। ଗୁଜରାଟର ଜଣେ ଯୁବକଙ୍କ ଏକ ଭିଡିଓ ସାମ୍ନାକୁ ଆସିଛି। ସେ ବର୍ଣ୍ଣନା କରିଛନ୍ତି,...
ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ
ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ ଧରିବା ପାଇଁ ସୁରକ୍ଷା ବଳ ତଲାସି ଅଭିଯାନ ଚଳାଇଥିବା ରବିବାର ଜଣେ ଅଧିକାରୀ...
ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ
ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍ଏସ୍ଏସ୍)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍ ବୋଲି ଆର୍ଏସ୍ଏସ୍ ମୁଖ୍ୟ ମୋହନ ଭାଗବତ କହିଛନ୍ତି। କୋଲକାତାରେ ରବିବାର ‘ଆର୍ଏସ୍ଏସ୍ ୧୦୦ ବ୍ୟାଖ୍ୟାନ ମେଳା’ କାର୍ଯ୍ୟକ୍ରମରେ ଭାଗବତ...
ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ
ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି। ୨୮୮ଟି ମହାରାଷ୍ଟ୍ର ନଗର ପରିଷଦ ଏବଂ ପଞ୍ଚାୟତ ନିର୍ବାଚନ ଫଳାଫଳ ଘୋଷିତ ହୋଇଥିବା...
VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…
ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ କରିଛନ୍ତି। ରାଷ୍ଟ୍ରପତିଙ୍କ ସମ୍ମତି କ୍ରମେ ବିଲ୍ ଆଇନରେ ପରିଣତ ହୋଇଛି । ପୂର୍ବରୁ...
କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…
ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି ରେଳ ବିଭାଗର ବର୍ଦ୍ଧିତ ଖର୍ଚ୍ଚ। ଗତ ଦଶନ୍ଧି ମଧ୍ୟରେ ରେଳବିଭାଗ ଏହାର ନେଟ୍ଓ୍ବର୍କ...
ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍ ପାଇଁ ଦେବାକୁ ପଡିବ ଏତେ ଟଙ୍କା
ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର 26 ତାରିଖରୁ ଭଡ଼ା ବୃଦ୍ଧି ହେବାକୁ ଯାଉଛି। ଏହି ବୃଦ୍ଧି ମୁଖ୍ୟତଃ ଦୂରଗାମୀ...
Archives


