CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ
ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଏହି ବିକ୍ଷୋଭ ଆୟୋଜନ କରାଯାଉଛି; ତେବେ…
CJPକୁ ନେଇ ବଡ଼ ବୟାନ ଦେଲେ ଚିରାଗ ପାସୱାନ, କହିଲେ କେହି ଅଟକାଇ ପାରିବେ ନାହିଁ…
ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଶୁକ୍ରବାର କହିଛନ୍ତି ଯେ ଟ୍ରେନ ବାତିଲ କରି ଭାରତର ଯୁବପିଢ଼ିଙ୍କୁ ଅଟକାଯାଇ ପାରିବ ନାହିଁ। ସେ ନିର୍ୱାଚନ ଆୟୋଗ ବିରୋଧରେ ବିକ୍ଷୋଭ ପ୍ରଦର୍ଶନକୁ ନେଇ ଭ୍ରାନ୍ତ ଧାରଣା ପ୍ରଚାର କରିବା ଏବଂ ରାଜନୀତି କରିବାକୁ ନେଇ…
ନିଜ ପତ୍ନୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ ତେଜ ପ୍ରତାପ ଯାଦବ, କହିଲେ, ‘ପୂର୍ବତନ ପ୍ରେମିକଙ୍କୁ ଦେଉଥିଲେ…’
ପାଟନା,୧୦।୧୦: ବିହାରର ପୂର୍ବତନ ମନ୍ତ୍ରୀ ତଥା ‘ଜନ ଶକ୍ତି ଜନତା ଦଳ’ (JJD)ର ଜାତୀୟ ସଭାପତି ତେଜ ପ୍ରତାପ ଯାଦବ ନିଜ ପତ୍ନୀ ଐଶ୍ୱର୍ଯ୍ୟା ରାୟଙ୍କ ବିରୁଦ୍ଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। OTT ରିଆଲିଟି ଶୋ’ ‘ରାଇଜ ଆଣ୍ଡ ଫଲ ସିଜିନ…
ପ୍ରସିଦ୍ଧ ୟୁଟ୍ୟୁବର୍ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ
ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ କରାଯିବାକୁ ଘୋଷଣା ହୋଇଛି। ଏହି ପ୍ରତିବାଦରେ ଯୋଗଦେବାକୁ ଥିବା ପ୍ରସିଦ୍ଧ ୟୁଟ୍ୟୁବର୍ ଧ୍ରୁବ…
ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …
ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA) ଶୁକ୍ରବାର ସ୍ପଷ୍ଟୀକରଣ ଦେଇଛି। ମନ୍ତ୍ରାଳୟ କହିଛି ଯେ ଏହି ନିଷ୍ପତ୍ତି ଦ୍ୱାରା ବର୍ତ୍ତମାନର…
ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ
ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA) ମେଣ୍ଟର ଏମ୍ପିମାନେ ସଂସଦ ଭବନର ସେଣ୍ଟ୍ରାଲ ହଲରୁ ବିଜୟ ଚୌକ ପର୍ଯ୍ୟନ୍ତ ଏକ…
ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର
ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ ଦଳର ପ୍ରାଥମିକ ଓ ସକ୍ରିୟ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଏହି ନିଷ୍ପତ୍ତି…
କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍
ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ ହୋଇଥିବା ୟୁଟ୍ୟୁବର ତଥା ଇନଫ୍ଲ୍ୟୁଏନ୍ସର ବର୍ତ୍ତମାନ ସାମାଜିକ, ରାଜନୈତିକ, ପରିବେଶଗତ ଓ ଟ୍ରେଣ୍ଡି…
ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!
ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ ସ୍ପଷ୍ଟ ହୋଇସାରିଛି । ତାପୂର୍ବରୁ ପଶ୍ଚିମବଙ୍ଗର ଦୁଇଟି ଆସନ ନନ୍ଦୀଗ୍ରାମ ଏବଂ ରେଜିନଗରରେ…
ବିଶ୍ବରେ ହଲଚଲ! H-1B ଭିସାଧାରୀଙ୍କୁ ଏଭଳି କହିଦେଲା ଆମେରିକା; କଡ଼ା ଜବାବ ଦେଲା ଭାରତ
ନୂଆଦିଲ୍ଲୀ,୯ା୧୦: H-1B ଭିସାଧାରୀଙ୍କୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ‘ଇଣ୍ଡେଞ୍ଚର୍ଡ ଲେବର’ ଅର୍ଥାତ୍ ‘ଚୁକ୍ତିବଦ୍ଧ ଶ୍ରମିକ’ ବୋଲି କହିବାକୁ ନେଇ ଭାରତ କଡ଼ା ଆପତ୍ତି ପ୍ରକାଶ କରିଛି । ଏହି ଶବ୍ଦ ପ୍ରୟୋଗକୁ ଭାରତର ବୈଦେଶିକ ମନ୍ତ୍ରଣାଳୟ ‘ଅତ୍ୟନ୍ତ ଅପମାନଜନକ’ ଏବଂ…
କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି….
ଲକ୍ଷ୍ନୌ,୯ା୧୦: ଉତ୍ତରପ୍ରଦେଶର ନୋଏଡାସ୍ଥିତ ଜେୱର ଏୟାରପୋର୍ଟର ନାମ ପରିବର୍ତ୍ତନ କରାଯିବ । ଏହାର ନାମ ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ଉତ୍ତରପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କ୍ୟାବିନେଟ୍ ବୈଠକ ପରେ ଏହି ଘୋଷଣା କରିଛନ୍ତି ।…
ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା
ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ପକ୍ଷରୁ ଆୟୋଜିତ ବିକ୍ଷୋଭ ସମୟରେ ହଙ୍ଗାମା ଦେଖିବାକୁ ମିଳିଛି। ବିକ୍ଷୋଭ…

