ଜାତୀୟ

ମସ୍କୋରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା କଲେ ମୋଦି, ଏହି ଦୁଃଖ ସମୟରେ ମସ୍କୋ ସହ ଠିଆ ହୋଇଛି ଭାରତ

ନୂଆଦିଲ୍ଲୀ,୨୩।୩: ରୁଷିଆର ରାଜଧାନୀ ମସ୍କୋ ନିକଟରେ ଥିବା କ୍ରୋକସ ସିଟି ହଲରେ ଏକ କନ୍‌ସର୍ଟ ସମୟରେ ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଆତଙ୍କବାଦୀମାନେ ନିର୍ଦ୍ଦୟ ଭାବରେ ଲୋକଙ୍କ ଉପରକୁ ଗୁଳି ଚଳାଇଥିଲେ। ଏହି ଆକ୍ରମଣରେ ୬୦ରୁ ଅଧିକ ଲୋକ ପ୍ରାଣ ହରାଇଥିବାବେଳେ...

ହୋଲି ବେଳେ ୪୦ ଡେଇଁବ ତାପମାତ୍ରା

ନୂଆଦିଲ୍ଲୀ,୨୩ା୩(ପି.ଟି.): ହୋଲି ବେଳେ ଦେଶର ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ୍‌ ଅତିକ୍ରମ କରିବା ଆଶଙ୍କା ରହିଛି। ଜଳବାୟୁ ପରିବର୍ତ୍ତନ ଯୋଗୁ ଏଭଳି ଅସ୍ବାଭାବିକ ସ୍ଥିତି ଉପୁଜିପାରେ ବୋଲି ତାପମାତ୍ରା ଉପରେ ୧୯୭୦ରୁ ବିଶ୍ଳେଷଣ କରୁଥିବା ଏକ ସଂସ୍ଥା ପକ୍ଷରୁ କୁହାଯାଇଛି। ବୈଜ୍ଞାନିକମାନଙ୍କ...

ସୁପ୍ରିମକୋର୍ଟଙ୍କ ଚେତାବନୀ ପରେ ମନ୍ତ୍ରୀଙ୍କୁ ପୁନଃ ନିଯୁକ୍ତି ଦେଲେ ତାମିଲନାଡୁ ରାଜ୍ୟପାଳ

ନୂଆଦିଲ୍ଲୀ,୨୩।୩: ସୁପ୍ରିମକୋର୍ଟଙ୍କ ତାଗିଦ ପରେ ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ଶୁକ୍ରବାର ଅପରାହ୍ନରେ ଡିଏମ୍‌କେ ନେତା କେ. ପୋନମୁଡିଙ୍କୁ ପୁନର୍ବାର ରାଜ୍ୟ କ୍ୟାବିନେଟ୍‌ରେ ସାମିଲ କରିଛନ୍ତି। ପୂର୍ବରୁ ଉଚ୍ଚଶିକ୍ଷା ମନ୍ତ୍ରୀ ଥିବା ପୋନମୁଡି ୨୦୧୧ର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ...

ଏ. ରାଜାଙ୍କ ବିରୋଧରେ ଶୁଣାଣି ହେବ

ନୂଆଦିଲ୍ଲୀ,୨୩।୩ (ପି.ଟି.): ୨ଜି ସ୍ପେକ୍ଟ୍ରମ୍‌ ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ ଟେଲିକମ୍‌ ମନ୍ତ୍ରୀ ଏ. ରାଜା ଓ ଅନ୍ୟମାନଙ୍କୁ ଦୋଷମୁକ୍ତ କରାଯିବା ରାୟକୁ ସିବିଆଇ ଦିଲ୍ଲୀ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଛି। ତଦନ୍ତକାରୀ ସଂସ୍ଥାର ଅପିଲ୍‌କୁ ଶୁଣାଣି ପାଇଁ ହାଇକୋର୍ଟ ଶୁକ୍ରବାର...

ଏୟାର ଇଣ୍ଡିଆକୁ ୮୦ ଲକ୍ଷ ଜରିମାନା

ନୂଆଦିଲ୍ଲୀ,୨୩।୩: ବିମାନ କର୍ମଚାରୀଙ୍କ ଡ୍ୟୁଟି ସମୟସୀମା ନିୟମାବଳୀ ଏବଂ ଥକାପଣ ପରିଚାଳନା ବ୍ୟବସ୍ଥାର ଉଲ୍ଲଂଘନ ପାଇଁ ଏୟାର ଇଣ୍ଡିଆକୁ ୮୦ ଲକ୍ଷ ଟଙ୍କା ଜରିମାନା କରାଯାଇଛି। ଜାନୁଆରୀରେ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ସ୍ପଟ୍‌ ଅଡିଟ୍‌ କରିବା ପରେ କର୍ମଚାରୀମାନଙ୍କ...

‘ଏଜେନ୍ସିର ଦୁରୁପଯୋଗ କରୁଛି ଭାଜପା’

ନୂଆଦିଲ୍ଲୀ,୨୩ା୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିବାର ଦିନକ ପରେ ବିରୋଧୀ ବ୍ଲକ୍‌ ଇଣ୍ଡିଆନ୍‌ ନ୍ୟାଶନାଲ ଡେଭେଲପ୍‌ମେଣ୍ଟ ଇନ୍‌କ୍ଲୁସିଭ୍‌ ଆଲାଏନ୍ସ (ଇଣ୍ଡିଆ) ନେତାମାନେ ନିର୍ବାଚନ କମିଶନ (ଇସି)ଙ୍କ ନିକଟରେ ଫେରାଦ ହୋଇଛନ୍ତି। କେନ୍ଦ୍ରରେ କ୍ଷମତାସୀନ ଭାଜପା...

ଭାଜପାକୁ ମେଘା ଇଞ୍ଜିନିୟରିଂ ଦେଇଛି ସର୍ବାଧିକ ଚାନ୍ଦା

ନୂଆଦିଲ୍ଲୀ,୨୩।୩: ୨୦୧୯ ଏପ୍ରିଲ ୧୨ରୁ ୨୦୨୪ ଜାନୁଆରୀ ୨୪ ମଧ୍ୟରେ ଭାଜପା ଇଲେକ୍ଟୋରାଲ ବଣ୍ଡ୍‌ରୁ ୬,୦୬୦.୫ କୋଟି ଟଙ୍କା ପାଇଥିବା ପୂର୍ବରୁ ପ୍ରକାଶ ପାଇଥିଲା। ତେବେ ୨୦୧୮ ମାର୍ଚ୍ଚରୁ ଦେଖିଲେ ଏହି ଦଳକୁ ବଣ୍ଡ୍‌ ଜରିଆରେ ମୋଟ ୮,୨୫୧.୮ କୋଟି...

ହୋଲି ପାଳିବ ନାହିଁ AAP, ମାର୍ଚ୍ଚ ୨୬ରେ ପ୍ରଧାନମନ୍ତ୍ରୀ ଆବାସ ଘେରିବ

ନୂଆଦିଲ୍ଲୀ,୨୨।୩: ଚଳିତ ବର୍ଷ ହୋଲି ପାଳିବ ନାହିଁ ଆମ ଆଦମୀ ପାର୍ଟି(ଏଏପି)। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ତଥା ଏଏପି ସୁପ୍ରିମୋ ଗିରଫ ହେବା ପରେ କିଛି ଏଭଳି ନିଷ୍ପତ୍ତି ନେଇଛି ଦଳ। ଏପରିକି ଇଡିର ଗିରଫଦାରୀକୁ ବିରୋଧ କରି...

ମେଣ୍ଟ ନ ହେବାର ମୁଖ୍ୟ କାରଣ

ଭୁବନେଶ୍ୱର,୨୨।୩:ମେଣ୍ଟରେ ପଡିଲା ପୂର୍ଣ୍ଣଚ୍ଛେଦ। ଆଲୋଚନା ହେଲାନି ସଫଳ । ଦୁଇ ଦଳ ଭିତରେ ଆସନ ବୁଝାମଣା ହୋଇପାରିଲାନି। ତେବେ କ’ଣ ସତରେ ଆସନ ଭାଗବଣ୍ଟା ହୋଇପାରିଲାନି ନା ମେଣ୍ଟ ନ ହେବା ପଛରେ ରହିଛି ଅନ୍ୟ କେଉଁ କାରଣ ।...

କେଜରିଓ୍ବାଲଙ୍କୁ ୬ଦିନିଆ ରିମାଣ୍ଡରେ ନେଲା ଇଡି

ନୂଆଦିଲ୍ଲୀ,୨୨।୩: ଅବକାରୀ ନୀତି ଦୁର୍ନୀତି ଘଟଣାରେ ଗିରଫ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ୬ ଦିନିଆ ରିମାଣ୍ଡରେ ନେଇଛି ଇଡି। ଏହି ସମୟରେ ଅବକାରୀ ନୀତି ସହ ବିଭିନ୍ନ ପ୍ରସଙ୍ଗରେ ଇଡି କେଜରିୱାଲଙ୍କୁ ଜେରା କରିବ। ରାଉଜ ଆଭିନ୍ୟୁ କୋର୍ଟ...

‘କ୍ଷମତାର ଅହଙ୍କାର ଯୋଗୁ କେଜ୍‌ରିଓ୍ବାଲଙ୍କୁ ଗିରଫ କରାଇଛନ୍ତି ମୋଦି’

ନୂଆଦିଲ୍ଲୀ,୨୨।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗିରଫ କରାଯିବା ପରେ ତାଙ୍କ ପତ୍ନୀ ସୁନୀତା କେଜ୍‌ରିଓ୍ବାଲଙ୍କ ପ୍ରଥମ ପ୍ରତିକ୍ରିୟା ଆସିଛି। ସେ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ପୋଷ୍ଟ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଟାକ୍ଷ କରିଛନ୍ତି। ମୋଦିଙ୍କ ଅହଙ୍କାର...

ୟୁଟ୍ୟୁବର ଏଲଭିଶଙ୍କୁ ଜାମିନ

ନୂଆଦିଲ୍ଲୀ,୨୨।୩: ପ୍ରସିଦ୍ଧ ୟୁଟ୍ୟୁବର୍‌ ଏବଂ ବିଗ ବସ ଓଟିଟି ୨ ବିଜେତା ଏଲଭିଶ ଯାଦବଙ୍କୁ ମିଳିଛି ଜାମିନ। ରେଭ ପାର୍ଟିରେ ସାପ ବିଷ ମଗାଇବା ମାମଲାରେ ତାଙ୍କୁ ମାର୍ଚ୍ଚ ୧୭ ରେ ଗିରଫ କରାଯାଇଥିଲା। ଏବେ ସେ କୋର୍ଟରୁ ଜାମିନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri