ଜାତୀୟ

ଜର୍ଜ ସୋରୋସ୍‌ ଫାଉଣ୍ଡେଶନ ପାଣ୍ଠି ଯୋଗାଉଥିବା ସଂଗଠନ ସହ ସୋନିଆ ସମ୍ପୃକ୍ତ: ଭାଜପା

ନୂଆଦିଲ୍ଲୀ,୯ା୧୨(ପି.ଟି.): ଜର୍ଜ ସୋରୋସ୍‌ ଫାଉଣ୍ଡେଶନ୍‌ ପାଣ୍ଠି ଯୋଗାଉଥିବା ଏକ ସଂଗଠନ ସହ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସମ୍ପୃକ୍ତ ବୋଲି ଭାଜପା ରବିବାର ଅଭିଯୋଗ କରିଛି। କଶ୍ମୀର ସ୍ବାଧୀନ ରାଷ୍ଟ୍ର ବିଚାରଧାରାକୁ ଏହି ସଂଗଠନ ସମର୍ଥନ କରୁଛି। ଭାରତର ଆଭ୍ୟନ୍ତରୀଣ ବ୍ୟାପାରରେ…

କୃଷକଙ୍କ ‘ଦିଲ୍ଲୀ ଚଲୋ’ ସ୍ଥଗିତ

ଶମ୍ଭୁ,୯ା୧୨: ହରିୟାଣା ପୋଲିସ୍‌ର ଲୁହବୁହା ଗ୍ୟାସ୍‌ ପ୍ରୟୋଗ ଯୋଗୁ ଆନ୍ଦୋଳନରତ ୮ ଜଣ ଚାଷୀ ଆହତ ହେବା ପରେ ରବିବାର ଅପରାହ୍ନରେ କୃଷକ ସଂଗଠନ ‘ଦିଲ୍ଲୀ ଚଲୋ’ ପଦଯାତ୍ରାକୁ ଦିନକ ପାଇଁ ସ୍ଥଗିତ ରଖିଛି। ୮ ଜଣ କୃଷକ ଆହତ ହେବା ସହ…

ୱାଲମାର୍ଟ ସାଇଟରେ ଗଣେଶ ପ୍ରିଣ୍ଟେଡ ସ୍ଲିପର, ଅନ୍ତଃବସ୍ତ୍ର ବିକ୍ରୀକୁ ନେଇ ବିବାଦ; ଫଟୋ ଭାଇରାଲ୍

ନୂଆଦିଲ୍ଲୀ, ୮।୧୨: ଆମେରିକାରେ ଇ-କମର୍ସ କମ୍ପାନୀ ୱାଲମାର୍ଟ ହିନ୍ଦୁ ସମ୍ପ୍ରଦାୟ ଆକ୍ରୋଶର ଶିକାର ହୋଇଛି। କମ୍ପାନୀ ସାଇଟରେ ଗଣେଶ ପ୍ରିଣ୍ଟେଡ ସ୍ଲିପର, ଅନ୍ତଃବସ୍ତ୍ର ବିକ୍ରି ପାଇଁ ଲାଗିବାରୁ ହିନ୍ଦୁ ସମ୍ପ୍ରଦାୟ ପକ୍ଷରୁ ଜୋରଦାର ବିରୋଧ କରାଯାଇଛି। ରିପୋର୍ଟ ଅନୁଯାୟୀ ସ୍ଲିପର, ଅନ୍ତଃବସ୍ତ୍ର,…

ବିରୋଧୀଙ୍କୁ କଡ଼ା ଜବାବ ଦେଲେ ଶିନ୍ଦେ

ମୁମ୍ବାଇ,୮।୧୨: ରବିବାର ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ଇଲେକ୍ଟ୍ରୋନିକ ଭୋଟିଂ ମେଶିନ ବିଷୟରେ ଲୋକଙ୍କୁ ବିଭ୍ରାନ୍ତ କରିବା ଏବଂ ସେମାନଙ୍କ ଆଦେଶ ଗ୍ରହଣ ନକରିବାକୁ ସେ ବିରୋଧ କରିଛନ୍ତି। ସାମ୍ବାଦିକମାନଙ୍କ ସହ କଥାବାର୍ତ୍ତା କରି ଶିନ୍ଦେ କହିଛନ୍ତି…

ନୋବେଲ ପୁରସ୍କାର ପାଇବାକୁ ଯୋଗ୍ୟ ନୁହେଁ ମହମ୍ମଦ ୟୁନୁସ! କାହିଁକି ଭାଜପା ପରେ ଏମିତି କହିଲେ ଏହି ନେତା

ନୂଆଦିଲ୍ଲୀ,୮।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ପ୍ରଧାନମନ୍ତ୍ରୀ ମହମ୍ମଦ ୟୁନୁସଙ୍କୁ ଦିଆଯାଇଥିବା ନୋବେଲ ପୁରସ୍କାର ପ୍ରତ୍ୟାହାର ସମ୍ପର୍କରେ ଭାଜପା ଏମପି ଜ୍ୟୋତିର୍ମୟ ମହତୋ ନୋବେଲ କମିଟିକୁ ଏକ ଚିଠି ଲେଖିଛନ୍ତି। ଶନିବାର (ଡିସେମ୍ବର ୮, ୨୦୨୪) ରେ ଭାଜପା ଏମପି ନୋବେଲ କମିଟିକୁ ଲେଖିଥିବା…

ଫିଟୁନି ମହାରାଷ୍ଟ୍ରର ଅଡୁଆ ସୂତା, ମନ୍ତ୍ରିମଣ୍ଡଳକୁ ନେଇ ରହିଛି ସସପେନ୍ସ

ମୁମ୍ବାଇ,,୮।୧୨: ମହାରାଷ୍ଟ୍ରରେ ନୂଆ ସରକାର ଗଠନ ପରେ ବିଭାଗ ବଣ୍ଟନକୁ ନେଇ ଆଲୋଚନା ଚାଲିଛି। ଡିସେମ୍ବର ୫ରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଶପଥ ଗ୍ରହଣ କରିଥିଲେ ମଧ୍ୟ କ୍ୟାବିନେଟର ସମ୍ପ୍ରସାରଣ ଏବଂ ବିଭାଗ ଆବଣ୍ଟନ ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ସହମତି ହୋଇପାରି…

ନିଜ ରାମ୍ପ ଓ୍ବାକ୍‌ରେ ସମସ୍ତଙ୍କୁ ଘାଇଲା କଲେ ମୋଦି ସରକାରଙ୍କ ମନ୍ତ୍ରୀ, ସିନ୍ଧିଆଙ୍କୁ ଦେଖି ଲୋକେ କହିଲେ…

ନୂଆଦିଲ୍ଲୀ,୮।୧୨: ଫ୍ୟାଶନ ଶୋ’ରେ ନିଜ ଜଲଓ୍ବା ଦେଖାଇଛନ୍ତି ମୋଦି ସରକାରଙ୍କ ମନ୍ତ୍ରୀ। ରାମ୍ପ ଓ୍ବାକ୍‌ କରିଛନ୍ତି ଜ୍ୟୋତିରାଦିତ୍ୟ ସିନ୍ଧିଆ। ତାଙ୍କ ସହ ରାଜ୍ୟ ମନ୍ତ୍ରୀ ସୁକାନ୍ତ ମଜୁମଦାର ମଧ୍ୟ ରାମ୍ପ ଓ୍ବାକ୍‌ କରିଛନ୍ତି। ଦିଲ୍ଲୀର ଭାରତ ମଣ୍ଡପମରେ ଆୟୋଜିତ ଅଷ୍ଟଲକ୍ଷ୍ମୀ ମହୋତ୍ସବ…

୩୮୮ କୋଟିର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ନୂଆଦିଲ୍ଲୀ,୭ା୧୨: ମହାଦେବ ଅନ୍‌ଲାଇନ ବେଟିଂ ଆପ୍‌ ସହ ସମ୍ପୃକ୍ତ ମନିଲଣ୍ଡରିଂ ମାମଲାର ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପୁଣି ୩୮୮ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କରିଛି। ଏହି ଦୁର୍ନୀତି ମାମଲାରେ ଛତିଶଗଡ଼ର ବହୁ ଉଚ୍ଚ ପାହ୍ୟାର ରାଜନେତା ଓ…

କଂଗ୍ରେସ କରିବ ବଡ଼ ପରିବର୍ତ୍ତନ: ୟୁପି ଭଳି ସବୁ ରାଜ୍ୟରେ…

ନୂଆଦିଲ୍ଲୀ,୭।୧୨: ୨୮ ଡିସେମ୍ବରରେ କଂଗ୍ରେସ ଏହାର ୧୪୦ ତମ ସ୍ଥାପନା ଦିବସ ପାଳନ କରିବାକୁ ଯାଉଛି। ସୂଚନାନୁସାରେ, ଦଳର ଅଧ୍ୟକ୍ଷଙ୍କ ଦ୍ୱାରା ରାଜ୍ୟ ୟୁନିଟରେ ବଡ଼ ପରିବର୍ତ୍ତନ କରାଯାଇପାରେ। ସମ୍ପ୍ରତି ହରିୟାଣା ଏବଂ ମହାରାଷ୍ଟ୍ରରେ ପରାଜୟ ପରେ କଂଗ୍ରେସ ଏହାର ସାଂଗଠନିକ…

ମମତାଙ୍କୁ ନେଇ ଦ୍ୱନ୍ଦ୍ୱରେ କଂଗ୍ରେସ!

ନୂଆଦିଲ୍ଲୀ,୭।୧୨: ଇଣ୍ଡିଆ ମେଣ୍ଟ ଗଠନ ହେବା ସହିତ ଏହାର ପ୍ରତିନିଧୀ ଦଳ ମଧ୍ୟରେ ମତଭେଦ ଆରମ୍ଭ ହୋଇଥିଲା। ଏହାର ସଠିକ ରୂପରେଖ ଆସିବା ପୂର୍ବରୁ ନୀତୀଶ କୁମାର ଏଥିରୁ ନିଜକୁ ଦୂରେଇ ରଖିଥିଲେ ଏବଂ ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ…

ଖାନ ସାର୍‌ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ପାଟନା,୭।୧୨: ବିହାରର ଜଣେ ଚର୍ଚ୍ଚିତ ଶିକ୍ଷାବିତ୍‌ ତଥା ତାଙ୍କର ଭିନ୍ନ ଶିକ୍ଷଣ େ ଶଳୀ ପାଇଁ ଜଣାଶୁଣା ଖାନ ସାରଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ସେ ଅସୁସ୍ଥ ହେବା ପରେ ତାଙ୍କୁ ପାଟଣାର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କୁହାଯାଉଛି…

ପ୍ରଶାନ୍ତ କିଶୋରଙ୍କ ବଡ଼ ବୟାନ: ମମତା ଇଣ୍ଡିଆ ଗଠବନ୍ଧନର ମୁଖ୍ୟ ହେଲେ…

ନୂଆଦିଲ୍ଲୀ,୭।୧୨: ଟିଏମସି ମୁଖ୍ୟ ତଥା ପଶ୍ଚିମବଙ୍ଗର ସିଏମ ମମତା ବାନାର୍ଜୀ କହିଛନ୍ତି ଯେ ଯଦି ସୁଯୋଗ ଦିଆଯାଏ ତେବେ ସେ ଇଣ୍ଡିଆ ଗଠବନ୍ଧନର ନେତୃତ୍ୱ ନେଇପାରିବେ। ଏହା ଉପରେ ଜନସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର କହିଛନ୍ତି , ମମତା ବାନାର୍ଜୀ ଜଣେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri