ଜାତୀୟ

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ୮ମ ସମନ ପଠାଇଲା ଇଡ଼ି, ହାଜର ନହେଲେ ବଢ଼ିପାରେ ଅଡ଼ୁଆ

ରାଞ୍ଚି,୧୩।୧: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ପୁଣି ସମନ ପଠାଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଜମି ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ତାଙ୍କୁ ପୂର୍ବରୁ ୭ଥର ସମନ କରାଯାଇଥିଲା। ଏବେ ପୁଣି ଇଡି କାର୍ଯ୍ୟାଳୟରେ ହାଜର ହେବାକୁ ତାଙ୍କୁ...

ବଡ଼ଧରଣର ଅଗ୍ନିକାଣ୍ଡ: ଜଳିଗଲା ୬ ମହଲା କୋଠା

ମୁମ୍ବାଇ,୧୩ା୧: ମୁମ୍ବାଇର ଡୋମ୍ବିଭଲିରେ ଥିବା ଏକ ବହୁ ମହଲା କୋଠାରେ ବଡ଼ଧରଣର ଅଗ୍ନିକାଣ୍ଡ ଘଟି ୬ ମହଲା ଜଳିଯାଇଛି। ଡୋମ୍ବିଭଲି ଲୋଢା ଫେଜ୍‌-୨ ଖୋନା ଏଷ୍ଟ୍ରେଲା ଟାଓ୍ବାରରେ ଏହି ଅଗ୍ନିକାଣ୍ଡ ଘଟିଛି।  ଅଗ୍ନିକାଣ୍ଡରେ ଛଅ ମହଲା କୋଠା ଜଳିଯାଇଛି। ନିଆଁ...

ଭଡାଘରେ ରହୁଥିଲେ ଶୀଘ୍ର ହୋଇଯିବେ ବୁଢା, ଗବେଷଣାରୁ ହେଲା ଖୁଲାସା

ନୂଆଦିଲ୍ଲୀ,୧୩।୧: ନିଜ ପରିବାର ପାଇଁ ନୂଆଘର କିଣିବା ସମସ୍ତଙ୍କ ପାଇଁ ସମ୍ଭବ ହୋଇ ନ ଥାଏ। କିଛିଜଣଙ୍କର ସେଇ ଡ୍ରିମ ହାଉସ ସ୍ବପ୍ନରେ ବସା ବାନ୍ଧିନିଏ। ବ୍ୟକ୍ତିଟିଏ ନିଜ ମନ ପସନ୍ଦର ଘରଟିଏ କିଣିବା ପାଇଁ ଜୀବନଯାକର ଧନ ସାଇତି...

ମନା କଲେ ନୀତୀଶ, ‘INDIA’ ମେଣ୍ଟର ମଙ୍ଗ ଧରିପାରନ୍ତି ମଲ୍ଲିକାର୍ଜୁନ

ନୂଆଦିଲ୍ଲୀ,୧୩।୧: ‘ଇଣ୍ଡିଆ’ ମେଣ୍ଟର ସଂଯୋଜକ ହେବାକୁ ସଫାସଫା ମନା କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ଶନିବାର ମେଣ୍ଟର ବୈଠକ ବସିଥିଲା। ଦୁଇ ଘଣ୍ଟା ଧରି ଚାଲିଥିବା ବୈଠକରେ ସୁଯୋଗ ଦିଆଯିବା ସତ୍ତ୍ୱେ ନୀତୀଶ ସଂଯୋଜକ ହେବା ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ...

ରାମ ମନ୍ଦିର ଶୁଣାଣିବେଳେ ପ୍ଲା କାର୍ଡ ଧରି କୋର୍ଟରେ ପହଞ୍ଚିଥିଲା ମାଙ୍କଡ, ଜଜ୍‌ ଦେଖି…

ନୂଆଦିଲ୍ଲୀ,୧୩।୧: ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାକୁ ନେଇ ଏବେ ଉତ୍ସବମୁଖର ସାରା ଦେଶ। ଏହାକୁ ନେଇ ସମ୍ପ୍ରତି ସ୍ଥିତିରେ ଯେତିକି ଜଟିଳ ହେଉଛି ରାଜନୀତି ତେବେ ଏହାର ଇତିହାସ ମଧ୍ୟ ସେତିକି ରୋଚକ ରହିଛି। ଏହାରି ଭିତରେ ଧୀରେଧୀରେ ରାମ...

ହତ୍ୟାର ୧୧ ଦିନ ପରେ ମିଳିଲା ମଡେଲ ଦିବ୍ୟା ପାହୁଜାଙ୍କ ମୃତଦେହ

ଗୁରୁଗ୍ରାମ,୧୩।୧: ହରିୟାଣାର ଗୁରୁଗ୍ରାମରୁ ଦିବ୍ୟା ପାହୁଜା ମୃତ୍ୟୁକୁ ନେଇ ଏକ ବଡ ଅପଡେଟ ସାମ୍ନାକୁ ଆସିଛି। ଏହି ନିର୍ଦ୍ଦୟ ହତ୍ୟାକାଣ୍ଡର ୧୧ ଦିନ ପରେ, ଫତେହାବାଦର ତୋହାନା ନିକଟ ଭକ୍ରା କେନାଲରୁ ଦିବ୍ୟା ପାହୁଜାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଦିବ୍ୟାଙ୍କ...

‘ପଶ୍ଚିମ ବଙ୍ଗରେ ହିନ୍ଦୁ ହେବା ଅପରାଧ’, ସାଧୁଙ୍କୁ ମାଡ ଘଟଣାରେ ରାଜନୀତି ସରଗରମ

କୋଲକାତା,୧୩।୧: ପଶ୍ଚିମବଙ୍ଗରେ ପାଲଘର ଭଳି ଘଟଣା ସାମ୍ନାକୁ ଆସିବା ପରେ ଭାଜପା ମମତା ସରକାରଙ୍କୁ ଟାର୍ଗେଟ କରିଛି। ଗୁରୁବାର ସାରେ ବିରାଟ ଜନତା ଉତ୍ତରପ୍ରଦେଶର ତିନିଜଣ ସାଧୁଙ୍କୁ ଚୋର ଭାବି ଅତି ନିର୍ମମ ଭାବେ ପିଟିଥିଲେ। ଏହି ମାମଲାରେ ପୋଲିସ...

ଅନ୍ତିମ ସଂସ୍କାରର ଚାଲିଥିଲା ପ୍ରସ୍ତୁତ, ରାସ୍ତାର ଯାଉଥିବାବେଳେ ଗାତରେ ପଡିଗଲା ଆମ୍ବୁଲାନ୍ସ, ବଞ୍ଚିଗଲେ ବୃଦ୍ଧ

ନୂଆଦିଲ୍ଲୀ,୧୩।୧: ଦେଶରେ ସଡକ ଦୁର୍ଘଟଣାରେ ଅଧିକ ଲୋକ ମୃତ୍ୟୁବରଣ କରିଥାନ୍ତି। ରାଜରାସ୍ତା ହେଉ କି ଜାତୀୟ ରାଜପଥ ରାସ୍ତା ବିପଜ୍ଜନକ ଅବସ୍ଥାରେ ଥିଲେ ଗାଡିମଟର ସନ୍ତଳନ ହରାଇବା ଯୋଗୁ ଡ୍ରାଇଭରଙ୍କ ସମେତ ଯାତ୍ରୀଙ୍କର ମଧ୍ୟ ପ୍ରାଣ ହରାଇଥାନ୍ତି। ତେବେ ଖାଲଖମା...

ପ୍ରାଣ ପ୍ରତିଷ୍ଠା ଦିନ ଗୋଦାବରୀ ନଦୀ କୂଳରେ ଆରତୀ କରିବେ ଉଦ୍ଧବ, କହିଲେ ମୁଁ ଦେଶଭକ୍ତ, ଅନ୍ଧଭକ୍ତ ନୁହେଁ

ମୁମ୍ବାଇ,୧୩।୧: ଅଯୋଧ୍ୟା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ସମାରୋହ ୨୨ ଜାନୁଆରୀରେ ଅନୁଷ୍ଠିତ ହେବ। ଏହାକୁ ନେଇ ସମସ୍ତେ ଉତ୍ସାହ ଅଛନ୍ତି। ଏହି ସମୟରେ ଶିବସେନା (ୟୁବିଟି) ନେତା ଉଦ୍ଧବ ଠାକରେ କହିଛନ୍ତି, ରାମ ମନ୍ଦିର ନିର୍ମାଣ କରାଯାଉଛି ଏବଂ...

Ram Mandir: ବିଦେଶରେ ବି ଜାନୁଆରୀ ୨୨କୁ ରହିବ ଛୁଟି, ଜାଣନ୍ତୁ କେଉଁ ଦେଶ କଲା ଘୋଷଣା

ନୂଆଦିଲ୍ଲୀ,୧୩।୧: ଅଯୋଧ୍ୟାରେ ଜାନୁଆରୀ ୨୨ରେ ହେବାକୁ ଥିବା ଭବ୍ୟ ରାମ ମନ୍ଦିର ଲୋକାର୍ପଣରେ ଉତ୍ତର ପ୍ରଦେଶ ସରକାର ଯୋଗୀ ଆଦିତ୍ୟନାଥ ଛୁଟି ଘୋଷଣା କରିଛନ୍ତି। ତେବେ କେବଳ ଭାରତ ନୁହେଁ ରାମ ମନ୍ଦିରକୁ ନେଇ ବିଦେଶରେ ମଧ୍ୟ ଉତ୍ସାହ ଦେଖିବାକୁ...

ବିମାନବନ୍ଦରରେ ବ୍ୟାଗ୍‌ ଯାଞ୍ଚ ବେଳେ ଯାତ୍ରୀଙ୍କ ଟଙ୍କା ଚୋରି

ମୁମ୍ବାଇ,୧୨।୧: ମୁମ୍ବାଇ ବିମାନବନ୍ଦରରେ ବ୍ୟାଗ୍‌ ଯାଞ୍ଚ ବେଳେ ଜଣେ ଯାତ୍ରୀଙ୍କ ୧ ଲକ୍ଷେ ଟଙ୍କା ସହ ୭୮ ବର୍ଷର ଏକ ବହୁ ପୁରୁଣା ଫାଉଣ୍ଟେନ୍‌ ପେନ୍‌ ଚୋରି ହୋଇଯାଇଛି। ବଣିପାଲ ଗ୍ରୁପ୍‌ କମ୍ପାନୀର ନିର୍ଦ୍ଦେଶକ ବିନୋଦ କୁମାର ମଣ୍ଡଳଙ୍କ ନିକଟରୁ...

ରାମ ଲଲାଙ୍କ ପ୍ରାଣ ପ୍ରତିଷ୍ଠା ଲାଗି ଉପବାସ ରଖିବେ ମୋଦି, ଭୂଇଁରେ ଶୋଇବା ସହ ୧୧ଦିନ ଧରି ରଖିବେ ମୌନବ୍ରତ

ନୂଆଦିଲ୍ଲୀ,୧୩।୧: ଅଯୋଧ୍ୟା ରାମ ମନ୍ଦିରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ହେବାକୁ ଯାଉଛି। ଜାନୁଆରୀ ୨୨ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭବ୍ୟ ରାମ ମନ୍ଦିରର ଉଦ୍‌ଘାଟନ କରିବା ସହ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା କରିବେ। ଏଥିପାଇଁ ସେ ୧୧ ଦିବସୀୟ ଏକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri