ଜାତୀୟ

ମୁଖ୍ୟମନ୍ତ୍ରୀ ହେବା ପରେ ଶିନ୍ଦେଙ୍କ ଗୁମର ଫିଟାଇଦେଲେ ଫଡନଭିସ, ରାଜନୀତିରେ ହଲଚଲ!

ମୁମ୍ବାଇ,୭।୧୨: ମହାରାଷ୍ଟ୍ରରେ ଦୀର୍ଘ ଦିନର ସସପେନ୍ସ ପରେ ଦେବେନ୍ଦ୍ର ଫଡନଭିସ ଶେଷରେ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଶେଷ ଯାଏ ଉପ ମୁଖ୍ୟମନ୍ତ୍ରୀ ପଦ ପାଇଁ ଅରାଜି ଥିବା ଏକନାଥ ଶିନ୍ଦେ, ଅଜିତ ପାୱାରଙ୍କ ସହ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି।…

ତୁରନ୍ତ ଦେଶ ଛାଡ:ଏହି ଦେଶରେ ଫସିଥିବା ଲୋକଙ୍କୁ ଆଡଭାଇଜରି ଜାରି କଲା ଭାରତ

ନୂଆଦିଲ୍ଳୀ,୭।୧୨: ସିରିଆରେ ବିଦ୍ରୋହୀଙ୍କ ଦ୍ୱାରା ବୃଦ୍ଧି ପାଉଥିବା ଆକ୍ରମଣ ଏବଂ ସାଧାରଣ ନାଗରିକଙ୍କ ମୃତ୍ୟୁକୁ ଦୃଷ୍ଟିରେ ରଖି ଭାରତ ସରକାର ଏହାର ନାଗରିକଙ୍କ ପାଇଁ ଏକ ଆଡଭାଇଜରି ଜାରି କରିଛନ୍ତି। ଏଥିରେ ଭାରତୀୟ ନାଗରିକମାନଙ୍କୁ ପରାମର୍ଶ ଦିଆଯିବା ପର୍ଯ୍ୟନ୍ତ ସିରିଆ ଯାତ୍ରା…

ଭୋଟର ତାଲିକାରୁ ନାଁ କଟାଯିବା ଗଣତନ୍ତ୍ରକୁ ବିପଦ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୭ା୧୨:ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାରୁ ବହୁସଂଖ୍ୟାରେ ଭୋଟରଙ୍କ ନାଁ କାଟିଦିଆଯାଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଶୁକ୍ରବାର ଅଭିଯୋଗ କରିଛନ୍ତି। ଆମ ଆଦ୍‌ମୀ ପାର୍ଟି ଆବାହକ କେଜ୍‌ରିଓ୍ବାଲ କହିଛନ୍ତି, ଶହଦର ଅଞ୍ଚଳରୁ ୧୧,୦୧୮ ଜଣଙ୍କ ନାଁ ଭୋଟର ତାଲିକାରୁ…

ସ୍କୁଲ ପ୍ରିନ୍ସିପାଲ୍‌ଙ୍କୁ ହତ୍ୟାକଲେ ଛାତ୍ର

ଛତରପୁର,୭ା୧୨:ମଧ୍ୟପ୍ରଦେଶର ଛତରପୁର ଜିଲାରେ ଜଣେ ଦ୍ୱାଦଶ ଶ୍ରେଣୀ ଛାତ୍ର ସ୍କୁଲ ପ୍ରିନ୍ସିପାଲ୍‌ଙ୍କୁ ଗୁଳିକରି ହତ୍ୟା କରିଛନ୍ତି। ଏଥିସହିତ ଛାତ୍ର ଜଣକ ତାଙ୍କ ସହଯୋଗୀଙ୍କ ସହ ମିଶି ପ୍ରିନ୍ସିପାଲ୍‌ ଏସ୍‌.କେ. ସାକ୍ସେନା (୫୫)ଙ୍କ ସ୍କୁଟର ନେଇ ପଳାଇଛନ୍ତି। ସ୍କୁଲ କ୍ୟାମ୍ପସ୍‌ରେ ଶୁକ୍ରବାର ଅପରାହ୍ନ…

ଡ୍ୟୁଟିରେ ଥିବା ବେଳେ ଟଳିପଡ଼ିଲେ ଯବାନ

ନୂଆଦିଲ୍ଲୀ,୬ା୧୨: ଜମ୍ମୁ-କଶ୍ମୀରର ଶ୍ରୀନଗର ଅଧୀନ ଏକ ଜଙ୍ଗଲ ଅଞ୍ଚଳରେ ଶୁକ୍ରବାର ତଲାସି ଅଭିଯାନ ବେଳେ ଜଣେ ସେନା ଯବାନଙ୍କର ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ମୃତକ ହେଲେ ସେନାର ୩୪ ଆସାମ ରାଇଫଲ୍ସ ଯବାନ ଯଶବିନ୍ଦର ସିଂ। ଗତ ମଙ୍ଗଳବାର ଡାଚିଗାମ୍‌ ଅଞ୍ଚଳରେ…

ପାକିସ୍ତାନରେ ଭଗତ ସିଂଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟ: ଦୃଢ଼ ପ୍ରତିବାଦ ଜଣାଇଲା ଭାରତ

ନୂଆଦିଲ୍ଲୀ,୬ା୧୨: ପାକିସ୍ତାନରେ ଶହୀଦ ଭଗତ ସିଂଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟକୁ ନେଇ ଭାରତ ଇସ୍‌ଲାମାବାଦ ନିକଟରେ ଦୃଢ଼ ପ୍ରତିବାଦ ଜଣାଇଛି। ଲୋକ ସଭାରେ ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ କୀର୍ତ୍ତିବର୍ଦ୍ଧନ ସିଂ ଏହା ଜଣାଇଛନ୍ତି। ସାଂସ୍କୃତିକ ଐତିହ୍ୟ ଉପରେ ଆକ୍ରମଣ ଏବଂ ପାକିସ୍ତାନରେ ସଂଖ୍ୟାଲଘୁଙ୍କ…

ପ୍ରିନ୍ସିପାଲ୍‌ଙ୍କୁ ଗୁଳି କରି ହତ୍ୟାକଲେ ଦ୍ୱାଦଶ ଶ୍ରେଣୀ ଛାତ୍ର

ଛତରପୁର,୬ା୧୨: ମଧ୍ୟପ୍ରଦେଶର ଛତରପୁର ଜିଲାରେ ଜଣେ ଦ୍ୱାଦଶ ଶ୍ରେଣୀ ଛାତ୍ର ସ୍କୁଲ ପ୍ରିନ୍ସିପାଲ୍‌ଙ୍କୁ ଗୁଳିକରି ହତ୍ୟା କରିଛନ୍ତି। ଏଥିସହିତ ଛାତ୍ର ଜଣକ ତାଙ୍କ ସହଯୋଗୀଙ୍କ ସହ ମିଶି ପ୍ରିନ୍ସିପାଲ୍‌ ଏସ୍‌.କେ. ସାକ୍ସେନା (୫୫)ଙ୍କ ସ୍କୁଟର ନେଇ ପଳାଇଛନ୍ତି। ସ୍କୁଲ କ୍ୟାମ୍ପସ୍‌ରେ ଶୁକ୍ରବାର…

ସୀମାରେ ତୁର୍କୀ ଡ୍ରୋନ୍ ମୁତୟନ କଲା ବାଂଲାଦେଶ: ହାଇ ଆଲର୍ଟରେ ଭାରତ

ନୂଆଦିଲ୍ଲୀ,୬।୧୨: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ଦେଶର ସେନା କ୍ଷମତାଚ୍ୟୁତ କରିବା ପରେ ଭାରତ ସହିତ ବାଂଲାଦେଶର ସମ୍ପର୍କ ଖରାପ ହୋଇଛି। ବାଂଲାଦେଶରେ ଅଳ୍ପସଂଖ୍ୟକ ହିନ୍ଦୁଙ୍କ ଉପରେ ଅତ୍ୟାଚାର ବୃଦ୍ଧି ପାଇଛି ଏବଂ ଭାରତ ପ୍ରତି ବାଂଲାଦେଶ ଲୋକମାନଙ୍କର ଆକ୍ରୋଶମୂଳକ ବ୍ୟବହାର…

କୃଷକଙ୍କ ପାଇଁ ଖୁସିଖବର: ଜାଣନ୍ତୁ କେବେ ଜାରି ହେବ ପିଏମ କିସାନ ଯୋଜନାର ପରବର୍ତ୍ତୀ କିସ୍ତି

ନୂଆଦିଲ୍ଲୀ,୬।୧୨: ଭାରତ ସରକାର ଦେଶର ଲୋକଙ୍କ ପାଇଁ ଅନେକ ଯୋଜନା କରୁଛନ୍ତି। ଦେଶର କୋଟି ଲୋକ ଏହି ସରକାରୀ ଯୋଜନାର ଲାଭ ପାଇଛନ୍ତି। ଭାରତ ଏକ କୃଷି ପ୍ରଧାନ ଦେଶ, ଭାରତର ୫୦% ରୁ ଅଧିକ ଲୋକ ଚାଷରୁ ରୋଜଗାର କରନ୍ତି।…

ଗାଳି ଦେବାର ଗୋଟିଏ ଦିନ ପରେ ଶିବରାଜଙ୍କୁ ପ୍ରଶଂସା କଲେ ଧନଖର

ନୂଆଦିଲ୍ଲୀ,୬।୧୨: ଉପରାଷ୍ଟ୍ରପତି ଜଗଦୀପ ଧନଖର କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କୁ ପ୍ରଥମେ ଗାଳି ଦେବା ପରେ ଏବେ ତାଙ୍କୁ ପ୍ରଶଂସା କରିଛନ୍ତି। ଧନଖର ନିକଟରେ କୃଷକଙ୍କ ସହ ଏକ କାର୍ଯ୍ୟକ୍ରମରେ ଶିବରାଜଙ୍କୁ ଏକ ପ୍ରଶ୍ନ ପଚାରିଥିଲେ,ଚାଷୀଙ୍କ ସହ କାହିଁକି…

କଂଗ୍ରେସ ଏମ୍‌ପି ବସିବା ସିଟ୍‌ରୁ ମିଳିଲା ନୋଟ ବିଡା: ରାଜ୍ୟ ସଭାରେ ହଙ୍ଗାମା

ନୂଆଦିଲ୍ଲୀ,୬।୧୨: କଂଗ୍ରେସ ବେଞ୍ଚରେ ନୋଟ ବିଡା ମିଳିବା ନେଇ ରାଜ୍ୟ ସଭାରେ ହଙ୍ଗାମା ଆରମ୍ଭ ହୋଇଛି। ଅଧ୍ୟକ୍ଷ ଜଗଦୀପ ଧନଖର ଏହି ସୂଚନା ଦେଇଛନ୍ତି। ପରେ ରାଜନୀତି ମଧ୍ୟ ଏହି ପ୍ରସଙ୍ଗରେ ଆରମ୍ଭ ହୋଇଛି। ରାଜ୍ୟ ସଭା ଆସନ ନମ୍ବର ୨୨୨ରୁ…

ସୁନା ଭଣ୍ଡାର ବଢାଇଲା ଭାରତ: ବିଶ୍ୱରେ ଆରବିଆଇ ୧ ନମ୍ବର

ନୂଆଦିଲ୍ଲୀ,୬।୧୨:ଅକ୍ଟୋବରରେ ବିଶ୍ୱର କେନ୍ଦ୍ରୀୟ ବ୍ୟାଙ୍କଗୁଡିକ ୬୦ ଟନ ସୁନା କିଣିଛନ୍ତି। ବିଶ୍ୱ ଗୋଲ୍ଡ କାଉନସିଲ (ଡବ୍ଲୁଜିସି) ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏଥିରେ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ୨୭ ଟନ ସୁନା କ୍ରୟ କରି ଆଗରେ ରହିଛି। ଅନ୍ତର୍ଜାତୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri