Odisha Elections 2024

ଜାତୀୟ

ଅଗଷ୍ଟ ୨୩କୁ ‘ଜାତୀୟ ମହାକାଶ ଦିବସ’ ଭାବରେ ପାଳନ କରାଯିବ: ମୋଦି

ନୂଆଦିଲ୍ଲୀ,୨୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚନ୍ଦ୍ରୟାନ ମିଶନରେ ଜଡିତ ବୈଜ୍ଞାନିକମାନଙ୍କୁ ଭେଟିବା ପାଇଁ ବେଙ୍ଗାଲୁରୁର ଇସ୍ରୋରେ ପହଞ୍ଚିଛନ୍ତି। ଚନ୍ଦ୍ରୟାନ-୩ର ଚନ୍ଦ୍ରରେ ସଫଳ ଅବତରଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଇଏସଆର ଦଳର ବୈଜ୍ଞାନିକମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ...

ବିଧାନସଭା ନିର୍ବାଚନ ପୂର୍ବରୁ ମଧ୍ୟପ୍ରଦେଶ କ୍ୟାବିନେଟ ସମ୍ପ୍ରସାରଣ, ୩ ମନ୍ତ୍ରୀ ନେଲେ ଶପଥ

ଭୋପାଳ,୨୬।୮: ମଧ୍ୟ ପ୍ରଦେଶରେ ଭାରତୀୟ ଜନତା ପାର୍ଟି(ଭାଜପା)ଅନୁଗାମୀ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ସରକାରରେ ୩ ନୂଆ ବିଧାୟକଙ୍କୁ ମନ୍ତ୍ରୀ ପଦର ଶପଥ ଦିଆଯାଇଛି। ବିନ୍ଧ୍ୟରୁ ରାଜେନ୍ଦ୍ର ଶୁକ୍ଲା, ମହାକୌଶଲରୁ ଗୌରୀଶଙ୍କର ବିସେନ ଏବଂ ବୁନ୍ଦେଲଖଣ୍ଡରୁ ରାହୁଲ ଲୋଧି କ୍ୟାବିନେଟରେ...

ଚନ୍ଦ୍ରୟାନ-୩ ଅବତରଣ କରିଥିବା ସ୍ଥାନକୁ ‘ଶିବ ଶକ୍ତି’, ଚନ୍ଦ୍ରୟାନ-୨ ଅବତରଣ କରିଥିବା ସ୍ଥାନକୁ ‘ତ୍ରିରଙ୍ଗା’ନାମ ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଇସ୍ରୋ ଗସ୍ତରେ ଅଛନ୍ତି। ଯେଉଁଠାରେ ପ୍ରଧାନମନ୍ତ୍ରୀ ବୈଜ୍ଞାନିକମାନଙ୍କୁ ଭେଟି ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଚନ୍ଦ୍ରରେ ଯେଉଁଠାରେ ଭାରତର ଚନ୍ଦ୍ରୟାନ-୩ ଅବତରଣ କରିଛି, ତାହାର ନାମ ‘ଶିବ ଶକ୍ତି’ ନାମରେ...

ଦୋଷୀ ସାବ୍ୟସ୍ତ ପାଇଁ ମୃତ୍ୟୁକାଳୀନ ବୟାନ ପର୍ଯ୍ୟାପ୍ତ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୮: ହତ୍ୟାର ଶିକାର ହୋଇଥିବା ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ପୂର୍ବ ବୟାନ ଆଧାରରେ ହିଁ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି। ୨୦୧୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ମୃତ୍ୟୁ ଦଣ୍ଡାଦେଶ...

ମୁକୁଳିଲେ ଅମରମଣି, ମଧୁମଣି

ଗୋରଖପୁର/ଲକ୍ଷ୍ନୌ,୨୬ା୮: କବୟିତ୍ରୀ ମଧୁମିତା ଶୁକ୍ଳା ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ ସଜା କାଟୁଥିବା ଉତ୍ତର ପ୍ରଦେଶର ପୂର୍ବତନ ମନ୍ତ୍ରୀ ଅମରମଣି ତ୍ରିପାଠୀ ଓ ତାଙ୍କ ସ୍ତ୍ରୀ ମଧୁମଣି ତ୍ରିପାଠୀ ଜେଲ ଅବଧି ପୂରିବା ପୂର୍ବରୁ ଶୁକ୍ରବାର ସନ୍ଧ୍ୟାରେ...

ଲଦାଖବାସୀଙ୍କ ସ୍ବରକୁ ଚପାଇଦିଆଯାଉଛି: ରାହୁଲ

ନୂଆଦିଲ୍ଲୀ,୨୬।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର କହିଛନ୍ତି, ଲଦାଖବାସୀଙ୍କ ରାଜନୈତିକ ସ୍ବରକୁ ଚପାଇ ଦିଆଯାଉଛି। ତେଣୁ ଲଦାଖବାସୀଙ୍କ ସମସ୍ତ ଦାବିକୁ ସେ ପାର୍ଲାମେଣ୍ଟର ଆଗାମୀ ଅଧିବେଶନରେ ଉପସ୍ଥାପନ କରିବେ ବୋଲି କହିଛନ୍ତି। ସେହିପରି କେନ୍ଦ୍ର ସରକାର ଲଦାଖବାସୀଙ୍କୁ ଦେଇଥିବା ରୋଜଗାର...

‘ଜାମିନ ପାଇବା ପରେ ବ୍ୟାଡମିଣ୍ଟନ ଖେଳୁଛନ୍ତି ଲାଲୁ ଯାଦବ’, ସୁପ୍ରିମକୋର୍ଟରେ ସିବିଆଇର ଯୁକ୍ତି

ନୂଆଦିଲ୍ଲୀ,୨୬।୮: ରାଷ୍ଟ୍ରିୟ ଜନତା ଦଳ (ଆରଜେଡି) ମୁଖ୍ୟ ଲାଲୁ ପ୍ରସାଦ ଯାଦବ ଚୋରା ଘୋଟାଲାରେ ଜାମିନ ପାଇବା ପରେ ବ୍ୟାଡମିଣ୍ଟନ ଖେଳୁଛନ୍ତି। କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) ଶୁକ୍ରବାର ସୁପ୍ରିମକୋର୍ଟଙ୍କୁ ଏହା କହିଛି। ଏହି ଆଧାରରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ...

୩୦ ବର୍ଷରେ କମିଲେଣି ୬୦% ପକ୍ଷୀ ପ୍ରଜାତି

ନୂଆଦିଲ୍ଲୀ,୨୬।୮: ଗତ ୩୦ ବର୍ଷ ମଧ୍ୟରେ ୩୩୮ ପ୍ରକାର ପକ୍ଷୀଙ୍କ ପ୍ରଜାତି ସଂଖ୍ୟା ପରିବର୍ତ୍ତନ ଏବଂ ୬୦% ପକ୍ଷୀ ପ୍ରଜାତି ହ୍ରାସ ଘଟିଛି। ଏହା ୩୦ ହଜାର ପକ୍ଷୀ ପ୍ରଜାତିର ତଥ୍ୟ ଆଧାରରେ ଜଣାପଡ଼ିଛି। ଷ୍ଟେଟ୍‌ ଅଫ୍‌ ଇଣ୍ଡିଆଜ୍‌ ବାର୍ଡସ୍‌ର ରିପୋର୍ଟ...

ମେହବୁବା ମୁଫ୍‌ତିଙ୍କ ଝିଅଙ୍କୁ ନିୟମିତ ପାସ୍‌ପୋର୍ଟ

ଶ୍ରୀଗନର,୨୬।୮: ଜମ୍ମୁ-କଶ୍ମୀର ପିପୁଲ୍ସ ଡେମୋକ୍ରାଟିକ ପାର୍ଟି (ପିଡିପି) ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତିଙ୍କ ଝିଅ ଇଲ୍‌ତିଜା ମୁଫ୍‌ତିଙ୍କୁ ନିୟମିତ ପାସ୍‌ପୋର୍ଟ ମିଳିଛି। ତେବେ ଏହାର ସମୟସୀମା ୧୦ବର୍ଷ ରହିଛି। ଇଲ୍‌ତିଜା ତାଙ୍କ ପାସ୍‌ପୋର୍ଟ ସମୟସୀମା ବୃଦ୍ଧି ଏବଂ...

ମାସିକ ଫି’ ନ ଦେବାରୁ ନିର୍ଯାତନା

ଥିରୁଭାନନ୍ତପୁରମ୍‌,୨୬।୮: ସ୍କୁଲର ମାସିକ ଟ୍ୟୁଶନ ଫି’ ନେବାରୁ ଜଣେ ଛାତ୍ରଙ୍କୁ ତଳେ ବସି ପରୀକ୍ଷା ଦେବାକୁ ସ୍କୁଲ କର୍ତ୍ତୃପକ୍ଷ ବାଧ୍ୟ କରିଥିବା ଅଭିଯୋଗ ହୋଇଛି। କେରଳର ଏକ ଘରୋଇ ସ୍କୁଲରେ ଶୁକ୍ରବାର ଏଭଳି ଘଟଣା ଘଟିଛି। ପରିବାର ଲୋକଙ୍କ ଅଭିଯୋଗ...

ଚନ୍ଦ୍ରୟାନ-୩ ତଥ୍ୟରୁ ଲାଭାନ୍ବିତ ହେବ ବିଶ୍ୱ: ରାଷ୍ଟ୍ରପତି

ଚନ୍ଦ୍ରୟାନ-୩ ଜରିଆରେ ଚନ୍ଦ୍ରରୁ ମିଳିଥିବା ନୂଆ ତଥ୍ୟରୁ ସାରା ବିଶ୍ୱ ଲାଭାନ୍ବିତ ହେବ ବୋଲି ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଶାବ୍ୟକ୍ତ କରିଛନ୍ତି। ନୂଆଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ମୁର୍ମୁ କହିଛନ୍ତି, ଭାରତୀୟ ବୈଜ୍ଞାନିକମାନଙ୍କ ଅଭୂତପୂର୍ବ ସଫଳତା...

ଚନ୍ଦ୍ରରେ ୮ ମିଟର ଚାଲିଲା ରୋଭର

ଚନ୍ଦ୍ରପୃଷ୍ଠରେ ଲ୍ୟାଣ୍ଡର ବିକ୍ରମରୁ ବାହାରିବା ପରଠୁ ରୋଭର ପ୍ରଜ୍ଞାନ ୮ ମିଟର ଚାଲିଛି। ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ପକ୍ଷରୁ ପ୍ରଜ୍ଞାନର ଗତିବିଧି ଉପରେ ନଜର ରଖାଯାଇଛି। ରୋଭର କରିବାକୁ ଥିବା ସବୁ ପ୍ରୟୋଗକୁ ନିରୀକ୍ଷଣ କରାଯାଉଛି। ପ୍ରପଲସନ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri