ଜାତୀୟ

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ TVK ତାଙ୍କୁ ଭବିଷ୍ୟତରେ ଦେଶର ପ୍ରଧାନମନ୍ତ୍ରୀ ଭାବେ ଦେଖୁଛି। ଦଳର ନେତାମାନେ ବିଜୟଙ୍କୁ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା ଆରମ୍ଭ କରିଛି। ଫଳରେ ଆଗାମୀ ପର୍ବପର୍ବାଣୀ ସମୟରେ ମଧ୍ୟବିତ୍ତ ପରିବାରର ରୋଷେଇ ବଜେଟ…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି ଗୋଡ଼ ଥିବା ଶିଶୁକୁ ଜନ୍ମ ଦେଇଛନ୍ତି । ନବଜାତ ଶିଶୁକୁ ଦେଖି ଡାକ୍ତର…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି ନୋଟ୍‌ଭର୍ତ୍ତି ୩୦ରୁ ଅଧିକ ବସ୍ତା। ବସ୍ତାଗୁଡ଼ିକରେ ୧୦, ୨୦ ଓ ୫୦ ଟଙ୍କିଆ…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ, ସପ୍ତାହ ପରେ, ଏହି ସୁଟକେସ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ସାମ୍ନାକୁ ଆସିଛି। ସିସିଟିଭି…

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ ଯୋଗ ଦେବା ଜାରି ରଖିଛନ୍ତି। ଏହି ପରିପ୍ରେକ୍ଷୀରେ, ଜଣେ କେରଳ BJP ନେତା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ପ୍ରତିବର୍ଷ ଯୋଗାଇ ଦିଆଯିବ ୩ଟି ମାଗଣା ଗ୍ୟାସ ସିଲିଣ୍ଡର

ଚେନ୍ନାଇ,୨୪।୮: ବିଧାନସଭାରେ ଏକ ବଡ଼ ଘୋଷଣା କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ କହିଛନ୍ତି ଯେ ‘ଅନ୍ନପୂର୍ଣ୍ଣି ସୁପର ସିକ୍ସ’ ଯୋଜନା ଅଧୀନରେ ପ୍ରତିବର୍ଷ ତିନୋଟି ମାଗଣା ଗ୍ୟାସ ସିଲିଣ୍ଡର ଯୋଗାଇ ଦିଆଯିବ। ଏହି ପଦକ୍ଷେପ ଅଧୀନରେ ବାର୍ଷିକ ୨.୫ ଲକ୍ଷ…

ଅସ୍ଥିର ହେଲାଣି ବଙ୍ଗୋପସାଗର, ଅନେକ ରାଜ୍ୟରେ ହେବ ପ୍ରବଳ ବର୍ଷା IMD ଜାରି କଲା ସତର୍କତା

ନୂଆଦିଲ୍ଲୀ,୨୪।୮: ବିଶ୍ୱବ୍ୟାପୀ ପାଣିପାଗ ବିଜ୍ଞାନୀମାନେ ବର୍ତ୍ତମାନ ଏଲ ନିନୋର ସକ୍ରିୟତା ବିଷୟରେ ଆଲୋଚନା କରୁଛନ୍ତି; କିନ୍ତୁ ଏପର୍ଯ୍ୟନ୍ତ ଭାରତରେ କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପରିଲକ୍ଷିତ ହୋଇନାହିଁ। ମୌସୁମୀ ଯୋଗୁ ଦେଶର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏହି ସମୟରେ, ଭାରତ…

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ମଧ୍ୟରେ, ପ୍ରଶାସନ ପରିସ୍ଥିତିକୁ ପରିଚାଳନା କରିବା ଏବଂ ଭିଡ଼କୁ ନିୟନ୍ତ୍ରଣ…

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି କମ୍‌ ନୁହେଁ। ସାମ୍ବାଦିକା ପୂରବୀ ଶ୍ରୀଧର ଏବଂ ସଂଘିତା ସିଂହଙ୍କ ଦ୍ୱାରା ଲିଖିତ…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ ଆୟୋଜିତ ହୋଇଥିଲା। କେରଳର କୈଜିଆ ଲିଜ ମାଜୋ ‘ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬’…

ପିଆଜ ଦର ବୃଦ୍ଧି ଉପରେ ସରକାରଙ୍କ ବଡ଼ ଆକ୍ସନ, ଏବେ ଏଇଠୁ ଆସିଲା ପରେ ମିଳିବ ଶସ୍ତା ପିଆଜ

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବୃଦ୍ଧିରେ ପୁଣି ଥରେ ଚେପା ହେଲେଣି ସାଧାରଣ ପରିବାରର। ଦେଶର ଅନେକ ସ୍ଥାନରେ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ବୃଦ୍ଧିକୁ ରୋକିବା ପାଇଁ, ସରକାର ଏହାର ବଫର ଷ୍ଟକରୁ ବଜାରକୁ ପିଆଜ ଛାଡିବାକୁ ପ୍ରସ୍ତୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?