ଭାରତରେ ଟେସଲାର ପ୍ରବେଶ ପୂର୍ବରୁ ଏଲନ ମସ୍କଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ; ଟେକ୍ନୋଲୋଜି, ଇନୋଭେସନ ଉପରେ ଗୁରୁତ୍ୱ
ନୂଆଦିଲ୍ଲୀ,୧୮।୪: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟେସଲା ଏବଂ ସ୍ପେସଏକ୍ସର ସିଇଓ ଏଲନ ମସ୍କଙ୍କ ସହ ଏକ ଟେଲିଫୋନିକ ଆଲୋଚନା କରିଛନ୍ତି, ଯେଉଁଥିରେ ଭାରତ ଏବଂ ଯୁକ୍ତରାଷ୍ଟ୍ର ମଧ୍ୟରେ ଟେକ୍ନୋଲୋଜି ଏବଂ ନୂତନତ୍ୱ କ୍ଷେତ୍ରରେ ସହଯୋଗ ବୃଦ୍ଧି ପାଇଁ ପାରସ୍ପରିକ ଆଗ୍ରହକୁ…
ମୁର୍ଶିଦାବାଦ ହିଂସାକୁ ନେଇ ଜ୍ଞାନ ଦେଉଥିଲା Bangladesh ଭାରତ କହିଲା, ପ୍ରଥମେ ନିଜ ଘର ସମ୍ଭାଳ
ନୂଆଦିଲ୍ଲୀ,୧୮।୪: ପଶ୍ଚିମବଙ୍ଗରେ ୱକଫ ଆଇନକୁ ନେଇ ହିଂସା ଉପରେ Bangladeshର ମନ୍ତବ୍ୟକୁ ଭାରତ ଦୃଢ଼ ଭାବରେ ପ୍ରତ୍ୟାଖ୍ୟାନ କରିଛି। ଭାରତ କହିଛି ଯେ ଏହି ମନ୍ତବ୍ୟ ଭୁଲ ଏବଂ ଏହାର ଉଦ୍ଦେଶ୍ୟ ହେଉଛି ବାଂଲାଦେଶରେ ସଂଖ୍ୟାଲଘୁଙ୍କ ଉପରେ ହେଉଥିବା ଅତ୍ୟାଚାରରୁ ଧ୍ୟାନ…
ଭଗବଦ୍ ଗୀତା, ନାଟ୍ୟଶାସ୍ତ୍ରକୁ ମିଳିଲା ୟୁନେସ୍କୋ ସମ୍ମାନ, ପ୍ରଧାନମନ୍ତ୍ରୀ କହିଲେ ‘ଗର୍ବର ମୁହୂର୍ତ୍ତ’
ନୂଆଦିଲ୍ଲୀ ,୧୮।୪: ଭାରତର ସାଂସ୍କୃତିକ ଓ ଦାର୍ଶନିକ ଐତିହ୍ୟକୁ ଏକ ଐତିହାସିକ ସ୍ୱୀକୃତି ଭାବେ ଭଗବଦ୍ ଗୀତା ଏବଂ ଭରତ ମୁନିଙ୍କ ନାଟ୍ୟଶାସ୍ତ୍ର ୟୁନେସ୍କୋର ମେମୋରୀ ଅଫ୍ ଦି ୱାର୍ଲଡ ରେଜିଷ୍ଟରରେ ସ୍ଥାନ ପାଇଛି। ଏହି ଘୋଷଣାକୁ ଦେଶ ପାଇଁ ଏକ…
‘ମା’ବାପାଙ୍କ ଇଚ୍ଛା ବିରୋଧରେ ବିବାହ କରିଥିବା ଯୋଡ଼ି ପୋଲିସ ସୁରକ୍ଷା ଦାବି କରିପାରିବେନି’
ପ୍ରୟାଗରାଜ, ୧୮।୪ (ପି.ଟି.):ମା’ବାପାଙ୍କ ଇଚ୍ଛା ବିରୋଧରେ ବିବାହ କରୁଥିବା ପ୍ରେମୀଯୁଗଳ ପୋଲିସ ସୁରକ୍ଷା ନେଇ ଦାବି କରିପାରିବେ ନାହିଁ ବୋଲି ଆଲ୍ଲାହାବାଦ ହାଇକୋର୍ଟ ଗୁରୁବାର କହିଛନ୍ତି। ଏକ ପ୍ରେମୀଯୁଗଳଙ୍କ ପକ୍ଷରୁ ସୁରକ୍ଷା ଦାବି ଆବେଦନର ଶୁଣାଣି କରି ଜଷ୍ଟିସ୍ ସୌରଭ ଶ୍ରୀବାସ୍ତବଙ୍କ…
୫୦ କୋଟିରେ କୁକୁର କିଣା: ଘରେ ପଶିଲା ଇଡି
ବେଙ୍ଗାଲୁରୁ,୧୮।୪:ବେଙ୍ଗାଲୁରୁର ଜଣେ ବ୍ୟକ୍ତି ୫୦ କୋଟି ଟଙ୍କାରେ ଆମେରିକାରୁ ଏକ ବିରଳ ପ୍ରଜାତିର ‘ଓ୍ବଲ୍ଫଡଗ୍’ କିଣିଥିବା କହିବା ପରେ ଗୁରୁବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଏକ ଟିମ୍ ତାଙ୍କ ଘର ଉପରେ ଚଢ଼ାଉ କରିଛି। ସମ୍ଭାବ୍ୟ ଦୁର୍ନୀତି କିମ୍ବା ବିଦେଶ ବିନିମୟ…
ଇସ୍ରାଏଲ୍ର ଏୟାରଷ୍ଟ୍ରାଇକ୍ରେ ଗୋଟିଏ ପରିବାରର ୧୦ ଜଣଙ୍କ ମୃତ୍ୟୁ
ଗାଜାଷ୍ଟ୍ରିପ୍,୧୭।୪: ଗାଜା ଉପରେ ଇସ୍ରାଏଲ୍ର ଏୟାରଷ୍ଟ୍ରାଇକ ଯୋଗୁ ଗୋଟିଏ ପରିବାରର ୧୦ ଜଣଙ୍କ ସମେତ ୨୩ ଜଣଙ୍କ ମୃତ୍ୟୁ ଘଟିଛି। ବୁଧବାର ରାତିରୁ ଏହି ଆକ୍ରମଣ ଜାରି ରହିଥିଲା। ଗାଜାକୁ ୬ ସପ୍ତାହ ପର୍ଯ୍ୟନ୍ତ ଖାଦ୍ୟ ଓ ଅନ୍ୟାନ୍ୟ ଜରୁରୀ ସାମଗ୍ରୀ…
ସୋମବାର ଏସବୁ ଅଞ୍ଚଳରେ ପାଣି ବନ୍ଦ, ଛଟପଟ ହେବେ ରାଜଧାନୀବାସୀ!
ନୂଆଦିଲ୍ଲୀ,୧୭।୪: ଯଦି ଆପଣ ଦିଲ୍ଲୀରେ ରହୁଛନ୍ତି, ତେବେ ଆଗାମୀ ସୋମବାର ଆପଣଙ୍କୁ ପାଣି ଅଭାବର ସମ୍ମୁଖୀନ ହେବାକୁ ପଡ଼ିପାରେ। ଆମେ ଏହା କହୁନାହୁଁ, ବରଂ ଏହି ସୂଚନା ଦିଲ୍ଲୀ ଜଳ ବୋର୍ଡ ଦେଇଛି। ପରେ ଯେପରି ସେମାନଙ୍କୁ ପାଣି ଅଭାବର ସମ୍ମୁଖୀନ…
CBI ଚଢାଉ ପରେ ଦିଲ୍ଲୀରେ ରାଜନୈତିକ ବାତାବରଣ ସରଗରମ, AAPର ଅନେକ ନେତା ଭାଜପା ସମ୍ପର୍କରେ
ନୂଆଦିଲ୍ଲୀ,୧୭।୪: ବିଧାନସଭା ନିର୍ବାଚନ ଶେଷ ହେବା ପରେ ମଧ୍ୟ, ଦିଲ୍ଲୀ ରାଜନୀତିରେ ପରିବର୍ତ୍ତନ ଏବଂ ଅନ୍ୟମାନଙ୍କ ବିଶ୍ୱାସ ପରିବର୍ତ୍ତନ କରିବାର ପ୍ରୟାସ ଜାରି ରହିଛି। ଆମ ଆଦମୀ ପାର୍ଟି(AAP)ର ଅନେକ ନେତା ଏବଂ କାଉନସିଲର ଆଜିକାଲି ବରିଷ୍ଠ ଭାଜପା ନେତାଙ୍କ ସହ…
‘ୟୁପିରେ ମସଜିଦ ଭାଙ୍ଗି ଦିଆଯାଉଛି, ଭାଜପା କହୁଛି ମୁସଲମାନଙ୍କ ଉନ୍ନତିର କଥା’, Mehbooba Mufti
ଶ୍ରୀନଗର,୧୭।୪: ପିଡିପି ଅଧ୍ୟକ୍ଷା Mehbooba Mufti ଗୁରୁବାର ଭାଜପା ଉପରେ ଅଭିଯୋଗ ଆଣି କହିଛନ୍ତି ଯେ ଗୋଟିଏ ପଟେ ଏହା ମସଜିଦ ଭାଙ୍ଗି ଦେଉଛି ଏବଂ ଅନ୍ୟପଟେ ଏହା ୱକଫ ଜମି ଦଖଲ କରୁଛି। ଶ୍ରୀନଗରରେ ଏକ ସାଧାରଣ ସଭାରେ ସେ…
ଦ୍ରୁତ ଗତିରେ ଆଗେଇ ଚାଲିଛି ଭାରତର ଅର୍ଥନୀତି, ୩ ବର୍ଷରେ ପଛରେ ପଡିବେ ଜର୍ମାନୀ, ଜାପାନ
ନୂଆଦିଲ୍ଲୀ, ୧୬।୪: ଭାରତର ଅର୍ଥନୀତି ଆଗାମୀ ତିନି ବର୍ଷ ମଧ୍ୟରେ ଜର୍ମାନୀ ଓ ଜାପାନକୁ ପଛରେ ପକାଇ ଦେବ ଏବଂ ୨୦୪୭ ସୁଦ୍ଧା ଏହା ବିଶ୍ୱର ଦ୍ୱିତୀୟ ବୃହତ୍ତମ ଅର୍ଥନୀତି ହେବାର ସମ୍ଭାବନା ରହିଛି। ନୀତି ଆୟୋଗର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ…
US Vice President J D Vanceଙ୍କ ଭାରତ ଗସ୍ତ ଦ୍ୱିପାକ୍ଷୀୟ ସମ୍ପର୍କକୁ ଆହୁରି ମଜଭୁତ କରିବ: ଭାରତ
ନୂଆଦିଲ୍ଲୀ,୧୭।୪: ଭାରତ ବୁଧବାର କହିଛି ଯେ, ଆମେରିକା ଉପ-ରାଷ୍ଟ୍ରପତି ଜେ.ଡି. ଭାନ୍ସଙ୍କ ଆସନ୍ତା ଭାରତ ଭ୍ରମଣ ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷୀୟ ସମ୍ପର୍କକୁ ‘ଆଉ ଅଧିକ ମଜଭୁତ’ କରିବ ଓ ଏହି ସମ୍ପର୍କରେ ସମସ୍ତ ‘ସମ୍ପୃକ୍ତ ବିଷୟ’ ଉପରେ ଆଲୋଚନା ହେବ।…
କିଏ ଅଧିକ ପାଓ୍ବାରଫୁଲ୍, ରାଷ୍ଟ୍ରପତି ନା ସୁପ୍ରିମକୋର୍ଟ: ଜାଣନ୍ତୁ କ’ଣ ଅଛି ନିୟମ
ନୂଆଦିଲ୍ଲୀ,୧୭।୪: ତାମିଲନାଡୁରେ ରାଜ୍ୟ ସରକାର ବନାମ ରାଜ୍ୟପାଳ ବିବାଦ ଏବେ ସୁପ୍ରିମକୋର୍ଟ ଏବଂ ରାଷ୍ଟ୍ରପତିଙ୍କ କ୍ଷମତା ପର୍ଯ୍ୟନ୍ତ ପହଞ୍ଚିଛି। ସୁପ୍ରିମକୋର୍ଟ ବିଲ ପାସ କରିବା ପାଇଁ ସମୟସୀମା ଧାର୍ଯ୍ୟ କରିବା ପରେ, ଦେଶର ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କ ଏକ ବିବୃତ୍ତି ସାମ୍ନାକୁ…
Archives


