ମହାରାଷ୍ଟ୍ର ରାଜନୀତିରେ ଏହି ବ୍ୟକ୍ତି ହେଉଛନ୍ତି ସିଏମ ମେକର୍, କରିବେ ବଡ଼ ଖେଳ!
ମୁମ୍ବାଇ,୨୭।୧୧: ୨୦୨୪ରେ ମହାୟୁତିର ବିଶାଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦ ନେଇ ସସପେନ୍ସ ଜାରି ରହିଛି। ଗ୍ରାଣ୍ଡ ଆଲାଇନ୍ସରେ ସର୍ବାଧିକ ଆସନ ଜିତିଥିବା ଦଳଗୁଡ଼ିକ ହେଉଛି ଭାରତୀୟ ଜନତା ପାର୍ଟି (ଭାଜପା), ଏକନାଥ ଶିନ୍ଦେଙ୍କ ଶିବସେନା ଏବଂ ଅଜିତ ପାୱାରଙ୍କ ଜାତୀୟତାବାଦୀ…
ଶାନ୍ତ ପଡ଼ିଲେ ଶିନ୍ଦେ: ଆକ୍ସନ ମୋଡ୍ରେ ଆସିଲେ ନଜର
ପୁଣେ,୨୭।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଶାସକ ମିଳିତ ମଞ୍ଚ ‘ମହାୟୁତି’ ବହୁମତ ହାସଲ କରିଛି। ଏଥିରେ କେବଳ ଭାଜପା ୧୩୨ଟି ଆସନରେ ଐତିହାସିକ ବିଜୟ ହାସଲ କରିଛି। କିନ୍ତୁ ଏବେ ପ୍ରଶ୍ନ ହେଉଛି ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ‘ମହାୟୁତି’ର…
ସିନ୍ଧିଆ-ରାହୁଲଙ୍କ ଭେଟଘାଟକୁ ନେଇ ବଢିଲା ଚର୍ଚ୍ଚା, ଆଗକୁ ହେବ…
ନୂଆଦିଲ୍ଲୀ,୨୭।୧୧: ମଙ୍ଗଳବାର ସଂସଦରେ ସମ୍ବିଧାନ ଦିବସ ସମାରୋହ ଆୟୋଜନ କରାଯାଇଥିଲା। ତେବେ ସେଣ୍ଟ୍ରାଲ ହଲ୍ରେ ଏହି କାର୍ଯ୍ୟକ୍ରମରେ କିଛି ଅଜବ ଘଟଣା ଦେଖିବାକୁ ମିଳିଥିଲା। ଯେତେବେଳେ ଦୁଇ ପୁରୁଣା ବନ୍ଧୁ ଏକାଠି ନଜର ଆସିଥିଲେ। ଏହି ସମୟରେ ଯିଏ କିଏ ବି…
ମୁଖ୍ୟମନ୍ତ୍ରୀ ପଦ ବଦଳରେ ବଡ଼ ସର୍ତ୍ତ ରଖିଦେଲେ ଶିନ୍ଦେ, ଅଡୁଆରେ ଭାଜପା
ମୁମ୍ବାଇ,୨୭।୧୧:ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ଏନେଇ ମହାୟୁତିରେ ସସପେନ୍ସ ଲାଗି ରହିଛି। କିନ୍ତୁ ଏହାରି ଭିତରେ ଏକନାଥ ଶିନ୍ଦେ କିଛି ଏପରି ସଙ୍କେତ ଦେଇଛନ୍ତି, ଯେଉଁଥିରେ ଭାଜପା ଅଡୁଆରେ ପଡିଛି। ଶିନ୍ଦେ କିଛିଦିନ ଧରି ମୁଖ୍ୟମନ୍ତ୍ରୀ ପଦ ପାଇଁ ସାଇଲେଣ୍ଟ…
ଆଦାନୀଙ୍କୁ ଗିରଫ କର, ରାହୁଲଙ୍କ ଦାବି ମଧ୍ୟରେ ଲୋକ ସଭା ସ୍ଥଗିତ
ନୂଆଦିଲ୍ଲୀ,୨୭।୧୧: ସଂସଦର ଶୀତକାଳୀନ ଅଧିବେଶନର ତୃତୀୟ ଦିନରେ ବୁଧବାର ସକାଳ ୧୧ଟାରୁ ଲୋକ ସଭା ଓ ରାଜ୍ୟ ସଭାର ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏହି ସମୟ ମଧ୍ୟରେ ବିରୋଧୀଙ୍କ ଉତ୍ତେଜନା କାରଣରୁ ଆରମ୍ଭ ହେବାର କିଛି ମିନିଟ ମଧ୍ୟରେ ଲୋକ ସଭାର…
ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା, କାଲି ଓଡ଼ିଶାରେ…
ଭୁବନେଶ୍ୱର,୨୭।୧୧: ବଙ୍ଗୋପସାଗରରେ ଡରାଇଲାଣି ଆଉ ଏକ ବାତ୍ୟା । ମୌସୁମୀ ଅପସାରଣ ପରେ ସୃଷ୍ଟି ହେବାକୁ ଯାଉଛି ଦ୍ବିତୀୟ ବାତ୍ୟା । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ବଡ ସୂଚନା ଦିଆଯାଇଛି । ଗଭୀର ଅବପାତରେ ପରିଣତ ହୋଇଥିବା ଲଘୁଚାପ…
ଦ୍ରୁତଗତିରେ ତରଳୁଛି ହିମାଳୟ: ଚିନ୍ତା ପ୍ରକଟ କଲା ଏନ୍ଜିଟି
ନୂଆଦିଲ୍ଲୀ,୨୭ା୧୧(ପି.ଟି.):ହିମାଳୟର ହିମହ୍ରଦଗୁଡ଼ିକ ଦ୍ରୁତଗତିରେ ତରଳିବାରେ ଲାଗିଛି। ଏଥିଯୋଗୁ ପ୍ରାକୃତିକ ବିପର୍ଯ୍ୟୟ ଆଶଙ୍କା ବଢ଼ିଛି। ଜାତୀୟ ସବୁଜ ଟ୍ରିବ୍ୟୁନାଲ (ଏନ୍ଜିଟି) ମଙ୍ଗଳବାର ଏହା ଉପରେ ଚିନ୍ତା ପ୍ରକଟ କରିବା ସହ ଏନେଇ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କରିଛନ୍ତି। ତାପମାତ୍ରା ବୃଦ୍ଧି ଯୋଗୁ…
ଅମାନତ ହରାଇଛନ୍ତି ୮୫% ପ୍ରାର୍ଥୀ
ନାଗପୁର,୨୭ା୧୧:ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମୋଟ ୪,୧୩୬ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ସେମାନଙ୍କ ମଧ୍ୟରୁ ୩,୫୧୫ ଜଣ ଇସିଙ୍କ ନିର୍ଦ୍ଧାରିତ ସର୍ବନିମ୍ନ ଭୋଟ ଶେୟାର ହାସଲ କରିବାରେ ବିଫଳ ହୋଇଥିବାରୁ ଅମାନତ ଜମା ହରାଇଛନ୍ତି। ସେମାନଙ୍କର ୩.୫ କୋଟି ଅମାନତ ଜମା ବାଜ୍ୟାପ୍ତ…
ସୂଚନା କମିଶନ ପଦବୀ ୪ ସପ୍ତାହରେ ପୂରଣକର: କେନ୍ଦ୍ର, ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୭ା୧୧(ପି.ଟି.):କେନ୍ଦ୍ରୀୟ ସୂଚନା କମିଶନ (ସିଆଇସି) ଏବଂ ରାଜ୍ୟ ସୂଚନା କମିଶନ (ଏସ୍ଆଇସି)ରେ ଖାଲିପଡ଼ିଥିବା ପଦବୀଗୁଡ଼ିକୁ ପୂରଣ କରିବା ପାଇଁ ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କେଉଁ ରାଜ୍ୟର ସୂଚନା କମିଶନରେ କେତେ ପଦବୀ ଖାଲିପଡ଼ିଛି ଏବଂ…
‘ହିନ୍ଦୁଙ୍କ ସୁରକ୍ଷା ସୁନିଶ୍ଚିତ କର’, ବାଂଲାଦେଶକୁ ଭାରତ ସରକାରଙ୍କ ଦାବି
ନୂଆଦିଲ୍ଲୀ, ୨୬।୧୧: ବାଂଲାଦେଶରେ ହିନ୍ଦୁ ସନ୍ଥ ଚିନ୍ମୟ କୃଷ୍ଣ ଦାସଙ୍କ ଗିରଫଦାରିକୁ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ଏକ ବୟାନ ଜାରି କରାଯାଇଛି। ଚିନ୍ମୟ ଦାସଙ୍କୁ ଜାମିନ ନ ମିଳିବାକୁ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଗଭୀର ଚିନ୍ତା ପ୍ରକଟ…
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ କଲେ ରାହୁଲ ଗାନ୍ଧୀ-BJP ଭିଡିଓ ଶେୟାର କରି…
ନୂଆଦିଲ୍ଲୀ,୨୬।୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଭାଜପା ପକ୍ଷରୁ ଏକ ଭିଡିଓ ଶେୟାର କରି ଏନେଇ ଅଭିଯୋଗ କରାଯାଇଛି। ସୋସିଆଲ ମିଡିଆ ‘ଏକ୍ସ’ରେ ଭିଡିଓ ଶେୟାର କରାଯିବା ପରେ ଭଳିକି ଭଳି ପ୍ରତିକ୍ରିୟା ପ୍ରକାଶ…
ସରକାରଙ୍କ ବଡ଼ ଘୋଷଣା, ୬୦ବର୍ଷ ବୟସ୍କଙ୍କୁ ପ୍ରତିମାସରେ ମିଳିବ ବାର୍ଦ୍ଧକ୍ୟ ଭତ୍ତା
ନୂଆଦିଲ୍ଲୀ,୨୬।୧୧: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ବିଶେଷକରି ବରିଷ୍ଠ ଜନସାଧାରଣଙ୍କ ପାଇଁ ସରକାର କରିଛନ୍ତି ବଡ଼ ଘୋଷଣା। ବାର୍ଦ୍ଧକ୍ୟ ଭତ୍ତା ନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ବାର୍ଦ୍ଧକ୍ୟ ଭତ୍ତାକୁ ୨୫୦୦ ଟଙ୍କା ବଢାଇଛନ୍ତି ସରକାର। ସରକାର ୮୦…
Archives


