ଜାତୀୟ

ସରକାର ନ ହେଉଣୁ ସୋରେନ-ରାହୁଲଙ୍କ ମଧ୍ୟରେ ଫାଟ, କ୍ୟାବିନେଟରେ ମିଳିବନି ସ୍ଥାନ!

ରାଞ୍ଚି,୨୮।୧୧: ଝାଡଖଣ୍ଡରେ ଆଜି ଶପଥ ନେବେ ହେମନ୍ତ ସୋରେନ। ଏନେଇ ଜୋରସୋରରେ ପ୍ରସ୍ତୁତି ଜାରି ରହିଛି। ତେବେ ମୁଖ୍ୟମନ୍ତ୍ରୀ ଶପଥ ନେବା ପରେ ଏବେ ତାଙ୍କ ମନ୍ତ୍ରୀମଣ୍ଡଳ ନେଇ ପ୍ରାନ ଉଠୁଛି। ଏନେଇ କୌଣସି ସୂଚନା ମିଳି ନଥିବାବେଳେ ସୋରେନଙ୍କ ମନ୍ତ୍ରୀମଣ୍ଡଳରେ…

କୁନୋ ଜାତୀୟ ପାର୍କରେ ପୁଣି ଆଖିବୁଜିଲେ ୨ ଚିତା

ଭୋପାଳ,୨୮।୧୧: ମଧ୍ୟପ୍ରଦେଶର ଶୋପୁର ଜିଲାର କୁନୋ ଜାତୀୟ ପାର୍କରେ ଆଫ୍ରିକୀୟ ଚିତା ନିର୍ବାର ୨ ଶାବକଙ୍କ ମୃତଦେହ ମିଳିଛି। ଉଭୟ ମୃତଦେହ କ୍ଷତବିକ୍ଷତ ଅବସ୍ଥାରେ ମିଳିଥିଲା। ଚିତା ନିର୍ବା ନିଜ ଗୁମ୍ଫାଠାରୁ ବହୁତ ଦୂରରେ ବୋଲି ବନ ବିଭାଗ ସୂଚନା ପାଇଥିଲା।…

ଶିନ୍ଦେଙ୍କ ଚକ୍ରବ୍ୟୁହରେ ଫସିଗଲେ ଅଜିତ ପାଓ୍ବାର, ଏବେ କରିବେ କ’ଣ…

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଏକନାଥ ଶିନ୍ଦେ ମୁଖ୍ୟମନ୍ତ୍ରୀ ପଦବୀ ଦୌଡ଼ରୁ ନିଜକୁ ଦୂରେଇ ରଖି ଭାଜପା ପାଇଁ ରାସ୍ତା ସଫା କରିଛନ୍ତି। ସେ ଭାଜପାକୁ ତାଙ୍କ ବଡ଼ ଭାଇ ଭାବେ ଗ୍ରହଣ କରିଛନ୍ତି। ଏବେ ଭାଜପା ଭିତରେ ସିଏମ ମୁହଁର ସନ୍ଧାନ ଚାଲିଛି।…

ପ୍ରେମିକାଙ୍କୁ ହତ୍ୟା କରି ୫୦ ଖଣ୍ଡ କଲେ ପ୍ରେମିକ: ଭୁଲ୍‌ ଥିଲା ଏମିତି…

ରାଞ୍ଚତ୍, ୨୮।୧୧ (ପି.ଟି.):ଝାଡ଼ଖଣ୍ଡ ଖୁଣ୍ଟି ଜିଲାର ଉପାନ୍ତ ଅଞ୍ଚଳରୁ ବୁଧବାର ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍‌ନାକୁ ଆସିଛି। କଂସେଇ ଭାବେ କାର୍ଯ୍ୟ କରୁଥିବା ନରେଶ ଭେଙ୍ଗରା ନାମକ ଜଣେ ୨୫ ବର୍ଷୀୟ ଯୁବକ ନିଜ ବାନ୍ଧବୀଙ୍କୁ ହତ୍ୟା କରିବା ସହ ତାଙ୍କ…

ପ୍ରତି ୫ରେ ଜଣେ ନାବାଳିକା ବାଲ୍ୟବିବାହର ଶିକାର

ନୂଆଦିଲ୍ଲୀ,୨୮ା୧୧: ଗତ ବର୍ଷକ ମଧ୍ୟରେ ଦେଶରେ ପ୍ରାୟ ୨ ଲକ୍ଷ ବାଲ୍ୟବିବାହକୁ ରୋକାଯାଇଛି। ଏହାସତ୍ତ୍ୱେ ପ୍ରତି ୫ ଜଣରେ ଜଣେ ଝିଅ ବିବାହ ବୟସ ୧୮ ବର୍ଷରେ ଉପନୀତ ହେବା ପୂର୍ବରୁ ବାଲ୍ୟବିବାହର ଶିକାର ହେଉଥିବା ବୁଧବାର ମହିଳା ଓ ଶିଶୁ…

ଆଜି ଶପଥ ନେବେ ହେମନ୍ତ ସୋରେନ୍‌: ସୁରକ୍ଷା କଡ଼ାକଡ଼ି

ରାଞ୍ଚତ୍, ୨୮ା୧୧:ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ଗୁରୁବାର ରାଜ୍ୟର ଚତୁର୍ଦ୍ଦଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଏହାପୂର୍ବରୁ ସେ ବୁଧବାର ରାଞ୍ଚତ୍ସ୍ଥିତ ମୋରହାବାଦି ମୈଦାନରେ ନୂଆ ସରକାରଙ୍କ ଶପଥ ଗ୍ରହଣ ସମାରୋହକୁ ନେଇ ଚାଲିଥିବା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଏହି ଅବସରରେ…

ସଂସଦରେ ଏକସଙ୍ଗେ ୩ ଗାନ୍ଧୀ

ନୂଆଦିଲ୍ଲୀ,୨୮ା୧୧: କେରଳର ଓ୍ବାୟନାଡ୍‌ ସଂସଦୀୟ ଆସନରୁ ବିଜୟ ପରେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗୁରୁବାର ଲୋକ ସଭା ସଦସ୍ୟା ଭାବେ ଶପଥ ନେବାକୁ ଯାଉଛନ୍ତି। ସେ ପୂର୍ବାହ୍ନ ୧୧ଟାରେ ଶପଥ ନେବେ ବୋଲି ବୁଧବାର କଂଗ୍ରେସ ପକ୍ଷରୁ କୁହାଯାଇଛି।…

ସଂରକ୍ଷଣ ପାଇଁ ଧର୍ମ ପରିବର୍ତ୍ତନ ସମ୍ବିଧାନ ସହ ବିଶ୍ୱାସଘାତ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୧୧(ପି.ଟି.):କୌଣସି ଧର୍ମ ପ୍ରତି ଆସ୍ଥା ନ ଥାଇ କେବଳ ସଂରକ୍ଷଣ ସୁବିଧା ହାସଲ ପାଇଁ ଧର୍ମ ପରିବର୍ତ୍ତନ କରିବା ସମ୍ବିଧାନ ସହ ବିଶ୍ୱାସଘାତ ବୋଲି ବୁଧବାର ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସି. ସେଲଭାରାନିଙ୍କ ବାପା ହିନ୍ଦୁ ହୋଇଥିବାବେଳେ ମା’…

ଭୁଲ ବାଟ ଦେଖାଇଲା ଗୁଗୁଲ ମ୍ୟାପ୍‌, ବ୍ରିଜ୍‌ରୁ ଖସି ୩ ଜଣଙ୍କର ଗଲା ଜୀବନ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ…

ବରେଲି,୨୭।୧୧: ଗୁଗୁଲ ମ୍ୟାପ୍‌ ଦେଖି ଯାଉଥିବା ବେଳେ ଏକ ଅସମ୍ପୂର୍ଣ୍ଣ ବ୍ରିଜ୍‌ରୁ ଖସି ୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରବିବାର ଘଟିଥିବା ସୂଚନା ମିଳିଛି। ବାଦାୟଁର ସମରେର ସହିତ ଫରିଦପୁରକୁ ସଂଯୋଗ କରିବା ପାଇଁ ଏହି ବ୍ରିଜ୍‌ ୧…

‘ମୋତେ ପ୍ରଧାନମନ୍ତ୍ରୀ ମୋଦି ଫୋନ୍‌ କରିଥିଲେ, ମୁଁ ତାଙ୍କୁ କହିଲି…’

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ଏହାକୁ ନେଇ କଳ୍ପନାଜଳ୍ପନା ଜାରି ରହିଥିବା ବେଳେ ଶିବସେନା (ଶିନ୍ଦେ ଦଳ) ମୁଖ୍ୟ ଏକନାଥ ଶିନ୍ଦେ ବୁଧବାର ଖବରଦାତା ସମ୍ମିଳନୀରେ ସ୍ପଷ୍ଟ କରିଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ କରିଥିବା ଫୋନ୍‌ କଲ୍‌ ବିଷୟରେ ଏକନାଥ…

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ କିଏ ହେବେ? ପ୍ରେସ୍‌ କନଫରେନ୍ସ କରି ଶନ୍ଦେ କଲେ ବଡ଼ ଘୋଷଣା

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀଙ୍କୁ ନେଇ ସସ୍‌ପେନ୍ସ ଜାରି ରହିଛି। ତେବେ ବର୍ତ୍ତମାନ ଏହି ସସପେନ୍ସକୁ କାର୍ଯ୍ୟନିର୍ବାହୀ ସିଏମ ଏକନାଥ ଶିନ୍ଦେ ଶେଷ କରିଛନ୍ତି। ବୁଧବାର ଖବରଦାତା ସମ୍ମିଳନୀରେ ଏକନାଥ ଶନ୍ଦେ କହିଛନ୍ତି ଯେ ମୁଁ ଜଣେ ଖୋଲା ହୃଦୟ ବିଶିଷ୍ଟ…

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀଙ୍କୁ ନେଇ ଶେଷ ହେଲା ସସ୍‌ପେନ୍ସ

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ଏହି ପ୍ରଶ୍ନକୁ ନେଇ ଏକ ରାଜନୀତି ଗରମ ରହିଛି। ଏବେ ଲାଗୁଛି ଯେ ମହାଯାତୀରେ ସସପେନ୍ସ ଶେଷ ହେବାକୁ ଯାଉଛି। ଏହି ସମୟରେ ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ବିହାରର ଫର୍ମୁଲାକୁ ପୁନରାବୃତ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri