ଶନିବାର ଲ୍ୟାଣ୍ଡଫଲ କରିବ ବାତ୍ୟା, ପ୍ରଭାବରେ ଓଡ଼ିଶାରେ …
ଭୁବନେଶ୍ବର,୨୯।୧୧: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଘନୀଭୂତ ହୋଇ ଶୁକ୍ରବାର ବାତ୍ୟାର ରୂପ ନେବ। ଏହା ପ୍ରଭାବରେ ତାମିଲନାଡ଼ୁରେ ପ୍ରବଳ ବର୍ଷା ହେଉଥିବା ବେଳେ ଭୁବନେଶ୍ବରର ମଧ୍ୟ କିଛି ସ୍ଥାନରେ ହାଲୁକା ବର୍ଷା ଆରମ୍ଭ ହୋଇଯାଇଛି। ତେବେ ଶନିବାର…
ମହାରାଷ୍ଟ୍ରରେ ସରକାର ଗଠନର ଚିତ୍ର ସ୍ପଷ୍ଟ: ଶିନ୍ଦେ-ଅଜିତ୍ଙ୍କ ସହିତ ହେଲା ବଡ଼ ଡିଲ୍
ମୁମ୍ବାଇ,୨୯।୧୧: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ରାତିରେ ଭାଜପା ନେତୃତ୍ୱାଧୀନ ମହାୟୁତି ଗଠବନ୍ଧନର ତିନିଟି ରାଜନୈତିକ ଦଳର ନେତାଙ୍କୁ ଭେଟିଛନ୍ତି। ଏହି ସମୟରେ ସେ ରାଜ୍ୟରେ କ୍ଷମତା ବଣ୍ଟନ ଉପରେ ଆଲୋଚନା କରିଥିଲେ। ଗଠବନ୍ଦନରେ ଜଡିତ ତିନି ଦଳ…
ଅଧରାତିରେ ଅମିତ ଶାହାଙ୍କୁ ଭେଟିଲେ ଏକନାଥ ଶିନ୍ଦେ: ମୁଖ୍ୟମନ୍ତ୍ରୀ ବଦଳରେ ମାଗିଲେ ଏସବୁ ପଦ
ପୁଣେ,୨୯।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମହାୟୁତିର ପ୍ରଚଣ୍ଡ ବିଜୟ ପରେ ଏବେ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ହୋଇପାରି ନାହିଁ। ଅବଶ୍ୟ, ଏହା ନିଶ୍ଚିତ ଯେ, ଏକନାଥ ଶିନ୍ଦେ ଆଉ ମୁଖ୍ୟମନ୍ତ୍ରୀ ହେବେ ନାହିଁ। ଏହା ବଦଳରେ ସେ ବର୍ତ୍ତମାନ…
ତେଜୁଛି ମନ୍ଦିର-ମସ୍ଜିଦ ବିବାଦ:ସମ୍ଭଲ ପରେ ଅଜମେର
ଅଜମେର/ସମ୍ଭଲ/ନୂଆଦିଲ୍ଲୀ,୨୯ା୧୧:ଦରଘା ଶରିଫରେ ସର୍ଭେ କରାଇବା ପାଇଁ ଦାଖଲ ଏକ ଆବେଦନର ଶୁଣାଣି କରି ବୁଧବାର ରାଜସ୍ଥାନର ଅଜମେରସ୍ଥିତ ଏକ କୋର୍ଟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ, ଭାରତର ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ), ଅଜମେର ଦରଘା କମିଟିକୁ ନୋଟିସ କରିଛନ୍ତି। ହିନ୍ଦୁସେନା ମୁଖ୍ୟ ବିଷ୍ଣୁ…
ଯେତେବେଳେ ବି ମୁଖ୍ୟମନ୍ତ୍ରୀ ବାଛିବାକୁ ସମୟ ନେଇଛି ଭାଜପା ସାମ୍ନାକୁ ଆସିଛି ସରପ୍ରାଇଜ୍ ଚେହେରା
ମୁମ୍ବାଇ,୨୮।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ଆସିବାକୁ ୬ ଦିନ ହୋଇ ଗଲାଣି। ହେଲେ ରାଜ୍ୟର ମୁଖ୍ୟମନ୍ତ୍ରୀ କିଏ ହେବେ ତାହା ଏବେ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। କୁହାଯାଉଛି କି ମହାରାଷ୍ଟ୍ରରେ ଭାରତୀୟ ଜନତା ପାର୍ଟି(ଭାଜପା)ର ନେତା ହିଁ ମୁଖ୍ୟମନ୍ତ୍ରୀ ଚୌକିରେ…
ହେମନ୍ତ ସୋରେନ ୪ର୍ଥ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସତ, ହେଲେ ଅସଲ ରେକର୍ଡ ଭାଙ୍ଗିବେ ୧୭ରେ
ରାଞ୍ଚି,୨୮।୧୧: ଚତୁର୍ଥ ଥର ପାଇଁ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଗୁରୁବାର ରାଞ୍ଚିର ଐତିହାସିକ ମୋହରାବାଦି ପଡିଆରେ ହେମନ୍ତ ସୋରେନ ରାଜ୍ୟର ୧୪ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି।…
ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ନାମକୁ ନେଇ ହୋଇ ନ ଥିଲା ଚର୍ଚ୍ଚା, ମହାୟୁତିର ଟେନସନ ବଢାଇଲେ ଅଜିତ ପାଓ୍ବାର!
ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କରେ ପାଞ୍ଚ ଦିନ ପର୍ଯ୍ୟନ୍ତ ସସପେନ୍ସ ଜାରି ରହିଛି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କରେ ଗୁରୁବାର ଦିଲ୍ଲୀରେ ଏନଡିଏ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ଯୋଗଦେବା ପାଇଁ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ…
ଚିନ୍ମୟ ଦାସଙ୍କ ଗିରଫକୁ ନେଇ ଗର୍ଜିଲେ ଶେଖ ହସିନା
ନୂଆଦିଲ୍ଲୀ/ଢାକା,୨୮।୧୧: ବହିଷ୍କୃତ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଦେଶଦ୍ରୋହ ଅଭିଯୋଗରେ ହିନ୍ଦୁ ଭିକ୍ଷୁ ଚିନ୍ମୟ କୃଷ୍ଣ ଦାସଙ୍କ ଗିରଫଦାରୀକୁ ତୀବ୍ର ନିନ୍ଦା କରିବା ସହ ତାଙ୍କୁ ତୁରନ୍ତ ମୁକ୍ତ କରିବାକୁ ଦାବି କରିଛନ୍ତି। ଆୱାମୀ ଲିଗ ସଭାପତି ବଙ୍ଗବନ୍ଧୁଙ୍କ ଝିଅ ଶେଖ…
ବର୍ତ୍ତମାନ ବୟସ ଏତେ ଯେ ଯାହାକୁ ମୁଁ ବଞ୍ଚି ପାରିବି ନାହିଁ, ଜାଣନ୍ତୁ ଏମିତି କାହିଁକି କହିଲେ ଅଖିଳେଶ
ଲକ୍ଷ୍ନୌ,୨୮।୧୧: ନିକଟରେ ଏକ ସାକ୍ଷାତକାରରେ ସମାଜବାଦି ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ତାଙ୍କ ବ୍ୟକ୍ତିଗତ ଜୀବନ, ପିତା ମୁଲାୟମ ସିଂ ଯାଦବଙ୍କ ସହ ସମ୍ପର୍କ ଏବଂ ଡିମ୍ପଲ ଯାଦବଙ୍କ ସହ ପ୍ରେମ ସମ୍ପର୍କ ବିଷୟରେ ଖୋଲାଖୋଲି ଆଲୋଚନା କରିଥିଲେ। ଏହି ସମୟରେ…
ଭାଜପା ତଣ୍ଟିରେ ଲାଗିଛି ‘ଶିନ୍ଦେ’ କଣ୍ଟା ! ସାଙ୍ଗରେ ରଖିବାକୁ ଦଳ ଯେତିକି ବାଧ୍ୟ ସେତିକି ଜରୁରୀ, ଅଣଦେଖା କଲେ…
ମୁମ୍ବାଇ,୨୮।୧୧: ଯଦି ଏକନାଥ ସିନ୍ଦେ ନୁହନ୍ତି, ତେବେ ମହାରାଷ୍ଟ୍ରର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବ? ଦେବେନ୍ଦ୍ର ଫଡନାଭିସ ଏହି ଦୌଡରେ ସବୁଠାରୁ ଆଗରେ ଥିବା କୁହାଯାଉଛି। ହେଲେ ଯଦି ଶିନ୍ଦେ ମୁଖ୍ୟମନ୍ତ୍ରୀ ନ ହୁଅନ୍ତି ତେବେ ତାଙ୍କ ଭୂମିକା କ’ଣ ରହିବ…
ଥରିଲା ଆଫଗାନିସ୍ତାନ, ଜମ୍ମୁ-କଶ୍ମୀରରେ ଦେଖାଗଲା ଏହାର ପ୍ରଭାବ
ଶ୍ରୀନଗର/କାବୁଲ,୨୮।୧୧: ଗୁରୁବାର (୨୮ ନଭେମ୍ବର) ଅପରାହ୍ନରେ ଜମ୍ମୁ କଶ୍ମୀରର କିଛି ଅଞ୍ଚଳରେ ସାମାନ୍ୟ ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି କହିଛି ଯେ ଆଫଗାନିସ୍ତାନରେ ୫.୮ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଅନୁଭୂତ ହୋଇଛି। ରାତି ପ୍ରାୟ ୪ଟା ୧୯ରେ…
‘ସିଂହୀ ସଂସଦ ଆସିଗଲେ…,’ ପ୍ରିୟଙ୍କା ଗାନ୍ଧୀଙ୍କ ଉପରେ ପୋଷ୍ଟ କରି ଫସିଗଲେ ସଞ୍ଜୟ
ନୂଆଦିଲ୍ଲୀ,୨୮।୧୧: କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ ଗୁରୁବାର ସଂସଦରେ ଏମପି ଭାବରେ ଶପଥ ଗ୍ରହଣ କରିଛନ୍ତି। କେରଳର ୱାୟାନାଡର ଏମପି ଭାବରେ ସଂସଦରେ ଶପଥ ଗ୍ରହଣ କରିବା ପରେ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଦେଶ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ…
Archives


