ଜାତୀୟ

ସ୍ବାମୀଙ୍କ ନାଁରେ ଏମିତି ଅଭିଯୋଗ ଆଣିଲେ ନବବିବାହିତା: ମୁଣ୍ଡରେ ହାତ ଦେଲା ପୋଲିସ

ନୂଆଦିଲ୍ଲୀ,୨୫।୧୧: ଉତ୍ତର ପ୍ରଦେଶର ଆଗ୍ରାରେ ଏକ ଅଜବ ଘଟଣା ଘଟିଛି। ଜଣେ ନବବିବାହିତ ସ୍ବାମୀଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ଲିପଷ୍ଟିକ ଏବଂ ପାଉଡର ଆଣିବାକୁ ସ୍ବାମୀଙ୍କୁ ସ୍ତ୍ରୀ ଅନୁରୋଧ କରିଥିଲେ। କିନ୍ତୁ ସେ ଆଣି ନ ଥିଲେ। ମାମଲା ବଢିବା…

ମେଣ୍ଟ ସହଯୋଗୀଙ୍କ ମଧ୍ୟରେ ସମନ୍ବୟ ନ ଥିଲା: କଂଗ୍ରେସ

ମୁମ୍ବାଇ, ୨୫।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ପରାଜୟ ପରେ ମହା ବିକାଶ ଅଘାଡ଼ି ମେଣ୍ଟରେ ଆରୋପ ପ୍ରତ୍ୟାରୋପ ରାଜନୀତି ଆରମ୍ଭ ହୋଇଛି। ମହା ବିକାଶ ଅଘାଡ଼ି(ଏମ୍‌ଭିଏ) ମେଣ୍ଟର ଦଳମାନଙ୍କ ମଧ୍ୟରେ ସହଯୋଗ ଏବଂ ସମନ୍ବୟ ପ୍ରୟାସର ଅଭାବ ଯୋଗୁ ଏହି ପରାଜୟ…

ପୋଲିସ ଗୁଳିରେ ୪ ମୃତ

ସମ୍ଭଲ(ୟୁପି),୨୫ା୧୧: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଏକ ମସ୍‌ଜିଦରେ ରବିବାର ସକାଳେ ସର୍ଭେ ଚାଲିଥିବାବେଳେ ପୋଲିସ ଓ ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର ଲୋକଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଉକ୍ତ ସମ୍ପ୍ରଦାୟର ଲୋକେ ଟେକାମାଡ଼ କରିବାରୁ ୨୦ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ପୋଲିସ ଉତ୍ତ୍ୟକ୍ତ…

ଆଜିଠୁ ସଂସଦର ଶୀତ ଅଧିବେଶନ

ନୂଆଦିଲ୍ଲୀ,୨୫ା୧୧(ପି.ଟି.): ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ସୋମବାର ଆରମ୍ଭ ହେଉଛି। ଏହା ପୂର୍ବରୁ ରବିବାର ବସିଥିବା ସର୍ବଦଳୀୟ ବୈଠକରେ ଅଧିବେଶନକୁ ସୁରୁଖୁରୁରେ ଚଳାଇବା ପାଇଁ କେନ୍ଦ୍ର ସରକାର ସବୁ ଦଳର ସହଯୋଗ କାମନା କରିଥିଲେ। ଅନ୍ୟପକ୍ଷରେ ଆଦାନୀ ଗ୍ରୁପ୍‌ ବିରୋଧରେ ଆମେରିକା ଆଣିଥିବା…

ସମ୍ବିଧାନ ଦିବସ ପାଇଁ ପାର୍ଲାମେଣ୍ଟରେ ହେବ ସ୍ବତନ୍ତ୍ର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୪ା୧୧: ୧୯୪୯ ନଭେମ୍ବର ୨୬ରେ ସେଣ୍ଟ୍ରାଲ ହଲ୍‌ରେ ଅନୁଷ୍ଠିତ ସମ୍ବିଧାନ ସଭାରେ ସମ୍ବିଧାନ ଗୃହୀତ ହୋଇଥିଲା। ଏହାର ୭୫ତମ ବାର୍ଷିକୀ ନିମନ୍ତେ ମଙ୍ଗଳବାରଠାରୁ ବର୍ଷବ୍ୟାପୀ ଉତ୍ସବ ପାଳନ କରାଯିବ। ଏହି ଅବସରରେ ପୁରୁଣା ପାର୍ଲାମେଣ୍ଟ ଭବନର ସେଣ୍ଟ୍ରାଲ ହଲ୍‌ରେ ମଙ୍ଗଳବାର ସ୍ବତନ୍ତ୍ର…

ଓଡ଼ିଶା ପର୍ବରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ: କଟକ ବାଲିଯାତ୍ରାକୁ ମନେ ପକାଇ…

ନୂଆଦିଲ୍ଲୀ,୨୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସାରେ ଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ଆୟୋଜିତ ଓଡ଼ିଶା ପର୍ବ-୨୦୨୪ରେ ଅଂଶଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମରେ ଯୋଗଦେଇ ଓଡିଶା ପର୍ବ ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ।…

ମସଜିଦ ସର୍ଭେ ସମୟରେ ହିଂସା: ପଥରମାଡ଼ରେ ୩ ମୃତ, ଇଣ୍ଟରନେଟ ବନ୍ଦ

ନୂଆଦିଲ୍ଲୀ,୨୪।୧୧: ଉତ୍ତରପ୍ରଦେଶ ଜାମା ମସଜିଦରେ ସର୍ଭେ ସମୟରେ ହିଂସା ଘଟି ସେଥିରେ ତିନି ଜଣଙ୍କର ମୃତ୍ୟୁ ଘଟିଛି। ଜିଲାର ଆରକ୍ଷୀ ଅଧିକ୍ଷକ(ଏସପି) ଏହି ଖବରକୁ ନିଶ୍ଚିତ କରିଛନ୍ତି। ତିନି ମୃତକ ହେଉଛନ୍ତି ନୋମାନ, ବିଲାଲ ଏବଂ ନଇମ। ପୋଲିସ ସୂଚନା ଅନୁଯାୟୀ…

ପର୍ଥରେ ଚୌକା-ଛକା ବର୍ଷା: ୪୯୧ ଦିନ ପରେ ଶତକ ମାରି ସଚିନଙ୍କ ରେକର୍ଡ ଭାଙ୍ଗିଲେ କୋହଲି 

ପର୍ଥ,୨୪।୧୧: ଅଷ୍ଟ୍ରେଲିଆରେ ଚମକିଲେ ବିରାଟ କୋହଲି। ପର୍ଥ ଟେଷ୍ଟର ଦ୍ୱିତୀୟ ଇନିଂସରେ କୋହଲି ଶତକ ମାରିବାରେ ସଫଳ ହୋଇଛନ୍ତି। ଦୀର୍ଘ ଦିନରୁ ଖରାପ ଫର୍ମ ଦେଇ ଗତି କରୁଥିବା ଏହି ଖେଳାଳି ବଡ଼ ଇନିଂସ ଖେଳି ଆଲୋଚକଙ୍କ ମୁହଁ ବନ୍ଦ କରିଦେଇଛନ୍ତି।…

ମହାରାଷ୍ଟ୍ରରେ ବିରଳ ଘଟଣା, ଛଅ ଦଶକ ମଧ୍ୟରେ ପ୍ରଥମ ଥର ହେଲା ଏମିତି…

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରର ୧୫ତମ ବିଧାନସଭାରେ ଗୋଟିଏ ବିରଳ ଘଟଣା ଘଟିବାକୁ ଯାଉଛି। କାରଣ ପ୍ରଥମଥର ପାଇଁ ମହାରାଷ୍ଟ୍ର ବିଧାନସଭା ବିନା ବିରୋଧୀ ଦଳ ନେତାରେ କାର୍ଯ୍ୟ କରିବ। କାରଣ କୌଣସି ରାଜନୀତିକ ଦଳ ବିରୋଧୀ ଦଳର ନେତା ମାନ୍ୟତା ପାଇବାକୁ ନିର୍ବାଚନରେ…

୬ ମାସରେ ହାରି ଯାଇଥିବା ବାଜିକୁ କିଭଳି ପଲଟାଇଦେଲା ଭାଜପା?  ବ୍ୟାକ୍‌ଫୁଟ୍‌ରୁ ଏବେ…

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରରେ ମହାୟୁତି ମେଣ୍ଟର ପ୍ରଚଣ୍ଡ ବିଜୟ ସହ ଭାଜପା ଶିବିରରେ ଖୁସିର ଲହରୀ ଖେଳିଯାଇଛି। ଏନ୍‌ଡିଏ ମେଣ୍ଟ ୨୮୮ରୁ ୨୩୧ ଆସନରେ ବାଜିମାତ କରିଛି। ଏହି ବିଜୟ ଗୁରୁତ୍ୱ ବହନ କରୁଛି କାରଣ ୫ ମାସ ପୂର୍ବେ ହୋଇଥିବା ଲୋକ…

ପ୍ରଧାନମନ୍ତ୍ରୀଙ୍କ ବଡ଼ ଆହ୍ବାନ: ଆସନ୍ତାବର୍ଷ ଲକ୍ଷେ ନୂଆ ଯୁବକଙ୍କୁ ରାଜନୀତିକୁ ଆଣିବା ପାଇଁ ରହିଛି ଲକ୍ଷ୍ୟ

ନୂଆଦିଲ୍ଲୀ,୨୪ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ମନ୍‌ କି ବାତ୍‌’କାର୍ଯ୍ୟକ୍ରମର ୧୧୬ ତମ ଏପିସୋଡ୍‌ରେ ଲୋକଙ୍କୁ ସମ୍ବୋଧିତ କରିଛନ୍ତି। ସେ ପ୍ରଥମେ ଜାତୀୟ କ୍ୟାଡେଟ କର୍ପସ (ଏନ୍‌ସିସି) ଦିବସ ଶୁଭେଚ୍ଛା ଜଣାଇଥିଲେ। ପରେ ସେ କହିଛନ୍ତି ‘ବନ୍ଧୁଗଣ, ଆଜି ଏକ ବିଶେଷ…

ଚର୍ଚ୍ଚାରେ ହେଲିକପ୍ଟର ମାଡାମ, ବାରିପଦା ଝିଅ ହେବେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ!

ରାଞ୍ଚି,୨୪।୧୧: ଝାଡ଼ଖଣ୍ଡର JMM ସରକାର ପୁଣି ବାଜିମାତ ପରେ ଏବେ ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ। କୁହାଯାଉଛି କଳ୍ପନା ସୋରେନଙ୍କ ଭିନ୍ନ ରଣନୀତି ହିଁ JMM କୁ ପୁଣି ଥରେ କ୍ଷମତାକୁ ଆଣିବାରେ ସଫଳ ହୋଇଛି। ଏପରିକି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri