ଝାଡଖଣ୍ଡରେ ହେମନ୍ତ ମ୍ୟାଜିକ୍: ବହୁମତ ପାର୍ କଲା ଜେଏମ୍ଏମ୍
ରାଞ୍ଚି,୨୩।୧୧:ଝାଡଖଣ୍ଡରେ ପୁଣି ହେମନ୍ତ ସୋରେନ୍ଙ୍କ ମ୍ୟାଜିକ୍ ଦେଖିବାକୁ ମିଳିଛି। ପ୍ରାରମ୍ଭିକ ଟେଣ୍ଡରେ ଇଣ୍ଡିଆ ମେଣ୍ଟ ବହୁମତ ପାର୍ କରିଛି। ଏହି ମେଣ୍ଟ ୫୧ ସିଟ୍ରେ ଆଗୁଆ ଥିବାବେଳେ ଏବଂ ଏନ୍ଡିଏ ମେଣ୍ଟ ୨୮ ଏବଂ ଅନ୍ୟ ୩ଟି ସିଟରେ ଆଗୁଆ ରହିଛି।…
ପ୍ରଚଣ୍ଡ ବିଜୟ ଅଭିମୁଖେ ପ୍ରିୟଙ୍କା ଗାନ୍ଧୀ: ଲକ୍ଷେରୁ ଅଧିକ ଭୋଟ୍ରେ ଆଗୁଆ
ୱାୟନାଡ,୨୩।୧୧: ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କ ଇସ୍ତଫା ପରେ ଖାଲି ପଡ଼ିଥିବା କେରଳର ୱାୟନାଡ ଲୋକ ସଭା ଆସନରେ ଉପ-ନିର୍ବାଚନ ପାଇଁ ଭୋଟ ଗଣନା ଚାଲିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ପ୍ରିୟଙ୍କା ଗାନ୍ଧୀ ଅଗ୍ରଣୀ ହାସଲ କରିଛନ୍ତି। ଭାଜପା ପଛରେ ପଡିଛି।…
ମହାରାଷ୍ଟ୍ରରେ ମହାବିଜୟ ମୁହାଁ ମହାୟୁତି: ୨୦୦ ପାର୍ କଲା ମେଣ୍ଟ
ପୁଣେ,୨୩।୧୧: ମହାରାଷ୍ଟ୍ରରେ ପୁଣି ମହାୟୁତି ଦ୍ବଦବା ଦେଖିବାକୁ ମିଳିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ମହାୟୁତି ବହୁମତଠାରୁ ବହୁ ଆଗରେ ଚାଲିଛି। ଭାଜପା ନେତୃତ୍ୱାଧୀନ ମହାୟୁତି ୨୧୩ଟି ଆସନରେ, କଂଗ୍ରେସ ନେତୃତ୍ୱାଧୀନ ମହା ବିକାଶ ଆଗାଡି ମିଳିତ ମେଣ୍ଟ ୬୨ଟି ଆସନରେ ଏବଂ ଅନ୍ୟମାନେ…
ମହାରାଷ୍ଟ୍ରରେ ମହାୟୁତିକୁ ବହୁମତ: ପଛରେ ପଡ଼ିଲା ଏମ୍ଭିଏ
ପୁଣେ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ମତଗଣନା ଜାରି ରହିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ମହାୟୁତିକୁ ବହୁମତ ମିଳିଛି। ଭାଜପା ନେତୃତ୍ୱାଧୀନ ମହାୟୁତି ୯୭ଟି ଆସନରେ, କଂଗ୍ରେସ ନେତୃତ୍ୱାଧୀନ ମହା ବିକାଶ ଆଗାଡି ମିଳିତ ମେଣ୍ଡ ୫୧ଟି ଆସନରେ ଏବଂ ଅନ୍ୟମାନେ ୧୦ଟି…
ଝାଡ଼ଖଣ୍ଡରେ କଡ଼ା ଟକ୍କର: ଆଗ-ପଛ ହେଉଛନ୍ତି ଇଣ୍ଡିଆ-ଏନ୍ଡିଏ ମେଣ୍ଟ
ରାଞ୍ଚି,୨୩।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନରେ ଭୋଟ ଗଣନା ଜାରି ରହିଛି। ପ୍ରାରମ୍ଭିକ ଟେଣ୍ଡରେ ଇଣ୍ଡିଆ ଏବଂ ଏନ୍ଡିଏ ମେଣ୍ଟ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଛି। ଏବେ ପୁଣି ରାଜ୍ୟରେ ୩୮ଟି ଆସନରେ ଭାଜପା ମିଳିତ ମେଣ୍ଟ ଆଗରେ ରହିଛି। ଜେଏମଏମ…
ଖେଳକୁ ବୁଝନ୍ତୁ ଲୋକେ:ରାହୁଲ
ନୂଆଦିଲ୍ଲୀ,୨୩ା୧୧:ସୌର ଶକ୍ତି ଠିକା ପାଇଁ ଭାରତୀୟ ଅଧିକାରୀମାନଙ୍କୁ ଲାଞ୍ଚ ଦେବା ଓ ନିବେଶକଙ୍କୁ ଠକେଇ ଅଭିଯୋଗରେ ଶିଳ୍ପପତି ଗୌତମ ଆଦାନୀଙ୍କ ବିରୋଧରେ ଆମେରିକା କୋର୍ଟରୁ ଗିରଫ ପରଓ୍ବାନା ଜାରି ହେବା ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଦୁର୍ନୀତିର ଏହି…
Maharashtra Election Result Live: ପ୍ରାରମ୍ଭିକ ଟ୍ରେଣ୍ଡରେ ମହାୟୁତି ଆଗରେ
ପୁଣେ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଶନିବାର ସକାଳୁ ମତଗଣନା ଚାଲିଛି। ସକାଳ ୮ଟାରୁ ଗଣତି କାର୍ଯ୍ୟ ଆରମ୍ଭ ହୋଇଛି। ପୋଷ୍ଟାଲ ବାଲଟ ଗଣତିରେ ମହାୟୁତି ମେଣ୍ଟ ଆଗରେ ରହିଛି। ୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭା ପାଇଁ ଗତ ୨୦…
ଆଦାନୀ ଲାଞ୍ଚ: ତଦନ୍ତ ଆରମ୍ଭ କରିନି ସେବି
ମୁମ୍ବାଇ,୨୩ା୧୧:୬୨ ବର୍ଷୀୟ ବିଲିୟନେୟାର ଗୌତମ ଆଦାନୀ, ତାଙ୍କ ପୁତୁରା ସାଗର ଆଦାନୀ ଏବଂ କମ୍ପାନୀର ଏକ୍ଜିକ୍ୟୁଟିଭ୍ମାନେ ନିଜର ଆଦାନୀ ଗ୍ରୁପ୍ ଅଧୀନ ଏକ ଅକ୍ଷୟ ଶକ୍ତି କମ୍ପାନୀକୁ ସୌରଶକ୍ତି କଣ୍ଟ୍ରାକ୍ଟ କରାଇଦେବା ପାଇଁ ଓଡ଼ିଶା ସମେତ ୬ ରାଜ୍ୟର ଅଧିକାରୀମାନଙ୍କୁ ୨୬୫…
ପୂର୍ବ ମୁଖ୍ୟମନ୍ତ୍ରୀଙ୍କଠାରୁ ଆତିଶୀ ହଜାରେ ଗୁଣ ଭଲ: ଉପରାଜ୍ୟପାଳ
ନୂଆଦିଲ୍ଲୀ,୨୩ା୧୧: ଏକ ବିରଳ ଘଟଣାକ୍ରମରେ ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସାକ୍ସେନା ଶୁକ୍ରବାର ମୁଖ୍ୟମନ୍ତ୍ରୀ ଆତିଶୀଙ୍କୁ ଭୂୟସୀ ପ୍ରଶଂସା କରିଛନ୍ତି। ଆତିଶୀ ପୂର୍ବ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କଠାରୁ ହଜାରେ ଗୁଣ ଭଲ ବୋଲି ଉପରାଜ୍ୟପାଳ କହିଛନ୍ତି। ଇନ୍ଦିରା ଗାନ୍ଧୀ ଦିଲ୍ଲୀ ଟେକ୍ନିକାଲ ୟୁନିଭର୍ସିଟି…
ଦିଲ୍ଲୀ ପ୍ରଦୂଷଣ ଅସମ୍ଭାଳ
ନୂଆଦିଲ୍ଲୀ,୨୩ା୧୧: ବାୟୁ ଗୁଣବତ୍ତା ସୂଚକାଙ୍କ ସ୍ତର ନିମ୍ନଗାମୀ ହେଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ -ଏନ୍ସିଆର୍ରେ ଗ୍ରେଡେଡ୍ ରେସ୍ପନ୍ସ ଆକ୍ସନ ପ୍ଲାନ୍ (ଜିଆର୍ଏପି) ଚତୁର୍ଥ ପର୍ଯ୍ୟାୟ ଲାଗୁ ହୋଇଥିଲା। ତେବେ ଏହି କଟକଣା କାର୍ଯ୍ୟକାରୀ କରିବାରେ ଦିଲ୍ଲୀ ସରକାର ବିଫଳ ହୋଇଥିବାରୁ…
ଆଜି ମହାରାଷ୍ଟ୍ର, ଝାଡ଼ଖଣ୍ଡ ନିର୍ବାଚନ ଫଳାଫଳ, ୮ଟାରେ ପୋଷ୍ଟାଲ ବାଲଟ ଗଣନା
ନୂଆଦିଲ୍ଲୀ,୨୩ା୧୧: ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଭୋଟଗଣତି ଶନିବାର ଅନୁଷ୍ଠିତ ହୋଇ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ଉଭୟ ରାଜ୍ୟରେ ଶାସକ ଓ ବିରୋଧୀ ମେଣ୍ଟ ମଧ୍ୟରେ ଜୋର୍ଦାର ଲଢ଼େଇ ହୋଇଥିଲା। ଏଥିସହିତ କେରଳର ଓ୍ବାୟନାଡ ଲୋକ ସଭା…
ରାଜି ଥିଲେ ଘର ଲୋକେ, ପଡ଼ିଥାନ୍ତା ହାତଗଣ୍ଠି…ହେଲେ ହଳଦୀ ଉତ୍ସବ ଦିନ କାହିଁକି ପଙ୍ଖାରେ ଝୁଲି ପଡ଼ିଲେ ବରକନ୍ୟା?
ଲକ୍ଷ୍ନୌ,୨୨।୧୧: ୩ ବର୍ଷର ପ୍ରେମସମ୍ପର୍କ। ପରିବାର ଲୋକେ ରାଜି ହେବା ପରେ ବିବାହର ଦିନ ସ୍ଥିର ହୋଇଥିଲା। ଆଉ ଦି ଦିନ ପରେ ପଡ଼ିଥିଲା ହାତଗଣ୍ଠି। ହେଲେ ଏହା ପୂର୍ବରୁ ଘଟିଗଲା ଅଘଟଣ। ହଳଦୀ ଉତ୍ସବ ଚାଲିଥିବା ବେଳେ ଉଭୟଙ୍କ ମୃତ୍ୟୁକୁ…
Archives


